< yaakuuba.h 4 >
1 yu. smaaka. m madhye samaraa ra. na"sca kuta utpadyante? yu. smada"nga"sibiraa"sritaabhya. h sukhecchaabhya. h ki. m notpadyante?
୧ତମର୍ ବିତ୍ରେ ମାରାମାରି ଆରି ଲାଗାଜଡା କାଇକେ ଆଇଲାନି? ତମର୍ ମନ୍ବିତ୍ରେ ଡସିରଇବା କାରାପ୍ ମନ୍କଲାଟା ଉଟିକରି ତମର୍ ବିତ୍ରେ ଜୁଜ୍ଲାନି, ଏଟାର୍ ଲାଗି ଏନ୍ତାରି ଅଇଲାନି । ସେଟାର୍ପାଇ ଗଟେକ୍ ଲକ୍ ଆରିଗଟେକ୍ ଲକର୍ ସଙ୍ଗ୍ ଲାଗ୍ଲାସ୍ନି ।
2 yuuya. m vaa nchatha kintu naapnutha, yuuya. m narahatyaam iir. syaa nca kurutha kintu k. rtaarthaa bhavitu. m na "saknutha, yuuya. m yudhyatha ra. na. m kurutha ca kintvapraaptaasti. s.thatha, yato heto. h praarthanaa. m na kurutha|
୨କାଇକେବଇଲେ ତମେ ଜନ୍ଟା ମିଲାଇବାକେ ମନ୍ କଲାସ୍ନି, ସେଟା ମିଲାଇ ନାପାର୍ଲେ, ମରାଇବାକେ ମନ୍କଲାସ୍ନି । ଜନ୍ଟା ମିଲାଇବାକେ ବେସି ମନ୍ ଅଇଲାନି, ସେଟା ମିଲାଇବାକେ ତମ୍କେ ବପୁନାଇ । ସେଟାର୍ପାଇ ତମର୍ତମର୍ ବିତ୍ରେ ଲାଗାଜଡା ଅଇ ମାରାମାରି ଅଇଲାସ୍ନି । ତମେ ପର୍ମେସର୍କେ ମାଙ୍ଗାସ୍ ନାଇଜେ ମନ୍କଲାଟା ମିଲାଇ ନା ପାର୍ଲାସ୍ନି ।
3 yuuya. m praarthayadhve kintu na labhadhve yato heto. h svasukhabhoge. su vyayaartha. m ku praarthayadhve|
୩ତମେ ମାଙ୍ଗ୍ତେରଇସା, ମାତର୍ ସେ ତମ୍କେ ଦେଏ ନାଇ । କାଇକେବଇଲେ ସେଟା କାରାପ୍ କର୍ବାକେ ମାଙ୍ଗ୍ଲାସ୍ନି । ସୁକେ ରଇକରି ସାଇସାର୍ଦା ସଙ୍ଗ୍ ରଇବୁ ବଲି ମାଙ୍ଗ୍ଲାସ୍ନି ।
4 he vyabhicaari. no vyabhicaari. nya"sca, sa. msaarasya yat maitrya. m tad ii"svarasya "saatravamiti yuuya. m ki. m na jaaniitha? ata eva ya. h ka"scit sa. msaarasya mitra. m bhavitum abhila. sati sa eve"svarasya "satru rbhavati|
୪ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
5 yuuya. m ki. m manyadhve? "saastrasya vaakya. m ki. m phalahiina. m bhavet? asmadantarvaasii ya aatmaa sa vaa kim iir. syaartha. m prema karoti?
