< Matendo 19 >
1 Apolo alipokuwa huko Korintho, Paulo alisafiri sehemu za bara, akafika Efeso. Huko akawakuta wanafunzi kadhaa,
୧ଆପଲ୍ କରନ୍ତିଏ ରଇଲାବେଲେ, ପାଉଲ୍ ସେ ରାଇଜର୍ ଉପର୍ ବାଗେ ବୁଲି ସାରାଇ, ଏପିସିଏ କେଟ୍ଲା । ତେଇ ସେ କେତେଟା ସିସ୍ମନ୍କେ ବେଟ୍ ଅଇଲା ।
2 akawauliza, “Je, mlipokea Roho Mtakatifu mlipoamini?” Wakajibu, “Hapana, hata hatukusikia kuwa kuna Roho Mtakatifu.”
୨ସେମନ୍କେ ପାଚାର୍ଲା “ତମେ ବିସ୍ବାସି ଅଇବା ବେଲାଇ ସୁକଲ୍ ଆତ୍ମା ପାଇରଇଲାସ୍ କି?” ସେମନ୍ କଇଲାଇ, “ସୁକଲ୍ ଆତ୍ମା ଆଚେ ବଲି ଆମେ କେବେ ମିସା ସୁନୁ ନାଇ ।”
3 Ndipo Paulo akawauliza, “Je, mlibatizwa kwa ubatizo gani?” Wakajibu, “Kwa ubatizo wa Yohana.”
୩ପାଉଲ୍ ପାଚାର୍ଲା, “ସେନ୍ତି ଆଲେ ତମେ କେନ୍ତାରି ଡୁବନ୍ ନେଇ ଆଚାସ୍?” ସେମନ୍ କଇଲାଇ “ଡୁବନ୍ ଦେଉ ଜଅନର୍ ଡୁବନ୍ ।”
4 Paulo akasema, “Ubatizo wa Yohana ulikuwa wa toba, aliwaambia watu wamwamini yeye atakayekuja baada yake, yaani, Yesu.”
୪ପାଉଲ୍ କଇଲା, “ଜନ୍ ଲକ୍ମନ୍ ପାପେଅନି ବାଉଡି ରଇଲାଇ, ଜଅନର୍ ଡୁବନ୍ ସେମନର୍ ପାଇ ଟିକ୍ ରଇଲା । ମାତର୍ ତାର୍ପଚେ ଜେ ଆଇବାର୍ ରଇଲା, ଜନ୍ଟା କି, ଜିସୁ, ତାର୍ ଲଗେ ବିସ୍ବାସ୍ କର୍ବାକେ, ଜଅନ୍ ଇସ୍ରାଏଲ୍ ଲକ୍ମନ୍କେ କଇରଇଲା ।”
5 Waliposikia haya, wakabatizwa katika jina la Bwana Yesu.
୫ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ ।
6 Paulo alipoweka mikono yake juu yao, Roho Mtakatifu akawashukia, nao wakanena kwa lugha mpya na kutabiri.
୬ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
7 Walikuwa kama wanaume kumi na wawili.
୭ସେମନ୍ ମୁନୁସ୍ ପିଲା ବାର ଲକ୍ ରଇଲାଇ ।
8 Paulo akaingia katika sinagogi na kunena humo kwa ujasiri kwa muda wa miezi mitatu, akijadiliana na watu na kuwashawishi katika mambo ya Ufalme wa Mungu.
୮ତାର୍ ପଚେ ପାଉଲ୍ ତିନ୍ ମାସ୍ ଜାକ ନ ଡର୍ତେ ପାର୍ତନା ଗରେ କାତାବାର୍ କରି ପରମେସରର୍ ରାଇଜ୍ ବିସଇ ସେମନର୍ ମନେ ବିସ୍ବାସ୍ ଜନ୍ମାଇବାକେ ଚେସ୍ଟା କଲା ।
9 Lakini baadhi yao walikaidi. Walikataa kuamini, na wakakashifu ujumbe wake mbele ya umati wa watu. Basi Paulo aliachana nao. Akawachukua wanafunzi naye, akahojiana nao kila siku katika darasa la Tirano.
