< પ્રેરિતાઃ 8 >
1 તસ્ય હત્યાકરણં શૌલોપિ સમમન્યત| તસ્મિન્ સમયે યિરૂશાલમ્નગરસ્થાં મણ્ડલીં પ્રતિ મહાતાડનાયાં જાતાયાં પ્રેરિતલોકાન્ હિત્વા સર્વ્વેઽપરે યિહૂદાશોમિરોણદેશયો ર્નાનાસ્થાને વિકીર્ણાઃ સન્તો ગતાઃ|
୧ସାଉଲ୍ ତିପାନର୍ ମରନେ ରାଜିଅଇକରି ତେଇ ରଇଲା । ସେ ଦିନେଅନି ଜିରୁସାଲାମେ ରଇବା ମଣ୍ଡଲିମନ୍କେ ଲକ୍ମନ୍ ଜବର୍ ତାଡ୍ନା ଦେବାର୍ ଆରାମ୍ କଲାଇ । ସେଟାର୍ପାଇ ପେରିତ୍ ସିସ୍ମନ୍ ତେଇରଇଲାଇ ଆରି ବିନ୍ ବିସ୍ବାସିମନ୍ ଜିବନ୍ ଆତେଦାରି ଜିଉଦା ଆରି ସମିରଣ୍ ଜାଗାଇ ପାଲାଇଲାଇ ।
2 અન્યચ્ચ ભક્તલોકાસ્તં સ્તિફાનં શ્મશાને સ્થાપયિત્વા બહુ વ્યલપન્|
୨ପର୍ମେସର୍କେ ନାମ୍ବା କେତେକ୍ ଲକ୍ ଆକ୍ମାରି କାନ୍ଦିକରି ତିପାନର୍ ମଲା ଗାଗଡ୍ ନେଇ ସମାଦି କଲାଇ ।
3 કિન્તુ શૌલો ગૃહે ગૃહે ભ્રમિત્વા સ્ત્રિયઃ પુરુષાંશ્ચ ધૃત્વા કારાયાં બદ્ધ્વા મણ્ડલ્યા મહોત્પાતં કૃતવાન્|
୩ମାତର୍ ସାଉଲ୍ ମଣ୍ଡଲିକେ କୁରୁପ୍ନାସ୍ କର୍ବାକେ ଚେସ୍ଟା କଲା । ସେ ଗରେ ଗରେ ଜାଇ ଜିସୁକେ ବିସ୍ବାସ୍ କର୍ବା ମୁନୁସ୍ ପିଲା ଆରି ମାଇଜି ଟକିମନ୍ ସବୁକେ ଜିକି ଆନି ବନ୍ଦି ଗରେ ପୁରାଇ ଦେଲା ।
4 અન્યચ્ચ યે વિકીર્ણા અભવન્ તે સર્વ્વત્ર ભ્રમિત્વા સુસંવાદં પ્રાચારયન્|
୪ଜିରୁସାଲମେଅନି ପାଲାଇରଇବା ବିସ୍ବାସିମନ୍ ଗୁଲାଇବାଟେ ଜାଇ ସୁବ୍କବର୍ ଜାନାଇବାର୍ ଦାର୍ଲାଇ ।
5 તદા ફિલિપઃ શોમિરોણ્નગરં ગત્વા ખ્રીષ્ટાખ્યાનં પ્રાચારયત્;
୫ସେମନର୍ ବିତ୍ରେଅନି ପିଲିପ୍ ବଲି ଗଟେକ୍ ଲକ୍ ସମିରଣର୍ ମୁକିଅ ନଅରେ ଜାଇ, ତେଇ ରଇବା ଲକ୍ମନ୍କେ ମସିଅ କଇରଇବା କାତା ଜାନାଇଲା ।
6 તતોઽશુચિ-ભૃતગ્રસ્તલોકેભ્યો ભૂતાશ્ચીત્કૃત્યાગચ્છન્ તથા બહવઃ પક્ષાઘાતિનઃ ખઞ્જા લોકાશ્ચ સ્વસ્થા અભવન્|
୬ପିଲିପ୍ କଇବା କାତା ସୁନି ଆରି ସେ କରିରଇବା କାବା ଅଇଜିବା କାମ୍ମନ୍ ସବୁ ଦେକି ଲକ୍ମନ୍ ତାକେ ଅଦିକ୍ ମନ୍ଦିଆନ୍ ଦେଇ ସୁନ୍ବାର୍ ଦାର୍ଲାଇ ।
7 તસ્માત્ લાકા ઈદૃશં તસ્યાશ્ચર્ય્યં કર્મ્મ વિલોક્ય નિશમ્ય ચ સર્વ્વ એકચિત્તીભૂય તેનોક્તાખ્યાને મનાંસિ ન્યદધુઃ|
