< 2 Pedro 2 >
1 E tambem houve entre o povo falsos prophetas, como entre vós haverá tambem falsos doutores, que introduzirão encobertamente heresias de perdição, e negarão o Senhor que os resgatou, trazendo sobre si mesmos repentina perdição.
୧ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
2 E muitos seguirão as suas perdições, pelos quaes será blasphemado o caminho da verdade.
୨ବିସ୍ବାସି ବଲାଇଅଇବା ବେସି ଲକ୍ମନ୍ ତାକର୍ କାରାପ୍ ଚଲାଚଲ୍ତି ଦାର୍ବାଇ ଆରି ସତ୍ ବାଟର୍ ବିସଇନେଇ କାରାପ୍ କାତା କଇ ବୁଲ୍ବାଇ ।
3 E por avareza farão de vós negocio com palavras fingidas: sobre os quaes já de largo tempo não está ociosa a condemnação, e a sua perdição não dormita.
୩ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା ।
4 Porque, se Deus não perdoou aos anjos que peccaram, mas, havendo-os lançado no inferno, os entregou ás cadeias da escuridão, ficando reservados para o juizo; (Tartaroō )
୪ପୁର୍ବେ କେତେଟା ଦୁତ୍ମନ୍ ଜେଡେବେଲେ ପାପ୍ କରିରଇଲାଇ, ପର୍ମେସର୍ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡିଦେଏ ନାଇ । ମାତର୍ ସେମନ୍କେ ନର୍କେ ପିଙ୍ଗିଦେଲା । ସେମନ୍କେ ବିଚାର୍ କରି ଡଣ୍ଡ୍ଦେବା ଦିନ୍ ଜାକ ସେ ସେମନ୍କେ ବନ୍ଦିକରି ଆନ୍ଦାରେ ସଙ୍ଗଇସି । (Tartaroō )
5 E não perdoou ao mundo antigo, mas guardou a Noé, oitavo pregoeiro da justiça, trazendo o diluvio sobre o mundo dos impios;
୫ଆଗର୍କାଲେ ବଁଚିରଇବା ଲକ୍ମନ୍ ପର୍ମେସର୍କେ ମାନିକରି ରଅତ୍ନାଇକେ, ସେ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡେନାଇ । ତାର୍ବାଦୁଲେ ସେମନର୍ପାଇ ବନିଆ ଆନାଇଲା । ତେଇ ସବୁଲକ୍ ବୁଡିଗାଲାଇ । ମାତର୍ ସେ ନଅ ଆରି ତାର୍ କୁଟୁମର୍ ସାତ୍ଲକ୍କେ ସେ ରକିଆ କଲା । ସେବେଲେ ନଅ ପର୍ମେସର୍ ଦେକ୍ବା ଇସାବେ ଟିକ୍ ବିସଇ କର୍ବାର୍ ଆଚେ ବଲି ଲକ୍ମନ୍କେ କଇତେରଇଲା ।
6 E condemnou á subversão as cidades de Sodoma e Gomorrah, reduzindo-as a cinza, e pondo-as para exemplo aos que vivessem impiamente;
୬ସଦମ୍ ଗମରା ନଅର୍ମନ୍କେ ରଇବା ଲକ୍ମନ୍କେ ପର୍ମେସର୍ ଦସିକରି ତାକର୍ ନଅର୍ମନ୍କେ ପଡାଇକରି କୁରୁପ୍ନାସ୍ କରିଦେଲା । ସେମନ୍ ବେସି କାରାପ୍ କାମ୍ କଲାଇଜେ ଏନ୍ତାରି କଲା । ତାକେ ନ ମାନିକରି ରଇବା ଲକ୍ମନ୍କେ ଏନ୍ତାରି ଦସା ଅଇସି ବଲି ଲକ୍ମନ୍କେ ଦେକାଇଲା ।