୯ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକର୍ ମନ୍ ଡାଟ୍ ରଇଲା । ସେମନ୍ ବିସ୍ବାସ୍ କରତ୍ନାଇ । ଦଲର୍ ସବୁ ଲକର୍ ମୁଆଟେ ସେମନ୍ ମାପ୍ରୁର୍ ବାଟ୍ ବିସଇନେଇ, ତିପୁଲ୍ କାତା କଇଲାଇ । ସେଟାର୍ପାଇ ପାଉଲ୍ ସେମନ୍କେ ଚାଡି, ବିସ୍ବାସିମନ୍କେ ନେଇ, ସବୁ ଦିନ୍ ଟିରାନସ୍ ନାଉଁର୍ ଗରେ ନିଆଇ କର୍ବାର୍ ଦାର୍ଲାଇ ।
10 Jambo hili likaendelea kwa muda wa miaka miwili, kiasi kwamba Wayahudi na Wayunani wote walioishi huko Asia wakawa wamesikia neno la Bwana.
୧୦ଏଟା ଦୁଇ ବରସ୍ ଦାରି ଚାଲ୍ଲା । ରମ୍ ଦେସର୍ ଆସିଆ ଦେସେ ବାସା କରିରଇବା ବେସି ଜିଉଦି ଆରି ଗିରିକ୍ ଲକ୍ ମିସା ମାପ୍ରୁର୍ ବାକିଅ ସୁନ୍ଲାଇ ।
11 Mungu akafanya miujiza mingi isiyo ya kawaida kwa mkono wa Paulo,
୧୧ପର୍ମେସର୍ ପାଉଲର୍ତେଇଅନି ବେସି ବଡ୍ ବଡ୍ କାବାଅଇଜିବା କାମ୍ମନ୍ କଲା ।
12 hivi kwamba leso au vitambaa vilivyokuwa vimegusa mwili wa Paulo viliwekwa juu ya wagonjwa, nao wakapona magonjwa yao, na pepo wachafu wakawatoka.
୧୨ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।
13 Basi baadhi ya Wayahudi wenye kutangatanga huku na huko wakitoa pepo wachafu wakajaribu kutumia jina la Bwana Yesu wale wenye pepo wakisema, “Kwa jina la Yesu, yule anayehubiriwa na Paulo, nakuamuru utoke.”
୧୩କେତେଟା ଏନେତେନେ ବୁଲ୍ବା ଡୁମା ଚାଡାଇବା ଜିଉଦିମନ୍ ମିସା, ଜିସୁର୍ ନାଉଁ ଦାରି ଡୁମା ଚାଡାଇବାକେ ଚେସ୍ଟା କଲାଇ । ସେମନ୍ କାରାପ୍ ଆତ୍ମାମନ୍କେ କଇତେ ରଇଲାଇ, “ପାଉଲ୍ ଜାନାଇବା ଜିସୁର୍ ନାଉଁ ଦାରି ତକେ ଆଦେସ୍ ଦେଲିନି ।”
14 Wana saba wa Skewa, Myahudi aliyekuwa kiongozi wa makuhani, walikuwa wanafanya hivyo.
୧୪ଏସ୍କେବା ନାଉଁର୍ ଗଟେକ୍ ଜିଉଦି, ବଡ୍ ପୁଜାରିର୍ ସାତ୍ଟା ପିଲାମନ୍, ଏ ରକାମ୍ କର୍ତେ ରଇଲାଇ ।
15 Lakini pepo mchafu akawajibu, “Yesu namjua na Paulo pia namjua, lakini ninyi ni nani?”
୧୫ମାତର୍ କାରାପ୍ ଆତ୍ମା ସେମନ୍କେ କଇଲା, “ମୁଇ ଜିସୁକେ ଜାନି ଆରି ପାଉଲ୍କେ ଚିନ୍ଲି ଆଚି, ମାତର୍ ତମେ କେ?”
16 Kisha yule mtu aliyekuwa na pepo mchafu akawarukia, akawashambulia vikali, akawashinda nguvu wote, wakatoka ndani ya ile nyumba wakikimbia wakiwa uchi na wenye majeraha.
୧୬କାରାପ୍ ଆତ୍ମା ଦାରିରଇଲା ଲକ୍, ସେମନ୍କେ ଦାରି ଚାବ୍କାତର୍ କରି ପାକାଇଲା । ସେମନର୍ ଲୁଗାପଚିଆ ଚିରି ଡୁମ୍ଣ୍ଡା କରିଦେଲା । ସେମନ୍ କଣ୍ଡିଆ ବଣ୍ଡିଆ ଅଇ ତାର୍ ଗରେଅନି ବାରଇ ପାଲାଇଲାଇ ।
17 Habari hii ikajulikana kwa Wayahudi wote na Wayunani waliokaa Efeso, hofu ikawajaa wote, nalo jina la Bwana Yesu likaheshimiwa sana.
