< ၁ ကရိန္ထိနး 4 >
1 လောကာ အသ္မာန် ခြီၐ္ဋသျ ပရိစာရကာန် ဤၑွရသျ နိဂူဌဝါကျဓနသျာဓျက္ၐာံၑ္စ မနျန္တာံ၊
୧ତେବେ ତମେ ଆମ୍କେ କିରିସ୍ଟର୍ ସେବା କରୁମନ୍ ବଲି ନାମ୍ବାର୍ ଆଚେ । ଆରି ପର୍ମେସର୍ ଆମ୍କେ ଟିକିନିକି ସତ୍ ବିସଇର୍ ବାଣ୍ଡାର୍ଗରିଆର୍ ଦାଇତ୍ ଦେଲାଆଚେ ।
2 ကိဉ္စ ဓနာဓျက္ၐေဏ ဝိၑွသနီယေန ဘဝိတဝျမေတဒေဝ လောကဲ ရျာစျတေ၊
୨ଆରି ସେନ୍ତାରି ଦାଇତ୍ ନେଇରଇବା ସେବାକରୁମନ୍ ସତ୍ ବାବେ କାମ୍ କର୍ବାର୍ ଆଚେ ।
3 အတော ဝိစာရယဒ္ဘိ ရျုၐ္မာဘိရနျဲး ကဲၑ္စိန် မနုဇဲ ရွာ မမ ပရီက္ၐဏံ မယာတီဝ လဃု မနျတေ 'ဟမပျာတ္မာနံ န ဝိစာရယာမိ၊
୩ମାତର୍ ତମର୍ ବିତ୍ରେ କେତେକ୍ ଲକ୍ କି, ବିନ୍ ଲକ୍ କେ ମିସା ମର୍ କାମ୍ ଦେକି ମକେ ବିଚାର୍ନା କଲେ, ମକେ କାଇଟା ନଏଁ । ମୁଇ ନିଜେ ମର୍ ବିଚାର୍ନା ନ କରି ।
4 မယာ ကိမပျပရာဒ္ဓမိတျဟံ န ဝေဒ္မိ ကိန္တွေတေန မမ နိရပရာဓတွံ န နိၑ္စီယတေ ပြဘုရေဝ မမ ဝိစာရယိတာသ္တိ၊
୪କାଇକେବଇଲେ ମୁଇ ନିଜର୍ ବିରୁଦେ କାଇ ଦସ୍ କଲାଟା ମର୍ ମନ୍ ନାଜାନେ । ଅଇଲେ ମିସା ମୁଇ ଇତି କାଇ ଦସ୍ ନ କଲା ଲକ୍ ବଲି କଇନଏ । ମାତର୍ ଜେ ମକେ ବିଚାର୍ କର୍ସି, ସେ ମାପ୍ରୁ ।
5 အတ ဥပယုက္တသမယာတ် ပူရွွမ် အရ္ထတး ပြဘောရာဂမနာတ် ပူရွွံ ယုၐ္မာဘိ ရွိစာရော န ကြိယတာံ၊ ပြဘုရာဂတျ တိမိရေဏ ပြစ္ဆန္နာနိ သရွွာဏိ ဒီပယိၐျတိ မနသာံ မန္တြဏာၑ္စ ပြကာၑယိၐျတိ တသ္မိန် သမယ ဤၑွရာဒ် ဧကဲကသျ ပြၑံသာ ဘဝိၐျတိ၊
୫ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
6 ဟေ ဘြာတရး သရွွာဏျေတာနိ မယာတ္မာနမ် အာပလ္လဝဉ္စောဒ္ဒိၑျ ကထိတာနိ တသျဲတတ် ကာရဏံ ယုယံ ယထာ ၑာသ္တြီယဝိဓိမတိကြမျ မာနဝမ် အတီဝ နာဒရိၐျဓ္ဗ ဤတ္ထဉ္စဲကေန ဝဲပရီတျာဒ် အပရေဏ န ၑ္လာဃိၐျဓ္ဗ ဧတာဒၖၑီံ ၑိက္ၐာမာဝယောရ္ဒၖၐ္ဋာန္တာတ် လပ္သျဓွေ၊
୬ଏ ବାଇବଇନିମନ୍, ମୁଇ ଏ ସବୁ କାତା ତମେ ସିକା ବଲି, ମର୍ ବିସଇ ଆରି ଆପଲର୍ ବିସଇ ଉଦାଅରନ୍ ଦେଇ କଇଲି । ଜେନ୍ତିକି ସାସ୍ତରେ ଲେକାଅଇଲାଟାନର୍ ଅରତ୍ ତମେ ସିକ୍ସା । ସାସ୍ତରେ ଜେତ୍କି ସବୁ ଲେକା ଅଇଲାଆଚେ, ତାର୍ଟାନେଅନି ଅଦିକ୍ କରାନାଇ । ସେନ୍ତାରି କଲେ କାକେ ମିସା ନେଇକରି ବଡ୍ପନ୍ ନ ଉଆସ୍, ଆରି କାକେ ମିସା ଇନ୍ ନ କରାସ୍ ।
7 အပရာတ် ကသ္တွာံ ဝိၑေၐယတိ? တုဘျံ ယန္န ဒတ္တ တာဒၖၑံ ကိံ ဓာရယသိ? အဒတ္တေနေဝ ဒတ္တေန ဝသ္တုနာ ကုတး ၑ္လာဃသေ?
