< Romanos 8 >
1 Portanto, agora não há condenação para aqueles que estão em Cristo Jesus, que não andam segundo a carne, mas segundo o Espírito.
୧ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇ ଆରି ପର୍ମେସରର୍ ଡଣ୍ଡ୍ ନାଇ ।
2 Pois a lei do Espírito da vida em Cristo Jesus me libertou da lei do pecado e da morte.
୨ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
3 Pelo que a lei não podia fazer, pois era fraca pela carne, Deus fez, enviando seu próprio Filho à semelhança da carne pecaminosa e pelo pecado, condenou o pecado na carne,
୩ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା ।
4 para que a ordenança da lei se cumprisse em nós que não andamos segundo a carne, mas segundo o Espírito.
୪ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
5 Para aqueles que vivem segundo a carne, fixam suas mentes nas coisas da carne, mas aqueles que vivem segundo o Espírito, as coisas do Espírito.
୫ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ ଜିଉନା କାଉନା କର୍ତେରଇବାଇ, ସେମନ୍ ନିଜର୍ ଗାଗଡର୍ ମନ୍ କର୍ବାଟା ଚିନ୍ତା କର୍ତେରଇବାଇ । ମାତର୍ ଜନ୍ ଲକ୍ମନ୍ ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ କାମ୍କର୍ବାଇ, ସେମନ୍ ସୁକଲ୍ଆତ୍ମା ଜନ୍ ବିସଇ କର୍ବାକେ ମନ୍ କରାଇସି, ସେଟା କର୍ବାଇ ।
6 Pois a mente da carne é morte, mas a mente do Espírito é vida e paz;
୬ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି ।
7 porque a mente da carne é hostil para com Deus, pois não está sujeita à lei de Deus, nem pode estar.
୭ଜଦି ଗଟେକ୍ ଲକ୍ ତାର୍ ଗାଗଡର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସି, ସେ ପରମେସରର୍ ବିରଦି ଅଇସି । କାଇକେ ବଇଲେ ସେ ପରମେସରର୍ ନିୟମ୍ ମାନେ ନାଇ, ସେ ସେଟା କର୍ବାକେ ନାପାରେ ।
8 Aqueles que estão na carne não podem agradar a Deus.
୮ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ କାମ୍ କଲାଇନି, ସେମନ୍ ପର୍ମେସର୍କେ ସାର୍ଦା କରିନାପାରତ୍ ।
9 Mas você não está na carne, mas no Espírito, se é para que o Espírito de Deus habite em você. Mas se algum homem não tem o Espírito de Cristo, ele não é dele.
୯ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ ।
10 Se Cristo está em vós, o corpo está morto por causa do pecado, mas o espírito está vivo por causa da justiça.
୧୦ମାତର୍ ତମର୍ ବିତ୍ରେ କିରିସ୍ଟ ବାସାଅଇ ରଇସି ବଇଲେ, ତମର୍ ଗାଗଡ୍ ପାପେ ନସ୍ଟ ଅଇବାକେ ଜାଇତେ ରଇଲେ ମିସା, ସୁକଲ୍ଆତ୍ମା ତମ୍କେ ଜିବନ୍ ଦାନ୍ ଦେଇସି । କାଇକେ ବଇଲେ ତମେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ଆଚାସ୍ ।
11 Mas se o Espírito daquele que ressuscitou Jesus dos mortos habita em você, aquele que ressuscitou Jesus Cristo dos mortos também dará vida a seus corpos mortais através de seu Espírito que habita em você.
୧୧ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
12 Portanto, irmãos, somos devedores, não à carne, de viver depois da carne.
୧୨ତେବେ ଏ ବାଇବଇନିମନ୍, ଆମର୍ କାମ୍ ଅଇଲାନି, ମୁନୁସର୍ ଗୁନ୍ଚଲନ୍ ଇସାବେ ଜିଉନାକାଉନା ନ କରୁ ।
13 Pois se viverdes depois da carne, deveis morrer; mas se, pelo Espírito, matardes as obras do corpo, vivereis.
୧୩କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା ।
14 Pois todos os que são guiados pelo Espírito de Deus, estes são filhos de Deus.
୧୪ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
15 Pois não recebestes novamente o espírito de escravidão para temer, mas recebestes o Espírito de adoção, pelo qual gritamos: “Abba! Pai!”.
୧୫କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ “ବାବା, ମର୍ ବାବା!” ବଲି ଡାକ୍ଲୁନି ।
16 O próprio Espírito testemunha com nosso espírito que somos filhos de Deus;
୧୬ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
17 e se filhos, então herdeiros de Deus e co-herdeiros com Cristo, se de fato sofremos com Ele, que também podemos ser glorificados com Ele.