୧୭ଏପିସେ ବାସାଅଇରଇବା ଜିଉଦି ବିସ୍ବାସିମନ୍ ଆରି ଗିରିକ୍ ଲକ୍ମନ୍, ଏ ବିସଇ ସୁନି ଡରିଗାଲାଇ ଆରି ତେଇ ମାପ୍ରୁ ଜିସୁର୍ ନାଉଁ ଅଦିକ୍ ଡାକ୍ପୁଟା ଅଇଲା ।
18 Wengi wa wale waliokuwa wameamini wakati huu wakaja na kutubu waziwazi kuhusu matendo yao maovu.
୧୮ବିସ୍ବାସିମନର୍ ବିତ୍ରେଅନି ବେସି ଲକ୍ ସବୁର୍ ମୁଆଟେ ନିଜେ କଲା କାରାପ୍ କାମ୍ ମାନ୍ଲାଇ ।
19 Idadi kubwa ya wale waliofanya mambo ya uganga wakaleta vitabu vyao na kuviteketeza kwa moto hadharani. Walipofanya hesabu ya thamani ya vitabu vilivyoteketezwa ilikuwa drakma 50,000 za fedha.
୧୯ପାଙ୍ଗନ୍ ବିଦିଆ ଅବିଆସ୍ କର୍ତେରଇବା ବେସି ଲକ୍ମନ୍ ତାକର୍ ବଇମନ୍ ଆନି ଟୁଲିଆଇକରି ସବୁ ଲକର୍ ମୁଆଟେ ପଡାଇ ଦେଲାଇ । ସବୁ ମିସିକରି ସେମନର୍ ବଇର୍ ଦାମ୍ ପଚାସ୍ ଅଜାର୍ ରୁପାଟାଙ୍ଗା ଏତ୍କି ରଇଲା ।
20 Hivyo neno la Bwana likaenea sana na kuwa na nguvu.
୨୦ଏନ୍ତିବାବ୍ରେ ପରମେସରର୍ ବାକିଅ ଅଦିକ୍ ଅଦିକ୍ ଗୁଲାଇବାଟେ ଉଡ୍ରା ଅଇଜାଇ ଅଦିକ୍ ବପୁ ଅଇବାର୍ ଦାର୍ଲା ।
21 Baada ya mambo haya kutukia, Paulo akakusudia rohoni kwenda Yerusalemu kupitia Makedonia na Akaya. Akasema, “Baada ya kufika huko, yanipasa pia kwenda Rumi.”
୨୧ଏ ସବୁ ଗଟ୍ନା ପଚେ ପାଉଲ୍ ମାସିଦନିଆ ଆରି ଆକାୟା ବାଟ୍ ଦେଇ ଜିରୁସାଲମେ ଜିବାକେ ଟିକ୍ କଲା । ସେ କଇଲା, “ତେଇ ଗାଲା ପଚେ, ମୁଇ ରମ୍ ଦେସେ ମିସା ଜିବାର୍ ଆଚେ ।”
22 Hivyo akatuma wasaidizi wake wawili, Timotheo na Erasto, waende Makedonia, wakati yeye mwenyewe alibaki kwa muda kidogo huko Asia.
୨୨ସେଟାର୍ପାଇ ସେ ତାର୍ ଦୁଇଟା ସଙ୍ଗାରି, ତିମତି ଆରି ଏରାସ୍ତସ୍କେ ମାସିଦନିଆଇ ପାଟାଇଲା, ମାତର୍ ସେ ନିଜେ ଆସିଆ ଦେସେ ଆରି କେତେ ଦିନ୍ ରଇଲା ।
