< প্ৰকাশিতং 5 >
1 ১ অনন্তৰং তস্য সিহাসনোপৱিষ্টজনস্য দক্ষিণস্তে ঽন্ত ৰ্বহিশ্চ লিখিতং পত্ৰমেকং মযা দৃষ্টং তৎ সপ্তমুদ্ৰাভিৰঙ্কিতং|
୧ଜେ ବସ୍ବା ଜାଗାଇ ବସିରଇଲା ତାର୍ ଉଜା ଆତେ ଗୁଡିଆଇଅଇରଇବା ଗଟେକ୍ ପୁର୍ନା କାଗଜ୍ ଦେକ୍ଲି । ସେଟା ଦୁଇବାଟେ ଲେକା ଅଇରଇଲା । ଆରି ସାତ୍ଟା ସିଲ୍ ମାରି ଡାବିରଇଲାଇ ।
2 ২ তৎপশ্চাদ্ একো বলৱান্ দূতো দৃষ্টঃ স উচ্চৈঃ স্ৱৰেণ ৱাচমিমাং ঘোষযতি কঃ পত্ৰমেতদ্ ৱিৱৰীতুং তম্মুদ্ৰা মোচযিতুঞ্চাৰ্হতি?
୨ଆରି ଗଟେକ୍ ବେସି ବପୁରଇବା ଦୁତ୍କେ ଦେକ୍ଲି । ସେ ଆଉଲିଅଇ କଇଲା “ଏ ସାତ୍ଟା ସିଲ୍ ପିଟାଇକରି କେ, ଏ କାଗଜ୍ ମେଲାକରି ପାର୍ସି?”
3 ৩ কিন্তু স্ৱৰ্গমৰ্ত্ত্যপাতালেষু তৎ পত্ৰং ৱিৱৰীতুং নিৰীক্ষিতুঞ্চ কস্যাপি সামৰ্থ্যং নাভৱৎ|
୩ମାତର୍ ସର୍ଗେ କି ମଚ୍ପୁରେ କି ପାତାଲେ କେ ମିସା ସେ କାଗଜ୍ ମେଲାକରି ଦେକି ନାପାର୍ଲାଇ ।
4 ৪ অতো যস্তৎ পত্ৰং ৱিৱৰীতুং নিৰীক্ষিতুঞ্চাৰ্হতি তাদৃশজনস্যাভাৱাদ্ অহং বহু ৰোদিতৱান্|
୪ସେ କାଗଜ୍ ମେଲାକରି ବିତ୍ରର୍ଟା ଦେକ୍ବାକେ କେ ନାପାର୍ଲାଇଜେ ମୁଇ ବେସି ମନ୍ଦୁକ୍ କରି କାନ୍ଦ୍ଲି ।
5 ৫ কিন্তু তেষাং প্ৰাচীনানাম্ একো জনো মামৱদৎ মা ৰোদীঃ পশ্য যো যিহূদাৱংশীযঃ সিংহো দাযূদো মূলস্ৱৰূপশ্চাস্তি স পত্ৰস্য তস্য সপ্তমুদ্ৰাণাঞ্চ মোচনায প্ৰমূতৱান্|
୫ତାର୍ପଚେ ଗଟେକ୍ ପାର୍ଚିନ୍ ମକେ କଇଲା, “କାନ୍ଦ୍ନାଇ, ଏଦେ ଦେକା! ଜିଉଦା ବଁସେଅନି ଆଇବା ସିଅଁ, ଜେ କି ଦାଉଦର୍ ଗଟେକ୍ ଡାକ୍ପୁଟାର୍ ନାତିତିତି, ସେ ଜିତ୍ଲାଆଚେ । ସେ ସାତ୍ଟା ସିଲ୍ ବାଙ୍ଗାଇସି ଆରି କାଗଜ୍ ମେଲାକରି ପାର୍ସି ।”
6 ৬ অপৰং সিংহাসনস্য চতুৰ্ণাং প্ৰাণিনাং প্ৰাচীনৱৰ্গস্য চ মধ্য একো মেষশাৱকো মযা দৃষ্টঃ স ছেদিত ইৱ তস্য সপ্তশৃঙ্গাণি সপ্তলোচনানি চ সন্তি তানি কৃৎস্নাং পৃথিৱীং প্ৰেষিতা ঈশ্ৱৰস্য সপ্তাত্মানঃ|