7 E livrou o justo Lot, enfadado da vida dissoluta dos homens abominaveis
୭ସେ ନଅର୍ମନ୍ ପଡାଇବା ଆଗ୍ତୁ ସେ ଲତ୍କେ ରକିଆ କଲା । ଲତ୍ ଗଟେକ୍ ନିକଲକ୍ ରଇଲା । ତାର୍ ନଅରର୍ ଲକ୍ମନ୍ କରିରଇବା ପାଦ୍ରାପାଦ୍ରି କାମ୍ ଆରି ନିୟମ୍ ନ ମାନ୍ବାଟା ଦେକି ବେସି ଦୁକ୍ କର୍ତେରଇଲା ।
8 (Porque este justo, habitando entre elles, affligia todos os dias a sua alma justa, vendo e ouvindo suas obras injustas);
୮ସେନ୍ତାରି କାରାପ୍ ଲକ୍ମନର୍ ବିତ୍ରେ ଲତ୍ ନିକ ସଙ୍ଗ୍ ବଁଚିକରି ରଇଲା । ସେମନ୍ କରିରଇବା କାରାପ୍ କାମ୍ ସେ ଦେକ୍ତେରଇଲା ଆରି କଇତେରଇବା ସତ୍ ନ ରଇବା ବିସଇ, ସୁନ୍ତେରଇଲା । ସେ ଗଟେକ୍ ନିକ ଲକ୍ ରଇଲାଜେ ଏଟାମନ୍ ସୁନି ଦୁକ୍ କର୍ତେରଇଲା ।
9 Assim, sabe o Senhor livrar da tentação os piedosos, e reservar os injustos para o dia de juizo, para serem castigados;
୯ସେନ୍ତାର୍ ଆଲେ ଦରମ୍ ଲକ୍ମନ୍କେ ପର୍ମେସର୍ ତାକର୍ ଦୁକ୍ କସ୍ଟ ତେଇଅନି ଆରି ଆଇବା ପରିକାଇ ଅନି ରକିଆ କର୍ସି । ଆରି କାରାପ୍ ଲକ୍ମନ୍କେ ସେ ସବୁ ଲକ୍କେ ବିଚାର୍ କର୍ବା ଦିନ୍ ଜାକ ଡଣ୍ଡ୍ଦେଇ ସଙ୍ଗଇସି ।
10 E principalmente aos que segundo a carne andam em concupiscencias de immundicia, e desprezam as dominações; atrevidos, agradando-se a si mesmos, não receiando blasphemar das dignidades;
୧୦ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।
11 Ao passo que os anjos, sendo maiores em força e poder, não pronunciam contra elles juizo blasphemo diante do Senhor.
୧୧ତାକର୍ଟାନେଅନି ଅଦିକ୍ ବଡ୍ରଇ ବପୁ ରଇବା ଦୁତ୍ମନ୍, ମାପ୍ରୁର୍ ମୁଆଟେ ଆକର୍ ବିସଇନେଇ ନିନ୍ଦାକାତା କଅତ୍ ନାଇ ।
12 Mas estes, como animaes irracionaes, que seguem a natureza, feitos para serem presos e mortos, blasphemando do que não entendem, perecerão na sua corrupção,
୧୨ମାତର୍ ଏମନ୍ ଡଙ୍ଗ୍ରେ ରଇବା ପସୁମନର୍ପାରା । ତାକର୍ ଗାଗଡ୍ ଜନ୍ଟା କର୍ବାକେ ମନ୍ କର୍ସି, ସେଟାସେ କଲାଇନି । ସେନ୍ତାରି ପସୁମନ୍କେ ଲକ୍ମନ୍ ଦାରିକରି ମରାଇବାଇ । ସେମନ୍ ନାଜାନ୍ଲା ବିସଇ ନେଇକରି ନିନ୍ଦାକାତା କଇବାଇ । ସେମନ୍କେ ଲକ୍ମନ୍ ମରାଇଲା ପାରା ପର୍ମେସର୍ କୁରୁପ୍ନାସ୍ କର୍ସି ।
13 Recebendo o galardão da injustiça, tendo por prazer as delicias quotidianas, sendo nodoas e maculas, deleitando-se seus enganos, em ainda que se banqueteiem comvosco;
୧୩ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।
14 Tendo os olhos cheios de adulterio, e não cessando de peccar, engodando as almas inconstantes, tendo o coração exercitado na avareza, filhos de maldição,
୧୪ବେସିଆ କାମ୍ କର୍ବାକେ ସବୁବେଲେ ମନ୍ କର୍ତେରଇବାଇ । ସେନ୍ତାରି କର୍ବାଟାନେଅନି ସେମନ୍ କେବେ ନ ତେବତ୍ । ମନ୍ ବିତ୍ରେ ଦୁର୍ବଲ୍ ରଇବା ଲକ୍ମନ୍କେ ନାଡାଇକରି ପାପ୍କାମ୍ କର୍ବାଟାନେ ଡାକିନେବାଇ । ସେମନ୍ ବେସି ଲବି ଅଇଆଚତ୍ । ପର୍ମେସର୍ ସେମନ୍କେ ସାଇପ୍ ଦେଲା ଆଚେ ।
15 Os quaes, deixando o caminho direito, erraram seguindo o caminho de Balaão, filho de Bosor, que amou o galardão da injustiça;
୧୫ସଲକ୍ ବାଟ୍ ଚାଡିକରି ବାଟ୍ବାନା ଅଇଲାଇ ଆଚତ୍ । ବେଅର୍ ପଅ ବାଲାମ୍, ଜେ କି ଗଟେକ୍ ବବିସତ୍ବକ୍ତା ରଇଲା, ସେ ଜନ୍ ରକାମ୍ କାମ୍ମନ୍ କରିରଇଲା, ଏମନ୍ ମିସା ସେନ୍ତାରି କଲାଇଆଚତ୍ । ଡାବୁ ଆସାଅଇ ବାଲାମ୍ ଏନ୍ତି ରଇଲାଜେ ସେଟା ମିଲାଇବାକେ ବୁଲ୍ କାମ୍ କର୍ବାକେ ମିସା ତିଆର୍ ଅଇରଇଲା ।
16 Porém teve a reprehensão da sua transgressão; o mudo animal do jugo, fallando com voz humana, impediu a loucura do propheta.
୧୬ମାତର୍ ସେ କରିରଇବା କାରାପ୍ କାମର୍ ଲାଗି, ପର୍ମେସର୍ ତାକେ ଦମ୍କାଇଲା । ତାର୍ ଗଦ ନର୍ଲକ୍ ପାରା କାତା ଅଇଲା ଆରି ଜନ୍ ବାୟା କାମ୍ କର୍ବାକେ ସେ ଜାଇତେରଇଲା, ସେ କାମେଅନି ତାକେ ତେବାଇଲା ।
17 Estes são fontes sem agua, nuvens levadas pelo redemoinho do vento: para os quaes a escuridão das trevas eternamente se reserva. ()
୧୭ଏ ଲକ୍ମନ୍ ପାନି ଆଁଟିଜାଇରଇବା ପାଜ୍ରା ପାରା । ଜବର୍ ପବନ୍ ଆସି ଉଡାଇନେବା ବାଦଲ୍ ପାରା । ପର୍ମେସର୍ ସେମନର୍ପାଇ ପୁରାପୁରୁନ୍ ଆନ୍ଦାର୍ ରଇବା ଗଟେକ୍ ଜାଗା ସଙ୍ଗଇଆଚେ । ()
18 Porque, fallando coisas mui arro- gantes de vaidades, engodam com as concupiscencias da carne, e com dissoluções, aos que se estavam affastando d'aquelles que andam em erro:
୧୮ସେମନ୍ ଲକ୍ମନ୍କେ ସିକାଇବା ବେଲେ ମୁକିଅ ବିସଇପାରା ରଇସି, ମାତର୍ ତେଇ କାଇଟା ନ ରଏ । ଗାଗଡ୍ ମନ୍ କଲା ସବୁ ଗୁନ୍ଚଲନ୍ କରିଅଇସି ବଲି ସେମନ୍ ସିକାଇବାଇ । ନୁଆ ନୁଆ ନିକ ଚଲାଚଲ୍ତି କରି ଆଇତେରଇବା ଲକ୍ମନ୍କେ ସୁତ୍ରାଇକରି ନେବାଇ ।
19 Promettendo-lhes liberdade, sendo elles mesmos servos da corrupção. Porque de quem alguem é vencido, do tal faz-se tambem servo.