23 Wakati huo huo pakatokea dhiki kubwa kwa sababu ya Njia ile ya Bwana.
୨୩ଏତ୍କି ବିତ୍ରେ ମାପ୍ରୁ ଦେକାଇରଇବା ବାଟ୍ ବିସଇ ନେଇ, ଗଟେକ୍ ବେସି ବଡ୍ ଗଣ୍ଡ୍ଗଲ୍ ଅଇବାଟା ଉବଜ୍ଲା ।
24 Mtu mmoja jina lake Demetrio mfua fedha aliyekuwa akitengeneza vinyago vya fedha vya Artemi na kuwapatia mafundi wake biashara kubwa,
୨୪ଦିମିତିରିୟ ନାଉଁର୍ ଗଟେକ୍ ରୁପାର୍ ପୁତ୍ଲା ତିଆର୍ କରୁ, ଆର୍ତେମି ଦେବିର୍ ମନ୍ଦିରେ ପୁତ୍ଲା ତିଆର୍ କର୍ତେ ରଇଲା । ଏନ୍ତାରି ବେବାର୍କରି ପୁତ୍ଲା ତିଆର୍ କରୁମନ୍, ବେସି ଲାବ୍ ପାଇତେ ରଇଲାଇ ।
25 aliwaita pamoja watu wengine waliofanya kazi ya ufundi kama yake na kusema, “Enyi watu, mnajua ya kuwa utajiri wetu unatokana na biashara hii!
୨୫ସେଟାର୍ପାଇ ସେ ତାର୍ ସଙ୍ଗର୍ ବେବାରିମନ୍କେ ରୁଣ୍ଡାଇକରି କଇଲା, “ଆଗିଆମନ୍, ଏ ବେବାର୍ ଆମ୍କେ ସାଉକାର୍ କଲାଆଚେ ବଲି ସବୁ ଲକ୍ ଜାନାସ୍ ।
26 Pia ninyi mmeona na kusikia jinsi ambavyo si huku Efeso peke yake lakini ni karibu Asia yote, huyu Paulo amewashawishi na kuvuta idadi kubwa ya watu kwa kusema kuwa miungu iliyotengenezwa na watu si miungu.
୨୬ଏବେ, ଏ ଲକ୍ ପାଉଲ୍ କାଇଟା କଲାନି, ସେଟା ତମେ ନିଜେ ଦେକିପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି । ସେ କଇଲାନି, ଲକର୍ ଆତେ ତିଆର୍ କଲା ଦେବ୍ତା ସବୁ ବିଲ୍କୁଲ୍ ଦେବ୍ତା ନଅତ୍ । ସେ ଇତି ଏପିସେ ଆରି ସବୁ ଆସିଆ ଦେସେ ବେସି ଲକ୍ମନ୍କେ ଏ ବିସଇ କଇ ଉସ୍କାଇଲାନି ।
27 Kwa hiyo kuna hatari si kwa kazi yetu kudharauliwa tu, bali pia hata hekalu la mungu mke Artemi, aliye mkuu, anayeabudiwa Asia yote na ulimwengu wote, litakuwa limepokonywa fahari yake ya kiungu.”
୨୭ସେଟାର୍ପାଇ ଆମର୍ ବେବାର୍ ବୁଡିଜିବାର୍ ଉପ୍ରେ ଆଚେ । କାଲି ସେତ୍କି ନଏଁ, ଜନ୍ ଦେବି ଆସିଆଇ ଆରି ଗୁଲାଇ ଜଗତେ ସବୁର୍ଟାନେଅନି ପୁଜାପାଇସି, ସେ ଡାକ୍ପୁଟା ଆର୍ତେମି ଦେବି, ମନ୍ଦିରର୍ ଡାକ୍ପୁଟା ଆରି ନ ରଏ, ଆରି ଆର୍ତେମି ଦେବିର୍ ମର୍ଜିତା ନସ୍ଟ ଅଇସି ।”
28 Waliposikia maneno haya, wakaghadhibika, wakaanza kupiga kelele, “Artemi wa Waefeso ni mkuu!”
୨୮ଲକ୍ମନ୍ ଏ କାତା ସୁନି ରିସା ଅଇଗାଲାଇ ଆରି ଆଉଲିଅଇ କଇଲାଇ, “ଏପିସିୟର୍ ଆର୍ତେମି ବଡ୍ଦେବିର୍ ଡାକ୍ପୁଟା ଅ!”
29 Mara mji wote ukajaa ghasia. Wakawakamata Gayo na Aristarko, watu wa Makedonia waliokuwa wakisafiri pamoja na Paulo, na watu wakakimbilia katika ukumbi wa michezo kama mtu mmoja.
