< VaRoma 2 >
1 Naizvozvo, iwe unotonga mumwe munhu hauna pembedzo, nokuti pachinhu chipi nechipi chaunotonga mumwe nacho, unozvipa mhosva iwe, nokuti iwe unotonga, unoita zvinhu zvimwe chetezvo.
୧ତେବେ ଏ ମର୍ ମଇତର୍ମନ୍, ତମେ କାଇ ବିନ୍ ଲକର୍ ବିଚାର୍ କଲାସ୍ନି କି? ତମେ ଜେ ଅଇରଇଲେ ମିସା, ଏନ୍ତି କର୍ବାଟା ଟିକ୍ ନଏଁ । ବିନ୍ ଲକର୍ ଦସ୍ଦାରି ତମେ ଜଦି ନିଜେ ସେ ଦସ୍ କର୍ତେ ରଇସା ବଇଲେ, ତମେ ନିଜେ, ନିଜ୍କେ ଦସି ବଲାଇ ଅଇଲାସ୍ନି ।
2 Zvino tinoziva kuti kutonga kwaMwari ndokwezvokwadi kuna vanoita zvinhu zvakadai.
୨ଆମେ ଜାନୁ, ପରମେସର୍ ଏନ୍ତି କର୍ତେ ରଇବା ଲକ୍ମନ୍କେ ଟିକ୍ ସଙ୍ଗ୍ ବିଚାର୍ କର୍ସି ।
3 Saka kana iwe munhuwo zvake uchitonga vamwe asi uchiita zvinhu zvimwe chetezvo, unofunga kuti ungapunyuka kutonga kwaMwari here?
୩ଜନ୍ କାରାପ୍ କାମର୍ ଲାଗି ତମେ ବିନ୍ ଲକ୍ମନର୍ ଦସ୍ ଦାର୍ଲାସ୍ନି, ସେଟା ତମେ ନିଜେ କର୍ତେ ରଇସା, ସେଟାର୍ ପାଇ ତମେ ପରମେସରର୍ ବିଚାର୍ ଜାଗାଇ ଟିଆ ନଉଁ ବଲି ବାବ୍ଲାସ୍ନି କି?
4 Kana kuti unozvidza pfuma younyoro hwake, mwoyo munyoro wake, nomwoyo murefu wake, usingazivi kuti unyoro hwaMwari hunokuisa pakutendeuka?
୪ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ ।
5 Asi nokuda kwoukukutu hwako uye nomwoyo wako usingadi kutendeuka, uri kuzviunganidzira kutsamwa pazuva rokutsamwa kwaMwari, pacharatidzwa kutonga kwake kwakarurama.
୫ମାତର୍ ତମେ ବଡ୍ପନିଆ ଆରି ମନ୍ ଜିଦିଆ । ସେଟାର୍ ପାଇ ସାରାସାରି ବିଚାର୍ନା ଦିନେ ପରମେସର୍ ଟିକ୍ ସଙ୍ଗ୍ ତାର୍ ବିଚାର୍ନା ଦେକାଇସି । ସେ ରିସାର୍ ଦିନେ ନିଜର୍ ପାଇ ରିସା ଟୁଲିଆଇଲାସ୍ନି ।
6 Mwari “achapa mumwe nomumwe maererano nezvaakaita.”
୬କାଇକେବଇଲେ ପରମେସର୍ ସେ ଦିନେ ତାର୍ କରମ୍ ଇସାବେ ସବୁକେ ପୁରୁସ୍କାର୍ ଦେଇସି ।
7 Kuna avo vakatsungirira kuita zvakanaka vachitsvaka kubwinya nokukudzwa uye nokusafa, achavapa upenyu husingaperi. (aiōnios )
୭ଜନ୍ ଲକ୍ମନ୍ ଡାକ୍ପୁଟା, ସନ୍ମାନ୍ ଆରି ଅମର୍ ଅଇବା ଆସାଇ ମୁର୍ଚିକରି ସତ୍କାମ୍ କରିଜିବାଇ, ସେମନ୍କେ ପରମେସର୍ ନ ସାର୍ବା ଜିବନ୍ ଦେଇସି । (aiōnios )
8 Asi kuna avo vanotsvaka zvavo uye vanoramba chokwadi uye vachitevera zvakaipa, kuchavapo kutsamwa nehasha.
୮ମାତର୍ ଜନ୍ ଲକ୍ମନ୍ ନିଜର୍ ଲାବ୍ ଆରି ସତ୍ ରଇବା ବିସଇ ନ ମାନି, ମିଚ୍କାତା ମାନ୍ବାଇ, ସେମନର୍ ଉପ୍ରେ ବଡ୍ ରିସା ଆଇସି ।
9 Kuchavapo kutambudzika nokudzungaira kumunhu mumwe nomumwe anoita zvakaipa: kutanga kumuJudha, tevere weDzimwe Ndudzi;
୯ଜନ୍ ଲକ୍ମନ୍ କାରାପ୍ କାମେ ବୁଡି ଆଚତ୍, ସେମନର୍ ପାଇ କସ୍ଟ ଆରି ଦୁକର୍ ଦିନ୍ ଆଇଲାନି । ସବୁକେ ଆଗ୍ତୁ ଜିଉଦିକେ ଆରି ତାର୍ ପଚେ ଜିଉଦି ନଇଲା ଲକ୍ମନର୍ ପାଇ ।
10 asi kubwinya, nokukudzwa uye norugare kuna vose vanoita zvakanaka: kutanga kumuJudha tevere weDzimwe Ndudzi.
