< 1 Juan 1 >
1 Esta carta trata sobre la Palabra de vida que existía desde el principio, que hemos escuchado, que hemos visto con nuestros propios ojos y le hemos contemplado, y que hemos tocado con nuestras manos.
୧ଜାକେ ଜିବନର୍ ବାକିଅ ବଲି କଇଲାଇନି, ତାର୍ ବିସଇ ତମ୍କେ ଲେକ୍ଲୁନି । କାଇଟା ତିଆର୍ ନ ଅଇତେ ପୁର୍ବେଅନି ସେ ରଇଲା । ତାର୍ ବାକିଅ ଆମେ ସୁନିଆଚୁ । ସେ କରିରଇବା କାମ୍ମନ୍ ଆମେ ଆଁକି ସଙ୍ଗ୍ ନିକ ଦେକି ଆଚୁ । ଆରି ଆମେ ତାକେ ଆତ୍ ସଙ୍ଗ୍ ଚିଇଲୁ ଆଚୁ ।
2 Esta Vida nos fue revelada. La vimos y damos testimonio de ella. Estamos hablándoles de Aquél que es la Vida Eterna, que estaba con el Padre, y que nos fue revelado. (aiōnios )
୨ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । (aiōnios )
3 Los que hemos visto y oído eso mismo les contamos, para que también puedan participar de esta amistad junto a nosotros. Esta amistad con el Padre y su Hijo Jesucristo.
୩ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ ।
4 Escribimos para decirles esto, a fin de que nuestra felicidad sea completa.
୪ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
5 Este es el mensaje que recibimos de él y que nosotros les declaramos a ustedes: Dios es luz, y no hay ningún vestigio de oscuridad en él.
୫ମାତର୍ ଜନ୍ ବିସଇ ଜିସୁକିରିସ୍ଟ ଆମ୍କେ କଇଲା, ଆରି ଜାଇଟା ତମ୍କେ ଆମେ ଜାନାଇ ଆଚୁ, ସେଟା ଅଇଲାନି ପର୍ମେସରର୍ ଉଜଲ୍ । ଆରି ତାର୍ଟାନେ ମୁଲ୍କେ ଆନ୍ଦାର୍ ନାଇ ।
6 Si decimos ser sus amigos, y seguimos viviendo en oscuridad, estamos mintiendo, y no vivimos en la verdad.
୬ତେବର୍ପାଇ ଆମେ ପର୍ମେସରର୍ ସଙ୍ଗ୍ ମିସିବିଡି ଆଚୁ ବଲି କଇକରି କାରାପ୍ କାମ୍ କରି ଆନ୍ଦାରେସେ ରଇବୁ ବଇଲେ, ଆମେ କଇବାଟା ମିଚ୍ । ଆରି ସତ୍ ବିସଇ ଆମେ ଚାଡିଦେଇଆଚୁ ବଲି ଆମର୍ ଚଲାଚଲ୍ତିଟାନେ ଜାନାପଡ୍ଲାନି ।
7 Pero si vivimos en la luz, así como él está en la luz, entonces somos amigos unos con otros, y la sangre de Jesús, su Hijo, nos limpia de todo pecado.
୭ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
8 Si decimos que no pecamos, nos engañamos a nosotros mismos, y la verdad no está en nosotros.
୮ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି ।
9 Pero si confesamos nuestros pecados, él es fiel y justo para perdonar nuestros pecados y limpiarnos de todo lo malo que hay dentro de nosotros.
୯ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
10 Si decimos que no hemos pecado, estamos llamando a Dios mentiroso, y su palabra no está en nosotros.
୧୦ଜଦି ଆମେ କେବେ ମିସା ପାପ୍ କରୁନାଇ ବଲି କଇଲେ, ପର୍ମେସର୍ ସତ୍ଟା ନଏଁ ବଲି କଇଲୁନି । ଆରି ତାର୍ ବାକିଅ ମାନିକରି ରଉନାଇ ।