୫ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି ।
6 tannahi kintu sa pratula. m vara. m vitarati tasmaad uktamaaste yathaa, aatmaabhimaanalokaanaa. m vipak. so bhavatii"svara. h| kintu tenaiva namrebhya. h prasaadaad diiyate vara. h||
୬ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି ।
7 ataeva yuuyam ii"svarasya va"syaa bhavata "sayataana. m sa. mrundha tena sa yu. smatta. h palaayi. syate|
୭ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
8 ii"svarasya samiipavarttino bhavata tena sa yu. smaaka. m samiipavarttii bhavi. syati| he paapina. h, yuuya. m svakaraan pari. skurudhva. m| he dvimanolokaa. h, yuuya. m svaanta. hkara. naani "suciini kurudhva. m|
୮ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।
9 yuuyam udvijadhva. m "socata vilapata ca, yu. smaaka. m haasa. h "sokaaya, aananda"sca kaatarataayai parivarttetaa. m|
୯ତମର୍ ପାପର୍ଲାଗି ମାରିଚପି ଅଇକରି କାନ୍ଦ୍ତେରୁଆ । ନ ଆଁସିକରି କାନ୍ଦ୍ତେରୁଆ, ସାର୍ଦା ନ ଅଇକରି ଦୁକେ ରୁଆ ।
10 prabho. h samak. sa. m namraa bhavata tasmaat sa yu. smaan ucciikari. syati|
୧୦ମାପ୍ରୁର୍ ମୁଆଟେ ନିଜେ ନିଜେ ସର୍ପିଉଆ, ସେ ତମ୍କେ ଉଟାଇସି ।
11 he bhraatara. h, yuuya. m paraspara. m maa duu. sayata| ya. h ka"scid bhraatara. m duu. sayati bhraatu rvicaara nca karoti sa vyavasthaa. m duu. sayati vyavasthaayaa"sca vicaara. m karoti| tva. m yadi vyavasthaayaa vicaara. m karo. si tarhi vyavasthaapaalayitaa na bhavasi kintu vicaarayitaa bhavasi|
୧୧ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
12 advitiiyo vyavasthaapako vicaarayitaa ca sa evaaste yo rak. situ. m naa"sayitu nca paarayati| kintu kastva. m yat parasya vicaara. m karo. si?
୧୨ପର୍ମେସର୍ସେ ନିୟମ୍ ଦେଇପାର୍ସି । ସେ ସେ ଆମ୍କେ ବିଚାର୍ କରିପାର୍ସି । ସେ ସେ ଲକ୍ମନ୍କେ ରକିଆ କରିପାର୍ସି ଆରି ସେ ସେ କୁରୁପ୍ନାସ୍ କରିପାର୍ସି । ମାତର୍ ତମେ କେ ଜେ, ବିନ୍ ଲକର୍ ବିଚାର୍ କରିପାରାସ୍?
13 adya "svo vaa vayam amukanagara. m gatvaa tatra var. sameka. m yaapayanto vaa. nijya. m kari. syaama. h laabha. m praapsyaama"sceti kathaa. m bhaa. samaa. naa yuuyam idaanii. m "s. r.nuta|
୧୩ତେବେ ମର୍ କାତା ସୁନା । ତମର୍ ବିତ୍ରେ ଜନ୍ ଲକ୍ମନ୍ ଏନ୍ତାରି କାତା ଅଇତେରଇସା, ଆଜି ନଇଲେ କାଲିକେ ଆମେ ଏ ନଅରେ କି ସେ ନଅରେ ଜିବୁ, ତେଇ ବର୍ସେକ୍ ରଇବୁ ଆରି ବେବାର୍ କରି ଡାବୁ ଅରଜ୍ବୁ ।
14 "sva. h ki. m gha. ti. syate tad yuuya. m na jaaniitha yato jiivana. m vo bhavet kiid. rk tattu baa. spasvaruupaka. m, k. sa. namaatra. m bhaved d. r"sya. m lupyate ca tata. h para. m|
୧୪ମାତର୍ କାଲିକେ କାଇଟା ଗଟ୍ସି, ସେଟା ତମେତା ନାଜାନାସ୍! ତମର୍ ଜିବନ୍ ଦୁଉଁରି ସମାନ୍, ଜନ୍ଟାକି ଚନେକର୍ ପାଇ ଡିସ୍ସି ଆରି ମାୟା ଅଇଜାଇସି ।
15 tadanuktvaa yu. smaakam ida. m kathaniiya. m prabhoricchaato vaya. m yadi jiivaamastarhyetat karmma tat karmma vaa kari. syaama iti|
୧୫ତାର୍ ବାଦୁଲେ ତମେ ମାପ୍ରୁ ମନ୍ କଲେ ଆମେ ଜିଇକରି ଏନ୍ତାରି ନଇଲେ ସେନ୍ତାରି କରୁ ବଲି କଇବାର୍ ଆଚେ ।
16 kintvidaanii. m yuuya. m garvvavaakyai. h "slaaghana. m kurudhve taad. r"sa. m sarvva. m "slaaghana. m kutsitameva|
୧୬ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ ।
17 ato ya. h ka"scit satkarmma kartta. m viditvaa tanna karoti tasya paapa. m jaayate|
୧୭ଏତାଇ ରୁଆ । ଜେ ଜଦି ଏଟା ନିକ କାମ୍ ବଲି ଜାନେ, ମାତର୍ ସେଟା ନ କରେ ବଇଲେ, ପର୍ମେସର୍ ଦେକ୍ବା ଇସାବେ ସେ ଦସ୍ କଲାଆଚେ ।