< 1-е Фессалоникийцам 4 >
1 За сим, братия, просим и умоляем вас Христом Иисусом, чтобы вы, приняв от нас, как должно вам поступать и угождать Богу, более в том преуспевали,
୧ତେବେ ଏ ବାଇମନ୍ ସାରାସାରି ବେଲାଇ କେନ୍ତାରି ଚଲାଚଲ୍ତି କଲେ ପର୍ମେସର୍ ସାର୍ଦା ଅଇସି, ସେ ବିସଇ ତମେ ଆମର୍ଟାନେଅନି ସିକିଆଚାସ୍ । ଆରି ସେନ୍ତାରିସେ ଚଲାଚଲ୍ତି କଲାସ୍ନି । ତମେ ଜେନ୍ତାରି କଲାସ୍ନି, ସେ ଇସାବେ ଆରି ଆଗ୍ତୁ ଆଗ୍ତୁ ଜିବାକେ ଆମେ ତମ୍କେ ମାପ୍ରୁ ଜିସୁର୍ ନାଉଁଦାରି ବାବୁଜିଆ କରି ସାର୍ଦା କରାଇଲୁନି ।
2 ибо вы знаете, какие мы дали вам заповеди от Господа Иисуса.
୨କାଇକେବଇଲେ ମାପ୍ରୁ ଜିସୁର୍ଟାନେଅନି ଆଦେସ୍ ପାଇକରି ଜାଇ ଜାଇଟା କର୍ବାକେ କଇରଇଲୁ, ସେଟା ତମେ ଜାନାସ୍ ।
3 Ибо воля Божия есть освящение ваше, чтобы вы воздерживались от блуда;
୩ଜେନ୍ତାରି କି ତମେ ବେସିଆ କାମ୍ଟାନେଅନି ବିନେ ରଇକରି, ସୁକଲ୍ ସଙ୍ଗ୍ ରଇବାଟା ପର୍ମେସର୍ ମନ୍ କଲାନି ।
4 чтобы каждый из вас умел соблюдать свой сосуд в святости и чести,
୪ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା ।
5 а не в страсти похотения, как и язычники, не знающие Бога;
୫ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।
6 чтобы вы ни в чем не поступали с братом своим противозаконно и корыстолюбиво: потому что Господь- мститель за все это, как и прежде мы говорили вам и свидетельствовали.
୬ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ ।
7 Ибо призвал нас Бог не к нечистоте, но к святости.
୭କାଇକେବଇଲେ ପର୍ମେସର୍ ଆମ୍କେ ସୁକଲ୍ ନ ଅଇକରି ଜିଉନା କାଉନା କର୍ବାକେ ଡାକେନାଇ ମାତର୍ ସୁକଲ୍ ଅଇ ରଇବାକେ ଡାକିଆଚେ ।
8 Итак непокорный непокорен не человеку, но Богу, Который и дал нам Духа Своего Святаго.
୮ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।
9 О братолюбии же нет нужды писать к вам; ибо вы сами научены Богом любить друг друга,
୯ଏ କିରିସ୍ଟ ବିସ୍ବାସି ବାଇବଇନିମନ୍, ତମର୍ ଆଲାଦ୍ କର୍ବା ବିସଇ ଆମେ ଆରି ଅଦିକ୍ ଲେକ୍ବାର୍ ଦର୍କାର୍ ନାଇ । କାଇକେବଇଲେ ତମେ ପର୍ମେସର୍ଟାନେଅନି ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାଟା ସିକିଆଚାସ୍ ।
10 ибо вы так и поступаете со всеми братиями по всей Македонии. Умоляем же вас, братия, более преуспевать
୧୦ଆରି ଗୁଲାଇ ମାକିଦନିଆଇ ରଇବା ସବୁ ବିସ୍ବାସି ବାଇମନ୍କେ ସେନ୍ତାରି କଲାସ୍ନି । ଏଲେମିସା, ତମେ ଆରି ଅଦିକ୍ ଅଦିକ୍ ସେନ୍ତାରି କରା ।
11 и усердно стараться о том, чтобы жить тихо, делать свое дело и работать своими собственными руками, как мы заповедывали вам;
୧୧ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
12 чтобы вы поступали благоприлично перед внешними и ни в чем не нуждались.
୧୨ଏନ୍ତାରି କଲେ ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତମ୍କେ ନାମ୍ବାଇ । ଆରି କାଇଟା ମିସା ଅବାବ୍ ନ ଅଏ । ତମ୍କେ ଦର୍କାର୍ ରଇବା ବିସଇପାଇ ବିନ୍ଲକ୍କେ ଆସା କର୍ବାକେ ନ ପଡେ ।
13 Не хочу же оставить вас, братия, в неведении об умерших, дабы вы не скорбели, как прочие, не имеющие надежды.
୧୩ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ ।
14 Ибо если мы веруем, что Иисус умер и воскрес, то и умерших в Иисусе Бог приведет с Ним.
୧୪କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।
15 Ибо сие говорим вам словом Господним, что мы, живущие, оставшиеся до пришествия Господня, не предупредим умерших,
୧୫ଏବେ ଆମେ ତମ୍କେ ଜନ୍ ସିକିଆ ଦେଲୁନି, ସେଟା ମାପ୍ରୁର୍ ସିକିଆ । ମାପ୍ରୁ ଆଇବା ବେଲେ ଜେତ୍କି ଲକ୍ ଆମେ ନ ମରିକରି ଜିଇ ଆଚୁ, ଆମେ ଦେକ୍ବା ଆଗ୍ତୁ ମରିଜାଇରଇବା ବିସ୍ବାସିମନ୍ ମାପ୍ରୁକେ ଦେକ୍ବାଇ ।
16 потому что Сам Господь при возвещении, при гласе Архангела и трубе Божией, сойдет с неба и мертвые во Христе воскреснут прежде;
୧୬କାଇକେବଇଲେ ମାପ୍ରୁ ନିଜେ ଆଦେସ୍ ଦେଇ, ମୁକିଆ ଦୁତର୍ ସର୍ ଆରି ପର୍ମେସରର୍ ବାଜାମଇରି ସଙ୍ଗ୍ ସର୍ଗେ ଅନି ଉତର୍ସି । ଜିସୁକିରିସ୍ଟକେ ବିସ୍ବାସ୍କରି ଜନ୍ଲକ୍ମନ୍ ମରିଆଚତ୍ ସେମନ୍ ତେଇ ପର୍ତମେ ଉଟ୍ବାଇ ।
17 потом мы, оставшиеся в живых, вместе с ними восхищены будем на облаках в сретение Господу на воздухе, и так всегда с Господом будем.
୧୭ତାର୍ପଚେ ଆମେ ଜେତ୍କି ଲକ୍ ଜିବନ୍ ରଇବୁ, ସେବେଲେ ମେଗ୍ମାଲାଇଅନି ସେମନର୍ସଙ୍ଗ୍ ଉତ୍ରିକରି ସବୁବେଲେ ମାପ୍ରୁର୍ ସଙ୍ଗ୍ ସରଗ୍ପୁରେ ରଇବୁ ।
18 Итак утешайте друг друга сими словами.
୧୮ଏସବୁ କାତାମନ୍ ସୁନାଇକରି ତମେ ନିଜର୍ ନିଜର୍ ଲକ୍ମନ୍କେ ସାଆସ୍ କରାଆ ।