< Jemusi 4 >
1 Inga nkondo shilafumunga kupeyo? Inga kutotekeshana pakati penu kulafumunga kupeyo? Ntepasa shilafumunga mu lunkumbwa lwa mubili, ebilalwananga mulinjamwe?
୧ତମର୍ ବିତ୍ରେ ମାରାମାରି ଆରି ଲାଗାଜଡା କାଇକେ ଆଇଲାନି? ତମର୍ ମନ୍ବିତ୍ରେ ଡସିରଇବା କାରାପ୍ ମନ୍କଲାଟା ଉଟିକରି ତମର୍ ବିତ୍ରେ ଜୁଜ୍ଲାନି, ଏଟାର୍ ଲାଗି ଏନ୍ତାରି ଅଇଲାନି । ସେଟାର୍ପାଇ ଗଟେକ୍ ଲକ୍ ଆରିଗଟେକ୍ ଲକର୍ ସଙ୍ଗ୍ ଲାଗ୍ଲାସ୍ନି ।
2 Mukute kuyanda bintu nsombi bikute kumutaika, ecebo cakendi mukute kuyanda kushina, mukute kuyandishisha bintu, nsombi nkamukute kubicana, neco mukute kulondola nekulwana. Nkamukute kucana mbyomulayandanga pakwinga nkamukute kusenga Lesa kwambeti amupe.
୨କାଇକେବଇଲେ ତମେ ଜନ୍ଟା ମିଲାଇବାକେ ମନ୍ କଲାସ୍ନି, ସେଟା ମିଲାଇ ନାପାର୍ଲେ, ମରାଇବାକେ ମନ୍କଲାସ୍ନି । ଜନ୍ଟା ମିଲାଇବାକେ ବେସି ମନ୍ ଅଇଲାନି, ସେଟା ମିଲାଇବାକେ ତମ୍କେ ବପୁନାଇ । ସେଟାର୍ପାଇ ତମର୍ତମର୍ ବିତ୍ରେ ଲାଗାଜଡା ଅଇ ମାରାମାରି ଅଇଲାସ୍ନି । ତମେ ପର୍ମେସର୍କେ ମାଙ୍ଗାସ୍ ନାଇଜେ ମନ୍କଲାଟା ମିଲାଇ ନା ପାର୍ଲାସ୍ନି ।
3 Kayi mwasenganga, nkamukute kutambula, pakwinga miyeyo yenu yaipa. Mukute kusenga bintu kwambeti musebenseshe mubintu byalunkumbwa lwakumubili.
୩ତମେ ମାଙ୍ଗ୍ତେରଇସା, ମାତର୍ ସେ ତମ୍କେ ଦେଏ ନାଇ । କାଇକେବଇଲେ ସେଟା କାରାପ୍ କର୍ବାକେ ମାଙ୍ଗ୍ଲାସ୍ନି । ସୁକେ ରଇକରି ସାଇସାର୍ଦା ସଙ୍ଗ୍ ରଇବୁ ବଲି ମାଙ୍ଗ୍ଲାସ୍ନି ।
4 Amwe bantu babula lushomo, sena nkamucisheti cibusa ne cishi nikuba mulwani ne Lesa? Neco muntu layandanga cibusa ne cishi layandanga kuba mulwani wa Lesa.
୪ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
5 Sena mulayeyeti cikute kwamba Mabala nibwepeshi cakwambeti, “Mushimu Lesa ngwabika mulinjafwe utusuni kayi ukute bufuba palinjafwe?”
୫ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି ।
6 Nomba necikabeco, nkumbo sha Lesa nishangofu. Mbuli Mabala ncalambangeti, “Lesa nkasuni beshikulisumpula, beshikulicepesha embwakute kupa nkumbo.”
୬ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି ।
7 Neco kamulibombeleshani kuli Lesa, tinganani ne Satana, neye nakamufwambe.
୭ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
8 Kamuseng'enani kuli Lesa, neye nakaseng'ene kuli njamwe. Amwe beshibwipishi! Sambani kumakasa. Swepeshani myoyo yenu amwe bandemishibili!