୨୯ଏ ଗଣ୍ଡ୍ଗଲ୍ ଅଇଲାଟା ଗୁଲାଇ ନଅରେ କେଟିଗାଲା । ଲକ୍ମନ୍ ପାଉଲ୍ ସଙ୍ଗ୍ ରଇବା ମାକିଦନିଆର୍ ଗାୟ ଆରି ଆରିସ୍ତାକସ୍, ଦୁଇଲକ୍କେ ଦାରି, ଦାପ୍ରେ ଜୁଇଦ୍ ବାଟେ ପାଲାଇଲାଇ ।
30 Paulo akataka kuingia katikati ya umati huo, lakini wanafunzi hawakumruhusu.
୩୦ତେଇ ପାଉଲ୍ ଏକ୍ଲାସେ ଲକ୍ମନର୍ ବିତ୍ରେ ଜିବାକେ ମନ୍କଲା । ମାତର୍ ବିସ୍ବାସିମନ୍ ତାକେ ବିତ୍ରେ ଜିବାକେ ଚାଡତ୍ନାଇ ।
31 Hata baadhi ya viongozi wa sehemu ile, waliokuwa rafiki zake Paulo, wakatuma watu wakitamani asiingie katika ule ukumbi.
୩୧ଆସିଆ ରାଇଜର୍ କେତେଟା ମୁକିଅ ସାସନ୍ କାରିଆମନ୍ ମିସା ପାଉଲର୍ ମଇତର୍ ରଇଲାଇଜେ, ପାଉଲ୍କେ ଜୁଇଦ୍ ପଡିଆଇ ନ ଜାଅ ବଲି, କବର୍ ପାଟାଇଲାଇ ।
32 Ule umati ulikuwa na taharuki. Wengine walikuwa wakipiga kelele, hawa wakisema hili na wengine lile. Idadi kubwa ya watu hawakujua hata ni kwa nini walikuwa wamekusanyika huko.
୩୨ଏତ୍କି ବିତ୍ରେ ରୁଣ୍ଡିରଇବା ସବୁ ଲକ୍ ରିସା ଅଇଜାଇରଇଲାଇ । ଲକ୍ମନ୍ ଦଲ୍ଦଲ୍ ଅଇକରି ଏକାତା, ସେ କାତା କଇକଇ କରି ଆଉଲିଅଇ ଜାଇତେ ରଇଲାଇ । ମାତର୍ ସେମନର୍ ବିତ୍ରେଅନି କେତେକ୍ ଲକ୍, କାଇକେ ରୁଣ୍ଡିଆଚତ୍ ବଲି ନାଜାନିରଇଲାଇ ।
33 Wayahudi wakamsukumia Aleksanda mbele na baadhi ya watu kwenye ule umati wakampa maelekezo. Akawaashiria kwa mkono ili watulie aweze kujitetea mbele ya watu.
୩୩ସେମନର୍ ବିତ୍ରେଅନି କେତେକ୍ ଲକ୍ ଏଟାର୍ପାଇ ଆଲେକ୍ଜାଣ୍ଡାର୍କେ ଦାଇ କଲାଇ । କାଇକେବଇଲେ ଜିଉଦି ଲକ୍ମନ୍, ଆଗ୍ତୁ ତାକେ ଟିଆ କରାଇରଇଲା । ଆଲେକ୍ଜାଣ୍ଡାର୍ ଲକ୍ମନ୍କେ ଆତ୍ଟେକି ଚିମ୍ରାଇଅଇ ରଇବାକେ କଇଲା ଆରି ତାର୍ ବାସନ୍ଟାନେ ବିସ୍ବାସିମନର୍ ବାଟେ ଅଇକରି ବୁଜାଇବାକେ ଚେସ୍ଟା କଲା ।
34 Lakini walipotambua kwamba alikuwa Myahudi, wote wakapiga kelele kwa sauti moja kwa karibu muda wa saa mbili, wakisema, “Artemi wa Efeso ni mkuu!”
୩୪ମାତର୍ ସେ ଗଟେକ୍ ଜିଉଦିଲକ୍ ବଲି ଜାନିକରି ଲକ୍ମନ୍ ଏକାତରେକ୍ ଆଉଲିଅଇକରି “ଆର୍ତେମି ଦେବିର୍ ଜୟ ଜୟ ଅ!” ବଲି ଦୁଇ ଗଁଟା ଜାକ ଆଉଲି ଅଇ ରଇଲାଇ ।
35 Baadaye karani wa mji akaunyamazisha ule umati wa watu na kusema, “Enyi watu wa Efeso, je, ulimwengu wote haujui ya kuwa mji wa Efeso ndio unaotunza hekalu la Artemi aliye mkuu na ile sanamu yake iliyoanguka kutoka mbinguni?
