< Mabasa 23 >
1 Pauro akatarisisa kuDare Guru ravaJudha akati kwavari, “Hama dzangu, ini ndakaita basa rangu kuna Mwari nehana yakanaka kusvikira zuva ranhasi.”
୧ପାଉଲ୍ ବଡ୍ସବାର୍ ଲକ୍ମନ୍କେ ସିଦା ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍! ଆଜିକେ ଜାକ ମୁଇ ପରମେସରର୍ ମୁଆଟେ କେନ୍ତାର୍ ଜିବନ୍ ବିତାଇ ଆଚି, ସେ ବିସଇଟାନେ ମନ୍ ପୁରାପୁରୁନ୍ ନିର୍ମଲ୍ ଆଚେ ।”
2 Ipapo muprista mukuru ainzi Ananiasi akarayira vaya vakanga vamire pedyo naye kuti vamurove pamuromo.
୨ଏ କାତା ସୁନିକରି ଅନନିଅ ନାଉଁର୍ ବଡ୍ ପୁଜାରି ପାଉଲର୍ ଲଗେ ଟିଆଅଇରଇବା ଲକ୍ମନ୍କେ, ତାର୍ ଗାଲେ ଚାପଡ୍ ମାରା ବଲି ତିଆର୍ଲା ।
3 Ipapo Pauro akati kwaari, “Mwari achakurova, iwe chidziro chakacheneswa nependi! Ugere ipapo kuti unditonge maererano nomurayiro, asi iwe pachako unodarika murayiro nokurayira kuti ndirohwe!”
୩ପାଉଲ୍ ତାକେ କଇଲା, “ଏ ଚୁନ୍ ମାରିଅଇଲା ଦବ୍ଲା ଉଆଁରି କତି, ପର୍ମେସର୍ ତକେ ଡଣ୍ଡ୍ ଦେଇସି ଆକା । ନିୟମ୍ ଇସାବେ ମର୍ ବିଚାର୍ କର୍ବାକେ, ତୁଇ ତେଇ ବସିଆଚୁସ୍ । ଏଲେ ମିସା, ନିୟମ୍ ବାଙ୍ଗିକରି ମକେ ମାର୍ବାକେ ତିଆର୍ଲୁସ୍ନି!”
4 Vaya vakanga vamire pedyo naPauro vakati, “Iwe uri kutotuka muprista mukuru waMwari nhai?”
୪ଲଗେ ରଇବା ଲକ୍ମନ୍ ପାଉଲ୍କେ କଇଲାଇ, “ପର୍ମେସର୍ ବାଚିରଇବା ବଡ୍ ପୁଜାରିକେ ତୁଇ ନିନ୍ଦା କଲୁସ୍ନି!”
5 Pauro akapindura akati, “Hama dzangu, ndanga ndisingazivi kuti ndiye muprista mukuru; nokuti kwakanyorwa kuchinzi: ‘Usataura zvakaipa pamusoro pomubati wavanhu vako.’”
୫ପାଉଲ୍ କଇଲା, “ଏ ଇସ୍ରାଏଲର୍ ବାଇମନ୍, ସେ ବଡ୍ ପୁଜାରି ବଲି ମୁଇ ନାଜାନିରଇଲି । ସାସ୍ତରେ ଲେକାଆଚେ, ତମେ ନିଜର୍ ଜାତିର୍ ସାସନ୍କାରିଆକେ କରାପ୍ କାତା କଇବାର୍ନାଇ ।”
6 Ipapo Pauro, achiziva kuti vamwe vavo vakanga vari vaSadhusi uye kuti vamwe vakanga vari vaFarisi, akadanidzira kuDare Guru akati, “Hama dzangu, ini ndiri muFarisi, mwanakomana womuFarisi. Ndimire pano ndichitongwa nokuda kwetariro yangu yokumuka kwavakafa.”
୬ବଡ୍ ସବାର୍ ମେମର୍ମନର୍ ବିତ୍ରେ କେତେଟା ପାରୁସି ଆରି କେତେଟା ସାଦୁକିମନ୍ ରଇଲାଟା ଦେକି ପାଉଲ୍ ବଡ୍ ସବାର୍ ଲକ୍ମନ୍କେ ଦେକାଇ ଆଉଲି ଅଇକରି କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଗଟେକ୍ ପାରୁସି ଲକ୍, ମର୍ ଆୟା ବାବା ମିସା ପାରୁସି । ମଲା ଲକ୍ମନ୍ ଆରିତରେକ୍ ଉଟ୍ବାଟା ମର୍ ଆସା ଆଚେ ବଲି, ଇତି ମର୍ ବିଚାର୍ନା ଅଇଲାନି ।”
7 Akati ataura izvozvo, nharo dzakamuka pakati pavaFarisi navaSadhusi, nokudaro ungano yakapesana.
୭ପାଉଲ୍ ଏ କାତା କଇଲା ଦାପ୍ରେ, ପାରୁସି ଆରି ସାଦୁକିମନର୍ ବିତ୍ରେ ଲାଗାଜଡା ଅଇଗାଲାଇ ଆରି ସେମନ୍ ବେଗ୍ଲି ଗାଲାଇ ।
8 VaSadhusi vanoti hakuna kumuka kwavakafa, uye kuti hakuna mutumwa kana mweya, asi vaFarisi vanotenda izvozvo zvose.
୮କାଇକେବଇଲେ ସାଦୁକିମନର୍ ବିସ୍ବାସ୍ ଇସାବେ ମଲା ଲକ୍ମନ୍ ନ ଉଟତ୍ । ସରଗର୍ ଦୁତ୍ କି ଆତ୍ମା ମିସା ନାଇ ବଲି, ବିସ୍ବାସ୍ କର୍ବାଇ, ମାତର୍ ପାରୁସିମନ୍ ଏ ତିନ୍ଟା ଜାକ ବିସ୍ବାସ୍ କର୍ତେରଇଲାଇ ।
9 Pakava nebope guru, uye vamwe vadzidzisi vomurayiro vainge vari vaFarisi vakasimuka vakaita nharo zvikuru. Vakati, “Hatina chakaipa chatinoona pamunhu uyu. Ko, kana ari mweya kana mutumwa akataura kwaari?”
୯ସେମନର୍ କିରଜାଟି ଅଇବାଟା ଅଦିକ୍ ଅଦିକ୍ ଅଇଆଇଲା । ପାରୁସି ଦଲର୍ କେତେଟା ଦରମ୍ ଗୁରୁ ଉଟିକରି ଡାଟ୍ ସଙ୍ଗ୍ କଇଲାଇ, “ଆମେ ଏ ଲକର୍ ଟାନେଅନି କାଇ ଦସ୍ ମିସା ମିଲାଉ ନାଇ । କେଜାନେ ଆକେ ଗଟେକ୍ ସରଗର୍ ଦୁତ୍ କି ଆତ୍ମା କାତା କଇରଇସି ।”
10 Kupesana kwakava nemhirizhonga zvokuti mukuru wamauto akatya kuti Pauro angangobvamburwa-bvamburwa navo. Akarayira varwi kuti vaburuke vandomutora vamubvise kwavari nechisimba vagomuendesa kudzimba dzavarwi.
୧୦ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।
11 Usiku hwakatevera, Ishe akamira pedyo naPauro akati kwaari, “Tsunga mwoyo! Sezvawapupura pamusoro pangu muJerusarema, saizvozvo unofanira kundopupurawo muRoma.”
୧୧ସେ ରାତି ମାପ୍ରୁ ପାଉଲର୍ ଲଗେ ଟିଆଅଇ କଇଲା, “ଡର୍ ନାଇ! ମର୍ ପାଇ ଇତି ଜିରୁସାଲାମେ ତୁଇ ସାକି ଦେଇ ଆଚୁସ୍ । ରମ୍ ଦେସେ ମିସା ତୁଇ ସେନ୍ତାରି କର୍ବାର୍ ଆଚେ ।”
12 Fume mangwana, vaJudha vakaita rangano vakazvisunga nemhiko kuti varege kudya kana kunwa kusvikira vauraya Pauro.
୧୨ଆରକର୍ ଦିନର୍ ସାକାଲେ କେତେଟା ଜିଉଦିମନ୍ ଗଟେକ୍ଟାନେ ରୁଣ୍ଡି ଜଜ୍ନା କଲାଇ । ପାଉଲ୍କେ ନ ମରାଇବା ଜାକ ସେମନ୍ ଅରନ୍ପାନି ନ ଚିଉ ବଲି ସପତ୍ କଲାଇ ।
13 Varume vaipfuura makumi mana ndivo vakaita rangano iyi.
୧୩ଚାଲିସ୍ତେଇଅନି ଅଦିକ୍ ଲକ୍ ଏ ଜଜ୍ନା କଲାଇ ।
14 Vakaenda kuvaprista vakuru navakuru vakati, “Isu tazvisunga nemhiko kuti tirege kudya kana chinhu kusvikira tauraya Pauro.