୬ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।
7 ৭ স উপাগত্য তস্য সিংহাসনোপৱিষ্টজনস্য দক্ষিণকৰাৎ তৎ পত্ৰং গৃহীতৱান্|
୭ଜେ ବସ୍ବା ଜାଗାଇ ବସିରଇଲା, ତାର୍ ଉଜାଆତେଅନି ସେ ମେଣ୍ଡା କାଗଜ୍ ନେଲା ।
8 ৮ পত্ৰে গৃহীতে চৎৱাৰঃ প্ৰাণিনশ্চতুৰ্ৱিংংশতিপ্ৰাচীনাশ্চ তস্য মেষশাৱকস্যান্তিকে প্ৰণিপতন্তি তেষাম্ একৈকস্য কৰযো ৰ্ৱীণাং সুগন্ধিদ্ৰৱ্যৈঃ পৰিপূৰ্ণং স্ৱৰ্ণমযপাত্ৰঞ্চ তিষ্ঠতি তানি পৱিত্ৰলোকানাং প্ৰাৰ্থনাস্ৱৰূপাণি|
୮ସେ ସେନ୍ତାରି କଲାକେ ସେ ଚାରିଟା ଜିବନ୍ ରଇବା ପସୁ ଆରି କଡେଚାରିଟା ପାର୍ଚିନ୍ମନ୍ ମେଣ୍ଡାର୍ ମୁଆଟେ ଡାଣ୍ଡାସନ୍ ପଡି ଜୁଆର୍ କଲାଇ । ସେମନ୍କେ ସବୁ ଲକର୍ ଆତେ ଗଟେକ୍ ଗଟେକ୍ ଡୁଡୁଙ୍ଗା ଆରି ସୁନାର୍ ଗିନାମନ୍କେ ଗନ୍ଦ୍ରସ୍ ରଇଲା । ସେଟା ଅଇଲାନି ପର୍ମେସରର୍ ଲକ୍ମନ୍ ଗୁଆରି କର୍ବାଟା ।
9 ৯ অপৰং তে নূতনমেকং গীতমগাযন্, যথা, গ্ৰহীতুং পত্ৰিকাং তস্য মুদ্ৰা মোচযিতুং তথা| ৎৱমেৱাৰ্হসি যস্মাৎ ৎৱং বলিৱৎ ছেদনং গতঃ| সৰ্ৱ্ৱাভ্যো জাতিভাষাভ্যঃ সৰ্ৱ্ৱস্মাদ্ ৱংশদেশতঃ| ঈশ্ৱৰস্য কৃতে ঽস্মান্ ৎৱং স্ৱীযৰক্তেন ক্ৰীতৱান্|
୯ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । “ଗୁଡିଆଇଅଇରଇବା କାଗଜ୍ ସିଲ୍ ବାଙ୍ଗାଇକରି ନେବାକେ ତୁଇସେ ପାରୁସ୍ । କାଇକେବଇଲେ ତୁଇ ମରାଇଅଇଲୁସ୍ ଆରି ତର୍ ବଲି ଇସାବ୍ ମରନର୍ ଲାଗି, ସବୁ ବଁସେଅନି, ସବୁବାସାଇଅନି, ସବୁ ରାଇଜେଅନି ଆରି ଲକ୍ମନର୍ ଦଲେଅନି ପର୍ମେସରର୍ ପାଇ ତୁଇ ଲକ୍ମନ୍କେ ଆନ୍ଲୁସ୍ ।
10 ১০ অস্মদীশ্ৱৰপক্ষে ঽস্মান্ নৃপতীন্ যাজকানপি| কৃতৱাংস্তেন ৰাজৎৱং কৰিষ্যামো মহীতলে||