୩୫ପଚେ ନଅରର୍ ଅଦିକାରେ ରଇବା ଗଟେକ୍ କାମ୍କରୁ, ଲକ୍ମନ୍କେ ବୁଜା ସୁଜା କରି ଚିମ୍ରା କଲା ଆରି କଇଲା, “ଏ ଏପିସିୟର୍ ବାଇମନ୍, ଏପିସିସ୍ ନଅରେ ବଡ୍ଦେବି ଆର୍ତେମିର୍ ମନ୍ଦିର୍ ଆରି ଆକାସେଅନି କସ୍ରି ଆଇଲା ସୁକଲ୍ ପାକ୍ନା ରକିଆ କର୍ବା ଦାଇତ୍, ଏପିସିୟ ନଅରେ ରଇବା ଲକ୍ମନର୍ ।
36 Kwa hiyo, kwa kuwa mambo haya hayakanushiki, inawapasa mnyamaze na wala msifanye lolote kwa haraka.
୩୬କେ ମିସା ଏଟା ନଏଁ ବଲି କଇନାପାରତ୍ । ସେଟାର୍ ପାଇ ତମେ ସବୁ ଲକ୍ ଚିମ୍ରାଇ ଉଆ । କାଇକାମ୍ ମିସା ବକୁଆପାରା କରାନାଇ ।
37 Kwa kuwa mmewaleta hawa watu hapa, ingawa hawajaiba hekaluni wala kumkufuru huyu mungu wetu wa kike.
୩୭ଏ ଲକ୍ମନ୍ ମନ୍ଦିରେଅନି କାଇଟା ଚରି କରତ୍ ନାଇ, କି ଆମର୍ ଦେବିର୍ ବିରଦେ, କାଇମିସା କାରାପ୍ କାତା କଅତ୍ ନାଇ, ଏଲେମିସା ତମେ ଏମନ୍କେ ଦାରି ଆନିଆଚାସ୍ ।
38 Basi, ikiwa Demetrio na mafundi wenzake wana jambo zito dhidi ya mtu yeyote, mahakama ziko wazi na wasaidizi wa mwakilishi wa mtawala. Wanaweza kufungua mashtaka.
୩୮ଜଦି ଦିମିତିରିୟ ଆରି ତେଇର୍ ପୁତ୍ଲା ତିଆର୍କରୁମନ୍କେ, କାର୍ ବିରଦେ ଦାବାକର୍ବାଟା ଆଚେ, ସେଟା ବିଚାର୍ କର୍ବାକେ ଆମର୍ ଲକ୍ମନ୍ ଆଚତ୍ । ଆରି ବିଚାର୍ ଅଇବା ଗଟେକ୍ ଦିନ୍ ଆଚେ । ତେଇ ସେ ଦାବା ବିସଇ କଇପାରାସ୍ ।
39 Lakini kama kuna jambo jingine lolote zaidi mnalotaka kulileta, itabidi lisuluhishwe katika kusanyiko halali.
୩୯ଜଦି ଆର୍ତେଇଅନି ଆରି ଅଦିକ୍ କାଇଟା ଜାନ୍ବାକେ ମନ୍ କଲାସ୍ନି, ତେବେ ଲକ୍ମନ୍ ଟିକ୍କଲା ନିୟମର୍ ସବାଇ, ସେଟା ଟିକ୍ କରାଅଇସି ।
40 Kama ilivyo sasa, tuko hatarini kushtakiwa kwa kufanya ghasia kwa sababu ya tukio la leo. Kwa kuwa hakuna sababu tutakayoweza kutoa kuhalalisha msukosuko huu.”
୪୦ଆଜି ଜାଇଟା ଗଟ୍ଲା ଆଚେ, ତେଇ ଗଣ୍ଡ୍ଗଲ୍ କର୍ବା ଆରି ଦାବା କର୍ବା ବିସଇ ଆମର୍ ବିରଦେ କାତା ଉଟିପାରେ । ଏ ଗଣ୍ଡ୍ଗଲର୍ କାଇମିସା କାରନ୍ ଦେକାଇ ନାପାରୁ ।”
41 Baada ya kusema haya akavunja mkutano.
୪୧ଏ ସବୁ କାତା କଇ ସେ ଲକ୍ମନ୍କେ ଚିମ୍ରା କରାଇ ସବା ସେସ୍ କଲା ।