୭କେତେ କେତେ ଲକ୍ମନର୍ ଟାନେଅନି ଡୁମାମନ୍ କିର୍କିରି କରି ବାରଇ ଗାଲାଇ । କେତେ କେତେ ଚେରେଙ୍ଗ୍ ରଗି ଆରି ଆତ୍ ଗଡ୍ ନ ଆଇବାଟାମନ୍ ନିକ ଅଇଗାଲାଇ ।
8 તસ્મિન્નગરે મહાનન્દશ્ચાભવત્|
୮ଏଟାର୍ ପାଇ ସେ ନଅର୍ ସାଇସାର୍ଦା ଅଇରଇଲା ।
9 તતઃ પૂર્વ્વં તસ્મિન્નગરે શિમોન્નામા કશ્ચિજ્જનો બહ્વી ર્માયાક્રિયાઃ કૃત્વા સ્વં કઞ્ચન મહાપુરુષં પ્રોચ્ય શોમિરોણીયાનાં મોહં જનયામાસ|
୯ସମରିଆ ଜାଗାଇ ସିମନ୍ ନାଉଁର୍ ଗଟେକ୍ ଲକ୍ ତାର୍ ଜନ୍ତର୍ ମନ୍ତର୍ ବିଦିଆ କରିକରି ତେଇର୍ ଲକ୍ମନ୍କେ କାବା କରାଇତେରଇଲା ।
10 તસ્માત્ સ માનુષ ઈશ્વરસ્ય મહાશક્તિસ્વરૂપ ઇત્યુક્ત્વા બાલવૃદ્ધવનિતાઃ સર્વ્વે લાકાસ્તસ્મિન્ મનાંસિ ન્યદધુઃ|
୧୦ସେ, ମୁଇ ନିଜେ ଗଟେକ୍ ବଡ୍ ଲକ୍ ବଲାଇଅଇତେରଇଲା । ଆରି ସେ ନଅରେ ରଇବା ସାନ୍ ବଡ୍ ସବୁ ତାକେ ମାନିରଇଲାଇ । ପର୍ମେସରର୍ ଜନ୍ ବପୁ ମଆନ୍ ସେ ବପୁ ଏଟା ଆକା ବଲି ଲକ୍ମନ୍ କଇତେ ରଇଲାଇ ।
11 સ બહુકાલાન્ માયાવિક્રિયયા સર્વ્વાન્ અતીવ મોહયાઞ્ચકાર, તસ્માત્ તે તં મેનિરે|
୧୧ବେସି ବରସ୍ ଦାରି ତାର୍ ଗୁନି ବିଦିଆର୍ ବପୁ ସଙ୍ଗ୍ ତେଇର୍ ଲକ୍ମନ୍କେ କାବା କରାଇତେରଇଲା । ସେଟାର୍ପାଇ ଗୁଲାଇ ସମିରଣିୟ ଲକ୍ମନ୍ ତାକେ ମାନିକରି ରଇଲାଇ ।
12 કિન્ત્વીશ્વરસ્ય રાજ્યસ્ય યીશુખ્રીષ્ટસ્ય નામ્નશ્ચાખ્યાનપ્રચારિણઃ ફિલિપસ્ય કથાયાં વિશ્વસ્ય તેષાં સ્ત્રીપુરુષોભયલોકા મજ્જિતા અભવન્|
୧୨ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା ।
13 શેષે સ શિમોનપિ સ્વયં પ્રત્યૈત્ તતો મજ્જિતઃ સન્ ફિલિપેન કૃતામ્ આશ્ચર્ય્યક્રિયાં લક્ષણઞ્ચ વિલોક્યાસમ્ભવં મન્યમાનસ્તેન સહ સ્થિતવાન્|
୧୩ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
14 ઇત્થં શોમિરોણ્દેશીયલોકા ઈશ્વરસ્ય કથામ્ અગૃહ્લન્ ઇતિ વાર્ત્તાં યિરૂશાલમ્નગરસ્થપ્રેરિતાઃ પ્રાપ્ય પિતરં યોહનઞ્ચ તેષાં નિકટે પ્રેષિતવન્તઃ|
୧୪ସମରିଆର୍ ଲକ୍ମନ୍ ପର୍ମେସରର୍ ବାକିଅ ବିସ୍ବାସ୍ କଲାଇ ଆଚତ୍ ବଲି ଜିରୁସାଲାମ୍ ରଇବା ପେରିତ୍ ସିସ୍ମନ୍ ସୁନ୍ଲାଇ । ପିତର୍ ଆରି ଜଅନ୍କେ ସେମନର୍ ଲଗେ ପାଟାଇଲାଇ ।
15 તતસ્તૌ તત્ સ્થાનમ્ ઉપસ્થાય લોકા યથા પવિત્રમ્ આત્માનં પ્રાપ્નુવન્તિ તદર્થં પ્રાર્થયેતાં|
୧୫ସେମନ୍ ତେଇ କେଟ୍ଲା ପଚେ ସମିରଣର୍ ବିସ୍ବାସିମନ୍ ସୁକଲ୍ ଆତ୍ମା ପାଇବାକେ, ପାର୍ତନା କଲାଇ ।
16 યતસ્તે પુરા કેવલપ્રભુયીશો ર્નામ્ના મજ્જિતમાત્રા અભવન્, ન તુ તેષાં મધ્યે કમપિ પ્રતિ પવિત્રસ્યાત્મન આવિર્ભાવો જાતઃ|
୧୬କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
17 કિન્તુ પ્રેરિતાભ્યાં તેષાં ગાત્રેષુ કરેષ્વર્પિતેષુ સત્સુ તે પવિત્રમ્ આત્માનમ્ પ્રાપ્નુવન્|
୧୭ପିତର୍ ଆରି ଜଅନ୍ ସେମନର୍ ଉପ୍ରେ ଆତ୍ ସଙ୍ଗଇଲା ଦାପ୍ରେ ସେମନ୍ ସୁକଲ୍ ଆତ୍ମା ପାଇଲାଇ ।
18 ઇત્થં લોકાનાં ગાત્રેષુ પ્રેરિતયોઃ કરાર્પણેન તાન્ પવિત્રમ્ આત્માનં પ્રાપ્તાન્ દૃષ્ટ્વા સ શિમોન્ તયોઃ સમીપે મુદ્રા આનીય કથિતવાન્;
୧୮ପେରିତ୍ ସିସ୍ମନ୍ ବିସ୍ବାସିମନର୍ ଉପ୍ରେ ଆତ୍ ସଙ୍ଗଇଲାକେ ସୁକଲ୍ଆତ୍ମା ପାଇଲାଟା ଦେକି, ସିମନ୍, ପିତର୍ ଆରି ଜଅନ୍କେ ଡାବୁ ଜାଚ୍ଲା ଆରି କଇଲା,
19 અહં યસ્ય ગાત્રે હસ્તમ્ અર્પયિષ્યામિ તસ્યાપિ યથેત્થં પવિત્રાત્મપ્રાપ્તિ ર્ભવતિ તાદૃશીં શક્તિં મહ્યં દત્તં|
୧୯“ମୁଇ ବିନ୍ ଲକର୍ ଉପ୍ରେ ଆତ୍ ସଙ୍ଗଇଲେ, ସେମନ୍ ଜେନ୍ତି ସୁକଲ୍ ଆତ୍ମା ପାଇପାର୍ବାଇ, ସେଟାର୍ ପାଇ ମକେ ସେ ବପୁ ଦିଆ ।”
20 કિન્તુ પિતરસ્તં પ્રત્યવદત્ તવ મુદ્રાસ્ત્વયા વિનશ્યન્તુ યત ઈશ્વરસ્ય દાનં મુદ્રાભિઃ ક્રીયતે ત્વમિત્થં બુદ્ધવાન્;
୨୦ମାତର୍ ପିତର୍ ତାକେ କଇଲା, “ତର୍ ଡାବୁ ତର୍ ସଙ୍ଗ୍ ନସ୍ଟ ଅ । ତର୍ ସଙ୍ଗ୍ ତର୍ ଡାବୁ ମିସା ନର୍କେ ଜାଅ । କାଇକେବଇଲେ ପର୍ମେସରର୍ ଦାନ୍ ଡାବୁସଙ୍ଗ୍ ଗେନ୍ବି ବଲି ବାବ୍ଲୁସ୍ନି ।
21 ઈશ્વરાય તાવન્તઃકરણં સરલં નહિ, તસ્માદ્ અત્ર તવાંશોઽધિકારશ્ચ કોપિ નાસ્તિ|
୨୧ଆମର୍ କାମ୍ଟାନେ ତର୍ କାଇମିସା ବାଗ୍ ନାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ତର୍ ମନ୍ ନିକ ନାଇ ।
22 અત એતત્પાપહેતોઃ ખેદાન્વિતઃ સન્ કેનાપિ પ્રકારેણ તવ મનસ એતસ્યાઃ કુકલ્પનાયાઃ ક્ષમા ભવતિ, એતદર્થમ્ ઈશ્વરે પ્રાર્થનાં કુરુ;
୨୨ସେଟାର୍ ପାଇ ତମର୍ ଏ କରାପ୍ ବାବ୍ନାର୍ ପାଇ ମନ୍ ବାଦ୍ଲାଆ । ଏନ୍ତାରି ବିସଇ ଚିନ୍ତାକଲାର୍ ପାଇ ମାପ୍ରୁ ଜେନ୍ତାରି କେମା ଦେଇସି, ତାର୍ ଲାଗି, ମାପ୍ରୁକେ ପାର୍ତନା କର୍ ।
23 યતસ્ત્વં તિક્તપિત્તે પાપસ્ય બન્ધને ચ યદસિ તન્મયા બુદ્ધમ્|
୨୩କାଇକେ ବଇଲେ ମୁଇ ଦେକ୍ଲିନି ଜେ ତର୍ ମନ୍ ଆଁକାରେ ବର୍ତି ଅଇଆଚେ । ତୁଇ ପାପର୍ ବନ୍ଦନେ ବନ୍ଦିଅଇ ଆଚୁସ୍ ।”
24 તદા શિમોન્ અકથયત્ તર્હિ યુવાભ્યામુદિતા કથા મયિ યથા ન ફલતિ તદર્થં યુવાં મન્નિમિત્તં પ્રભૌ પ્રાર્થનાં કુરુતં|
୨୪ସିମନ୍ ସେମନ୍କେ କଇଲା, “ତମେ ଜାଇଟା ସବୁ କଇଲାସ୍ ସେଟା ଜେନ୍ତି ମର୍ ଉପ୍ରେ ନ ଗଟ । ମୁଇ ତମ୍କେ ବାବୁଜିଆ କଲିନି ମର୍ପାଇ ମାପ୍ରୁକେ ପାର୍ତନା କରା ।”
25 અનેન પ્રકારેણ તૌ સાક્ષ્યં દત્ત્વા પ્રભોઃ કથાં પ્રચારયન્તૌ શોમિરોણીયાનામ્ અનેકગ્રામેષુ સુસંવાદઞ્ચ પ્રચારયન્તૌ યિરૂશાલમ્નગરં પરાવૃત્ય ગતૌ|
୨୫ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
26 તતઃ પરમ્ ઈશ્વરસ્ય દૂતઃ ફિલિપમ્ ઇત્યાદિશત્, ત્વમુત્થાય દક્ષિણસ્યાં દિશિ યો માર્ગો પ્રાન્તરસ્ય મધ્યેન યિરૂશાલમો ઽસાનગરં યાતિ તં માર્ગં ગચ્છ|
୨୬ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”
27 તતઃ સ ઉત્થાય ગતવાન્; તદા કન્દાકીનામ્નઃ કૂશ્લોકાનાં રાજ્ઞ્યાઃ સર્વ્વસમ્પત્તેરધીશઃ કૂશદેશીય એકઃ ષણ્ડો ભજનાર્થં યિરૂશાલમ્નગરમ્ આગત્ય
୨୭ପିଲିପ୍ ତିଆର୍ ଅଇ ସେବାଟେ ଗାଲା । ଏଦେ ଦେକା! ଇତିଅପିଆର୍ ଗଟେକ୍ ଲକ୍! ସେ ଗଟେକ୍ ବେଜୁ ରଇଲା । ସେ ଜିରୁସାଲମେ ପାର୍ତନା କର୍ବାକେ ଆସିରଇଲା ।
28 પુનરપિ રથમારુહ્ય યિશયિયનામ્નો ભવિષ્યદ્વાદિનો ગ્રન્થં પઠન્ પ્રત્યાગચ્છતિ|