୧୭କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ ।
18 Pois eu considero que os sofrimentos deste tempo presente não são dignos de serem comparados com a glória que será revelada para nós.
୧୮ଜନ୍ ଡାକ୍ପୁଟାର୍ ଦିନେ ଆମେ ମିସ୍ବାକେ ଗାଲୁନି, ଦେକ୍ଲେସରି ଏ ଜିବନେ ଅଇବା ଆମର୍ ଦୁକ୍ କସ୍ଟ କିଚି ନାଇ ।
19 Pois a criação espera com ardente expectativa que os filhos de Deus sejam revelados.
୧୯ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।
20 Pois a criação foi submetida à vaidade, não por sua própria vontade, mas por causa daquele que a submeteu, na esperança
୨୦କାଇକେବଇଲେ ପରମେସର୍ ତିଆର୍ କରିରଇବା ସବୁଜାକ, ଅବିସାପେ ପୁରୁନ୍ ଅଇଲାଆଚେ । ଜନ୍ବାଟେ ଜିବାର୍ ରଇଲା ସେ ବାଟେ ନ ଜାଇ, ବିନ୍ ବାଟେ ଗାଲାଆଚେ । ମାତର୍ ଏଟା ତାର୍ ନିଜର୍ ମନ୍ କଲା ଇସାବେ ଅଏନାଇ । ପର୍ମେସର୍ ମନ୍ କଲାକେସେ ଅଇଲା । ଏଲେମିସା ତାର୍ ଆସା ରଇଲା,
21 de que a própria criação também será libertada da escravidão da decadência para a liberdade da glória dos filhos de Deus.
୨୧ଜେନ୍ତିକି ଗଟେକ୍ ଦିନେ କୁଇଜିବାଟାନେ ଅନି ମୁକ୍ଲିକରି ପର୍ମେସରର୍ କୁଟୁମର୍ ଡାକ୍ପୁଟାଇ ମିସ୍ବୁ ।
22 Pois sabemos que toda a criação geme e sofre juntas até agora.
୨୨ମାତର୍ ଏବେ ଜାକ ତିଆର୍ଅଇଲାଟା ସବୁ, ଗାଗ୍ଡେ ରଇଲା ମାଇଜି ନିକଅଇବା ଦୁକା ପାରା ଅଇକରି “ଆନା, ଆୟା!” ଅଇଲାନି ।
23 Não só assim, mas também nós mesmos, que temos as primícias do Espírito, até mesmo nós mesmos gememos dentro de nós mesmos, esperando a adoção, a redenção de nosso corpo.
୨୩ଆମେ, ପରମେସର୍ ଦେଲା ପର୍ତୁମର୍ ଦାନ୍ ପାରା ସୁକଲ୍ଆତ୍ମା ପାଇଲୁଆଚୁ, ଆମେ ମିସା ବିତ୍ରେ ବିତ୍ରେ “ଆନା, ଆୟା!” ଅଇଲୁନି । ଏଲେମିସା ପରମେସର୍ ଆମ୍କେ କୁଟୁମର୍ ଲକ୍ କରାଇକରି ପୁରାପୁରୁନ୍ ମୁକ୍ଲାଇସି ବଲି ଜାଗିକରି ଆଚୁ ।
24 Pois fomos salvos na esperança, mas a esperança que se vê não é esperança. Pois quem espera aquilo que ele vê?
୨୪କାଇକେବଇଲେ ଆସା କଲାକେସେ ଆମେ ମୁକ୍ତି ପାଇଆଚୁ । ମାତର୍ ଜାଇଟା ଡିସ୍ଲାନି ସେଟାର୍ ପାଇ ଆସାକର୍ବାଟା, ସେଟା ସତଇସେ ଆସା ରକ୍ବାଟା ନଏଁ । କେ କାଇ ଡିସ୍ବାଟାକେ ଆସା କର୍ସି କି? ନାଇ, ନ କରେ ।
25 Mas se esperamos por aquilo que não vemos, esperamos por aquilo com paciência.
୨୫ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି ।
26 Da mesma forma, o Espírito também ajuda nossas fraquezas, pois não sabemos como orar como deveríamos. Mas o próprio Espírito intercede por nós com gemidos que não podem ser pronunciados.
