< 1 Makoronike 3 >
1 Ava ndivo vanakomana vaDhavhidhi vaakaberekerwa ari kuHebhuroni: Dangwe rake rainzi Amunoni mwanakomana waAhinoami weJezireeri. Wechipiri ainzi Dhanieri, mwanakomana waAbhigairi weKarimeri;
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2 wechitatu, Abhusaromu mwanakomana waMaaka mwanasikana waTarimai mambo weGeshuri; wechina, Adhoniya mwanakomana waHagiti,
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3 wechishanu, Shefatia mwanakomana waAbhitari uye wechitanhatu Itireami nomukadzi wake Egira.
ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4 Ava vatanhatu vakaberekerwa Dhavhidhi muHebhuroni umo maakatonga kwamakore manomwe nemwedzi mitanhatu. Dhavhidhi akazotonga muJerusarema kwamakore makumi matatu namatatu
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
5 uye ava ndivo vana vaakaberekerwa ikoko. Vaiva: Shamua, Shobhabhi, Natani naSoromoni. Ava vana vakaberekwa naBhatishebha mwanasikana waAmieri.
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
6 Kwaivawo naIbhari, Erishua, Erifereti,
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;
8 Erishama, Eriadha naErifereti, vose vaiva vapfumbamwe.
ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ।
9 Ava vose vaiva vanakomana vaDhavhidhi, tisingaverengi vanakomana vake vaakaita navarongo vake. Uye Tamari aiva hanzvadzi yavo.
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
10 Mwanakomana waSoromoni ainzi Rehobhoamu, Abhija mwanakomana wake, Asa mwanakomana wake, Jehoshafati mwanakomana wake,
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍;
11 Jehoramu mwanakomana wake, Ahazia mwanakomana wake, Joashi mwanakomana wake,
ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;
12 Amazia mwanakomana wake, Azaria mwanakomana wake, Jotamu mwanakomana wake,
ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;
13 Ahazi mwanakomana wake, Hezekia mwanakomana wake, Manase mwanakomana wake,
ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
14 Amoni mwanakomana wake, Josia mwanakomana wake.
ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ।
15 Vanakomana vaJosia vaiva: Johanani dangwe, Jehoyakimi wechipiri, Zedhekia wechitatu naSharumi wechina.
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।
16 Vakatevera Jehoyakimi vaiva: Jehoyakini mwanakomana wake naZedhekia.
ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
17 Zvizvarwa zvaJehoyakini mutapwa zvaiva: Shearitieri mwanakomana wake,
ବନ୍ଦୀ ଯିକନୀୟର ସନ୍ତାନଗଣ;
18 Marikirami, Pedhaya, Shenazari, Jekamia, Hoshama naNedhabhia.
ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
19 Vanakomana vaPedhaya vaiva: Zerubhabheri naShimei. Vanakomana vaZerubhabheri vaiva: Meshurami naHanania. Sheromiti aiva hanzvadzi yavo.
ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା।
20 Kwaivawo navamwe vashanu vaiti: Hashubha, Oheri, Bherekia, Hasadhia naJushabhi-Hesedhi.
ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।
21 Zvizvarwa zvaHanania zvaiva: Peratia naJeshaya, navanakomana vaRefaya, vaArinani, vaObhadhia nevaShekania.
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
22 Zvizvarwa zvaShekania zvaiva: Shemaya navanakomana vake vaiti: Hatushi, Igari, Bharia, Nearia naShafati, vatanhatu vose pamwe chete.
ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ।
23 Vanakomana vaNearia vaiva: Erioenai, Hizikia naAzirikamu, vatatu pamwe chete.
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
24 Vanakomana vaErioenai vaiva: Hodhavhia, Eriashibhi, Peraya, Akubhi, Johanani, Dheraya naAnani, vanomwe pamwe chete.
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ।