< Marka 5 >
1 Tedy się przeprawili za morze do krainy Gadareńczyków.
୧ଜିସୁ ଆରି ତାର୍ ସିସ୍ମନ୍ ସମ୍ଦୁର୍ ସେପାଟେ ରଇବା ଗରାସିୟମନର୍ ଜାଗାଇ କେଟ୍ଲାଇ ।
2 A gdy on wyszedł z łodzi, zaraz mu zabieżał z grobów człowiek mający ducha nieczystego;
୨ଜିସୁ ଡଙ୍ଗାଇଅନି ଉତର୍ଲା ଦାପ୍ରେ ଗଟେକ୍ ଡୁମା ଦାରିରଇବା ଲକ୍ ମସ୍ନେ ଅନି ବାରଇ ତାକେ ବେଟ୍ଅଇବାକେ ଆଇଲା ।
3 Który miał mieszkanie w grobach, a nie mógł go nikt i łańcuchami związać,
୩ସେ ଲକ୍ ମସ୍ନେ ବାସାଅଇରଇଲା, ଆରି କେ ମିସା ତାକେ ସିକିଲି ସଙ୍ଗ୍ ବାନ୍ଦି ନାପାର୍ତେ ରଇଲାଇ ।
4 Przeto że on często będąc pętami i łańcuchami związany, łańcuchy porwał, i pęta pokruszył; a nie mógł go nikt ukrócić.
୪ତାକେ କେତେକ୍ ତର୍ ଗଡେ କଡୁ ଆରି ଆତେ ସିକିଲି ସଙ୍ଗ୍ ବାନ୍ଦ୍ଲେ ମିସା, ସେ ସିକିଲି ସବୁ ଚିଡାଇ ଦେଇ, କଡୁ ସବୁ ବାଙ୍ଗାଇ ପାକାଇତେ ରଇଲା । ତାକେ ବାନ୍ଦି ସଙ୍ଗଇବାକେ କାର୍ ମିସା ବପୁ ନ ରଇଲା ।
5 A zawsze we dnie i w nocy na górach w grobach był, wołając i kamieniem się tłukąc.
୫ସେ ଦିନ୍ ରାତି ସବୁବେଲେ ମସ୍ନେ ଆରି କୁପ୍ଲିତେଇ ରଇ କିର୍କିର୍ତେ ରଇଲା, ଆରି ପାକ୍ନା ସଙ୍ଗ୍ ଗାଗ୍ଡେ ମୁଣ୍ଡେ ମାରିଅଇ କଣ୍ଡିଆ ବଣ୍ଡିଆ ଅଇଜାଇତେରଇଲା ।
6 Ujrzawszy tedy Jezusa z daleka, bieżał i pokłonił mu się;
୬ସେ ଜିସୁକେ ଦୁରିକେ ଅନି ଦେକି ପାଲାଇ ଆସି ତାର୍ ମୁଆଟେ ଅଦର୍ଲା ।
7 A wołając głosem wielkim, rzekł: Cóż mam z tobą Jezusie, Synu Boga najwyższego? Poprzysięgam cię przez Boga, abyś mię nie trapił.
୭ଆରି ଆଉଲି ଅଇ କିର୍କିରି କରି କଇଲା, “ଏ ସବୁର୍ ଟାନେଅନି ବଡ୍ ପର୍ମେସରର୍ ପ ଜିସୁ, ମର୍ ଟାନେ ତମର୍ କାଇ କାମ୍ ଆଚେ? ମୁଇ ତମ୍କେ ପର୍ମେସରର୍ ନାଉଁ ଦାରି ଗୁଆରି କରି କଇଲିନି, ମକେ କସ୍ଟ ଦିଆନାଇ ।”
8 (Albowiem mu mówił: Wynijdź, duchu nieczysty! z tego człowieka.)
୮କାଇକେବଇଲେ ଜିସୁ ତାକେ ଆଗ୍ତୁ କଇତେରଇଲା, “ଏରେ ଡୁମା, ଏ ଲକର୍ଟାନେଅନି ବାରଇ ଜା ।”
9 Tedy go pytał: Co masz za imię? A on odpowiadając, rzekł: Imię moje jest wojsko: albowiem nas jest wiele.
୯ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”
10 I prosił go bardzo, aby ich nie wyganiał z onej krainy.
୧୦ଆରି, ସେ ଲକ୍ ଜେନ୍ତିକି ସେମନ୍କେ ସେ ଜାଗାଇ ଅନି ବାଇରେ ନ ପାଟାଅ ବଲି, ଜିସୁକେ ତର୍କେ ତର୍ ଜୁଆର୍ ବିଆର୍ କଲା ।