୨୮ସେ ଗଟେକ୍ ମୁକିଅ ଆରି ଇତିଅପିଆ ରାନିର୍ ବାଣ୍ଡାର୍ଗରିଆ ରଇଲା । ସେ ପର୍ମେସର୍କେ ଉପାସନା କର୍ବାକେ ଜିରୁସାଲେମ୍ ଜାଇରଇଲା । ତାର୍ ରତେ ବସି ଗରେ ବାଉଡି ଆଇତେରଇଲା । ବସିକରି ଜିସାୟ ବବିସତ୍ବକ୍ତାର୍ ବଇଟାନେଅନି ଆଉଲି ଅଇ ପଡ୍ତେରଇଲା ।
29 એતસ્મિન્ સમયે આત્મા ફિલિપમ્ અવદત્, ત્વમ્ રથસ્ય સમીપં ગત્વા તેન સાર્દ્ધં મિલ|
୨୯ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
30 તસ્માત્ સ ધાવન્ તસ્ય સન્નિધાવુપસ્થાય તેન પઠ્યમાનં યિશયિયથવિષ્યદ્વાદિનો વાક્યં શ્રુત્વા પૃષ્ટવાન્ યત્ પઠસિ તત્ કિં બુધ્યસે?
୩୦ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି?”
31 તતઃ સ કથિતવાન્ કેનચિન્ન બોધિતોહં કથં બુધ્યેય? તતઃ સ ફિલિપં રથમારોઢું સ્વેન સાર્દ્ધમ્ ઉપવેષ્ટુઞ્ચ ન્યવેદયત્|
୩୧ସେ ବାଣ୍ଡାର୍ ଗରିଆ କଇଲା, “କେ ମିସା ଗଟେକ୍ ଲକ୍ ବୁଜାଇ ନ ଦେଲେ ମୁଇ କେନ୍ତି ବୁଜିପାର୍ବି?” ତାର୍ ସଙ୍ଗ୍ ରତେ ବସ୍ବାକେ ସେ ପିଲିପ୍କେ ଡାକ୍ଲା । ପିଲିପ୍ ଜାଇ ବସ୍ଲା ।
32 સ શાસ્ત્રસ્યેતદ્વાક્યં પઠિતવાન્ યથા, સમાનીયત ઘાતાય સ યથા મેષશાવકઃ| લોમચ્છેદકસાક્ષાચ્ચ મેષશ્ચ નીરવો યથા| આબધ્ય વદનં સ્વીયં તથા સ સમતિષ્ઠત|
୩୨ଦରମ୍ ସାସ୍ତରର୍ ଏ ପଦ୍ ପଡ୍ତେ ରଇଲା, “ମରାଇବାକେ ନେବା ମେଣ୍ଡାପାରା, ଲକ୍ମନ୍ ତାକେ ଡାକିନେଲାଇ, ଗଟେକ୍ ମେଣ୍ଡାର୍ ବାଲ୍ କାଟ୍ବା ବେଲେ ଜେନ୍ତି ସେ ଚିମ୍ରାଇଅଇରଇସି, ସେନ୍ତାରି ସେ ପଦେକ୍ ମିସା କାତା କଏ ନାଇ ।
33 અન્યાયેન વિચારેણ સ ઉચ્છિન્નો ઽભવત્ તદા| તત્કાલીનમનુષ્યાન્ કો જનો વર્ણયિતું ક્ષમઃ| યતો જીવન્નૃણાં દેશાત્ સ ઉચ્છિન્નો ઽભવત્ ધ્રુવં|
୩୩ଲକ୍ମନ୍ ନିନ୍ଦା କଲାବେଲେ ତାକେ ନିଆଇ ମିଲେ ନାଇ ତାର୍ କୁଟୁମର୍ ଲକର୍ ବିସଇ, କେ କଇ ନାପାରତ୍, କାଇକେବଇଲେ ମଚ୍ପୁରେ ତାର୍ ଜିବନ୍ ସାରିଗାଲା ଆଚେ ।”
34 અનન્તરં સ ફિલિપમ્ અવદત્ નિવેદયામિ, ભવિષ્યદ્વાદી યામિમાં કથાં કથયામાસ સ કિં સ્વસ્મિન્ વા કસ્મિંશ્ચિદ્ અન્યસ્મિન્?
