< ପ୍ରକାଶିତ 10 >

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
অনন্তরং স্ৱর্গাদ্ অৱরোহন্ অপর একো মহাবলো দূতো মযা দৃষ্টঃ, স পরিহিতমেঘস্তস্য শিরশ্চ মেঘধনুষা ভূষিতং মুখমণ্ডলঞ্চ সূর্য্যতুল্যং চরণৌ চ ৱহ্নিস্তম্ভসমৌ|
2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
স স্ৱকরেণ ৱিস্তীর্ণমেকং ক্ষূদ্রগ্রন্থং ধারযতি, দক্ষিণচরণেন সমুদ্রে ৱামচরণেন চ স্থলে তিষ্ঠতি|
3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
স সিংহগর্জনৱদ্ উচ্চৈঃস্ৱরেণ ন্যনদৎ নিনাদে কৃতে সপ্ত স্তনিতানি স্ৱকীযান্ স্ৱনান্ প্রাকাশযন্|
4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।
তৈঃ সপ্ত স্তনিতৈ র্ৱাক্যে কথিতে ঽহং তৎ লেখিতুম্ উদ্যত আসং কিন্তু স্ৱর্গাদ্ ৱাগিযং মযা শ্রুতা সপ্ত স্তনিতৈ র্যদ্ যদ্ উক্তং তৎ মুদ্রযাঙ্কয মা লিখ|
5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
অপরং সমুদ্রমেদিন্যোস্তিষ্ঠন্ যো দূতো মযা দৃষ্টঃ স গগনং প্রতি স্ৱদক্ষিণকরমুত্থাপ্য
6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ; (aiōn g165)
অপরং স্ৱর্গাদ্ যস্য রৱো মযাশ্রাৱি স পুন র্মাং সম্ভাৱ্যাৱদৎ ৎৱং গৎৱা সমুদ্রমেদিন্যোস্তিষ্ঠতো দূতস্য করাৎ তং ৱিস্তীর্ণ ক্ষুদ্রগ্রন্থং গৃহাণ, তেন মযা দূতসমীপং গৎৱা কথিতং গ্রন্থো ঽসৌ দীযতাং| (aiōn g165)
7 ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍‍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।
কিন্তু তূরীং ৱাদিষ্যতঃ সপ্তমদূতস্য তূরীৱাদনসময ঈশ্ৱরস্য গুপ্তা মন্ত্রণা তস্য দাসান্ ভৱিষ্যদ্ৱাদিনঃ প্রতি তেন সুসংৱাদে যথা প্রকাশিতা তথৈৱ সিদ্ধা ভৱিষ্যতি|
8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।
অপরং স্ৱর্গাদ্ যস্য রৱো মযাশ্রাৱি স পুন র্মাং সম্ভাষ্যাৱদৎ ৎৱং গৎৱা সমুদ্রমেদিন্যোস্তিষ্ঠতো দূতস্য করাৎ তং ৱিস্তীর্ণং ক্ষুদ্রগ্রন্থং গৃহাণ,
9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।
তেন মযা দূতসমীপং গৎৱা কথিতং গ্রন্থো ঽসৌ দীযতাং| স মাম্ অৱদৎ তং গৃহীৎৱা গিল, তৱোদরে স তিক্তরসো ভৱিষ্যতি কিন্তু মুখে মধুৱৎ স্ৱাদু র্ভৱিষ্যতি|
10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।
১০তেন মযা দূতস্য করাদ্ গ্রন্থো গৃহীতো গিলিতশ্চ| স তু মম মুখে মধুৱৎ স্ৱাদুরাসীৎ কিন্ত্ৱদনাৎ পরং মমোদরস্তিক্ততাং গতঃ|
11 ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।
১১ততঃ স মাম্ অৱদৎ বহূন্ জাতিৱংশভাষাৱদিরাজান্ অধি ৎৱযা পুন র্ভৱিষ্যদ্ৱাক্যং ৱক্তৱ্যং|

< ପ୍ରକାଶିତ 10 >