< 1 Juan 3 >
1 MIRAD cuál amor nos ha dado el Padre, que seamos llamados hijos de Dios: por esto el mundo no nos conoce, porque no le conoce á él.
୧ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
2 Muy amados, ahora somos hijos de Dios, y aun no se ha manifestado lo que hemos de ser; pero sabemos que cuando él apareciere, seremos semejantes á él, porque le veremos como él es.
୨ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।
3 Y cualquiera que tiene esta esperanza en él, se purifica, como él también es limpio.
୩ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
4 Cualquiera que hace pecado, traspasa también la ley; pues el pecado es transgresión de la ley.
୪ଜେ ପାପ୍ କର୍ସି, ସେ ପର୍ମେସରର୍ ନିୟମ୍ ବିରୁଦେ ଗାଲାନି । କାଇକେବଇଲେ ନିୟମ୍ ନ ମାନ୍ବାଟା ଆକା ପାପ୍ ।
5 Y sabéis que él apareció para quitar nuestros pecados, y no hay pecado en él.
୫ଆମର୍ ପାପର୍ ଡଣ୍ଡ୍ ନେବାର୍ପାଇ କିରିସ୍ଟ ଏ ଜଗତେ ଆଇଲା, ସେଟା ତମେ ଜାନାସ୍ । ଆରି ସେ କାଇ ପାପ୍କାମ୍ ନ କରେ ।
6 Cualquiera que permanece en él, no peca; cualquiera que peca, no le ha visto, ni le ha conocido.
୬ତେବେ ଜଦି ଗଟେକ୍ ଲକ୍ କିରିସ୍ଟର୍ ସଙ୍ଗ୍ ମିସିରଇଲେ, ସେ ଆରି ପାପ୍ କର୍ବାର୍ ନାଇ । ମାତର୍ ଗଟେକ୍ ଲକ୍ ଜଦି ପାପ୍ କରିଲାଗିରଇସି, ସେ କିରିସ୍ଟକେ ଦେକେନାଇ କି ନାଜାନେ ମିସା ।
7 Hijitos, no os engañe ninguno: el que hace justicia, es justo, como él también es justo.
୭ଏ ପିଲାଟକିମନ୍, ତମେ କାର୍ଟାନେଅନି ମିସା ନାଡାଇ ନ ଅଇବାକେ ଜାଗ୍ରତ୍ ଅଇରୁଆ । ପର୍ମେସର୍ ଦେକ୍ବା ଇସାବେ ଜନ୍ ଲକ୍ ଦରମ୍ କାମ୍ କର୍ବାଇ, ସେମନ୍କେସେ ଦରମ୍ ଲକ୍ ବଲି ଡାକ୍ସି । ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ଦରମ୍ । ଜେନ୍ତାରିକି କିରିସ୍ଟ ଦରମ୍ ରଇଲା ।
8 El que hace pecado, es del diablo; porque el diablo peca desde el principio. Para esto apareció el Hijo de Dios, para deshacer las obras del diablo.
୮ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।
9 Cualquiera que es nacido de Dios, no hace pecado, porque su simiente está en él; y no puede pecar, porque es nacido de Dios.
୯ପର୍ମେସରର୍ ପିଲା ଅଇରଇବା କେ ମିସା ପାପ୍କରିଲାଗି ରଇବାର୍ ନାଇ । କାଇକେବଇଲେ ପର୍ମେସରର୍ ଗୁନ୍ଚଲନ୍ ତାକର୍ ବିତ୍ରେ ଆଚେ । ସେମନ୍ ପର୍ମେସରର୍ ପିଲାଜିଲା ଅଇଲାଇକେ, ପାପ୍କରିଲାଗି ନ ରଅତ୍ ।
10 En esto son manifiestos los hijos de Dios, y los hijos del diablo: cualquiera que no hace justicia, y que no ama á su hermano, no es de Dios.