୭କାଇକେବଇଲେ ବିନ୍ ଲକର୍ଟାନେଅନି କେ ତମ୍କେ ବଡ୍ କରତ୍ ନାଇ । ଆରି ଜନ୍ ଗୁଣ୍ ତମେ ଦାନ୍ ଇସାବେ ମିଲାଇଆଚାସ୍ ସେଟା ପର୍ମେସର୍ ଦେଲାଆଚେ । ତେବେ ତମର୍ ନିଜର୍ଟା ବଲି ବଡ୍ପନ୍ ଅଇ କଇ ନାପାରାସ୍ ।
8 ဣဒါနီမေဝ ယူယံ ကိံ တၖပ္တာ လဗ္ဓဓနာ ဝါ? အသ္မာသွဝိဒျမာနေၐု ယူယံ ကိံ ရာဇတွပဒံ ပြာပ္တား? ယုၐ္မာကံ ရာဇတွံ မယာဘိလၐိတံ ယတသ္တေန ယုၐ္မာဘိး သဟ ဝယမပိ ရာဇျာံၑိနော ဘဝိၐျာမး၊
୮ତମ୍କେ ଦର୍କାର୍ ରଇଲା ସବୁ ବିସଇ ମିଲାଇ ଆଚାସ୍ କି? ତମେ କାଇ ସାଉକାର୍ ଅଇସାରି ଆଚାସ୍ କି? ଗଟେକ୍ ଗଟେକ୍ ରାଜା ଅଇଜାଇଆଚାସ୍ କି? ଏଲେ ମିସା ଆମେ ଅଇ ନାପାର୍ଲୁନି । ସତଇସେ ତମେ ରାଜାଅଇତାସ୍ କି? ସେନ୍ତାର୍ଆଲେ, ଆମେ ମିସା ତମର୍ ସଙ୍ଗ୍ ରଇ କାମ୍ କର୍ତୁ ।
9 ပြေရိတာ ဝယံ ၑေၐာ ဟန္တဝျာၑ္စေဝေၑွရေဏ နိဒရ္ၑိတား၊ ယတော ဝယံ သရွွလောကာနာမ် အရ္ထတး သွရ္ဂီယဒူတာနာံ မာနဝါနာဉ္စ ကော်တုကာသ္ပဒါနိ ဇာတား၊
୯ମାତର୍ ମୁଇ ବାବ୍ଲିନି ପର୍ମେସର୍ ଆମର୍ ପାରା ପେରିତ୍ମନ୍କେ ଦାଡିର୍ ସାରାସାରି ଜାଗା ଦେଲାଆଚେ । ଜଗତର୍ ସବୁ ଲକ୍ ଆରି ସର୍ଗର୍ ଦୁତ୍ମନ୍ ଦେକ୍ତେ ରଇବାବେଲେ ଆମେ, ବନ୍ଦି ଅଇଲା ଲକ୍ମନ୍କେ ମରାଇବାକେ ନେଲାପାରା ଆଚୁ ।
10 ခြီၐ္ဋသျ ကၖတေ ဝယံ မူဎား ကိန္တု ယူယံ ခြီၐ္ဋေန ဇ္ဉာနိနး, ဝယံ ဒုရ္ဗ္ဗလာ ယူယဉ္စ သဗလား, ယူယံ သမ္မာနိတာ ဝယဉ္စာပမာနိတား၊
୧୦ଆମେ କିରିସ୍ଟର୍ ଲାଗି ବକୁଆ ଲକ୍, ମାତର୍ ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ବୁଦିରଇବା ଲକ୍ । ଆମେ ଦୁର୍ବଲ୍, ମାତର୍ ତମେ ବପୁରଇବା ଲକ୍, ତମ୍କେ ଲକ୍ମନ୍ ସନ୍ମାନ୍ ଦେଲାଇନି, ମାତର୍ ଆମ୍କେ ସନ୍ମାନ୍ ମିଲେନାଇ ।
