< 1 Nyakati 6 >
1 Wana wa Lawi walikuwa: Gershoni, Kohathi na Merari.
ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
2 Wana wa Kohathi walikuwa: Amramu, Ishari, Hebroni na Uzieli.
କହାତର ପୁତ୍ର ଅମ୍ରାମ୍, ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ।
3 Amramu alikuwa na wana: Aroni, Mose, na Miriamu. Aroni alikuwa na wana: Nadabu, Abihu, Eleazari na Ithamari.
ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।
4 Eleazari akamzaa Finehasi, Finehasi akamzaa Abishua,
ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା;
5 Abishua akamzaa Buki, Buki akamzaa Uzi,
ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
6 Uzi akamzaa Zerahia, Zerahia akamzaa Merayothi,
ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
7 Merayothi akamzaa Amaria, Amaria akamzaa Ahitubu,
ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।
8 Ahitubu akamzaa Sadoki, Sadoki akamzaa Ahimaasi,
ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା;
9 Ahimaasi akamzaa Azaria, Azaria akamzaa Yohanani,
ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10 Yohanani akamzaa Azaria (ndiye alifanya kazi ya ukuhani katika Hekalu alilojenga Mfalme Solomoni huko Yerusalemu),
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
11 Azaria akamzaa Amaria, Amaria akamzaa Ahitubu,
ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
12 Ahitubu akamzaa Sadoki, Sadoki akamzaa Shalumu,
ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା;
13 Shalumu akamzaa Hilkia, Hilkia akamzaa Azaria,
ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କୀୟ ଅସରୀୟକୁ ଜାତ କଲା;
14 Azaria akamzaa Seraya, Seraya akamzaa Yehosadaki.
ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
15 Yehosadaki alihamishwa wakati Bwana aliwapeleka uhamishoni watu wa Yuda na Yerusalemu kwa mkono wa Mfalme Nebukadneza.
ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
16 Wana wa Lawi walikuwa: Gershoni, Kohathi na Merari.
ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17 Haya ndiyo majina ya wana wa Gershoni: Libni na Shimei.
ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।
18 Wana wa Kohathi walikuwa: Amramu, Ishari, Hebroni na Uzieli.
କହାତର ପୁତ୍ର ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ।
19 Wana wa Merari walikuwa: Mahli na Mushi. Zifuatazo ni koo za Walawi zilizoorodheshwa kufuatana na baba zao:
ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
20 Wazao wa Gershoni: Gershoni akamzaa Libni, Libni akamzaa Yahathi, Yahathi akamzaa Zima,
ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
21 Zima akamzaa Yoa, Yoa akamzaa Ido, Ido akamzaa Zera, Zera akamzaa Yeatherai.
ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
22 Wazao wa Kohathi: Kohathi akamzaa Aminadabu, Aminadabu akamzaa Kora, Kora akamzaa Asiri,
କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23 Asiri akamzaa Elikana, Elikana akamzaa Ebiasafu, Ebiasafu akamzaa Asiri,
ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
24 Asiri akamzaa Tahathi, Tahathi akamzaa Urieli, Urieli akamzaa Uzia, Uzia akamzaa Shauli.
ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
25 Wazao wa Elikana walikuwa: Amasai na Ahimothi,
ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍।
26 Ahimothi akamzaa Elikana, Elikana akamzaa Sofai, Sofai akamzaa Nahathi,
ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍;
27 Nahathi akamzaa Eliabu, Eliabu akamzaa Yerohamu, Yerohamu akamzaa Elikana, Elikana akamzaa Samweli.
ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍କାନା।
28 Wana wa Samweli walikuwa: Yoeli mzaliwa wake wa kwanza, na Abiya mwanawe wa pili.
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
29 Wafuatao ndio wazao wa Merari: Merari akamzaa Mahli, Mahli akamzaa Libni, Libni akamzaa Shimei, Shimei akamzaa Uza,
ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30 Uza akamzaa Shimea, Shimea akamzaa Hagia, Hagia akamzaa Asaya.
ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
31 Hawa ndio watu ambao Daudi aliwaweka kuwa viongozi wa uimbaji katika nyumba ya Bwana, baada ya Sanduku la Agano kuletwa ili kukaa huko.
(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
32 Walihudumu kwa kuimba mbele ya Maskani, Hema la Kukutania, mpaka hapo Mfalme Solomoni alipojenga Hekalu la Bwana huko Yerusalemu. Walitimiza wajibu wao kulingana na taratibu walizokuwa wamewekewa.
ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
33 Wafuatao ni watu waliohudumu pamoja na wana wao: Kutoka ukoo wa Kohathi walikuwa: Hemani, mpiga kinanda, alikuwa mwana wa Yoeli, mwana wa Samweli,
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34 mwana wa Elikana, mwana wa Yerohamu, mwana wa Elieli, mwana wa Toa,
ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍ର ପୁତ୍ର, ସେ ତୋହର ପୁତ୍ର;
35 mwana wa Sufu, mwana wa Elikana, mwana wa Mahathi, mwana wa Amasai,
ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତ୍ର ପୁତ୍ର, ସେ ଅମାସୟର ପୁତ୍ର;
36 mwana wa Elikana, mwana wa Yoeli, mwana wa Azaria, mwana wa Sefania,
ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37 mwana wa Tahathi, mwana wa Asiri, mwana wa Ebiasafu, mwana wa Kora,
ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38 mwana wa Ishari, mwana wa Kohathi, mwana wa Lawi, mwana wa Israeli;
ସେ ଯିଷ୍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
39 na msaidizi wa Hemani alikuwa Asafu, aliyesimama mkono wa kuume: Asafu mwana wa Berekia, mwana wa Shimea,
ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
40 mwana wa Mikaeli, mwana wa Baaseya, mwana wa Malkiya,
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
41 mwana wa Ethni, mwana wa Zera, mwana wa Adaya,
ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42 mwana wa Ethani, mwana wa Zima, mwana wa Shimei,
ସେ ଏଥନ୍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
43 mwana wa Yahathi, mwana wa Gershoni, mwana wa Lawi.
ସେ ଯହତ୍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
44 Na kutoka kwa walioshirikiana nao, Wamerari, mkono wake wa kushoto: Ethani mwana wa Kishi, mwana wa Abdi, mwana wa Maluki,
ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45 mwana wa Hashabia, mwana wa Amazia, mwana wa Hilkia,
ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
46 mwana wa Amsi, mwana wa Bani, mwana wa Shemeri,
ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47 mwana wa Mahli, mwana wa Mushi, mwana wa Merari, mwana wa Lawi.
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
48 Ndugu zao wengine Walawi walipewa huduma nyingine za kuhudumia hema takatifu, nyumba ya Mungu.
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
49 Lakini Aroni na uzao wake ndio waliokuwa na wajibu wa kutoa sadaka katika madhabahu ya sadaka ya kuteketezwa na kwenye madhabahu ya kufukizia uvumba pamoja na yote yaliyofanyika pa Patakatifu, wakifanya upatanisho kwa ajili ya Israeli, sawasawa na yale yote aliyoagiza Mose mtumishi wa Mungu.
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
50 Hawa ndio waliokuwa wazao wa Aroni: Aroni akamzaa Eleazari, Eleazari akamzaa Finehasi, Finehasi akamzaa Abishua,
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ
51 Abishua akamzaa Buki, Buki akamzaa Uzi, Uzi akamzaa Zerahia,
ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52 Zerahia akamzaa Merayothi, Merayothi akamzaa Amaria, Amaria akamzaa Ahitubu,
ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
53 Ahitubu akamzaa Sadoki, Sadoki akamzaa Ahimaasi.
ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍।
54 Zifuatazo ni sehemu walizopewa ziwe nchi yao kwa ajili ya makazi yao (walipewa wazao wa Aroni waliotoka katika ukoo wa Wakohathi, kwa sababu kura ya kwanza iliwaangukia):
ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55 Walipewa Hebroni katika nchi ya Yuda pamoja na sehemu ya malisho inayouzunguka.