୧୦କେ କେ ସଇତାନର୍ ପିଲାମନ୍ ଆରି କେ କେ ପର୍ମେସରର୍ ପିଲାମନ୍ ବଲି ଆମେ ଜାନୁ । ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସତ୍ କାମ୍ ନ କରତ୍ । ଜନ୍ ଲକ୍ମନ୍ ମିସିବିଡିକରି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ ନ କରତ୍, ସେମନ୍ ତାର୍ ପିଲାଜିଲା ନ ଅଅତ୍ ।
11 Porque este es el mensaje que habéis oído desde el principio: Que nos amemos unos á otros.
୧୧ଏ କବର୍ ତମେ ଆଗ୍ତୁଅନି ସୁନିଆସିଆଚାସ୍ । ସେଟା ଅଇଲାନି, ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ ।
12 No como Caín, que era del maligno, y mató á su hermano. ¿Y por qué causa le mató? Porque sus obras eran malas, y las de su hermano justas.
୧୨ଆମେ କୟିନର୍ପାରା ଅଇବାର୍ ନାଇ । ସେ ଗଟେକ୍ ସଇତାନର୍ ଲକ୍ ରଇଲା । ଜେକି ଜେତ୍କି କାରାପ୍ କାମ୍ କରାଇସି । ସେ ତାର୍ ସାନ୍ବାଇକେ ମିସା ମରାଇଲା । ସେ କାଇକେ ସେନ୍ତାରି କଲା? କାଇକେବଇଲେ, ତାର୍ ନିଜର୍ ଜେତ୍କି କାମ୍ କାରାପ୍ ରଇଲା, ତାର୍ ବାଇ ଏବଲର୍ କାମ୍ମନ୍ ସେତ୍କି ଦରମ୍ ରଇଲା ।
13 Hermanos míos, no os maravilléis si el mundo os aborrece.
୧୩ତେବର୍ପାଇ ଏ ମର୍ ବାଇବଇନିମନ୍, ଏଜଗତର୍ ଲକ୍ମନ୍ ତମ୍କେ ଗିନ୍ କଲେ, କାବା ଅଇବାର୍ନାଇ ।
14 Nosotros sabemos que hemos pasado de muerte á vida, en que amamos á los hermanos. El que no ama á su hermano, está en muerte.
୧୪ଆମେ କିରିସ୍ଟ ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାର୍ ଲାଗି ଏଟା ଜାନ୍ଲୁନି । ଜେ ଆଲାଦ୍ ନ କରେ, ସେ ଏବେ ମିସା ମରନର୍ ସାସନର୍ ତଲେଆଚେ ।
15 Cualquiera que aborrece á su hermano, es homicida; y sabéis que ningún homicida tiene vida eterna permaneciente en sí. (aiōnios )
୧୫କେ ଜଦି ବିନ୍ ବିସ୍ବାସି ବାଇବଇନିମନ୍କେ ଗିନ୍ କର୍ସି, ନର୍ମାର୍ବା ଲକର୍ ସମାନ୍ । ଗଟେକ୍ ନର୍ମାରୁ ଲଗେ ପର୍ମେସରର୍ ନ ସାର୍ବା ଜିବନ୍ ନ ରଏ । ଏଟା ତମେ ଜାନିଆଚାସ୍ । (aiōnios )
16 En esto hemos conocido el amor, porque él puso su vida por nosotros: también nosotros debemos poner nuestras vidas por los hermanos.
୧୬ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ ।
17 Mas el que tuviere bienes de este mundo, y viere á su hermano tener necesidad, y le cerrare sus entrañas, ¿cómo está el amor de Dios en él?