11 ဝယမဒျာပိ က္ၐုဓာရ္တ္တာသ္တၖၐ္ဏာရ္တ္တာ ဝသ္တြဟီနာသ္တာဍိတာ အာၑြမရဟိတာၑ္စ သန္တး
୧୧ଏବେ ଜାକ ମିସା ଆମ୍କେ ପେଟ୍ପୁର୍ତେ କାଇବାପିଇବାକେ ମିଲେନାଇ । ପିନ୍ଦ୍ବାକେ ବେସି ପୁର୍ନା ବସ୍ତର୍ ଆଚେ । ଲକ୍ମନ୍ ଆମ୍କେ ମାର୍ଲାଇନି ଆରି ରଇବାକେ ଜାଗା ନଇଲାର୍ ପାଇ ଏନେତେନେ ଅଇ ବୁଲ୍ଲୁନି ।
12 ကရ္မ္မဏိ သွကရာန် ဝျာပါရယန္တၑ္စ ဒုးခဲး ကာလံ ယာပယာမး၊ ဂရှိတဲရသ္မာဘိရာၑီး ကထျတေ ဒူရီကၖတဲး သဟျတေ နိန္ဒိတဲး ပြသာဒျတေ၊
୧୨ଆବଡ୍ କାମ୍ କରି ଆମେ ଦିନ୍କେ ଦିନ୍ ଜୁଲିସୁକି ଗାଲୁନି । କେ ଆମ୍କେ ସାଇପ୍ ଦେଲେ ତାକେ ଆମେ ଆସିର୍ବାଦ୍ କଲୁନି, ଆରି ଉଡା ସୁନିକରି ମିସା ମୁର୍ଚି କରି ରଇଲୁନି ।
13 ဝယမဒျာပိ ဇဂတး သမ္မာရ္ဇနီယောဂျာ အဝကရာ ဣဝ သရွွဲ ရ္မနျာမဟေ၊
୧୩ନିନ୍ଦା ପାଇଲେ, ଆଲାଦର୍ କାତା କଇଲୁନି । ଆମେ ଏବେ ଜାକ ମିସା ଜଗତର୍ କାଚ୍ରା ପାରା ଅଇଆଚୁ । ଲକ୍ମନ୍ ଆମ୍କେ ଆଣ୍ଡି ଦଇରଇବା ମୁର୍କି ପାନିପାରା ଦେକ୍ଲାଇନି ।
14 ယုၐ္မာန် တြပယိတုမဟမေတာနိ လိခါမီတိ နဟိ ကိန္တု ပြိယာတ္မဇာနိဝ ယုၐ္မာန် ပြဗောဓယာမိ၊
୧୪ମୁଇ ତମ୍କେ ଲାଜ୍ କରାଇବାକେ ଏ ସବୁ ବିସଇ ଲେକିନାଇ, ମାତର୍ ତମ୍କେ ମର୍ ଆଲାଦର୍ ପିଲାଟକି ବଲି ଏତାଇ କରି ଚେତ୍ନା ଦେବାକେ, ଏ ସବୁ ଲେକ୍ଲିନି ।
15 ယတး ခြီၐ္ဋဓရ္မ္မေ ယဒျပိ ယုၐ္မာကံ ဒၑသဟသြာဏိ ဝိနေတာရော ဘဝန္တိ တထာပိ ဗဟဝေါ ဇနကာ န ဘဝန္တိ ယတော'ဟမေဝ သုသံဝါဒေန ယီၑုခြီၐ္ဋေ ယုၐ္မာန် အဇနယံ၊
୧୫କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି ।
16 အတော ယုၐ္မာန် ဝိနယေ'ဟံ ယူယံ မဒနုဂါမိနော ဘဝတ၊