୧୦ମାତର୍ ଜନ୍ ଲକ୍ମନ୍ ସତ୍ ଇସାବେ କାମ୍ କଲାଇନି, ସେମନ୍ ଜିଉଦି ଅଅତ୍ କି ଜିଉଦି ନଇଲା ଲକ୍ ଅଅତ୍, ସେମନ୍କେ ପରମେସର୍ ଡାକ୍ପୁଟାକରି ସନ୍ମାନ୍ ଆରି ସାନ୍ତି ଦେଇସି ।
11 Nokuti Mwari haasi mutsauri wavanhu.
୧୧କାଇକେ ବଇଲେ ପରମେସର୍ ଗଟେକ୍ ତୁଲାଇସେ ସବୁର୍ ବିଚାର୍ କର୍ସି ।
12 Vose vakatadza vasina murayiro vachaparadzwawo vasina murayiro, uye vose vakatadza vano murayiro vachatongwa nomurayiro.
୧୨ଜିଉଦି ନଇଲା ଲକ୍ମନ୍, ମସା ଲେକ୍ଲା ନିୟମ୍ ପାଅତ୍ ନାଇ । ନିୟମ୍ ନ ପାଇ ପାପ୍ କଲାଇ, ସେମନ୍ ନିୟମ୍ ନ ଅଇତେ କୁରୁପ୍ନାସ୍ ଅଇବାଇ । ଆରି ଗଟେକ୍ବାଟେ ଜିଉଦିମନ୍ ନିୟମ୍ ଜାନିକରି ମିସା, ପାପ୍ କଲାଇ, ସେମନ୍ ସେ ନିୟମ୍ ଇସାବେ ଡଣ୍ଡ୍ ପାଇବାଇ ।
13 Nokuti havasi vaya vanonzwa murayiro vakarurama pamberi paMwari, asi vaya vanoita murayiro ndivo vachanzi vakarurama.
୧୩କାଇକେବଇଲେ ଲକ୍ମନ୍ ଉଜେ ନିୟମ୍ ସୁନ୍ଲେସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ନାପାରତ୍, ମାତର୍ ନିୟମ୍ ନାମ୍ଲେସେ ଅଇପାରତ୍ ।
14 Zvirokwazvo, kana veDzimwe Ndudzi, vasina murayiro vachiita sokuberekwa kwavo zvinhu zvinodiwa nomurayiro, wava murayiro wavo pachavo kunyange zvazvo vasina murayiro.
୧୪ଜିଉଦିନଇଲା ଲକ୍ମନର୍ ନିୟମ୍ ନାଇ, ମାତର୍ ସେମନ୍ ଅବିଆସ୍ କରି ନିୟମର୍ ବିଦିମନ୍ ନାମ୍ବାଇ, ସେଟାସେ ସେମନର୍ ନିୟମ୍ ପାରା ।
15 Sezvo vachiratidza kuti zvinodiwa nomurayiro zvakanyorwa pamwoyo yavo, hana dzavo dzichipupuriranawo nazvo, nezvavanofunga pakati pavo zvichivapa mhosva kana kuvapembedza.
୧୫ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି ।
16 Izvi zvichaitika pazuva iroro, Mwari raachazotonga zvakavanzika zvavanhu kubudikidza naJesu Kristu, sezvinoreva vhangeri rangu.
୧୬ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି ।
17 Zvino iwe, kana uchiti uri muJudha; kana uchivimba nomurayiro uye uchizvirumbidza pamusoro poukama hwako naMwari;
୧୭ତମେମନ୍ ତେବେ? ନିଜ୍କେ ଜିଉଦି ବଲାଇଅଇଲାସ୍ନି, ନିୟମ୍କେ ଆସାକରି ଆରି ପରମେସର୍ ସଙ୍ଗ୍ ମିସାବିଡା କର୍ବାଟା ନେଇ ବଡ୍ପନ୍ ଅଇଲାସ୍ନି,
18 kana uchiziva kuda kwake uye uchiziva kuti zvakanaka ndezvipi zvaunodzidziswa nomurayiro;
୧୮ପରମେସର୍ ତମର୍ଟାନେଅନି କାଇଟା ମନ୍ କଲାନି ସେଟା ତମେ ଜାନିଆଚାସ୍ । ଆରି ନିୟମେଅନି ସତ୍ ଆରି ସତ୍ ନ ଅଇବା ଗିଆନ୍ ପାଇଆଚାସ୍,
19 kana uchiti uri mutungamiri wamapofu, chiedza chaavo vari murima,
୧୯ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
20 murairidzi wamapenzi, mudzidzisi wavacheche, nokuti zvauine, mumurayiro, mufananidzo woruzivo nechokwadi,
୨୦ବକୁଆମନ୍କେ ନିମାନ୍ କାତା କଇବା ଲକ୍, ଗିଆନ୍ ନ ରଇବା ଲକ୍ମନର୍ ଗୁରୁ । ତମେ ବିସ୍ବାସ୍ କଲାସ୍ନି ଜେ, ନିୟମ୍ ଜାନିକରି ପୁରାପୁରୁନ୍ ସତ୍ ଆରି ଗିଆନ୍ ପାଇଆଚାସ୍ ବଲି ।
21 zvino iwe, unodzidzisa vamwe, hauzvidzidzisewo here? Iwe unoparidza kuti vanhu vasaba, unoba here?