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
56 Lakini mashamba pamoja na vijiji vilivyouzunguka mji alipewa Kalebu mwana wa Yefune.
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
57 Kwa hiyo wazao wa Aroni walipewa miji ifuatayo pamoja na eneo la malisho: Hebroni (mji wa makimbilio), Libna, Yatiri, Eshtemoa,
ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
ହିଲେନ୍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
59 Ashani, Yuta na Beth-Shemeshi pamoja na maeneo yake ya malisho.
ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
60 Kutoka kabila la Benyamini walipewa Gibeoni, Geba, Alemethi na Anathothi, pamoja na maeneo yake ya malisho. Miji hii kumi na mitatu iligawanywa miongoni mwa koo za Wakohathi.
ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
61 Wazao waliobaki wa Wakohathi walipewa miji kumi kutoka koo za nusu ya kabila la Manase.
ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62 Wazao wa Gershoni, ukoo kwa ukoo, walipewa miji kumi na mitatu kutoka kwa makabila ya Isakari, Asheri na Naftali kutoka sehemu ya kabila la Manase huko Bashani.
ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
63 Wazao wa Merari, ukoo kwa ukoo walipewa miji kumi na miwili kutoka makabila ya Reubeni, Gadi na Zabuloni.
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
64 Kwa hiyo Waisraeli waliwapa Walawi miji hii pamoja na maeneo yake ya malisho.
ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
65 Kutoka makabila ya Yuda, Simeoni na Benyamini walipewa miji iliyotajwa hapo juu.
ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
66 Baadhi ya koo za Wakohathi walipewa kama nchi yao miji kutoka kabila la Efraimu.
ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
67 Katika nchi ya vilima ya Efraimu walipewa Shekemu (mji wa makimbilio) na Gezeri,
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
68 Yokmeamu, Beth-Horoni,
ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ;
69 Aiyaloni na Gath-Rimoni, pamoja na maeneo yake ya malisho.
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;
70 Kutoka nusu ya kabila la Manase, Waisraeli waliwapa koo za Wakohathi waliobaki miji ya Aneri na Bileamu pamoja na maeneo yake ya malisho.
ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
71 Wagershoni walipokea miji ifuatayo pamoja na maeneo yake ya malisho: Katika nusu ya kabila la Manase: walipewa Golani katika Bashani na pia Ashtarothi.
ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
72 Kutoka kabila la Isakari walipokea Kedeshi, Daberathi,
ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍;
73 Ramothi na Anemu, pamoja na maeneo yake ya malisho.
ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;
74 Kutoka kabila la Asheri walipokea Mashali, Abdoni,
ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍;
75 Hukoki na Rehobu, pamoja na maeneo yake ya malisho.
ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ;
76 Kutoka kabila la Naftali walipokea Kedeshi katika Galilaya, Hamoni na Kiriathaimu pamoja na maeneo yake ya malisho.
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
77 Wamerari (Walawi waliobakia) walipokea miji ifuatayo: kutoka kabila la Zabuloni walipokea Yokneamu, Karta, Rimoni na Tabori pamoja na maeneo yake ya malisho.
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।
78 Kutoka kabila la Reubeni, ngʼambo ya Yordani mashariki mwa Yeriko walipokea Bezeri ulioko jangwani, Yahasa,
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
79 Kedemothi na Mefaathi pamoja na maeneo yake ya malisho.
ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
80 Na kutoka kabila la Gadi walipokea Ramothi huko Gileadi, Mahanaimu,
ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ,
81 Heshboni na Yazeri, pamoja na maeneo yake ya malisho.
ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।