< ၂ တီမထိယး 1 >
1 ခြီၐ္ဋေန ယီၑုနာ ယာ ဇီဝနသျ ပြတိဇ္ဉာ တာမဓီၑွရသျေစ္ဆယာ ယီၑေား ခြီၐ္ဋသျဲကး ပြေရိတး ပေါ်လော'ဟံ သွကီယံ ပြိယံ ဓရ္မ္မပုတြံ တီမထိယံ ပြတိ ပတြံ လိခါမိ၊
୧ମୁଇ ପାଉଲ୍ ଏ ଚିଟି ଲେକ୍ଲିନି । ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ନ ସାର୍ବା ଜିବନ୍ ପାଇବା ଜନ୍ ସୁବ୍ କବର୍ ପର୍ମେସର୍ କାତା ଦେଇରଇଲା, ସେଟା ଜାନାଇବାକେ ମକେ ପାଟାଇଲାଆଚେ । ସେ ଜିବନ୍ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ।
2 တာတ ဤၑွရော'သ္မာကံ ပြဘု ရျီၑုခြီၐ္ဋၑ္စ တွယိ ပြသာဒံ ဒယာံ ၑာန္တိဉ္စ ကြိယာသ္တာံ၊
୨ଏ ଚିଟି ତିମତି ମୁଇ ତକେ ଲେକ୍ଲିନି । ତୁଇ ମର୍ ଆଲାଦର୍ ପଅ ପାରା ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟ, ତକେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
3 အဟမ် အာ ပူရွွပုရုၐာတ် ယမ် ဤၑွရံ ပဝိတြမနသာ သေဝေ တံ ဓနျံ ဝဒနံ ကထယာမိ, အဟမ် အဟောရာတြံ ပြာရ္ထနာသမယေ တွာံ နိရန္တရံ သ္မရာမိ၊
୩ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ମର୍ ଆନିଦାଦିମନ୍ ଜେନ୍ତାର୍ ତାକେ ସେବା କଲାଇ, ସେନ୍ତାରି ମୁଇ ମିସା ତାକେ ସେବା କଲିନି । ମର୍ ବିବେକ୍ ମକେ ଦସ୍ ଦେଏ ନାଇ । ମୁଇ ତର୍ପାଇ ଦିନ୍ରାତି ପାର୍ତନା କଲିନି ।
4 ယၑ္စ ဝိၑွာသး ပြထမေ လောယီနာမိကာယာံ တဝ မာတာမဟျာမ် ဥနီကီနာမိကာယာံ မာတရိ စာတိၐ္ဌတ် တဝါန္တရေ'ပိ တိၐ္ဌတီတိ မနျေ
୪ଆମେ ଦୁଇ ଲକ୍ ବେଗଲ୍ଲାବେଲେ ତୁଇ ଦୁକ୍ ଅଇ ଆଁସୁ ଜରାଇଲୁସ୍, ସେଟା ମର୍ ମନେଆଚେ । ତେବର୍ପାଇ ତକେ ଦେକ୍ବି ବଲି ମୁଇ ବେସି ମନ୍ କଲିନି । ଜେନ୍ତାରି କି ମୁଇ ପୁରାପୁରୁନ୍ ସାର୍ଦା ଅଇବି ।
5 တဝ တံ နိၐ္ကပဋံ ဝိၑွာသံ မနသိ ကုရွွန် တဝါၑြုပါတံ သ္မရန် ယထာနန္ဒေန ပြဖလ္လော ဘဝေယံ တဒရ္ထံ တဝ ဒရ္ၑနမ် အာကာင်္က္ၐေ၊
