< Rzymian 13 >
1 Każda dusza niech będzie zwierzchnościom wyższym poddana: boć nie masz zwierzchności, tylko od Boga; a te, które są zwierzchności, od Boga są postanowione.
୧ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।
2 A tak, kto się zwierzchności sprzeciwia, Bożemu się postanowieniu sprzeciwia; a którzy się sprzeciwiają, sami sobie potępienie zjednają.
୨ସେଟାର୍ ପାଇ ଜେ ଗାଦିତେଇ ବସ୍ଲା ସାସନ୍କାରିଆମନ୍କେ ବିରଦ୍ କର୍ସି, ସେ ପରମେସର୍ ତିଆର୍କଲା ଗାଦିର ବିରଦ୍ କଲାନି । ଜେ ଏଟା କର୍ସି ସେ ପର୍ମେସରର୍ ବିଚାର୍ନା ଜାଗାଇ ଟିଆଅଇସି ।
3 Albowiem przełożoni nie są na postrach dobrym uczynkom, ale złym. A chcesz się nie bać zwierzchności, czyń, co jest dobrego, a będziesz miał pochwałę od niej;
୩ଆମର୍ ଚଲାଚଲ୍ତି ସତ୍ ରଇଲେ ସାସନ୍କାରିଆକେ ଡର୍ବାର୍ ଦର୍କାର୍ ନାଇ । କାରାପ୍ ରଇଲେ ଡର୍ବାର୍ ଆଚେ । ସାସନ୍କାରିଆମନ୍କେ ତମେ ଡର୍ବାକେ ମନ୍ କରାସ୍ ନାଇ, ସେନ୍ତାର୍ଆଲେ ନିକ କାମ୍ କରା ଆରି ସେମନ୍ ତମ୍କେ ନାମ୍ବାଇ ।
4 Bożym bowiem jest sługą tobie ku dobremu. Ale jeźli uczynisz, co jest złego, bój się; boć nie darmo miecz nosi, gdyż jest sługą Bożym, mszczącym się w gniewie nad czyniącym, co jest złego.
୪ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡାମନ୍ ଆରି ତମର୍ ନିକପାଇସେ କାମ୍ କଲାଇନି । ତମେ ଜଦି କାରାପ୍ କାମ୍ କର୍ତେରଇସା, ତେବେ ସେମନ୍କେ ଡର୍ବାର୍ ଆଚେ । କାଇକେବଇଲେ ତମ୍କେ ଡଣ୍ଡ୍ ଦେବାକେ ତାକର୍ ଅଦିକାର୍ ଆଚେ । ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡା ଆରି ଜେତ୍କି ଲକ୍ କାରାପ୍ କାମ୍ କର୍ତେରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେବାଇ ।
5 Przetoż trzeba być poddanym nie tylko dla gniewu, ale i dla sumienia.
୫ସେଟାର୍ପାଇ ତମେ ସାସନ୍କାରିଆମନର୍ କାତା ମାନ୍ବାର୍ ଆଚେ । ଉଜେ ପରମେସରର୍ ଡଣ୍ଡ୍ ଡରିକରି ନାଇ, ମାତର୍ ନିଜର୍ ବୁଦିସଙ୍ଗ୍ ଏଟା ଟିକ୍ କାମ୍ ବଲି ଜାନିକରି ମିସା ଏଟା କର୍ବାର୍ ଆଚେ ।
6 Albowiem dla tego też podatki dajecie, gdyż są sługami Bożymi, którzy tego samego ustawicznie pilnują.
୬ଏଟାର୍ପାଇ ତମେ ସିସ୍ତୁ ମିସା ଦେଲାସ୍ନି, କାଇକେବଇଲେ ସାସନ୍କାରିଆମନ୍ ଟିକ୍ସଙ୍ଗ୍ କାମ୍ କଲାବେଲେ ପରମେସରର୍ ସେବା କର୍ତେ ରଇବାଇ ।
7 Oddawajcież tedy każdemu, cobyście powinni: komu podatek, temu podatek, komu cło, temu cło, komu bojaźń, temu bojaźń; komu cześć, temu cześć.
୭ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।
8 Nikomu nic winni nie bądźcie, tylko abyście się społecznie miłowali; bo kto miłuje bliźniego, zakon wypełnił.
୮ନିଜର୍ ନିଜର୍ ବିତ୍ରେ ଆଲାଦ୍ କରାକରି ଅଇବାଟା ଚାଡି ଆରି କାଇ ବିସଇ କାର୍ ଲଗେ ମିସା ଉଦାର୍ ଉଆ ନାଇ । ଜେ ଏଟା ବିନ୍ ଲକର୍ପାଇ କର୍ସି, ସେ ନିୟମ୍ ମାନ୍ସି ।
9 Gdyż to przykazanie: Nie będziesz cudzołożył, nie będziesz zabijał, nie będziesz kradł, nie będziesz fałszywie świadczył, nie będziesz pożądał, i jeźli które insze jest przykazanie, w tem słowie sumownie się zamyka, mianowicie: Będziesz miłował bliźniego twego, jako siebie samego.
୯ନିୟମ୍ତେଇ ଲେକାଅଇଲା ଆଚେ, “ବେସିଆ କାମ୍ କର୍ବାର୍ ନାଇ, ନର୍ ମାର୍ବାର୍ ନାଇ, ଚରାଇବାର୍ ନାଇ, ବିନ୍ ଲକର୍ ଦିନ୍ସୁ ଲବାଇବାର୍ ନାଇ ।” ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ଏ ଗଟେକ୍ ଆଦେସ୍ ଜଦି ତମେ ମାନ୍ସା, ନିୟମେ ରଇବା ସବୁ ଆଦେସ୍ ମାନ୍ଲାପାରା ଅଇସି ।
10 Miłość bliźniemu złości nie wyrządza; a tak wypełnieniem zakonu jest miłość.
୧୦କାଇକେବଇଲେ ତମେ ଗଟେକ୍ ଲକ୍କେ ଆଲାଦ୍ କର୍ତେ ରଇଲେ, କେବେ ମିସା ତାକେ ଅନିଆଇ ନ କରାସ୍ । ଆରି ତମେ ଜଦି ସେମନ୍କେ ଆଲାଦ୍ କର୍ସାବଇଲେ, ସବୁ ନିୟମ୍ ମାନିକରିଆଚାସ୍ ।
11 A to czyńcie, wiedząc czas, iż już przyszła godzina, abyśmy się ze snu ocucili; albowiem teraz bliższe nas jest zbawienie, aniżeli kiedyśmy uwierzyli.
୧୧ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
12 Noc przeminęła, a dzień się przybliżył; odrzućmyż tedy uczynki ciemności, a obleczmy się w zbroję światłości.
୧୨ରାତି ଦାପ୍ରେ ସାରିଜାଇସିବେ, ସାକାଲ୍ ଅଇବାକେ ଗାଲାନି । ସେଟାର୍ପାଇ ଆସା, ରାତିଆ କରିରଇବା କାରାପ୍ କାମ୍ ସବୁ ଚାଡିକରି, ଉଜ୍ଲେ ଜୁଇଦ୍ କର୍ବା ଆତ୍ଆତିଆର୍ ଦାରୁ ।
13 Chodźmy uczciwie jako we dnie, nie w biesiadach i w pijaństwach, nie we wszeteczeństwach i rozpustach, nie w poswarkach ani w zazdrości;
୧୩ବେସିଆମନର୍ ଦଲେ ମିସ୍ବାର୍ ନାଇ, ମାତୁଆଲ୍ମନର୍ ଦଲେ ଜିବାର୍ ନାଇ, ବିନ୍ ମାଇଜିମନର୍ ସଙ୍ଗ୍ ମିସିରଇବାର୍ ନାଇ, ଲାଗାଜଡା ଅଇବାର୍ ନାଇ ଆରି ଇଁସା ଅଇବାର୍ ନାଇ । ଆମେ ଜେତ୍କି ଲକ୍ ଉଜ୍ଲେ ରଇଆଚୁ, ଟିକ୍ ସଙ୍ଗ୍ ଚଲାଚଲ୍ତି କରୁ ।
14 Ale obleczcie się w Pana Jezusa Chrystusa, a nie czyńcie starania o ciele ku wykonywaniu pożądliwości.
୧୪ମାପ୍ରୁ ଜିସୁକିରିସ୍ଟର୍ ଆତ୍ଆତିଆର୍ ଦାରି ରଉଁ । ଆରି ଆମର୍ ପାପର୍ ଗୁନ୍ଚଲନ୍ ନ ମାନିକରି ଆମେ ମନ୍ କର୍ବାଟା ପୁରାପୁରୁନ୍ ନ କରୁ ।