< 1 Makoronike 6 >
1 Vanakomana vaRevhi vaiva Gerishoni, Kohati naMerari.
ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
2 Vanakomana vaKohati vaiva: Amiramu, Izhari, Hebhuroni naUzieri.
କହାତର ପୁତ୍ର ଅମ୍ରାମ୍, ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ।
3 Vana vaAmiramu vaiva: Aroni, Mozisi naMiriamu. Vanakomana vaAroni vaiva: Nadhabhi, Abhihu, Ereazari naItamari.
ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।
4 Ereazari aiva baba vaFinehasi, Finehasi baba vaAbhishua,
ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା;
5 Abhishua baba vaBhuki, Bhuki baba vaUzi,
ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
6 Uzi baba vaZerahia, Zerahia baba vaMerayoti,
ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
7 Merayoti baba vaAmaria, Amaria baba vaAhitubhi,
ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।
8 Ahitubhi baba vaZadhoki, Zadhoki baba vaAhimaazi,
ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା;
9 Ahimaazi baba vaAzaria, Azaria baba vaJohanani,
ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10 Johanani baba vaAzaria. (Ndiye aibata basa somuprista mutemberi yakavakwa naSoromoni muJerusarema.)
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
11 Azaria baba vaAmaria, Amaria baba vaAhitubhi.
ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
12 Ahitubhi baba vaZadhoki, Zadhoki baba vaSharumi,
ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା;
13 Sharumi baba vaHirikia, Hirikia baba vaAzaria,
ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କୀୟ ଅସରୀୟକୁ ଜାତ କଲା;
14 Azaria baba vaSeraya uye Seraya baba vaJehozadhaki.
ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
15 (Jehozadhaki akadzingwa Jehovha paakaendesa Judha neJerusarema kuutapwa noruoko rwaNebhukadhinezari.)
ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
16 Vanakomana vaRevhi vaiva: Gerishoni, Kohati naMerari.
ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17 Aya ndiwo mazita avanakomana vaGerishoni: Ribhini naShimei.
ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।
18 Vanakomana vaKohati vaiva: Amiramu, Izhari, Hebhuroni naUzieri.
କହାତର ପୁତ୍ର ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ।
19 Vanakomana vaMerari vaiva: Mairi naMushi. Idzi ndidzo dzimba dzavaRevhi dzakanyorwa maererano namazita amadzibaba avo:
ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
20 VaGerishoni: Ribhini mwanakomana wake, Jehati mwanakomana wake naZima mwanakomana wake,
ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
21 Joa mwanakomana wake Idho mwanakomana wake, Zera mwanakomana wake naJeaterai mwanakomana wake.
ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
22 Zvizvarwa zvaKohati zvaiva: Aminadhabhi mwanakomana wake, Kora mwanakomana wake, Asiri mwanakomana wake,
କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23 Erikana mwanakomana wake, naEbhiasafi mwanakomana wake, Asiri mwanakomana wake,
ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
24 naTahati mwanakomana wake, Urieri mwanakomana wake, Uzia mwanakomana wake naShauri mwanakomana wake.
ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
25 Zvizvarwa zvaErikana zvaiva: Amasai, Ahimoti,
ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍।
26 Erikana mwanakomana wake, Zofai mwanakomana wake, naNahati mwanakomana wake,
ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍;
27 naEriabhi mwanakomana wake, Jerohamu mwanakomana wake, naErikana mwanakomana wake, naSamueri mwanakomana wake,
ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍କାନା।
28 Vanakomana vaSamueri vaiva: Joere dangwe rake naAbhija mwanakomana wake wechipiri.
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
29 Zvizvarwa zvaMerari zvaiva: Mari, Ribhini mwanakomana wake, Shimei mwanakomana wake, Uza mwanakomana wake,
ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30 Shimea mwanakomana wake, Hagia mwanakomana wake naAsaya mwanakomana wake.
ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
31 Ava ndivo varume vakagadzwa naDhavhidhi kuti vafambise basa rokuimba muimba yaJehovha mushure mokunge areka yawana pokuzorora imomo.
(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
32 Vaishumira uye vaiimba pamberi petabhenakeri, muTende Rokusangana, kusvikira Soromoni avaka temberi yaJehovha muJerusarema. Vaibata basa ravo maererano nemitemo yavakanga vakadzikirwa.
ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
33 Ava ndivo varume vaibata basa pamwe chete navanakomana vavo: kubva kuvaKohati: Hemani muimbi, mwanakomana waJoere, mwanakomana waSamueri,
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34 mwanakomana waErikana, mwanakomana waJerohamu, mwanakomana waErieri, mwanakomana waToa,
ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍ର ପୁତ୍ର, ସେ ତୋହର ପୁତ୍ର;
35 mwanakomana waZufi, mwanakomana waErikana, mwanakomana waMahati, mwanakomana waAmasai,
ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତ୍ର ପୁତ୍ର, ସେ ଅମାସୟର ପୁତ୍ର;
36 mwanakomana waErikana, mwanakomana waJoere, mwanakomana waAzaria, mwanakomana waZefania,
ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37 mwanakomana waTahati, mwanakomana waAsiri, mwanakomana waEbhiasafi; mwanakomana waKora,
ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38 mwanakomana waIzhari, mwanakomana waKohati, mwanakomana waRevhi mwanakomana waIsraeri.
ସେ ଯିଷ୍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
39 Uye mubatsiri waHemani pabasa ainzi Asafi akanga amire kurudyi rwake: Asafi mwanakomana waBherekia mwanakomana waShimea,
ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
40 mwanakomana waMikaeri, mwanakomana Bhaaseya, mwanakomana waMarikia,
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
41 mwanakomana waEtini, mwanakomana waZera, mwanakomana waAdhaya,
ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42 mwanakomana waEtani, mwanakomana waZima, mwanakomana waShimei,
ସେ ଏଥନ୍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
43 mwanakomana waJahati, mwanakomana waGerishoni, mwanakomana waRevhi;
ସେ ଯହତ୍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
44 uye kubva kuvabatsiri vavo, vaMerari, kuruboshwe rwake, vaiva: Etani mwanakomana waKishi, mwanakomana waAbhidhi, mwanakomana waMaruki,
ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45 mwanakomana waHashabhia, mwanakomana waAmazia, mwanakomana waHirikia,
ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
46 mwanakomana waAmuzi, mwanakomana waBhani, mwanakomana waShemeri,
ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47 mwanakomana waMari, mwanakomana waMushi, mwanakomana waMerari, mwanakomana waRevhi.
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
48 Vamwe vavo vaRevhi vakapiwa mamwe mabasa ose omutabhenakeri, imba yaMwari.
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
49 Asi Aroni nezvizvarwa zvake ndivo vaiisa zvipiriso paaritari yezvipiriso zvinopiswa uye nepaaritari yezvinonhuhwira maererano nezvose zvaiitwa paNzvimbo Tsvene-tsvene, vachiyananisira Israeri maererano nezvose zvakanga zvarayirwa Mozisi muranda waMwari.
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
50 Izvi ndizvo zvizvarwa zvaAroni: Ereazari mwanakomana wake, Finehasi mwanakomana wake, Abhishua mwanakomana wake
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ
51 Bhuki mwanakomana wake, Uzi mwanakomana wake naZerahia mwanakomana wake,
ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52 Merayoti mwanakomana wake, Amaria mwanakomana wake, Ahitubhi mwanakomana wake,
ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
53 Zadhoki mwanakomana wake naAhimaazi mwanakomana wake.
ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍।
54 Idzi ndidzo dzakanga dziri nzvimbo dzavo dzavakagoverwa dzokugara senyika yavo (dzakapiwa kuzvizvarwa zvaAroni, avo vaibva kuimba yaKohati, nokuti mugove wokutanga wakanga uri wavo).
ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55 Vakapiwa Hebhuroni iri muJudha namafuro ose akaipoteredza.
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
56 Asi minda nemisha yose yakapoteredza guta iri yakapiwa kuna Karebhu mwanakomana waJefune.
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
57 Saka zvizvarwa zvaAroni zvakapiwa Hebhuroni (Guta routiziro) uye Ribhina, Jatiri, Eshitemoa,
ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
ହିଲେନ୍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
59 Ashani, Juta, Bheti Shemeshi pamwe chete namafuro awo.
ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
60 Uye kubva kurudzi rwaBhenjamini vakapiwa Gibheoni, Gebha Aremeti neAnatoti pamwe chete namafuro awo. Maguta aya, akagoverwa pakati pedzimba dzavaKohati akanga ari gumi namatatu pamwe chete.
ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
61 Zvimwe zvizvarwa zvaKohati zvakagoverwa maguta gumi kubva kudzimba dzorudzi rwehafu rwaManase.
ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62 Zvizvarwa zvaGerishoni mhuri nemhuri zvakagoverwawo maguta gumi namatatu kubva kumarudzi aIsakari, Asheri naNafutari uye nokubva kuchikamu chorudzi rwaManase chiri muBhashani.
ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
63 Zvizvarwa zvaMerari, mhuri nemhuri zvakagoverwa maguta gumi namaviri kubva kumarudzi aRubheni, Gadhi naZebhuruni.
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
64 Saka vaIsraeri vakapa vaRevhi maguta aya namafuro awo.
ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
65 Kubva kurudzi rwaJudha, rwaSimeoni norwaBhenjamini vakagoverwa maguta ayo akanga arehwa namazita.
ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
66 Vamwe vedzimba dzaKohati vakapiwa kuti ive nyika yavo, maguta kubva kurudzi rwaEfuremu.
ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
67 Munyika yamakomo yaEfuremu vakapiwa Shekemu (guta routiziro) neGezeri,
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
68 neJokimeami, neBheti Horoni,
ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ;
69 Aijaroni, neGati Rimoni pamwe chete namafuro awo.
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;
70 Uye kubva kuhafu yorudzi rwaManase vaIsraeri vakapawo Aneri neBhireamu pamwe chete namafuro awo kuvaKohati vakanga vasara.
ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
71 VaGerishoni vakagamuchirawo zvinotevera: Kubva kuimba yehafu yorudzi rwaManase vakagamuchira Gorani muBhashani neAshitarotiwo pamwe chete namafuro awo;
ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
72 kubva kurudzi rwaIsakari vakagamuchira Kedheshi neDhabherati,
ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍;
73 Ramoti, neAnemi, pamwe chete namafuro awo;
ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;
74 kubva kurudzi rwaAsheri vakagamuchira Mashari, neAbhidhoni,
ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍;
75 Hukoki neRehobhi pamwe chete namafuro awo;
ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ;
76 uye kubva kurudzi rwaNafutari vakagamuchira Kedheshi muGarirea, neHamoni neKiriataimi pamwe chete namafuro awo.
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
77 VaMerari (vaRevhi vose vakanga vasara) vakagamuchira zvinotevera: Kubva kurudzi rwaZebhuruni vakagamuchira Jokineami, Karita Rimono, neTabhori pamwe chete namafuro awo;
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।
78 kubva kurudzi rwaRubheni mhiri kworwizi Jorodhani kumabvazuva kweJeriko vakagamuchirwawo Bhezeri murenje, Jaza,
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
79 Kedhemoti neMefaati pamwe chete namafuro awo;
ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
80 uye kubva kurudzi rwaGadhi vakagamuchira Ramoti muGireadhi, Mahanaimi,
ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ,
81 Heshibhoni neJazeri pamwe chete namafuro awo.
ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।