< Zvakazarurwa 6 >
1 Ndakatarisa Gwayana paraizarura chimwe chezvisimbiso zvinomwe. Ipapo ndakanzwa chimwe chezvisikwa zvipenyu zvina chichiti nenzwi rainge rokutinhira, “Uya!”
୧ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ଆଉ ।”
2 Ndakatarira, uye ipapo pamberi pangu pakanga pane bhiza jena! Akanga akaritasva akanga akabata uta, uye akapiwa korona, akakwira akabuda somukundi kuti andokunda.
୨ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା ।
3 Gwayana rakati razarura chisimbiso chechipiri, ndakanzwa chisikwa chipenyu chechipiri chichiti, “Uya!”
୩ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।”
4 Ipapo rimwe bhiza rakabuda, riri dzvuku kwazvo. Mutasvi waro akapiwa simba rokubvisa rugare panyika nokuita kuti vanhu vaurayane. Munondo mukuru wakapiwa kwaari.
୪ଆରି ଏଦେ ଦେକା! ଆରିଗଟେକ୍ ରଙ୍ଗ୍ ରଇବା ଗଡା ବାରଇଲା । ଜଗତେ ଜୁଇଦ୍ କରାଇବାକେ ସେ ଗଡା ଚାଲାଉକେ ଦିଆଅଇରଇଲା । ଜେନ୍ତାରିକି, ଲକ୍ମନ୍ ତାକର୍ ତାକର୍ ବିତ୍ରେ ମାରାମାରିଅଇ ମର୍ବାଇ । ତାକେ ଗଟେକ୍ ବଡେଟା କାଣ୍ଡା ଦିଆଅଇଲା ।
5 Gwayana rakati razarura chisimbiso chechitatu, ndakanzwa chisikwa chipenyu chechitatu chichiti, “Uya!” Ndakatarira, uye pamberi pangu ipapo pakanga pane bhiza dema! Mutasvi waro akanga akabata zviyero zviviri muruoko rwake.
୫ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା ।
6 Ipapo ndakanzwa kurira kwainge inzwi pakati pezvisikwa zvipenyu zvina richiti, “Chiyero chegorosi ndicho mubayiro webasa rezuva rimwe chete, uye zviyero zvitatu zvebhari ndizvo mubayiro webasa rezuva rimwe chete, uye musakanganisa mafuta newaini!”
୬ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।”
7 Gwayana rakati razarura chisimbiso chechina, ndakanzwa inzwi rechisikwa chipenyu chechina richiti, “Uya!”
୭ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ଆଉ!” ବଲି କଇଲା ।
8 Ndakatarira, uye ipapo pamberi pangu pakanga pane bhiza rakanga rakacheneruka! Mutasvi waro ainzi Rufu, uye Hadhesi rakanga richimutevera riri pedyo mumashure make. Vakanga vapiwa simba pamusoro pechikamu chechina chenyika kuti vauraye nomunondo, nenzara nedenda, uye nezvikara zvenyika. (Hadēs )
୮ତେଇ ମୁଇ ଦେକ୍ଲି, ଏଦେ ଦେକା! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା । (Hadēs )
9 Akati azarura chisimbiso chechishanu, ndakaona pasi pearitari mweya yaavo vakanga vaurayiwa nokuda kweshoko raMwari uye nokuda kwokupupura kwavakanga vaita.
୯ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି ।
10 Vakadanidzira nenzwi guru vachiti, “Ishe Tenzi, mutsvene wezvokwadi, mucharega kutonga vanogara panyika nokutsiva ropa redu kusvikira riniko?”
୧୦ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ?”
11 Ipapo mumwe nomumwe wavo akapiwa nguo chena, uye vakaudzwa kuti vamirire kwechinguva chiduku, kusvikira kuwanda, kwavamwe varanda pamwe chete navo nehama dzavo avo vaifanira kuurayiwa saivo, kwakwana.
୧୧ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା ।
12 Ndakatarira paaizarura chisimbiso chechitanhatu. Pakava nokudengenyeka kwenyika kukuru. Zuva rakasviba rikaita senguo dzamasaga dzakaitwa namakushe embudzi, mwedzi wose ukashanduka ukatsvuka seropa,
୧୨ଆରି ଏଦେ ଦେକା! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା ।
13 uye nyeredzi dzomudenga dzakawira panyika, samaonde eshure azuka kubva mumuonde paunenge wazungunuswa nemhepo ine simba.
୧୩ଜବର୍ ପବନ୍ ଆସି ଗଟେକ୍ ଡୁମ୍ରି ଗଚ୍ ଦୁନିଅଇଲେ ଜେନ୍ତାରି ନ ପାଚ୍ଲା ଡୁମ୍ରି ତଲେ ଅଦର୍ସି, ସେନ୍ତାରିସେ ବାଦଲର୍ ତାରାମନ୍ ଦର୍ତନି ଉପ୍ରେ ଅଦର୍ଲାଇ ।
14 Denga rakabva sebhuku rinopetwa, uye makomo ose nezvitsuwa zvakabviswa panzvimbo dzazvo.
୧୪ବାଦଲ୍ ଦୁଇପଡା ଅଇଗାଲା ଆରି କାଗଜ୍ପାରା ଗୁଡିଆଇଅଇଲା । ଗଟେକ୍ ଗଟେକ୍ ଡଙ୍ଗର୍ ଆରି ଚାରିବେଟ୍ତି ପାନିରଇ ମଜାଇ ରଇବା ସୁକ୍ଲା ଜାଗା ତାର୍ ଜାଗାଇ ଅନି ଅସକ୍ଲାଇ ।
15 Ipapo madzimambo enyika, machinda, vatungamiri, vapfumi, vane simba, navaranda vose uye navanhu vakasununguka vakavanda mumapako napakati pamabwe amakomo.
୧୫ତାର୍ପଚେ ଏ ଜଗତର୍ ରାଜାମନ୍, ସାସନ୍କାରିଆମନ୍, ସନିଅର୍ ନେତାମନ୍, ସାଉକାର୍ ଆରି ବେସି ବପୁରଇବା ଲକ୍ମନ୍, ବନ୍ଦିରଇବା ଆରି ମୁକ୍ଲିରଇବା ଲକ୍ମନ୍ ସେନ୍ତାରି ସବୁଲକ୍ମନ୍ ପାଆରେ ଆରି ଡଙ୍ଗ୍ରେ ରଇବା ବଡ୍ ପାକ୍ନା ତଲେ ଜାଇ ଲୁଚ୍ଲାଇ ।
16 Vakadanidzira kumakomo nokumabwe vachiti, “Wirai pamusoro pedu uye mutivige kubva kuchiso chaiye anogara pachigaro choushe nepahasha dzeGwayana!
୧୬ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ ।
17 Nokuti zuva guru rehasha dzavo rasvika, uye ndianiko anogona kumira?”
୧୭କାଇକେବଇଲେ ତାର୍ ରିସା ବେସି ରିସାର୍ ଦିନ୍ ଆଇଲାଆଚେ । ଆରି ଆମେ ସେଟା ମୁର୍ଚିରଇ ନାପାରୁ ।”