< 1 Timóteo 6 >
1 Todos os servos que estão debaixo do jugo estimem a seus senhores por dignos de toda a honra, para que o nome de Deus e a doutrina não sejam blasphemados.
୧ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
2 E os que teem senhores fieis não os desprezem, por serem irmãos; antes os sirvam melhor, porquanto são fieis e amados, como tambem participantes d'este beneficio. Isto ensina e exhorta.
୨ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
3 Se alguem ensina alguma outra doutrina, e se não conforma com as sãs palavras de nosso Senhor Jesus Christo, e com a doutrina que é conforme a piedade,
୩ଜଦି କେ ବୁଲ୍ ବିସଇ ସିକାଇଲାଇନି, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ସତ୍ ସିକିଆଟାନେ ରାଜି ନ ଅଅତ୍,
4 É soberbo, e nada sabe, mas delira ácerca de questões e contendas de palavras, das quaes nascem invejas, porfias, blasphemias, ruins suspeitas,
୪ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା,
5 Perversas contendas de homens corruptos de entendimento, e privados da verdade, cuidando que a piedade seja ganho; aparta-te dos taes.
୫ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି ।
6 Grande ganho é, porém, a piedade com contentamento.
୬ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
7 Porque nada trouxemos para este mundo, e manifesto é que nada podemos levar d'elle.
୭କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ ।
8 Tendo, porém, sustento, e com que nos cobrirmos, estejamos com isso contentes.
୮ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
9 Mas os que querem ser ricos caem em tentação e em laço, e em muitas concupiscencias loucas e nocivas, que submergem os homens na perdição e ruina,
୯କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
10 Porque o amor do dinheiro é a raiz de todos os males; o que apetecendo alguns, se desviaram da fé, e se traspassaram a si mesmos com muitas dôres.
୧୦କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
11 Mas tu, ó homem de Deus, foge d'estas coisas, e segue a justiça, a piedade, a fé, a caridade, a paciencia, a mansidão.
୧୧ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।
12 Milita a boa milicia da fé, lança mão da vida eterna, para a qual tambem foste chamado, tendo já feito boa confissão diante de muitas testemunhas. (aiōnios )
୧୨ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ । (aiōnios )
13 Mando-te diante de Deus, que todas as coisas vivifica, e de Christo Jesus, que diante de Poncio Pilatos testificou boa confissão,
୧୩ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,
14 Que guardes este mandamento sem macula e reprehensão, até á apparição de nosso Senhor Jesus Christo;
୧୪ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର ।
15 O qual a seu tempo mostrará o bemaventurado, e só poderoso Senhor, Rei dos reis e Senhor dos senhores;
୧୫ସେ ବାଉଡି ଆଇବାଟା ପର୍ମେସର୍ ଟିକ୍ କଲା ବେଲାଇ ଗଟ୍ସି, ସେ ଗଟେକ୍ ଲକ୍ସେ ସାସନ୍କାରିଆ । ସେ ସେ ରାଜାମନର୍ ଉପ୍ରେ ରଇବା ରାଜା ଆରି ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।
16 Aquelle que é só o que tem a immortalidade, e habita na luz inaccessivel; a quem nenhum dos homens viu nem pode vêr: ao qual seja honra e poder sempiterno. Amen. (aiōnios )
୧୬ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବା କେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ । (aiōnios )
17 Manda aos ricos d'este mundo que não sejam altivos, nem ponham a esperança na incerteza das riquezas, mas em Deus vivo, que abundantemente nos dá todas as coisas para d'ellas gozarmos: (aiōn )
୧୭ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି । (aiōn )
18 Que façam bem, enriqueçam em boas obras, repartam de boamente, e sejam communicaveis;
୧୮ଦରମ୍ ମନେ ଲକ୍ମନ୍କେ ସାଇଜ କର୍ବାକେ ସେମନ୍କେ କଇଦେସ୍ । ଅର୍କିତ୍ ଲକ୍ମନ୍କେ କାଇଟା ନ ବାବି ଦେବାକେ, ତାକର୍ ଟାନେ ରଇଲାଟା ସାର୍ଦା ସଙ୍ଗ୍ ବାଟାକର୍ବାକେ କଇଦେସ୍ ।
19 Que enthesourem para si mesmo um bom fundamento para o futuro, para que possam alcançar a vida eterna. ()
୧୯ଏନ୍ତାରି ତାକର୍ ନିକ କାମ୍ସବୁ ଗଟେକ୍ ବଡ୍ ଦନ୍ ଇସାବେ ସେମନ୍ ସର୍ଗେ ସଙ୍ଗଇଆଚତ୍ । ସେନ୍ତାର୍ ଆଲେ ସେମନ୍ ତାକର୍ ନିଜର୍ପାଇ ଜିବନ୍ ମିଲାଇବାଇ ।
20 Ó Timotheo, guarda o deposito que te foi confiado, tendo horror aos clamores vãos e profanos e ás opposições da falsamente chamada sciencia;
୨୦ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି ।
21 A qual professando alguns, se desviaram da fé. A graça seja comtigo. Amen.
୨୧ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍!