< ๒ ปิตร: 1 >
1 เย ชนา อสฺมาภิ: สารฺทฺธมฺ อสฺตทีศฺวเร ตฺราตริ ยีศุขฺรีษฺเฏ จ ปุณฺยสมฺพลิตวิศฺวาสธนสฺย สมานำศิตฺวํ ปฺราปฺตาสฺตานฺ ปฺรติ ยีศุขฺรีษฺฏสฺย ทาส: เปฺรริตศฺจ ศิโมนฺ ปิตร: ปตฺรํ ลิขติฯ
୧ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।
2 อีศฺวรสฺยาสฺมากํ ปฺรโภ รฺยีโศศฺจ ตตฺวชฺญาเนน ยุษฺมาสฺวนุคฺรหศานฺโตฺย รฺพาหุลฺยํ วรฺตฺตตำฯ
୨ପର୍ମେସର୍କେ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟକେ ତମେ ଜାନ୍ଲାର୍ ପାଇ ତାର୍ ସାନ୍ତି ଆରି ସେ ଜିବନ୍ ଦୁକାଇ ଦୟା କଲାଟା ତମ୍କେ ମିଲ ।
3 ชีวนารฺถมฺ อีศฺวรภกฺตฺยรฺถญฺจ ยทฺยทฺ อาวศฺยกํ ตตฺ สรฺวฺวํ เคารวสทฺคุณาภฺยามฺ อสฺมทาหฺวานการิณสฺตตฺตฺวชฺญานทฺวารา ตเสฺยศฺวรียศกฺติรสฺมภฺยํ ทตฺตวตีฯ
୩ତାକେ ସାର୍ଦା କରାଇଲାପାରା ଚଲାଚଲ୍ତି କର୍ବାକେ ସେ ଆମ୍କେ ଲଡାକେ ଆଇବା ସବୁ ବିସଇ ଦେଲାଆଚେ । ତାର୍ ବପୁର୍ଲାଗି ସେ ଆମ୍କେ ଏଟା ଦେଲାଆଚେ ଆରି ଆମେ ତାକେ ଜାନ୍ଲାର୍ପାଇ ମିସା । ତାର୍ ମଇମାଇ ଆରି ଦରମେ ମିସ୍ବାକେ ସେ ସେ ଆମ୍କେ ଡାକିଆଚେ ।
4 ตตฺสรฺเวฺวณ จาสฺมภฺยํ ตาทฺฤศา พหุมูลฺยา มหาปฺรติชฺญา ทตฺตา ยาภิ รฺยูยํ สํสารวฺยาปฺตาตฺ กุตฺสิตาภิลาษมูลาตฺ สรฺวฺวนาศาทฺ รกฺษำ ปฺราเปฺยศฺวรียสฺวภาวสฺยำศิโน ภวิตุํ ศกฺนุถฯ
୪ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।
5 ตโต เหโต รฺยูยํ สมฺปูรฺณํ ยตฺนํ วิธาย วิศฺวาเส เสาชนฺยํ เสาชเนฺย ชฺญานํ
୫ତେବେ କିରିସ୍ଟକେ ବିସ୍ବାସ୍ କଲାର୍ ପାଇ ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ଏଟାର୍ ସଙ୍ଗ୍, ଗିଆନ୍ ସଙ୍ଗ୍ ଜିଉନାକାଉନା କର୍ବାକେ,
6 ชฺญาน อายเตนฺทฺริยตามฺ อายเตนฺทฺริยตายำ ไธรฺยฺยํ ไธรฺยฺย อีศฺวรภกฺติมฺ
୬ଜିଉନାକାଉନା ସଙ୍ଗ୍ ନିଜେ ଜାଗ୍ରତ୍ ଅଇରଇବାକେ, ଜାଗ୍ରତ୍ ରଇକରି ମୁର୍ଚି ରଇବାକେ, ମୁର୍ଚିକରି ରଇ ପର୍ମେସର୍କେ ସାର୍ଦା କର୍ବା ଗୁନ୍ଚଲନ୍ କର୍ବାକେ,
7 อีศฺวรภกฺเตา ภฺราตฺฤเสฺนเห จ เปฺรม ยุงฺกฺตฯ
୭ଗୁନ୍ଚଲନ୍ସଙ୍ଗ୍ ବାଇବଇନିକେ ଆଲାଦ୍ କର୍ବାକେ, ବାଇବଇନିକେ ଆଲାଦ୍ କରି ସବୁଲକ୍କେ ଆଲାଦ୍ କର୍ବାକେ ଚେସ୍ଟା କରା ।
8 เอตานิ ยทิ ยุษฺมาสุ วิทฺยนฺเต วรฺทฺธนฺเต จ ตรฺหฺยสฺมตฺปฺรโภ รฺยีศุขฺรีษฺฏสฺย ตตฺตฺวชฺญาเน ยุษฺมานฺ อลสานฺ นิษฺผลำศฺจ น สฺถาปยิษฺยนฺติฯ
୮ତମର୍ ଚଲାଚଲ୍ତି ଜଦି ଏନ୍ତାରି ଅଦିକ୍ ଅଦିକ୍ ଅଇ ଆଇଲେ, ଆମର୍ ମାପ୍ରୁ ଜିସୁକିରିସ୍ଟକେ ଜାନ୍ବା ବିସଇତେଇ ତମେ ଅଦିକ୍ ଅଦିକ୍ ବଡିଆଇସା ।
9 กินฺเตฺวตานิ ยสฺย น วิทฺยนฺเต โส 'โนฺธ มุทฺริตโลจน: สฺวกียปูรฺวฺวปาปานำ มารฺชฺชนสฺย วิสฺมฺฤตึ คตศฺจฯ
୯ଜଦି ଗଟେକ୍ ଲକ୍ ଏନ୍ତାରି ଜିଉନାକାଉନା ନ କଲେ, ସେ ଗଟେକ୍ ନିକ ନ ଡିସ୍ବା ଲକର୍ପାରା ଅଇଆଚେ । ସେ ପୁର୍ବେ କରିରଇଲା ପାପର୍ ଲାଗି ପର୍ମେସର୍ କେମା ଦେଲାଆଚେ ବଲି ପାସ୍ରିଦେଇ ଆଚେ ।
10 ตสฺมาทฺ เห ภฺราตร: , ยูยํ สฺวกียาหฺวานวรณโย รฺทฺฤฒกรเณ พหุ ยตธฺวํ, ตตฺ กฺฤตฺวา กทาจ น สฺขลิษฺยถฯ
୧୦ତେବର୍ପାଇ ଏ ମର୍ ବାଇବଇନିମନ୍, ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ସେନ୍ତାର୍କଲେ ପର୍ମେସର୍ ତମ୍କେ ବାଚିକରି ତାର୍ ଲକ୍ ଅଇବାକେ ଡାକ୍ଲାଆଚେବଲି ସବୁଲକ୍କେ ଡିସ୍ସି । ଏ ସବୁ ବିସଇ କଲେ ତମେ କେବେ ମିସା ତାର୍ତେଇଅନି ବିନ୍ବାଟେ ନ ଜାଆସ୍ ।
11 ยโต 'เนน ปฺรกาเรณาสฺมากํ ปฺรโภสฺตฺราตฺฤ รฺยีศุขฺรีษฺฏสฺยานนฺตราชฺยสฺย ปฺรเวเศน ยูยํ สุกเลน โยชยิษฺยเธฺวฯ (aiōnios )
୧୧ଆମର୍ ମାପ୍ରୁ ଜିସୁକିରିସ୍ଟର୍ କେବେ ନ ସାର୍ବା ରାଇଜେ ପର୍ମେସର୍ ତମ୍କେ ସାର୍ଦା ସଙ୍ଗ୍ ଡାକିନେଇସି । (aiōnios )
12 ยทฺยปิ ยูยมฺ เอตตฺ สรฺวฺวํ ชานีถ วรฺตฺตมาเน สตฺยมเต สุสฺถิรา ภวถ จ ตถาปิ ยุษฺมานฺ สรฺวฺวทา ตตฺ สฺมารยิตุมฺ อหมฺ อยตฺนวานฺ น ภวิษฺยามิฯ
୧୨ଏ ସବୁ ବିସଇ ତମେ ଜାନିରଇଲେ ମିସା, ଆରି ପାଇଲା ସତ୍ ବିସଇଟାନେ ଡାଟ୍ ଆଚାସ୍ ମିସା, ଏ ସବୁ ବିସଇ ତମ୍କେ ଏତାଇଦେଇତେ ରଇବି ।
13 ยาวทฺ เอตสฺมินฺ ทูเษฺย ติษฺฐามิ ตาวทฺ ยุษฺมานฺ สฺมารยนฺ ปฺรโพธยิตุํ วิหิตํ มเนฺยฯ
୧୩ମୁଇ ବଁଚିରଇବା ଜାକ ଏ ସବୁ ବିସଇ କାତା ଅଇବାଟା ନିକ । ଜେନ୍ତିକି ତମେ ସେଟା ଆରି ନ ପାସ୍ରାସ୍ ।
14 ยโต 'สฺมากํ ปฺรภุ รฺยีศุขฺรีษฺโฏ มำ ยตฺ ชฺญาปิตวานฺ ตทนุสาราทฺ ทูษฺยเมตตฺ มยา ศีฆฺรํ ตฺยกฺตวฺยมฺ อิติ ชานามิฯ
୧୪ମର୍ ଜିବନ୍ ଦାପ୍ରେ ସାରିଜାଇସି ବଲି ମୁଇ ଜାନି । କାଇକେବଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟ ମକେ ନିକସଙ୍ଗ୍ ଜାନାଇଆଚେ ।
15 มม ปรโลกคมนาตฺ ปรมปิ ยูยํ ยเทตานิ สฺมรฺตฺตุํ ศกฺษฺยถ ตสฺมินฺ สรฺวฺวถา ยติเษฺยฯ
୧୫ଏ ସବୁ ବିସଇ ତମ୍କେ ଏତାଇଦେବାକେ ମୁଇ ବେସି ଆବଡ୍ ଅଇଲିନି । ଜେନ୍ତାରିକି ମୁଇ ମଲାପଚେ ମିସା ଏ ସବୁ ବିସଇ ଏତାଇସା ।
16 ยโต 'สฺมากํ ปฺรโภ รฺยีศุขฺรีษฺฏสฺย ปรากฺรมํ ปุนราคมนญฺจ ยุษฺมานฺ ชฺญาปยนฺโต วยํ กลฺปิตานฺยุปาขฺยานานฺยนฺวคจฺฉาเมติ นหิ กินฺตุ ตสฺย มหิมฺน: ปฺรตฺยกฺษสากฺษิโณ ภูตฺวา ภาษิตวนฺต: ฯ
୧୬ଆମର୍ ମାପ୍ରୁ ଜିସୁକିରିସ୍ଟ ତାର୍ ସବୁ ବପୁର୍ସଙ୍ଗ୍ ବାଉଡି ଆଇସି ବଲି ତମ୍କେ କଇରଇଲୁ । ସେଟା ବିନ୍ ଲକ୍ ତାକର୍ ଚାଲାକିକରି ତିଆର୍କଲା ଗଟେକ୍ କାତାନି ନଏଁ ।
17 ยต: ส ปิตุรีศฺวราทฺ เคารวํ ปฺรศํสาญฺจ ปฺราปฺตวานฺ วิเศษโต มหิมยุกฺตเตโชมธฺยาทฺ เอตาทฺฤศี วาณี ตํ ปฺรติ นิรฺคตวตี, ยถา, เอษ มม ปฺริยปุตฺร เอตสฺมินฺ มม ปรมสนฺโตษ: ฯ
୧୭ଆମେ ନିଜେ ଆଁକିସଙ୍ଗ୍ ତାର୍ ମଇମା ଦେକ୍ଲୁ । ବାବା ପର୍ମେସର୍ ତାକେ ଡାକ୍ପୁଟା କରି ମଇମା ଦେଲାବେଲେ ଆମେ ତେଇ ରଇଲୁ । ସେ ନିଜେ ସବୁର୍ଟାନେଅନି ମଇମାର୍ ପର୍ମେସର୍ କଇରଇଲା “ଏଟା ମର୍ ଆଲାଦର୍ ପ, ତାର୍ଟାନେ ମୁଇ ବେସି ସାର୍ଦା ।”
18 สฺวรฺคาตฺ นิรฺคเตยํ วาณี ปวิตฺรปรฺวฺวเต เตน สารฺทฺธํ วิทฺยมาไนรสฺมาภิรศฺราวิฯ
୧୮ସେ ସବଦ୍ ସୁନ୍ଲାବେଲେ ପର୍ମେସରର୍ ସୁକଲ୍ ପର୍ବତେ ଆମେ ମିସା କିରିସ୍ଟର୍ ସଙ୍ଗ୍ ରଇଲୁ ।
19 อปรมฺ อสฺมตฺสมีเป ทฺฤฒตรํ ภวิษฺยทฺวากฺยํ วิทฺยเต ยูยญฺจ ยทิ ทินารมฺภํ ยุษฺมนฺมน: สุ ปฺรภาตียนกฺษตฺรโสฺยทยญฺจ ยาวตฺ ติมิรมเย สฺถาเน ชฺวลนฺตํ ปฺรทีปมิว ตทฺ วากฺยํ สมฺมนฺยเธฺว ตรฺหิ ภทฺรํ กริษฺยถฯ
୧୯ବବିସତ୍ବକ୍ତାମନର୍ କାତା ସତ୍ ଆଚେ ବଲି ଆମେ ଜାନିଆଚୁ । ଏ ସବୁ କାତା ତମେ ମନ୍ଦିଆନ୍ ଦେଇ ସୁନା । କାଇକେବଇଲେ ସେଟା ଆନ୍ଦାରେ ଲାଗିରଇବା ଗଟେକ୍ ବତିର୍ ଉଜଲ୍ ପାରା ଆଚେ । ସାକ୍ଲିଆ ଉଜଲ୍ ଡିସ୍ବା ତାରାର୍ପାରା ତମର୍ ମନ୍ବିତ୍ରେ ଉଜଲ୍ ଦେଇସି ।
20 ศาสฺตฺรียํ กิมปิ ภวิษฺยทฺวากฺยํ มนุษฺยสฺย สฺวกียภาวโพธกํ นหิ, เอตทฺ ยุษฺมาภิ: สมฺยกฺ ชฺญายตำฯ
୨୦ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ ।
21 ยโต ภวิษฺยทฺวากฺยํ ปุรา มานุษาณามฺ อิจฺฉาโต โนตฺปนฺนํ กินฺตฺวีศฺวรสฺย ปวิตฺรโลกา: ปวิเตฺรณาตฺมนา ปฺรวรฺตฺติตา: สนฺโต วากฺยมฺ อภาษนฺตฯ
୨୧କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।