< 1 Pedro 4 >
1 Pues que Cristo ha padecido por nosotros en la carne, vosotros también estád armados del mismo pensamiento: que el que ha padecido en la carne, cesó de pecado;
୧କିରିସ୍ଟ ନିଜର୍ ଗାଗ୍ଡେ ଦୁକ୍କସ୍ଟ ମୁର୍ଚିକରି ଜେନ୍ତାରି ଚିନ୍ତା କର୍ତେ ରଇଲା, ତମେମିସା ସେନ୍ତାରି ଚିନ୍ତାକରି ଡାଟ୍ ଉଆ । କାଇକେବଇଲେ ଜେ ଗାଗ୍ଡେ ଦୁକ୍କସ୍ଟ ମୁରଚ୍ସି, ସେ ଆରି ପାପ୍ କର୍ବାକେ ମନ୍ ନ କରେ ।
2 Para que ya el tiempo que queda en carne, viva, no a las concupiscencias de los hombres, sino a la voluntad de Dios.
୨ତେବର୍ପାଇ ତମର୍ ମନ୍କେ ଜାଗରତ୍ କରା । ଜେନ୍ତାରିକି, ଏବେ ଅନି ତମର୍ ମରନ୍ ଜାକ, ପର୍ମେସର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସା । ତମର୍ ପାପର୍ ଗୁନ୍ ଚଲନ୍ ଇସାବେ କରାନାଇ ।
3 Porque nos debe bastar que el tiempo pasado de nuestra vida hayamos hecho la voluntad de los Gentiles, cuando conversábamos en lujurias, en concupiscencias, en embriagueces, en glotonerías, en beberes, y en abominables idolatrías.
୩କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।
4 En lo cual les parece cosa extraña de que vosotros no corráis juntamente con ellos en el mismo desenfrenamiento de disolución, ultrajándo os:
୪ମାତର୍ ଏବେ, ବିସ୍ବାସ୍ ନ କଲା ଲକ୍ମନ୍ କାବାଅଇଗାଲାଇନି ଆରି ତମ୍କେ ନିନ୍ଦାର୍ କାତା କଇଲାଇନି । କାଇକେବଇଲେ ସେମନ୍ କରିରଇବା କାରାପ୍ ମଜାମଜ୍ଲିସ୍ ବିସଇତେଇ ତମେ ମିସାସ୍ ନାଇ ।
5 Los cuales darán cuenta al que está aparejado para juzgar los vivos y los muertos.
୫ମାତର୍ ସେମନ୍ ନିଜେ ପର୍ମେସର୍କେ ଇସାବ୍ ଦେବାକେ ପଡ୍ସି । ସେ ବଁଚିରଇବା ଆରି ମରିରଇବା ସବୁକେ ବିଚାର୍ କର୍ବାକେ ଜାଗିଆଚେ ।
6 Porque por esto ha sido predicado también el evangelio a los muertos; para que sean juzgados según los hombres en la carne, mas vivan según Dios en el espíritu.
୬ସେଟାର୍ପାଇ ସୁବ୍କବର୍ ମରିରଇବା ଲକ୍ମନ୍କେ ମିସା ଜାନାଇରଇଲାଇ । କାଇକେବଇଲେ ସବୁଲକ୍ମନ୍ ପାଇବା ଡଣ୍ଡ୍ ସେମନ୍ ପାଇରଇକରି ମରିରଇଲେ ମିସା ତାକର୍ ଆତ୍ମା ପର୍ମେସରର୍ ପାରା ବଁଚ୍ବାକେ ସୁବ୍ କବର୍ ଜାନାଇରଇଲାଇ ।
7 Mas el fin de todas las cosas se acerca. Sed pues templados, y velád en oración.
୭ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ ।
8 Y sobre todo tenéd entre vosotros ferviente caridad; porque la caridad cubrirá la multitud de pecados.
୮ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।
9 Hospedáos amorosamente los unos a los otros sin murmuraciones.
୯ତମର୍ ବିତ୍ରେ ମୁର୍ମୁରା ନଅଇ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଗତିଆ କରି ଡାକାଡାକି ଉଆ ।
10 Cada uno según el don que ha recibido, adminístrelo a los otros, como buenos dispensadores de las diferentes gracias de Dios.
୧୦ତାକେ ବିସ୍ବାସ୍ କର୍ବା ସବୁଲକ୍କେ ପର୍ମେସର୍ ବିନ୍ ବିନ୍ ଦାନ୍ ସର୍ପିଦେଲା ଆଚେ । ଗଟେକ୍ ବିସ୍ବାସ୍ ରଇବା ଗତିଦାଙ୍ଗ୍ଡା ପାରା ସେ ଦେଇରଇବା ଦାନ୍ ବିନ୍ ଲକର୍ ମଙ୍ଗଲ୍ ଅଇବାକେ ଦିଆସ୍ ।
11 Si alguno habla, hable conforme a los oráculos de Dios: si alguno ministra, ministre conforme a la virtud que Dios da: para que en todas cosas sea Dios glorificado por medio de Jesu Cristo, al cual es gloria, e imperio para siempre jamás. Amén. (aiōn )
୧୧ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍! (aiōn )
12 Carísimos, no os maravilléis cuando sois examinados por fuego, (lo cual se hace para vuestra prueba, ) como si alguna cosa peregrina os aconteciese;
୧୨ଏ ମର୍ ମଇତର୍ମନ୍, ତମେ ବେସି ଦୁକ୍ କସ୍ଟ ମୁର୍ଚିକରି ରଇବାବେଲେ କାବାଅଇଜିବାର୍ ନାଇ । ନ ଅଇବା ବିସଇ ମକେ କେନ୍ତାରି ଗଟ୍ଲାନି ବଲି ବାବ୍ବାର୍ ନାଇ ।
13 Mas antes, en que sois participantes de las aflicciones de Cristo, regocijáos; para que también en la revelación de su gloria os regocijéis saltando de gozo.