୧୪ସେମନ୍ ଜାଇକରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍ କେ କଇଲାଇ, “ପାଉଲ୍କେ ନ ମରାଇବା ଜାକ ଅରନ୍ପାନି ନ ଚିଉ ବଲି ଆମେ ସପତ୍ କରିଆଚୁ ।
15 Zvino imi neDare Guru ravaJudha kumbirai mukuru wavarwi kuti amuuyise pamberi penyu muchiita somunoda kubvunzisisa pamusoro penyaya iyi. Isu takagadzirira kumuuraya asati asvika kuno.”
୧୫ତମେ ଆରି ବଡ୍ସବାର୍ ଲକ୍ମନ୍ ରମିୟ ନେତା ପାଉଲ୍କେ ଇତି ଆରିତରେକ୍ ଆନା ବଲି କବର୍ ପାଟାଆ । ତାର୍ ବିସଇର୍ ଟିକିନିକି ଜାନ୍ବାର୍ ଆଚେ ବଲି ମିଚ୍ କଇକରି ଆନାଆ । ସେ ବଡ୍ ସବାଇ ଆଇବା ବେଲେ ତାକେ ବାଟେ ଜାଗି ମାରି ମରାଇଦେବୁ ।”
16 Asi, mwanakomana wehanzvadzi yaPauro akati anzwa rangano iyi, akapinda mudzimba dzavarwi akandoudza Pauro.
୧୬ପାଉଲର୍ ବାନ୍ଜା ଏମନର୍ କୁଟ୍ କାତା ସୁନିକରି ଗଡ୍ ବିତ୍ରେ ଗାଲା ଆରି ସବୁ କାତା ପାଉଲ୍କେ କଇଦେଲା ।
17 Ipapo Pauro akadana mumwe wavakuru vezana akati kwaari, “Tora jaya iri uende naro kumukuru wavarwi; ane zvaari kuda kumutaurira.”
୧୭ପାଉଲ୍ ଗଟେକ୍ ରମିୟ ଅଦିକାରିକେ ଡାକାଇ କରି କଇଲା, “ଏ ଦାଙ୍ଗ୍ଡାକେ ସନିଅମନର୍ ମୁକିଅ ଲଗେ ଦାରି ଜାଅତ୍ । ସେ ତାକେ କାଇଟାକି କଇବାର୍ ଆଚେ ।”
18 Saka akaenda naye kumukuru wavarwi. Mukuru wezana akati, “Pauro, musungwa uya, andidaidza akandikumbira kuti ndiuye nejaya iri, kwamuri nokuti rine zvarinoda kukuudzai.”
୧୮ସନିଅ ତାକେ ମୁକିଆର୍ ଲଗେ ନେଇ କଇଲା, “ବନ୍ଦି ରଇବା ପାଉଲ୍ ମକେ ଡାକି ଏ ଦାଙ୍ଗ୍ଡାକେ ତମର୍ ଲଗେ ଆନ୍ବାକେ କଇଲା । ତମ୍କେ ପନି ସେ କାଇଟା କଇବାର୍ ଆଚେ ।”
19 Mukuru wavarwi akabata ruoko rwejaya, akaenda naye padivi akamubvunza akati, “Chii chauri kuda kundiudza?”
୧୯ସନିଅମନର୍ ମୁକିଅ ତାର୍ ଆତ୍ ଦାରିକରି ଗଟେକ୍ ପାଲିକେ ଡାକିନେଲା ଆରି ପାଚାର୍ଲା, “କାଇଟା କଇବାର୍ ଆଚେ କଅ!”
20 Iye akati, “VaJudha vakatenderana kukukumbirai kuti muuyise Pauro pamberi peDare Guru ravaJudha mangwana vachiita sevanoda kunyatsobvunzisisa pamusoro pake.
୨୦ଦାଙ୍ଗ୍ଡା କଇଲା, “ପାଉଲର୍ ଟିକିନିକି ବିସଇ ଜାନ୍ବାର୍ ଆଚେ ବଲି ନାଡାଇକରି ତାକେ ଜିଉଦିମନ୍ ବଡ୍ ସବାଇ ନେବାକେ, ତମ୍କେ ଗୁଆରି କର୍ବାଇ ।
21 Musavanzwa, nokuti pane vamwe vavo vanopfuura makumi mana vakamuvandira. Vakatozvisunga nemhiko kuti varege kudya kana kunwa kusvikira vamuuraya. Vakatogadzirira izvozvi, vakamirira kubvuma kwenyu chikumbiro chavo.”
୨୧ମାତର୍ ତମେ ତାକର୍ କାତା ସୁନା ନାଇ । କାଇକେ ବଇଲେ ଚାଲିସ୍ତେଇଅନି ଅଦିକ୍ ଲକ୍ ଲୁଚିକରି ପାଉଲ୍କେ ମରାଇବାକେ ଜାଗିଆଚତ୍ । ‘ତାକେ ନ ମରାଇବା ଜାକ ଅରନ୍ପାନି ନ କାଉଁ’ ବଲି ସପତ୍ କଲାଇ ଆଚତ୍ । ଏବେ ସେମନ୍ ତମର୍ ଆଦେସ୍ ଦେବାଟାକେ ଜାଗିକରି ଆଚତ୍ ।”
22 Mukuru wavarwi akaita kuti jaya iri riende uye akamuyambira achiti, “Usaudza munhu kuti wataura izvi kwandiri.”
୨୨ସନିଅମନର୍ ମୁକିଅ କଇଲା, “ତୁଇ ମକେ ଏ କାତା ଜାନାଇ ଆଚି ବଲି କାକେ କଅ ନାଇ ।” ଏନ୍ତାରି କଇକରି ଦାଙ୍ଗ୍ଡାକେ ପାଟାଇ ଦେଲା ।
23 Ipapo akadana vakuru vezana vaviri akavarayira achiti, “Gadzirirai mazana maviri avarwi, navanotasva mabhiza makumi manomwe uye mazana maviri avarume vane mapfumo kuti vaende kuKesaria nenguva dzepfumbamwe manheru.
୨୩ସନିଅମନର୍ ମୁକିଅ ତାର୍ ତଲେ ରଇଲା ଦୁଇଟା ସନିଅକେ ଡାକାଇ କଇଲା, “ଆଜି ରାତି ନଅଟା ବିତ୍ରେ ସିସେରିଆ ଜିବାକେ ଦୁଇସ ସନିଅକେ ତିଆର୍, ଆରି ସତୁରିଟା ଗଡାଇ ଚଗୁମନ୍ ଆରି ଦୁଇ ସଅ ବର୍ଚି ଦାରୁମନ୍କେ ଟିକ୍ କର୍ ।
24 Mutsvakirewo Pauro bhiza rokutasva kuitira kuti andosvika zvakanaka kuMubati Ferikisi.”
୨୪ପାଉଲ୍ ଜିବା ପାଇ କେତେଟା ଗଡା ଦିଆସ୍ ଆରି ନିକ ସଙ୍ଗେ ତାକେ ସାସନ୍କାରିଆ ପେଲିକ୍ସ୍ ଲଗେ ଦାରି ଜାଆ ।”
25 Akanyora tsamba yaiti:
୨୫ସନିଅମନର୍ ମୁକିଅ ପେଲିକ୍ସ୍କେ ଏନ୍ତି ଗଟେକ୍ ଚିଟି ଲେକ୍ଲା,
26 Kiraudhiyo Risiasi, kuna Changamire, Mubati Ferikisi: Kwaziwai.
୨୬“ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍!
27 Murume uyu akabatwa navaJudha uye vakanga voda kumuuraya, asi ini ndakabva ndasvika navarwi vangu ndikamununura, nokuti ndakanga ndanzwa kuti muRoma.