୨୬ଆମ୍କେ ବପୁ ନାଇ, ମାତର୍ ସୁକଲ୍ଆତ୍ମା ଆମ୍କେ ସାଇଜ କର୍ସି । କେନ୍ତାରି ପାର୍ତନା କର୍ବାକେ ଅଇସି, ସେଟା ଆମେ ନାଜାନୁ । ସେଟାର୍ ପାଇ ଜନ୍ଟା ଆମେ କଇ ନାପାର୍ଲୁନି, ସେଟା ସୁକଲ୍ ଆତ୍ମା ନିଜେ ଆମର୍ପାଇ “ଆନା, ଆୟା!” ଅଇକରି ପରମେସର୍କେ ଗୁଆରି କର୍ସି ।
27 Aquele que busca os corações sabe o que está na mente do Espírito, porque ele intercede pelos santos segundo Deus.
୨୭ପରମେସର୍ ଆମର୍ ମନର୍ କାତା ଜାନେ । ସୁକଲ୍ଆତ୍ମାର୍ ମନର୍ ଚିନ୍ତା ସେ ଜାନେ । କାଇକେବଇଲେ ସୁକଲ୍ଆତ୍ମା ପରମେସର୍ ମନ୍ କଲା ଇସାବେ, ତାକର୍ ଲକ୍ମନର୍ ପାଇ ଗୁଆରି କର୍ତେ ରଇସି ।
28 Sabemos que todas as coisas funcionam juntas para o bem daqueles que amam a Deus, para aqueles que são chamados de acordo com seu propósito.
୨୮ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି ।
29 Para quem ele antepassou, ele também predestinou a ser conforme a imagem de seu Filho, para que ele pudesse ser o primogênito entre muitos irmãos.
୨୯ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
30 Para quem ele predestinou, aqueles que ele também chamou. A quem ele chamou, aqueles que ele também justificou. A quem ele justificou, aqueles que ele também glorificou.
୩୦ଜନ୍ ଲକ୍ମନ୍ ଏନ୍ତାରି ବାଚିଅଇଲାଇ ଆଚତ୍, ସେମନ୍କେ ଡାକିଆଚେ । ସେ ଲକ୍ମନ୍କେ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇ, ତାର୍ ଡାକ୍ପୁଟାଇ ମିସାଇ ଆଚତ୍ ।
31 O que diremos então sobre estas coisas? Se Deus é a nosso favor, quem pode estar contra nós?
୩୧ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି?
32 Aquele que não poupou seu próprio Filho, mas o entregou por todos nós, como não nos daria também com Ele todas as coisas de graça?
୩୨ପରମେସର୍ କେବେମିସା ଆମର୍ ବିରଦି ନଏଁଁ, କାଇକେବଇଲେ ସେ ନିଜର୍ ପଅକେ ମିସା ରକିଆ ନ କରି ଆମର୍ ପାଇ ଦାନ୍ ଦେଇଆଚେ । ସେନ୍ତିଆଲେ ସେ ଆମର୍ ପାଇ କାଇ ସବୁ ବିସଇ ଦାନ୍ ନ ଦେଏ କି?
33 Quem poderia apresentar uma acusação contra os escolhidos de Deus? É Deus quem justifica.
୩୩ପରମେସର୍ ବାଚ୍ଲା ଲକ୍ମନ୍କେ କେ ଦସିବଲି କଇପାର୍ସି? ସେମନ୍କେ ସେ ନିଜେ କାଇ ଦସ୍ କରି ନ ରଇବା ଲକ୍ ବଲି ଉଡ୍ରା କଲାଆଚେ ।
34 Quem é aquele que condena? É Cristo que morreu, sim, que ressuscitou dos mortos, que está à direita de Deus, que também intercede por nós.
୩୪ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇ ଗୁଆରି କରି ପାର୍ତନା କଲାନି ।
35 Quem nos separará do amor de Cristo? A opressão, ou angústia, ou perseguição, ou fome, ou nudez, ou perigo, ou espada?
୩୫ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ ।
36 Even, como está escrito, “Para seu bem, somos mortos o dia inteiro. Fomos contabilizados como ovelhas para o abate”.
୩୬ସାସ୍ତରେ ଲେକାଆଚେ, “ତମର୍ଲାଗି ସବୁ ଦିନ୍ ଆମେ ମରନର୍ ମୁଆଟେ ଗାଲୁନି, ପୁଜ୍ବାକେ ନେଲା ମେଣ୍ଡାପିଲା ପାରା ଆମେ ବାଚି ଅଇଲୁ ଆଚୁ ।”
37 Não, em todas estas coisas somos mais do que conquistadores através dele que nos amou.
୩୭ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ ।
38 Pois estou convencido de que nem a morte, nem a vida, nem os anjos, nem os principados, nem as coisas presentes, nem as coisas futuras, nem os poderes,
୩୮ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି,
39 nem a altura, nem a profundidade, nem qualquer outra coisa criada será capaz de nos separar do amor de Deus que está em Cristo Jesus nosso Senhor.
୩୯ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।