୮ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।
9 Kamulitibuka mobene, nyumfwani nsoni, kayi lilani misoshi. Kuseka kwenu kube kulila, kayi kukondwa kwenu kube nsoni.
୯ତମର୍ ପାପର୍ଲାଗି ମାରିଚପି ଅଇକରି କାନ୍ଦ୍ତେରୁଆ । ନ ଆଁସିକରି କାନ୍ଦ୍ତେରୁଆ, ସାର୍ଦା ନ ଅଇକରି ଦୁକେ ରୁଆ ।
10 Mwalicepesha kuli Lesa, neye nakamusumpule.
୧୦ମାପ୍ରୁର୍ ମୁଆଟେ ନିଜେ ନିଜେ ସର୍ପିଉଆ, ସେ ତମ୍କେ ଉଟାଇସି ।
11 Mobanse bame, kamutambananga byaipa umo ne munendi, nambi komboloshana. Mwenseco mulomboloshonga Milawo ya Lesa. Womboloshanga Milawo ya Lesa ekwambeti nkolenshinga cilambanga Milawo, ulabanga momboloshi.
୧୧ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
12 Lesa eukute kupa Milawo kayi emomboloshi. Endiye wela kupulusha kayi nekushina. Njobe bani olomboloshonga munobe?
୧୨ପର୍ମେସର୍ସେ ନିୟମ୍ ଦେଇପାର୍ସି । ସେ ସେ ଆମ୍କେ ବିଚାର୍ କରିପାର୍ସି । ସେ ସେ ଲକ୍ମନ୍କେ ରକିଆ କରିପାର୍ସି ଆରି ସେ ସେ କୁରୁପ୍ନାସ୍ କରିପାର୍ସି । ମାତର୍ ତମେ କେ ଜେ, ବିନ୍ ଲକର୍ ବିଚାର୍ କରିପାରାସ୍?
13 Lino kamunyumfwani amwe mulambangeti, “Lelo nambi Lilo” Tukenga kumunshi unene wakuti wakuti, twenga twikaleko caka cakabumbulu, katwinsa makwebo nekucana mali angi.
୧୩ତେବେ ମର୍ କାତା ସୁନା । ତମର୍ ବିତ୍ରେ ଜନ୍ ଲକ୍ମନ୍ ଏନ୍ତାରି କାତା ଅଇତେରଇସା, ଆଜି ନଇଲେ କାଲିକେ ଆମେ ଏ ନଅରେ କି ସେ ନଅରେ ଜିବୁ, ତେଇ ବର୍ସେକ୍ ରଇବୁ ଆରି ବେବାର୍ କରି ଡାବୁ ଅରଜ୍ବୁ ।
14 Nkamukute kwishiba ceti cikenshike lilo. Inga buyumi bwenu bulyeconi? Mulyeti bwishi bukute kubonekowa kwacindi cing'ana nekushimangana.
୧୪ମାତର୍ କାଲିକେ କାଇଟା ଗଟ୍ସି, ସେଟା ତମେତା ନାଜାନାସ୍! ତମର୍ ଜିବନ୍ ଦୁଉଁରି ସମାନ୍, ଜନ୍ଟାକି ଚନେକର୍ ପାଇ ଡିସ୍ସି ଆରି ମାୟା ଅଇଜାଇସି ।
15 Amwe mwela kwambeti, “Mwami Lesa akatusuminisha kuba nebuyumi nitukense ici ne ico”
୧୫ତାର୍ ବାଦୁଲେ ତମେ ମାପ୍ରୁ ମନ୍ କଲେ ଆମେ ଜିଇକରି ଏନ୍ତାରି ନଇଲେ ସେନ୍ତାରି କରୁ ବଲି କଇବାର୍ ଆଚେ ।
16 Nomba pacino cindi mulalisumpulunga, kulisumpula kulico kwaipa.
୧୬ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ ।
17 Muntu eshiba bintu byaina byakwinsa, nomba ubula kubinsa ukute mulandu.
୧୭ଏତାଇ ରୁଆ । ଜେ ଜଦି ଏଟା ନିକ କାମ୍ ବଲି ଜାନେ, ମାତର୍ ସେଟା ନ କରେ ବଇଲେ, ପର୍ମେସର୍ ଦେକ୍ବା ଇସାବେ ସେ ଦସ୍ କଲାଆଚେ ।