୧୦ତୁଇ ସେମନ୍କେ ଗଟେକ୍ ପୁଜାରିମନର୍ ରାଇଜ୍ କରି ଆଚୁସ୍ । ସେମନ୍ ଆମର୍ ପର୍ମେସର୍କେ ସେବା କର୍ବାଇ । ଆରି ଏ ଜଗତେ ସାସନ୍ କର୍ବାଇ ।”
11 ১১ অপৰং নিৰীক্ষমাণেন মযা সিংহাসনস্য প্ৰাণিচতুষ্টযস্য প্ৰাচীনৱৰ্গস্য চ পৰিতো বহূনাং দূতানাং ৰৱঃ শ্ৰুতঃ, তেষাং সংখ্যা অযুতাযুতানি সহস্ৰসহস্ত্ৰাণি চ|
୧୧ମୁଇ ଆରିତରେକ୍ ଦେକ୍ଲି । ତେଇ ଅଜାର୍ ଅଜାର୍ ଦୁତ୍ମନର୍ ସବଦ୍ ସୁନ୍ଲି । ସେ ଦୁତ୍ମନ୍ ଚାରିଟା ପସୁମନର୍ ଆରି ପାର୍ଚିନ୍ମନର୍ ଚାରିବେଟ୍ତି ଟିଆ ଅଇଲାଇ ।
12 ১২ তৈৰুচ্চৈৰিদম্ উক্তং, পৰাক্ৰমং ধনং জ্ঞানং শক্তিং গৌৰৱমাদৰং| প্ৰশংসাঞ্চাৰ্হতি প্ৰাপ্তুং ছেদিতো মেষশাৱকঃ||
୧୨ସେମନ୍ ଆଉଲି ଅଇକରି ଗିତ୍ କଇତେ ରଇଲାଇ, “ମରାଇଅଇରଇବା ମେଣ୍ଡାପିଲା, ସବୁ ବପୁ, ସବୁ ଦନ୍ସଁପତି, ସବୁ ଗିଆନ୍, ସବୁ ସକ୍ତି, ଡାକ୍ପୁଟା, ମଇମା, ଆରାଦନା ପାଇବା ଅଦିକାର୍ ତର୍ ଲଗେ ଆଚେ ।”
13 ১৩ অপৰং স্ৱৰ্গমৰ্ত্ত্যপাতালসাগৰেষু যানি ৱিদ্যন্তে তেষাং সৰ্ৱ্ৱেষাং সৃষ্টৱস্তূনাং ৱাগিযং মযা শ্ৰুতা, প্ৰশংসাং গৌৰৱং শৌৰ্য্যম্ আধিপত্যং সনাতনং| সিংহসনোপৱিষ্টশ্চ মেষৱৎসশ্চ গচ্ছতাং| (aiōn )
୧୩ଜଗତେ ରଇବା ସବୁ ଜିବନ୍ ରଇବାଟାମନ୍ ଜେନ୍ତାରି କି ସର୍ଗେ ରଇବା ସବୁଜାକ, ଜଗତେରଇବା ସବୁଜାକ, ପାତାଲେ ରଇବା ସବୁଜାକ ଆରି ସମ୍ଦୁରେ ରଇବାଟାମନ୍ ଗିତ୍ ଗାଇତେରଇଲାଇ । ଜେ ବସ୍ବା ଜାଗାଇ ବସିଆଚେ ଆରି ମେଣ୍ଡାପିଲାକେ ଆରାଦନା, ଡାକ୍ପୁଟା, ମଇମା, ଆରି ବପୁ କାଲ୍ କାଲ୍ ଜୁଗ୍ ଜୁଗ୍ ଅ । (aiōn )
14 ১৪ অপৰং তে চৎৱাৰঃ প্ৰাণিনঃ কথিতৱন্তস্তথাস্তু, ততশ্চতুৰ্ৱিংশতিপ্ৰাচীনা অপি প্ৰণিপত্য তম্ অনন্তকালজীৱিনং প্ৰাণমন্|
୧୪ଚାରିଟା ଜିବନ୍ ରଇବା ପସୁମନ୍ କଇଲାଇ, ଆମେନ୍! ଆରି ପାର୍ଚିନ୍ମନ୍ ଡାଣ୍ଡାସନ୍ ପଡି ଜୁଆର୍କଲାଇ ।