୧୬ତେବେ ମୁଇ ତମ୍କେ ବାବୁଜିଆ କରି କଇଲିନି, ମୁଇ ଜାଇଟା କଲିନି ତମେ ମିସା ସେନ୍ତାରି କରା ।
17 ဣတျရ္ထံ သရွွေၐု ဓရ္မ္မသမာဇေၐု သရွွတြ ခြီၐ္ဋဓရ္မ္မယောဂျာ ယေ ဝိဓယော မယောပဒိၑျန္တေ တာန် ယော ယုၐ္မာန် သ္မာရယိၐျတျေဝမ္ဘူတံ ပြဘေား ကၖတေ ပြိယံ ဝိၑွာသိနဉ္စ မဒီယတနယံ တီမထိယံ ယုၐ္မာကံ သမီပံ ပြေၐိတဝါနဟံ၊
୧୭ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
18 အပရမဟံ ယုၐ္မာကံ သမီပံ န ဂမိၐျာမီတိ ဗုဒ္ဓွာ ယုၐ္မာကံ ကိယန္တော လောကာ ဂရွွန္တိ၊
୧୮ସେ କରନ୍ତିଅତେଇ ଆରି କେବେ ନ ଆସେ, ବଲିକରି ତମର୍ ବିତ୍ରର୍ କେତେ ଲକ୍ ବଡ୍ପନ୍ ଅଇଆଚାସ୍ ।
19 ကိန္တု ယဒိ ပြဘေရိစ္ဆာ ဘဝတိ တရှျဟမဝိလမ္ဗံ ယုၐ္မတ္သမီပမုပသ္ထာယ တေၐာံ ဒရ္ပဓ္မာတာနာံ လောကာနာံ ဝါစံ ဇ္ဉာသျာမီတိ နဟိ သာမရ္ထျမေဝ ဇ္ဉာသျာမိ၊
୧୯ମାତର୍ ଜଦି ମାପ୍ରୁ ମନ୍ କଲେ ମୁଇ ଦାପ୍ରେ ତମର୍ଟାନେ ଆଇବି । ଏ ବଡ୍ପନିଆ ଲକ୍ମନ୍ କାଇ କାତା ଅଇଲାଇନି ବଲି ମୁଇ ନିଜେ ଜାନ୍ବି ଆରି ତାକର୍ ବପୁ ପରମେସରର୍ଟାନେଅନି କି ନାଇ, ସେଟା ଜାନ୍ବି ।
20 ယသ္မာဒီၑွရသျ ရာဇတွံ ဝါဂျုက္တံ နဟိ ကိန္တု သာမရ္ထျယုက္တံ၊
୨୦ପରମେସରର୍ ରାଇଜ୍, ଅବ୍କା କାତା ଅଇବା ବିସଇ ନଏଁ, ମାତର୍ ବପୁର୍ ସଙ୍ଗ୍ ରଇବା ବିସଇ ।
21 ယုၐ္မာကံ ကာ ဝါဉ္ဆာ? ယုၐ္မတ္သမီပေ မယာ ကိံ ဒဏ္ဍပါဏိနာ ဂန္တဝျမုတ ပြေမနမြတာတ္မယုက္တေန ဝါ?
୨୧ମୁଇ ଆଇଲାବେଲେ ତମ୍କେ କେନ୍ତି ଚଲାଚଲ୍ତି ଦେକାଇବାର୍ ଆଚେ? ମୁଇ ବେତ୍ଡାଙ୍ଗ୍ ଦାରି ତମର୍ ଲଗେ ଆଇବାର୍ କି, ଆଲାଦ୍ ଆରି ସାନ୍ତିର୍ ମନ୍ ଦାରି ଆଇବି?