< К Колоссянам 3 >
1 Итак, если вы воскресли со Христом, то ищите горнего, где Христос сидит одесную Бога;
୧କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ ।
2 о горнем помышляйте, а не о земном.
୨ଏ ଜଗତର୍ ବିସଇ ନ ବାବିକରି ସରଗର୍ ବିସଇ ଚିନ୍ତାକରା ।
3 Ибо вы умерли, и жизнь ваша сокрыта со Христом в Боге.
୩କାଇକେବଇଲେ ତମେ ମରିକରି ପର୍ମେସରର୍ ମୁଆଟେ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ବିତାଇଲାସ୍ନି । ସେ ଜିବନ୍ ଲୁଚିକରିଆଚେ ।
4 Когда же явится Христос, жизнь ваша, тогда и вы явитесь с Ним во славе.
୪କିରିସ୍ଟ ଅଇଲାନି ତମର୍ ଜିବନ୍ । ସେ ବାଅଡ୍ଲାବେଲେ ତମେ ମିସା ସବୁର୍ ଦେକ୍ତେ ତାର୍ ମଇମାତେଇ ମିସ୍ସା ।
5 Итак умертвите земные члены ваши: блуд, нечистоту, страсть, злую похоть и любостяжание, которое есть идолослужение,
୫ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ ।
6 за которые гнев Божий грядет на сынов противления,
୬ଏ ସବୁ କାମେ ବୁଡିକରି ଜନ୍ଲକ୍ମନ୍ ପର୍ମେସରର୍ କାତା ନ ମାନତ୍, ସେମନ୍କେ ତାର୍ ବଡ୍ ରିସା ଆଇସି ।
7 в которых и вы некогда обращались, когда жили между ними.
୭ପୁର୍ବେ ତମେ ମିସା ଏ ସବୁ କାମେ ମିସି ରଇକରି ସେନ୍ତାରି ଚଲାଚଲ୍ତି କର୍ତେରଇଲାସ୍ ।
8 А теперь вы отложите все: гнев, ярость, злобу, злоречие, сквернословие уст ваших;
୮ମାତର୍ ଏବେ ସେନ୍ତାରି ବିସଇ କରା ନାଇ । ଜେନ୍ତିକି ରିସା ଅଇବାଟା, ଇସାତଲା କର୍ବାଟା, ବିନ୍ଲକ୍କେ ଗିନ୍ କର୍ବାଟା, ନିନ୍ଦାକାତା କଇବାଟା, ଆରି ପିଟ୍ତେ କାତାକଇବାଟା ଚାଡିଦିଆସ୍ ।
9 не говорите лжи друг другу, совлекшись ветхого человека с делами его
୯ନିଜର୍ ନିଜର୍ ବିତ୍ରେ ମିଚ୍ କାତା କୁଆବଲା ଉଆନାଇ । କାଇକେ ବଇଲେ ତମେ ପୁର୍ନା ଗୁନ୍ଚଲନର୍ ସବୁ ଅବିଆସ୍ ଚାଡିଦେଇକରି,
10 и облекшись в нового, который обновляется в познании по образу Создавшего его,
୧୦ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା ।
11 где нет ни Еллина, ни Иудея, ни обрезания, ни необрезания, варвара, Скифа, раба, свободного, но все и во всем Христос.
୧୧ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।
12 Итак облекитесь, как избранные Божии, святые и возлюбленные, в милосердие, благость, смиренномудрие, кротость, долготерпение,
୧୨ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ ।
13 снисходя друг кo другу и прощая взаимно, если кто на кого имеет жалобу: как Христос простил вас, так и вы.
୧୩ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
14 Более же всего облекитесь в любовь, которая есть совокупность совершенства.
୧୪ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
15 И да владычествует в сердцах ваших мир Божий, к которому вы и призваны в одном теле, и будьте дружелюбны.
୧୫ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
16 Слово Христово да вселяется в вас обильно, со всякою премудростью; научайте и вразумляйте друг друга псалмами, славословием и духовными песнями, во благодати воспевая в сердцах ваших Господу.
୧୬କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ ।
17 И все, что вы делаете, словом или делом, все делайте во имя Господа Иисуса Христа, благодаря через Него Бога и Отца.
୧୭ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
18 Жены, повинуйтесь мужьям своим, как прилично в Господе.
୧୮ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
19 Мужья, любите своих жен и не будьте к ним суровы.
୧୯ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ ।
20 Дети, будьте послушны родителям вашим во всем, ибо это благоугодно Господу.
୨୦ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କରାଇସି ।
21 Отцы, не раздражайте детей ваших, дабы они не унывали.
୨୧ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ ।
22 Рабы, во всем повинуйтесь господам вашим по плоти, не в глазах только служа им, как человекоугодники, но в простоте сердца, боясь Бога.
୨୨ଏ ଗତିଦାଙ୍ଗ୍ଡାମନ୍, ତମେ କରିରଇବା ସବୁକାମ୍ଟାନେ ତମର୍ ଜଗତେରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍ ତମର୍ କାମ୍ ଦେକି ବଲ୍ ବଲ୍ବାକେ ନାଇ ମାତର୍ ମାପ୍ରୁକେ ଡରିକରି ସତ୍ ମନେ ରଇ ସବୁ କାମ୍ କରା ।
23 И все, что делаете, делайте от души, как для Господа, а не для человеков,
୨୩ତମେ ଜାଇଟା କଲେମିସା ପୁରାପୁରୁନ୍ ମନ୍, ଦିଆନ୍, ଜିବନ୍, ପରାନ୍ ଦେଇ ମାପ୍ରୁର୍ପାଇ କଲା ଇସାବେ କରା । ଲକ୍ମନର୍ ପାଇ କାମ୍ କଲାପାରା କରାନାଇ ।
24 зная, что в воздаяние от Господа получите наследие, ибо вы служите Господу Христу.
୨୪କାଇକେବଇଲେ ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି ଆରି ତାର୍ ଲକ୍ମନ୍କେ ସେ ଦେବି ବଲି କାତା ଦେଇରଇବା ସବୁ ଆସିର୍ବାଦ୍ ତମେ ପାଇସା ବଲି ଜାନିଆଚାସ୍ । ତମେ ସେବା କର୍ବା ସାଉକାର୍ କିରିସ୍ଟ, ବଲି ଏତାଇରୁଆ ।
25 А кто неправо поступит, тот получит по своей неправде, у Него нет лицеприятия.
୨୫ଜଦି କେ ମିସା ବୁଲ୍ କାମ୍ କରି ଲାଗିରଇଲେ, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ଆରି ସେ ସବୁଲକ୍କେ ସମାନ୍ ନାପ୍ବା ଡାଙ୍ଗ୍ସଙ୍ଗ୍ ବିଚାର୍ କର୍ସି ।