୧୩ତାର୍ ବାଦୁଲେ, କିରିସ୍ଟ ଦୁକ୍ କସ୍ଟ ମୁର୍ଚିକରି ରଇଲାର୍ ପାରା ତମ୍କେ ମୁରଚ୍ବାକେ ଆଇଲେ, ସାର୍ଦା ଉଆ । ଜନ୍ ଦିନେ ସେ ତାର୍ ଡାକ୍ପୁଟା ଦେକାଇସି, ସେ ଦିନେ ତମେ ଅଦିକ୍ ସାର୍ଦା ଅଇସା ।
14 Si sois vituperados por el nombre de Cristo, sois bienaventurados; porque el Espíritu de gloria, y de Dios reposa sobre vosotros. Cierto según ellos él es blasfemado, mas según vosotros es glorificado.
୧୪କିରିସ୍ଟର୍ ସିସ୍ ଅଇଲାର୍ ପାଇ ଲକ୍ମନ୍ ତମ୍କେ ନିନ୍ଦା କଲେ, ତମେ କେଡେକ୍ କରମର୍ ଲକ୍! କାଇକେବଇଲେ ବେସି ମଇମା ରଇବା ପର୍ମେସରର୍ ଆତ୍ମା ତମର୍ଟାନେ ଆଚେ ବଲି ଜାନିପାର୍ସା ।
15 Así que no sea ninguno de vosotros afligido como homicida, o ladrón, o malhechor, o explorador de lo ajeno.
୧୫ତମର୍ ବିତ୍ରେ ଜଦି କେ ମିସା ନର୍ ମାର୍ଲାର୍ ପାଇ ନଇଲେ ଚର୍ ଅଇଲାର୍ ପାଇ କି ନିୟମ୍ ନ ମାନ୍ଲାର୍ପାଇ କି ବିନ୍ ଲକର୍ ବିସଇତେଇ ମୁଣ୍ଡ୍ ପୁରାଇଲାର୍ପାଇ ଦୁକ୍ କସ୍ଟ ପାଆନାଇ ।
16 Pero si alguno es afligido como Cristiano, no se avergüence, antes glorifique a Dios en esta parte.
୧୬ମାତର୍ କିରିସ୍ଟକେ ବିସ୍ବାସ୍କରି ଜଦି ଦୁକ୍ କସ୍ଟ ପାଇଲେ ଲାଜ୍ ନ ଅଇ ପର୍ମେସର୍କେ ଡାକ୍ପୁଟା କରା । କାଇକେବଇଲେ ତମ୍କେ କିରିସ୍ଟର୍ ଲକ୍ ଇସାବେ ଲେକାଅଇଲା ଆଚେ ।
17 Porque ya es tiempo que el juicio comience por la casa de Dios; y si primero comienza por nosotros, ¿qué fin será el de aquellos que no obedecen al evangelio de Dios?
୧୭କାଇକେବଇଲେ ପର୍ମେସର୍ ସବୁ ଲକ୍କେ ବିଚାର୍ କର୍ବାଦିନ୍ ଲଗେ କେଟ୍ଲା ଆଚେ । ଆରି ସେ ତାର୍ ନିଜର୍ ଲକ୍କେ ପର୍ତୁମ୍ ବିଚାର୍ କର୍ସି । ଜଦି ସେଟା ଆମର୍ ସଙ୍ଗ୍ ଆରାମ୍ ଅଇଲେ, ତାର୍ ସୁବ୍ କବର୍ ଚାଡିଦେଲା ଲକ୍ମନର୍ ଦସା କେନ୍ତାର୍ ଅଇସି?
18 Y si el justo es dificultosamente salvo, ¿adónde parecerá el infiel, y el pecador?
୧୮ଦରମ୍ ସାସ୍ତରେ ଲେକାଅଇଲାପାରା, “ଜଦି ଦରମ୍ ଲକ୍ ମୁକ୍ତି ପାଇବାଟା ଆବଡ୍ ପର୍ମେସରର୍ ବିସଇ କାଇ ଚିନ୍ତା ନ କର୍ବା ପାପିମନର୍ ବିସଇ କେନ୍ତାର୍ ରଇସି?”
19 Por lo que, aun los que son afligidos según la voluntad de Dios, encomiénden le sus almas, haciendo bien, como a su fiel Creador.
୧୯ତେବର୍ପାଇ ପର୍ମେସର୍ ମନ୍ କଲାକେ ତମେ ଜଦି ଦୁକ୍ କସ୍ଟ ମୁର୍ଚିକରି ଆଚାସ୍, ସେନ୍ତାର୍ ଆଲେ ନିକ କାମ୍ କର୍ବାକେ ଲାଗିରୁଆ ଆରି ନିଜେ ତାକେ ସର୍ପିଉଆ । ସେ କାତା ଦେଇରଇଲାଟା ସିଦ୍ କର୍ସିଆକା ।