୨୧ତମେ ବିନ୍ଲକ୍ମନ୍କେ ସିକାଇଲାସ୍ନି, ମାତର୍ କାଇକେ ନିଜେ ସିକାସ୍ ନାଇ? ଚରାଇବାର୍ ନାଇ ବଲି ସିକିଆ ଦେଇ ନିଜେ ଚରାଇଲାସ୍ନି କି?
22 Iwe unoti vanhu havafaniri kuita upombwe, unoita upombwe here? Iwe unosema zvifananidzo, unoba mutemberi dzavo here?
୨୨ପାଦ୍ରା କାମ୍ କରାନାଇ ବଲି କଇ, ନିଜେ ପାଦ୍ରା କାମ୍ କଲାସ୍ନି କି? ପୁତ୍ଲା ପୁଜାକେ ଗିନ୍ କରି ଦେଉଲର୍ ଦିନ୍ସୁ ଚର୍ଲାସ୍ନି କି?
23 Iwe unozvirumbidza pamusoro pomurayiro, unoshora Mwari nokudarika murayiro here?
୨୩ପରମେସରର୍ ନିୟମ୍ ମିଲାଇଆଚୁ ବଲି ବଡ୍ପନ୍ ଦେକାଇଲାସ୍ନି, ମାତର୍ ସେଟାକେ ଏଡିଦେଇକରି ତାକେ ଲାଜ୍ କରାଇଲାସ୍ନି କି?
24 Nokuti, sezvazvakanyorwa: “Zita raMwari rinomhurwa pakati peveDzimwe Ndudzi nokuda kwenyu.”
୨୪ସାସ୍ତରେ ଲେକାଅଇଲା ଆଚେ, “ତମର୍ଲାଗି ଜିଉଦି ନଇଲା ଲକ୍ମନର୍ ବିତ୍ରେ ପରମେସର୍ ନିନ୍ଦା ପାଇଲାନି ।”
25 Kudzingiswa kunokosha kana uchichengeta murayiro, asi kana uchidarika murayiro, wakangoita sousina kudzingiswa.
୨୫ଜଦି ତମେ ନିୟମ୍ ମାନ୍ଲେ, ତମର୍ ସୁନତ୍ ଅଇବାଟା ଟିକ୍ ଆଚେ । ଜଦି ନିୟମ୍ ନ ମାନ୍ଲେ ସୁନତ୍ ନ ଅଇଲା ଲକ୍ମନର୍ ସଙ୍ଗ୍ ସମାନ୍ ।
26 Kana vaya vasina kudzingiswa vakachengeta zvinodiwa nomurayiro, havangaonekwi savakadzingiswa here?
୨୬ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି?
27 Uyo asina kudzingiswa panyama asi achichengeta murayiro achakutonga iwe, kunyange zvako une murayiro wakanyorwa uye wakadzingiswa, asi uchidarika murayiro.
୨୭ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
28 Munhu haasi muJudha kana ari muJudha anoonekwa kunze chete, uye kudzingiswa hakuzi kwokunze kana kwapanyama chete.
୨୮ଉଜେ ଗାଗ୍ଡେ ସୁନତ୍ ଅଇ ଉପ୍ରେ ଉପ୍ରେ ଜିଉଦି ବଲି ଚିନାଇଅଇବା ଲକ୍ ସତଇସେ ଜିଉଦି ନଅତ୍ ।
29 Kwete, munhu anova muJudha kana ari muJudha mukati, uye kudzingiswa kwomwoyo, noMweya, kwete kwezvakanyorwa. Kurumbidzwa kwomunhu akadaro hakubvi kuvanhu, asi kunobva kuna Mwari.
୨୯ଜେ ମନ୍ ବିତ୍ରେଅନି ଜିଉଦି, ସେ ଅଇଲାନି ସତଇସେ ଜିଉଦି । ସତଇସେ ସୁନତ୍ ମନ୍ ବିତ୍ରର୍ ବିସଇ । ସେଟା ସୁକଲ୍ ଆତ୍ମାର୍ କାମ୍ । ଲେକ୍ଲା ନିୟମ୍ ସେଟା କରିନାପାରେ । ଏନ୍ତାରି ଲକ୍ ଲକ୍ମନର୍ଟାନେଅନି ଡାକ୍ପୁଟା ନ ପାଏ, ମାତର୍ ପରମେସର୍ଅନି ପାଇସି ।