୧୭ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।
18 Hijitos míos, no amemos de palabra ni de lengua, sino de obra y en verdad.
୧୮ଆଲାଦର୍ ପିଲାମନ୍, ଆମର୍ ଆଲାଦ୍ ଅବ୍କା କୁଆବଲାଇ ରଇବାର୍ ନାଇ । ଆମେ ସତ୍ସଙ୍ଗ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ । ଜେନ୍ତାରିକି ପର୍ମେସର୍ ସତ୍ସଙ୍ଗ୍ ଆମ୍କେ ଆଲାଦ୍ କର୍ସି ।
19 Y en esto conocemos que somos de la verdad, y tenemos nuestros corazones certificados delante de él.
୧୯ଆମେ ସବୁ ସେନ୍ତାରି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସରର୍ ଲକ୍ବଲି ଜାନ୍ବୁ ଆକା । ଜନ୍ଟା ସତ୍ ଆରି ଜନ୍ଟା ଟିକ୍, ସେ ତାର୍ ଲକ୍ମନ୍କେ ଦେକାଇସି । ଆରି ଆମେ ପର୍ମେସର୍କେ ପାର୍ତନା କଲାବେଲେ ନ ଡରୁ ।
20 Porque si nuestro corazón nos reprendiere, mayor es Dios que nuestro corazón, y conoce todas las cosas.
୨୦ଆମର୍ ବିବେକ୍ ଜଦି ଆମ୍କେ ପାପିବଲି ଦସ୍ ଦେଲେ, ଆମେ ସାନ୍ତିସଙ୍ଗ୍ ରଇବୁ । କାଇକେବଇଲେ ଆମର୍ ବିବେକ୍ ଟାନେଅନି ଆମେ ଜାନ୍ବାତେଇଅନି ପର୍ମେସର୍ ଅଦିକ୍ ଜାନେ । ଆରି ଆମେ କର୍ବା ସବୁ କାମ୍ ସେ ଜାନେ ।
21 Carísimos, si nuestro corazón no nos reprende, confianza tenemos en Dios;
୨୧ଏ ଆଲାଦର୍ ମଇତର୍ମନ୍, ଆମର୍ ବିବେକ୍ ଜଦି ଆମ୍କେ ଦସି ବଲି ନ ଜାନାଇଲେ, ଆମେ ପର୍ମେସର୍କେ ପାର୍ତନା କଲାବେଲେ ନ ଡରୁ ।
22 Y cualquier cosa que pidiéremos, la recibiremos de él, porque guardamos sus mandamientos, y hacemos las cosas que son agradables delante de él.
୨୨ଆମେ ତାକେ ଜେତ୍କି ମାଙ୍ଗ୍ଲୁନି, ସେଟା ସବୁ ପର୍ମେସର୍ ଆମ୍କେ ଦେଇସି । କାଇକେବଇଲେ ସେ ତିଆର୍ଲାଟା ସବୁ ଆମେ କଲୁନି ।
23 Y éste es su mandamiento: Que creamos en el nombre de su Hijo Jesucristo, y nos amemos unos á otros como nos lo ha mandado.
୨୩ଆରି ଏଟା ଅଇଲାନି ତାର୍ ଆଦେସ୍ । ତାର୍ ପଅ ଜିସୁକିରିସ୍ଟକେ ବିସ୍ବାସ୍ କର୍ବାର୍ ଆରି ଜିସୁ ତିଆର୍ଲାପାରା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ।
24 Y el que guarda sus mandamientos, está en él, y él en él. Y en esto sabemos que él permanece en nosotros, por el Espíritu que nos ha dado.
୨୪ଜେତ୍କି ଲକ୍ ତାର୍ ଆଦେସ୍ ମାନ୍ବାଇ, ସେମନ୍ ସବୁ ପର୍ମେସରର୍ ସଙ୍ଗ୍ ମିସ୍ଲାଇ ଆଚତ୍ । ଆରି ସେ ମିସା ସେନ୍ତାରିସେ । ସେ ଆମର୍ ବତିରେ ଆଚେ ବଲି ଏନ୍ତାରି ଆମେ ଜାନ୍ଲୁନି । ଜନ୍ ସୁକଲ୍ଆତ୍ମା ପର୍ମେସର୍ ଆମର୍ ବିତ୍ରେ ରଇବାକେ ଦେଲାର୍ପାଇ ।