୫ତୁଇ ସତଇସେ ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁସ୍ ବଲି ମର୍ ମନେଆଚେ । ତୁଇ ବିସ୍ବାସ୍ କର୍ବା ଆଗ୍ତୁ ତର୍ ଆମା ଲଇ ଆରି ତର୍ ଆୟା ଉନିସ୍ ତାକେ ବିସ୍ବାସ୍ କର୍ତେରଇଲାଇ । ସେନ୍ତାରିସେ ତୁଇ ବିସ୍ବାସ୍ କର୍ବାଟା ଡାଁଟ୍ ଆଚେବଲି ମୁଇ ଜାନ୍ଲିନି ।
6 အတော ဟေတော ရ္မမ ဟသ္တာရ္ပဏေန လဗ္ဓော ယ ဤၑွရသျ ဝရသ္တွယိ ဝိဒျတေ တမ် ဥဇ္ဇွာလယိတုံ တွာံ သ္မာရယာမိ၊
୬ତେବର୍ପାଇ ମୁଇ ମର୍ ଆତ୍, ତର୍ ମୁଣ୍ଡେ ସଙ୍ଗଇ ପାର୍ତନା କଲାବେଲେ, ଜନ୍ ଆତ୍ମାର୍ ଦାନ୍ ପର୍ମେସର୍ ତକେ ଦେଇରଇଲା, ସେଟା ବଁଚାଇକରି ସଙ୍ଗ ବଲି ଏତାଇଦେଲିନି ।
7 ယတ ဤၑွရော'သ္မဘျံ ဘယဇနကမ် အာတ္မာနမ် အဒတ္တွာ ၑက္တိပြေမသတရ္ကတာနာမ် အာကရမ် အာတ္မာနံ ဒတ္တဝါန်၊
୭କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
8 အတဧဝါသ္မာကံ ပြဘုမဓိ တသျ ဝန္ဒိဒါသံ မာမဓိ စ ပြမာဏံ ဒါတုံ န တြပသွ ကိန္တွီၑွရီယၑက္တျာ သုသံဝါဒသျ ကၖတေ ဒုးခသျ သဟဘာဂီ ဘဝ၊
୮ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
9 သော'သ္မာန် ပရိတြာဏပါတြာဏိ ကၖတဝါန် ပဝိတြေဏာဟွာနေနာဟူတဝါံၑ္စ; အသ္မတ္ကရ္မ္မဟေတုနေတိ နဟိ သွီယနိရူပါဏသျ ပြသာဒသျ စ ကၖတေ တတ် ကၖတဝါန်၊ သ ပြသာဒး သၖၐ္ဋေး ပူရွွကာလေ ခြီၐ္ဋေန ယီၑုနာသ္မဘျမ် အဒါယိ, (aiōnios )
୯ନିକ କାମ୍ କଲାର୍ ପାଇ ସେ ଆମ୍କେ ବାଚେନାଇ । ମାତର୍ ତାର୍ ନିଜର୍ ଜଜ୍ନା ଇସାବେ ସେ ଆମ୍କେ ବାଚିକରି ତାର୍ ଦୟା ଦେକାଇଲା ଆଚେ । ଏ ଜଗତ୍ ତିଆର୍ ନ ଅଇତେ ପର୍ମେସର୍ ଜିବନ୍ ଦୁକାଇ, ଜିସୁକିରିସ୍ଟକେ ଆମର୍ଲାଗି ଏ ଜଗତେ ପାଟାଇଲା । (aiōnios )
10 ကိန္တွဓုနာသ္မာကံ ပရိတြာတု ရျီၑေား ခြီၐ္ဋသျာဂမနေန ပြာကာၑတ၊ ခြီၐ္ဋော မၖတျုံ ပရာဇိတဝါန် သုသံဝါဒေန စ ဇီဝနမ် အမရတာဉ္စ ပြကာၑိတဝါန်၊
୧୦ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା ।
11 တသျ ဃောၐယိတာ ဒူတၑ္စာနျဇာတီယာနာံ ၑိက္ၐကၑ္စာဟံ နိယုက္တော'သ္မိ၊
୧୧ଜିସୁକିରିସ୍ଟର୍ ବିସଇ ରଇବା ଏ ସୁବ୍ କବର୍ ପର୍ମେସର୍ ମକେ ଜାନାଇବାକେ କଇଆଚେ । ଗଟେକ୍ ସିକାଇବା ଲକ୍ ଆରି ପେରିତ୍ ଇସାବେ, ସେ ମକେ ବାଚିଆଚେ ।