୩୪ବାଣ୍ଡାର୍ଗରିଆ ପିଲିପ୍କେ ପାଚାର୍ଲା, “ମୁଇ ତକେ ଗୁଆରି କଲିନି । ବବିସତ୍ବକ୍ତା କାର୍ ବିସଇ କଇଲାନି, ମକେ କୁଆ । ତାର୍ ନିଜର୍ ବିସଇ କି ଆରି କାର୍ ବିସଇ?”
35 તતઃ ફિલિપસ્તત્પ્રકરણમ્ આરભ્ય યીશોરુપાખ્યાનં તસ્યાગ્રે પ્રાસ્તૌત્|
୩୫ପିଲିପ୍ ଦରମ୍ ସାସ୍ତରର୍ ଏ ପଦେଅନି ଆରାମ୍ କରି ଜିସୁର୍ ବିସଇର୍ ସୁବ୍ କବର୍ ତାକେ ଜାନାଇଲା ।
36 ઇત્થં માર્ગેણ ગચ્છન્તૌ જલાશયસ્ય સમીપ ઉપસ્થિતૌ; તદા ક્લીબોઽવાદીત્ પશ્યાત્ર સ્થાને જલમાસ્તે મમ મજ્જને કા બાધા?
୩୬ସେମନ୍ ଜାଉ ଜାଉ ଗଟେକ୍ ବନ୍ଦ୍ ଲଗେ କେଟ୍ଲାଇ । ସେ ବାଣ୍ଡାର୍ଗରିଆ କଇଲା,
37 તતઃ ફિલિપ ઉત્તરં વ્યાહરત્ સ્વાન્તઃકરણેન સાકં યદિ પ્રત્યેષિ તર્હિ બાધા નાસ્તિ| તતઃ સ કથિતવાન્ યીશુખ્રીષ્ટ ઈશ્વરસ્ય પુત્ર ઇત્યહં પ્રત્યેમિ|
୩୭“ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
38 તદા રથં સ્થગિતં કર્ત્તુમ્ આદિષ્ટે ફિલિપક્લીબૌ દ્વૌ જલમ્ અવારુહતાં; તદા ફિલિપસ્તમ્ મજ્જયામાસ|
୩୮ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
39 તત્પશ્ચાત્ જલમધ્યાદ્ ઉત્થિતયોઃ સતોઃ પરમેશ્વરસ્યાત્મા ફિલિપં હૃત્વા નીતવાન્, તસ્માત્ ક્લીબઃ પુનસ્તં ન દૃષ્ટવાન્ તથાપિ હૃષ્ટચિત્તઃ સન્ સ્વમાર્ગેણ ગતવાન્|
୩୯ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
40 ફિલિપશ્ચાસ્દોદ્નગરમ્ ઉપસ્થાય તસ્માત્ કૈસરિયાનગર ઉપસ્થિતિકાલપર્ય્યનતં સર્વ્વસ્મિન્નગરે સુસંવાદં પ્રચારયન્ ગતવાન્|
୪୦ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।