11 A była tam przy górach wielka trzoda świni, która się pasła.
୧୧ସେ ଲଗର୍ କୁପ୍ଲି ପାଲିକେ ବେସି ଗୁସ୍ରି ମାନ୍ଦା ଚାର୍ତେରଇଲାଇ ।
12 I prosili go oni wszyscy dyjabli, mówiąc: Puść nas w te świnie, abyśmy w nie weszli.
୧୨ଆରି ଡୁମାମନ୍ ଜିସୁକେ ଜୁଆର୍ ବିଆର୍ କରି କଇଲାଇ, “ସେ ଗୁସ୍ରିମନର୍ ବିତ୍ରେ ପୁର୍ବାକେ ଆମ୍କେ ପାଟାଆ ।”
13 I pozwolił im zaraz Jezus. A wyszedłszy oni duchowie nieczyści, weszli w one świnie; i porwała się ona trzoda z przykra w morze (a było ich około dwóch tysięcy, ) i potonęły w morzu.
୧୩ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।
14 A oni, którzy świnie paśli, uciekli, i oznajmili to w mieście i we wsiach; i wyszli, aby oglądali to, co się stało.
୧୪ଗୁସ୍ରିମନ୍କେ ଚାରାଇତେରଇବା ଲକ୍ମନ୍ ପାଲାଇ ଜାଇ ଗାଉଁ ଆରି ଗୁଡାମନ୍କେ ସେଟା ଜାନାଇଲାଇ । ଜାନାଇଲାଟା ସୁନି ଲକ୍ମନ୍ “ତେଇ କାଇଟା ଅଇଲାଆଚେ?” ବଲି ଦେକ୍ବାର୍ ଆଇଲାଇ ।
15 I przyszli do Jezusa, i ujrzeli onego, który był opętany, i siedział obleczony, będąc przy dobrem baczeniu; onego, mówię, w którym było wojsko dyjabłów; i bali się.
୧୫ଆରି ଲକ୍ମନ୍ ଜିସୁର୍ ଲଗେ ଆସିକରି ସେ ଡୁମା ଦାରି ରଇଲା ଜନ୍ଲକ୍କେ କି ଆଗ୍ତୁ ବାଇନି ଡୁମା ଦାରିରଇଲା, ସେ ଲକ୍ ନିମାନ୍ ଲୁଗା ପିନ୍ଦିକରି ନିକ ଲକର୍ପାରା ବସିରଇବାଟା ଦେକି ଡରିଗାଲାଇ ।
16 A ci, którzy to widzieli, opowiedzieli im, co się działo z onym opętanym, i o świniach.
୧୬ଆରି ଜନ୍ ଲକ୍ମନ୍ ଦେକିରଇଲାଇ, ସେମନ୍ ସେ ଡୁମା ଦାରିରଇବା ଲକ୍କେ କାଇଟା ଅଇରଇଲା, ସେଟା ଆରି ଗୁସ୍ରିମନ୍କେ ଅଇଲା ବିସଇ ସେମନ୍କେ କଇଦେଲାଇ ।
17 Tedy go poczęli prosić, aby odszedł z granic ich.
୧୭ତେଇ ଲକ୍ମନ୍ ଜିସୁକେ ସେମନର୍ ସନ୍ଦିଅନି ଚାଡି ଜିବାକେ ବାବୁଜିଆ କଲାଇ ।
18 A gdy wstąpił w łódź, prosił go on, co był opętanym, aby był przy nim.
୧୮ପଚେ ଜିସୁ ଡଙ୍ଗାଇ ଚଗ୍ବା ବେଲେ ଜନ୍ଲକ୍କେ ଆଗ୍ତୁ ଡୁମା ଦାରିରଇଲା, ସେ ଲକ୍ ତାର୍ ସଙ୍ଗ୍ ରଇବାକେ ବାବୁଜିଆ କଲା ।
19 Lecz mu Jezus nie dopuścił, ale mu rzekł: Idź do domu swego, do swoich, a oznajmij im, jakoć wielkie rzeczy Pan uczynił, a jako się nad tobą zmiłował.
୧୯ମାତର୍ ଜିସୁ ତାକେ ତେବାଇକରି କଇଲା, “ତମର୍ ଗରେ, ତମର୍ ନିଜର୍ ଲକ୍ମନର୍ ଟାନେ ଜା, ଆରି ପର୍ମେସର୍ ତର୍ପାଇ ଜନ୍ ବଡ୍ କାମ୍ କଲା ଆଚେ ଆରି ତକେ ଜନ୍ ଦୟା ଦେକାଇ ଆଚେ, ସେଟା ସବୁ ସେମନ୍କେ ଜାନାଇଦେସ୍ ।”
20 Tedy odszedł, i począł opowiadać w dziesięciu miastach, jako mu wielkie rzeczy uczynił Jezus; i dziwowali się wszyscy.