12 တသ္မာတ် ကာရဏာတ် မမာယံ က္လေၑော ဘဝတိ တေန မမ လဇ္ဇာ န ဇာယတေ ယတော'ဟံ ယသ္မိန် ဝိၑွသိတဝါန် တမဝဂတော'သ္မိ မဟာဒိနံ ယာဝတ် မမောပနိဓေ ရ္ဂောပနသျ ၑက္တိသ္တသျ ဝိဒျတ ဣတိ နိၑ္စိတံ ဇာနာမိ၊
୧୨ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି ।
13 ဟိတဒါယကာနာံ ဝါကျာနာမ် အာဒရ္ၑရူပေဏ မတ္တး ၑြုတား ခြီၐ္ဋေ ယီၑော် ဝိၑွာသပြေမ္နေား ကထာ ဓာရယ၊
୧୩ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ ।
14 အပရမ် အသ္မဒန္တရွာသိနာ ပဝိတြေဏာတ္မနာ တာမုတ္တမာမ် ဥပနိဓိံ ဂေါပယ၊
୧୪ଜନ୍ ସୁବ୍କବର୍ ପର୍ମେସର୍ ତକେ ଦେଇଆଚେ, ସେଟାକେ ଦେକାରକା କର୍ । ଆମର୍ ବିତ୍ରେ ରଇବା ସୁକଲ୍ ଆତ୍ମାର୍ ବପୁସଙ୍ଗ୍ ସେଟା ଦେକାରକା କର୍ ।
15 အာၑိယာဒေၑီယား သရွွေ မာံ တျက္တဝန္တ ဣတိ တွံ ဇာနာသိ တေၐာံ မဓျေ ဖူဂိလ္လော ဟရ္မ္မဂိနိၑ္စ ဝိဒျေတေ၊
୧୫ଆସିଆ ଦେସେ ରଇବା ବେସି ବିସ୍ବାସିମନ୍ ମକେ ଚାଡିକରି ଗାଲାଇ ଆଚତ୍ ବଲି ତୁଇ ଜାନିଆଚୁସ୍ । ତେଇ ପୁଗେଲ୍ ଆରି ଅର୍ମଗେନା ମିସା ମକେ ଚାଡି ଉଟିଗାଲାଇ ।
16 ပြဘုရနီၐိဖရသျ ပရိဝါရာန် ပြတိ ကၖပါံ ဝိဒဓာတု ယတး သ ပုနး ပုန ရ္မာမ် အာပျာယိတဝါန္
୧୬ଅନିସିପର୍ ଆରି ତାର୍ କୁଟୁମ୍କେ ମାପ୍ରୁ ଦୟାକର । କାଇକେବଇଲେ ମୁଇ ବନ୍ଦିଗରେ ରଇଲାବେଲେ ସେ ମକେ ଦେକ୍ବାକେ ଲାଜ୍ ଅଏନାଇ । ତାର୍ ବାଦୁଲେ ସେ ତର୍କେ ତର୍ ଆସି ମକେ ସାର୍ଦା କରାଇଲା ।
17 မမ ၑၖင်္ခလေန န တြပိတွာ ရောမာနဂရေ ဥပသ္ထိတိသမယေ ယတ္နေန မာံ မၖဂယိတွာ မမောဒ္ဒေၑံ ပြာပ္တဝါန်၊
୧୭ସେ ରମ୍ ଦେସେ ଆଇଲା ଦାପ୍ରେ ମକେ ବେଟ୍ ଅଇବାଜାକ ସବୁ ଜାଗାଇ କଜ୍ଲା ।
18 အတော ဝိစာရဒိနေ သ ယထာ ပြဘေား ကၖပါဘာဇနံ ဘဝေတ် တာဒၖၑံ ဝရံ ပြဘုသ္တသ္မဲ ဒေယာတ်၊ ဣဖိၐနဂရေ'ပိ သ ကတိ ပြကာရဲ ရ္မာမ် ဥပကၖတဝါန် တတ် တွံ သမျဂ် ဝေတ္သိ၊
୧୮ବଡ୍ ବିଚାର୍ନା ଦିନେ ତାକେ ଜେନ୍ତି ମାପ୍ରୁ ଦୟା କର । ତୁଇ ନିଜେ ଜାନିଆଚୁସ୍ ଏପିସିତେଇ ସେ ମକେ କେତେକ୍ ସାଇଜ କଲା ।