୧୯ତାକର୍ ସିକିଆ ମାନିକରି ରଇଲେ ମୁକ୍ତି ମିଲ୍ସି ବଲି ସେମନ୍ କାତାଦେବାଇ । ମାତର୍ ସେମନ୍ ନିଜେ କାରାପ୍ ଚଲାଚଲ୍ତିର୍ ଗତିଦାଙ୍ଗ୍ଡା ଅଇଆଚତ୍ । ସେ କାରାପ୍ ଚଲାଚଲ୍ତି ସେମନ୍କେ କୁରୁପ୍ନାସ୍ କର୍ସି । ଜଦି ଗଟେକ୍ ଲକ୍କେ କାରାପ୍ ଅବିଆସ୍ ଦାରିଆଚେ, ସେ ତାର୍ ଗତିଦାଙ୍ଗ୍ଡା ।
20 Porque se, depois de terem escapado das corrupções do mundo, pelo conhecimento do Senhor e Salvador Jesus Christo, forem outra vez envolvidos n'ellas e vencidos, tornou-se-lhes o ultimo estado peior do que o primeiro.
୨୦ସେନ୍ତାରି ମିଚ୍ ସିକାଉମନ୍ ଲକ୍ମନ୍କେ କୁରୁପ୍ନାସ୍ କର୍ବା କାରାପ୍ ବିସଇତେଇଅନି ରକିଆ ପାଇକରି ଆମର୍ ମୁକ୍ତିକାରିଆ ମାପ୍ରୁ ଜିସୁକିରିସ୍ଟକେ ଜାନିରଇଲାଇ । ମାତର୍ ଆରିତରେକ୍ ସେ କାରାପ୍ ବିସଇମନ୍ କର୍ବାକେ ନିଜେ ସର୍ପିଅଇଲାଇ ଆଚତ୍ । ତାକର୍ ଏବର୍ ଇନସ୍ତା ଆଗ୍ତୁର୍ ଇନସ୍ତାଇ କେତେକ୍ ଅଦିକ୍ ଆଚେ ।
21 Porque melhor lhes fôra não conhecerem o caminho da justiça, do que, conhecendo-o, desviarem-se do sancto mandamento que lhes fôra dado;
୨୧ଦରମ୍ ଚଲାଚଲ୍ତି କର୍ବା ବାଟ୍ ସେମନ୍ କେବେ ଜାନିନରଇଲେ ତାକର୍ ପାଇ ନିକ ଅଇତା । ମାତର୍ ସେମନ୍ ଏବେ ଲକ୍ମନ୍ ସିକିଆ ପାଇରଇବା ପର୍ମେସରର୍ ନିୟମ୍ ଚାଡିଦେଇଆଚତ୍ ।
22 Porém sobreveiu-lhes o que por um verdadeiro proverbio se diz: O cão voltou ao seu proprio vomito, e a porca lavada ao espojadouro da lama.
୨୨ସେମନ୍ କଲାପାରା ବିସଇ ଉପଦେସ୍ ବଇଟାନେ ଲେକା ଅଇଲାଆଚେ । କୁକୁର୍ ଜନ୍ଟା ବାତିକର୍ସି, ସେଟାସେ ଜାଇ କାଇସି, ଗୁସ୍ରିକେ ପାନି ଦୁଆଇଦେଇ ରଇଲେ ମିସା ସେ କାଦଲଗେସେ ଜାଇ ଚକ୍ଟି ଅଇସି ।