< Ezra 2 >

1 Basi hawa ndio watu wa jimbo waliotoka uhamishoni, ambao Nebukadneza mfalme wa Babeli alikuwa amewachukua mateka hadi Babeli (walirudi Yerusalemu na Yuda, kila mmoja kwenye mji wake,
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
2 wakiwa wamefuatana na Zerubabeli, Yeshua, Nehemia, Seraya, Reelaya, Mordekai, Bilshani, Mispari, Bigwai, Rehumu na Baana): Orodha ya wanaume kati ya watu wa Israeli ilikuwa:
ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3 wazao wa Paroshi 2,172
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
4 wazao wa Shefatia 372
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
5 wazao wa Ara 775
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
6 wazao wa Pahath-Moabu (wa jamaa ya Yeshua na Yoabu) 2,812
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
7 wazao wa Elamu 1,254
ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
8 wazao wa Zatu 945
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
9 wazao wa Zakai 760
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
10 wazao wa Bani 642
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
11 wazao wa Bebai 623
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
12 wazao wa Azgadi 1,222
ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
13 wazao wa Adonikamu 666
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
14 wazao wa Bigwai 2,056
ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
15 wazao wa Adini 454
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
16 wazao wa Ateri (kupitia Hezekia) 98
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
17 wazao wa Besai 323
ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।
18 wazao wa Yora 112
ଯୋରାହର ସନ୍ତାନ ଏକ ଶହ ବାର ଜଣ।
19 wazao wa Hashumu 223
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
20 wazao wa Gibari 95
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
21 watu wa Bethlehemu 123
ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
22 watu wa Netofa 56
ନଟୋଫାର ଲୋକ ଛପନ ଜଣ।
23 watu wa Anathothi 128
ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
24 watu wa Azmawethi 42
ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।
25 wazao wa Kiriath-Yearimu, Kefira na Beerothi 743
କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
26 wazao wa Rama na Geba 621
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।
27 watu wa Mikmashi 122
ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
28 watu wa Betheli na Ai 223
ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
29 wazao wa Nebo 52
ନବୋର ସନ୍ତାନ ବାବନ ଜଣ।
30 wazao wa Magbishi 156
ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ।
31 wazao wa Elamu ile ingine 1,254
ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
32 wazao wa Harimu 320
ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
33 wazao wa Lodi, Hadidi na Ono 725
ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
34 wazao wa Yeriko 345
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
35 wazao wa Senaa 3,630
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।
36 Makuhani: wazao wa Yedaya (kwa jamaa ya Yeshua) 973
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
37 wazao wa Imeri 1,052
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
38 wazao wa Pashuri 1,247
ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
39 wazao wa Harimu 1,017
ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।
40 Walawi: wazao wa Yeshua na Kadmieli (kupitia jamaa ya Hodavia) 74
ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41 Waimbaji: wazao wa Asafu 128
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
42 Mabawabu wa lango la Hekalu: wazao wa Shalumu, Ateri, Talmoni, Akubu, Hatita na Shobai 139
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
43 Watumishi wa Hekalu: wazao wa Siha, Hasufa, Tabaothi,
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44 wazao wa Kerosi, Siaha, Padoni,
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45 wazao wa Lebana, Hagaba, Akubu,
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46 wazao wa Hagabu, Shalmai, Hanani,
ହାଗାବର ସନ୍ତାନଗଣ, ଶମ୍‍ଲୟର ସନ୍ତାନଗଣ, ହାନନ୍‍ର ସନ୍ତାନଗଣ;
47 wazao wa Gideli, Gahari, Reaya,
ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48 wazao wa Resini, Nekoda, Gazamu,
ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49 wazao wa Uza, Pasea, Besai,
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50 wazao wa Asna, Meunimu, Nefusimu,
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51 wazao wa Bakbuki, Hakufa, Harhuri,
ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52 wazao wa Basluthi, Mehida, Harsha,
ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
53 wazao wa Barkosi, Sisera, Tema,
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54 wazao wa Nesia na Hatifa.
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
55 Wazao wa watumishi wa Solomoni: wazao wa Sotai, Hasaferethi, Peruda,
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56 wazao wa Yaala, Darkoni, Gideli,
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57 wazao wa Shefatia, Hatili, Pokereth-Hasebaimu na Ami.
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58 Watumishi wa Hekalu wote na wazao wa watumishi wa Solomoni 392
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59 Wafuatao walikuja kutoka miji ya Tel-Mela, Tel-Harsha, Kerubu, Adoni na Imeri, lakini hawakuweza kuthibitisha kwamba jamaa zao zilikuwa uzao wa Israeli:
ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60 wazao wa Delaya, Tobia na Nekoda 652
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
61 Kutoka miongoni mwa makuhani: Wazao wa Hobaya, Hakosi, Barzilai (mtu aliyekuwa amemwoa binti wa Barzilai, Mgileadi, naye akaitwa kwa jina hilo).
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
62 Hawa walitafuta orodha za jamaa zao, lakini hawakuonekana humo, kwa hiyo waliondolewa kutoka kundi la makuhani kwa kuwa walihesabiwa kuwa najisi.
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
63 Mtawala aliagiza kuwa wasile chochote miongoni mwa vyakula vitakatifu hadi kuwe kuhani atakayehudumu kwa Urimu na Thumimu.
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
64 Jumla ya watu wote waliorudi walikuwa 42,360;
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
65 tena zaidi ya hao walikuwepo watumishi wa kiume na wa kike 7,337; pia walikuwamo waimbaji wanaume na wanawake 200.
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
66 Walikuwa na farasi 736, nyumbu 245,
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
67 ngamia 435 na punda 6,720.
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।
68 Walipofika kwenye nyumba ya Bwana huko Yerusalemu, baadhi ya viongozi wa jamaa walitoa sadaka za hiari kwa ajili ya kujenga upya nyumba ya Mungu katika eneo lake.
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
69 Wakatoa kwa kadiri ya uwezo wao na kutia katika hazina darkoni 61,000 za dhahabu, mane 5,000 za fedha, na mavazi 100 ya ukuhani kwa ajili ya kazi hiyo.
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
70 Makuhani, Walawi, waimbaji, mabawabu, na watumishi wa Hekalu waliishi katika miji yao wenyewe, pamoja na baadhi ya watu wengine, nao Waisraeli waliosalia waliishi katika miji yao.
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।

< Ezra 2 >