୨୭ଆଗିଆ, ଜିଉଦିମନ୍ ଏ ଲକ୍କେ ଦାରି ତାକେ ମର୍ତେ ମାରିଦେବାକେ ଚେସ୍ଟା କର୍ତେ ରଇଲାଇ । ସେ ଗଟେକ୍ ରମିୟ ଲକ୍ ବଲି ଜାନ୍ଲା ପଚେ, ମୁଇ ତାକେ ମର୍ ସନିଅମନ୍ ସଙ୍ଗେ ତାକେ ରକିଆ କଲି ।
28 Ndakada kuziva kuti sei vakanga vachimupomera mhosva, saka ndikamuendesa kuDare ravo Guru.
୨୮ସେମନର୍ ବିରଦେ ସେ କାଇ ଦସ୍ କଲା ଆଚେ, ସେଟା ଜାନ୍ବାକେ ତାକେ ମୁଇ ସେମନର୍ ବଡ୍ସବାଇ ଦାରିଗାଲି ।
29 Ndakaona kuti aipomerwa mhosva pamusoro pamashoko omurayiro wavo, asi pakanga pasina mhosva ingafanira rufu kana kupfigirwa mutorongo.
୨୯ମାତର୍ ସେ ମରନର୍ କି ବନ୍ଦି ଡଣ୍ଡ୍ ପାଇବା ପାରା କାଇମିସା ବୁଲ୍ କାମ୍ କରେ ନାଇ ବଲି ମୁଇ ଜାନିପାର୍ଲି । ତାର୍ ବିରଦେ ଅଇଲା ଦାବା ସବୁ, ତାକର୍ ନିଜର୍ ଦରମ୍ ବିସଇ ।
30 Pandakanyeverwa pamusoro perangano yaakanga arongerwa, ndakabva ndamutumira kwamuri pakarepo. Ndakazivisawo vapomeri vake kuti vazosvitsa kwamuri mhosva yavanomupomera.
୩୦ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
31 Saka varwi vakaita sezvavakanga varayirwa, vakatora Pauro vakaenda naye usiku vakandosvika naye kuAndipatirisi.
୩୧ସନିଅମନ୍ ସେ ଆଦେସ୍ ଇସାବେ ପାଉଲ୍କେ ସେ ରାତି ଆନ୍ତିପଟ୍ରିସେ କେଟାଇଦେଲାଇ ।
32 Zuva rakatevera, vakarega vamabhiza vachienda naye, ivo vachibva vadzokera kudzimba dzavarwi.
୩୨ତାର୍ ଆର୍କର୍ ଦିନେ ଇଣ୍ଡିଜିବା ସନିଅମନ୍ ଗଡେ ବାଉଡିଗାଲାଇ ଆରି ଗଡାଇ ଜାଉ ସନିଅମନ୍କେ ଜିବାକେ କଇଲାଇ ।
33 Vatasvi vamabhiza vakati vasvika kuKesaria, vakapa tsamba kumubati ndokubva vaisa Pauro mumaoko ake.
୩୩ସନିଅମନ୍ ପାଉଲ୍କେ ଦାରି ସିସେରିଆଇ କେଟ୍ଲାଇ । ତେଇ ସନିଅମନର୍ ମୁକିଅର୍ ଚିଟି ସଙ୍ଗେ ପାଉଲ୍କେ ସାସନ୍କାରିଆର୍ ଆତେ ଜିମାଦେଇଦେଲାଇ ।
34 Mubati akaverenga tsamba akamubvunza kuti akanga achibva kudunhu ripi. Akati aziva kuti akanga achibva kuSirisia,
୩୪ସାସନ୍କାରିଆ ଚିଟି ପଡି ପାଉଲ୍କେ କନ୍ ରାଇଜେଅନି ଆସିଆଚୁସ୍? ବଲି ପାଚାର୍ଲା । ପାଉଲ୍ ସିଲିସିଆଇଅନି, ବଲି ଜାନ୍ଲା ।
35 akati kwaari, “Ndichazonzwa nyaya yako kana vanokupomera vasvika.” Ipapo akarayira kuti Pauro achengetwe navarindi vomumuzinda waHerodhi.
୩୫ସେ କଇଲା, “ତମର୍ ଦାବାଦାରିମନ୍ ଆସି କେଟ୍ଲା ପଚେ, ମୁଇ ତର୍ କାତା ସୁନ୍ବି ।” ତାର୍ ପଚେ ପାଉଲ୍କେ ଏରଦ୍ ରାଜାର୍ ନଅରେ ବନ୍ଦି କରି ସଙ୍ଗଇବାକେ ଆଦେସ୍ ଦେଲା ।