୨୦ତେଇଅନି ସେ ଲକ୍ ଜାଇକରି, ଜିସୁ ତାର୍ପାଇ ଜନ୍ ବଡ୍ କାମ୍ କରିରଇଲା, ସେ ସବୁ ଦେକାପଲି ନଅରେ, ଗାଉଁମନ୍କେ କଇବୁଲ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
21 A gdy się zasię Jezus przeprawił w łodzi na drugą stronę, zebrał się do niego wielki lud; a on był nad morzem.
୨୧ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
22 A oto przyszedł jeden z przełożonych bóżnicy, imieniem Jairus, a ujrzawszy go, przypadł do nóg jego.
୨୨ସେଡ୍କିବେଲେ ଜିଉଦିମନର୍ ପାର୍ତନା ଗରର୍ ମୁକିଅ, ଜାଇରସ୍ ନାଉଁର୍ ଗଟେକ୍ ଲକ୍ ଆସି ଜିସୁକେ ଦେକି ତାର୍ ଗଡ୍ତଲେ ଅଦର୍ଲା ।
23 I prosił go wielce, mówiąc: Ponieważ córeczka moja kona, pójdźże, włóż na nię ręce, aby była uzdrowiona, i będzie żywa. I poszedł z nim.
୨୩ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
24 I szedł za nim lud wielki, i cisnęli go.
୨୪ଜିସୁ ତାକର୍ ସଙ୍ଗ୍ ଗାଲା, ଆରି ଗାଦିଲକ୍ ତାର୍ ପଚେ ପଚେ ଜିବାର୍ ଦାର୍ଲାଇ, ଆରି ଲକ୍ମନ୍ ତାକେ ଡାବାଡାବି ଅଇତେ ରଇଲାଇ ।
25 Tedy niektóra niewiasta, która cierpiała płynienie krwi ode dwunastu lat.
୨୫ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା ।
26 I wiele ucierpiała od wielu lekarzy, i wynałożyła wszystko, co miała; a nic jej nie pomogło, owszem się jej tem więcej pogorszało:
୨୬ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା ।
27 Usłyszawszy o Jezusie, przyszła z tyłu między ludem, i dotknęła się szaty jego;
୨୭ଜେଡେବେଲେ ସେ ଜିସୁର୍ ବିସଇ ସୁନି, ଲକ୍ ଗଅଲି ବିତ୍ରେ ପଚ୍ବାଟେ ଆସି ଜିସୁର୍ ଲୁଗା ଚିଇଲା, କାଇକେବଇଲେ ସେ କଇତେ ରଇଲା,
28 Bo mówiła: Jeźli się tylko dotknę szaty jego, będę uzdrowiona.
୨୮“କେନ୍ତି ମିସା ମୁଇ ତାର୍ ଲୁଗାଜାଲି ଅଲପ୍ ଚିଇଲେ ନିମାନ୍ ଅଇବି ।”
29 A zarazem wyschło źródło krwi jej, i poczuła na ciele, że uzdrowiona była od choroby swojej.
୨୯ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
30 A wnet poznawszy Jezus sam w sobie, że z niego moc wyszła, obrócił się do ludu i rzekł: Kto się dotknął szat moich?
୩୦ସେ ଦାପ୍ରେ ଜିସୁ ନିଜର୍ ଟାନେଅନି ସକ୍ତି ବାରଇବାଟା ଜାନିକରି ଲକ୍ମନର୍ ବାଟେ ବୁଲି ଦେକି କଇଲା, “କେ ମର୍ ଲୁଗା ଚିଇଲା?”
31 I rzekli mu uczniowie jego: Widzisz, że cię ten lud ciśnie, a mówisz: Kto się mnie dotknął?
୩୧ତାର୍ ସିସ୍ମନ୍ ତାକେ କଇଲାଇ, “ତମେତା ଦେକ୍ଲାସ୍ନି, ଲକ୍ମନ୍ ତମର୍ ଉପ୍ରେ ଡାବା ଡାବି ଅଇଗାଲାଇନି ଆରି ତମେ କେନ୍ତି କଇଲାସ୍ନି, କେ ମକେ ଚିଇଲା ବଲି?”
32 I spojrzał w koło, aby ujrzał tę, która to uczyniła:
୩୨ମାତର୍ ଜେ ଏଟା କରିରଇଲା, ତାକେ ଦେକ୍ବାକେ ସେ ଚାରିବେଡ୍ତି ଆଁକି ବୁଲାଇବାର୍ ଦାର୍ଲା ।
33 Ale niewiasta ona z bojaźnią i ze drżeniem, wiedząc, co się przy niej stało, przystąpiła i upadła przed nim, a powiedziała mu wszystkę prawdę.
୩୩ସେଡ୍କି ବେଲେ ସେ ମାଇଜିଟକି ତାକେ ଜନ୍ ଜନ୍ଟା ଗଟିଆଚେ, ସେଟା ଜାନି, ଡରିକରି ତର୍ତରି ତର୍ତରି ଆସି ଜିସୁର୍ ଗଡ୍ତଲେ ଅଦ୍ରି ସବୁ ସତ୍କାତା କଇଲା ।
34 Zatem jej on rzekł: Córko! wiara twoja ciebie uzdrowiła, idźże w pokoju, a bądź zdrowa od choroby twojej.
୩୪ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
35 A gdy on jeszcze mówił, przyszli słudzy od przełożonego bóżnicy, mówiąc: Córka twoja umarła, czemuż jeszcze trudzisz nauczyciela?
୩୫ସେ ଏ କାତା କଇଲା ବେଲେ ଜିଉଦି ମନର୍ ପାର୍ତନା ଚାଲାଉ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ନୁନି ମରିଗାଲାବେ, କାଇକେ ଗୁରୁକେ ଆରି କସ୍ଟ ଦେଲାସ୍ନି?”
36 Ale Jezus skoro usłyszał to, co oni mówili, rzekł do przełożonego bóżnicy: Nie bój się, tylko wierz!
୩୬ମାତର୍ ଜିସୁ ସେମନ୍ କାତା ଅଇଲାଟା ନ ସୁନ୍ଲାପାରାଅଇ ପାର୍ତନା ଚାଲାଉକେ କଇଲା, “ଡରାନାଇ, ଆବ୍କା ବିସ୍ବାସ୍ କରା ।”
37 I nie dopuścił nikomu iść za sobą, tylko Piotrowi, i Jakóbowi, i Janowi, bratu Jakóbowemu.
୩୭ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ ।
38 A przyszedł do domu przełożonego bóżnicy, i ujrzał tam zgiełk, i płaczące i bardzo narzekające.
୩୮ସେମନ୍ ପାର୍ତନା ଚାଲାଉର୍ ଗରେ ଆଇଲା ଦାପ୍ରେ, ଜିସୁ, ଆଉଲି ଅଇବାଟା ଆରି ବେସି ମାର୍ଚପ୍ ଅଇ କାନ୍ଦ୍ବାଟା ଦେକ୍ଲା ।
39 Wszedłszy tedy, rzekł im: Przecz zgiełk czynicie i płaczecie? nie umarłać dzieweczka, ale śpi.
୩୯ମାତର୍ ବିତ୍ରେ ଜାଇ ଲକ୍ମନ୍କେ କଇଲା, “କାଇକେ ଆଉଲି ଅଇ କାନ୍ଦ୍ଲାସ୍ନି? ଏ ନୁନି ମରେ ନାଇ, ଅବ୍କା ସଇଦେଇଆଚେ ।” ସେଡ୍କି ବେଲେ ସେମନ୍ ଜିସୁକେ ଲାଜ୍ କରାଇ କଇବାର୍ ଦାର୍ଲାଇ ।
40 I naśmiewali się z niego. Ale on wygnawszy wszystkie, wziął z sobą ojca i matkę dzieweczki, i te, którzy przy nim byli, i wszedł tam, gdzie dzieweczka leżała.
୪୦ମାତର୍ ସେ ସବୁକେ ବାର୍କରି ଟକିର୍ ଆୟାବାବାକେ ଆରି ନିଜର୍ ସିସ୍ମନର୍ ସଙ୍ଗ୍, ତାକେ ଜନ୍ ଲଗେ ଡୁଲାଇ ରଇଲାଇ, ସେ ଜାଗାଇ ଗାଲା ।
41 A ująwszy za rękę onę dzieweczkę, rzekł do niej: Talita kumi! co się wykłada: Dzieweczko (tobie mówię) wstań!
୪୧ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍!” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍!”
42 A zaraz dzieweczka wstała, i chodziła; albowiem była w dwunastym roku. I zdumieli się zdumieniem wielkiem.
୪୨ଏତ୍କି କଇଲା ଦାପ୍ରେ ଟକି ଉଟି ବୁଲ୍ବାର୍ ଦାର୍ଲା, ତାକେ ବାର ବରସ୍ ଅଇରଇଲା । ସେଡ୍କିବେଲେ ସବୁଲକ୍ମନ୍ ଦେକି ଅଦିକ୍ କାବାଅଇଗାଲାଇ ।
43 Tedy im przykazał wielce, aby tego nikt nie wiedział, i rozkazał, aby jej dano jeść.
୪୩ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।