< Yakobo 2 >
1 Ndugu zangu, kama waaminio katika imani ya Bwana wetu Yesu Kristo, Bwana wa utukufu, msiwe na upendeleo kwa watu.
୧ଏ ବାଇବଇନିମନ୍ ଆମର୍ ଡାକ୍ପୁଟା ମାପ୍ରୁ ଜିସୁ କିରିସ୍ଟକେ ବିସ୍ବାସ୍ କଲାର୍ଲାଗି, ଲକ୍ମନର୍ ଅଲ୍ଗା ପିନ୍ଦାଅଡା ଦେକିକରି, ନିଜର୍ ଚଲାଚଲ୍ତି ବାଦ୍ଲାଇବାଟା ଟିକ୍ ନାଇ ।
2 Kwa maana kama akija mtu katika kusanyiko lenu akiwa amevaa pete ya dhahabu na mavazi mazuri, pia akaingia mtu maskini mwenye mavazi yaliyochakaa,
୨ଜଦି ସବାଇ ଗଟେକ୍ ଲକ୍ ସୁନାର୍ ମୁନ୍ଦି ଆରି ଜକ୍ମକି ଜାଇତେରଇବା ବସ୍ତର୍ ପିନ୍ଦିକରି ତମର୍ଲଗେ ଆଇସି, ଆରି ଗଟେକ୍ ଲକ୍ ମୁର୍କି ରଇ ଚିର୍ବୁର୍ଅଇରଇବା ବସ୍ତର୍ ପିନ୍ଦିକରି ଆଇସି ।
3 nanyi mkampa heshima yule aliyevaa mavazi mazuri na kumwambia, “Keti hapa mahali pazuri,” lakini yule maskini mkamwambia, “Wewe simama pale,” au “Keti hapa sakafuni karibu na miguu yangu,”
୩ଆରି ତମେ ସୁନ୍ଦର୍ ବସ୍ତର୍ ପିନ୍ଦିଆସି ରଇବା ଲକ୍କେ ଅଦିକ୍ ସନ୍ମାନ୍ ଦେଇକରି କଇସା, “ଆସା ଏ ନିକ କୁର୍ଚି ଉପ୍ରେ ବସା ।” ମାତର୍ ଅର୍କିତ୍ ଲକ୍କେ କଇସା “ତେଇ ଜାଇ ଟିଆ ଅ ।” ନଇଲେ “ତଲେ ବସ୍ ।” ବଲିକରି କଇସୁ ।
4 je, hamjawabagua na kuwa mahakimu mioyoni mwenu mkihukumu kwa mawazo yenu maovu?
୪ସେନ୍ତାର୍ ଆଲେତା ତମେ ନିଜର୍ ନିଜର୍ ବିତ୍ରେ ବଡ୍ସାନ୍ ବଲିକରି ଅଲ୍ଗା ଇସାବେ ଦେକ୍ଲାସ୍ନି । ଆରି କାରାପ୍ ଇସାବେ ମୁ ଦେକି, ବିଚାର୍ କଲାସ୍ନି ।
5 Ndugu zangu, sikilizeni: Je, Mungu hakuwachagua wale walio maskini machoni pa ulimwengu kuwa matajiri katika imani na kuurithi Ufalme aliowaahidi wale wampendao?
୫ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି?
6 Lakini ninyi mmemdharau yule aliye maskini. Je, hao matajiri si ndio wanaowadhulumu na kuwaburuta mahakamani?
୬ମାତର୍ ତମେ ଅର୍କିତ୍ ଲକ୍ମନ୍କେ ସନ୍ମାନ୍ ଦିଆସ୍ ନାଇ । ସାଉକାର୍ ଲକ୍ମନ୍ସେ ତମ୍କେ କସ୍ଟ ଦେଲାଇନି । ସେମନ୍ସେ ତମ୍କେ ବିଚାର୍ନା ଜାଗାଇ ଜିକି ନେଲାଇନି ।
7 Je, si wao wanaolikufuru Jina lile lililo bora sana mliloitiwa?
୭ତମ୍କେ ଜନ୍ ନାଉଁ ଜିସୁ କିରିସ୍ଟ ଦିଆଅଇଆଚେ, ସେ ନାଉଁ ନେଇକରି ନିନ୍ଦା କଲାଇନି ।
8 Kama kweli mnaitimiza ile sheria ya kifalme inayopatikana katika Maandiko isemayo, “Mpende jirani yako kama unavyoipenda nafsi yako,” mnafanya vyema.
୮ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।
9 Lakini kama mnakuwa na upendeleo kwa watu, mnatenda dhambi, na sheria inawahukumu kuwa ninyi ni wakosaji.
୯ମାତର୍ ତମେ ଜଦି ବଡ୍ ସାନ୍ ଦେକ୍ଲାସ୍ନି, ପାପ୍ କଲାସ୍ନି । ଆରି ସେ ରିତିନିତିର୍ ଲାଗି ଦସି ବଲାଇ ଅଇଲାସ୍ନି ।
10 Kwa maana mtu yeyote anayeishika sheria yote lakini akajikwaa katika kipengele kimoja tu, ana hatia ya kuivunja sheria yote.
୧୦କାଇକେବଇଲେ ଜେ ମିସା ସବୁ ନିଅମ ମାନିକରି ଗଟେକ୍ ନିୟମ୍ ଚାଡିଦେଲେ, କାଇ ନିୟମ୍ ନ ମାନ୍ଲା ଲକର୍ ପାରା ଦସିଅଇ ଡଣ୍ଡ୍ ପାଇସା ।
11 Kwa sababu yeye aliyesema, “Usizini,” alisema pia, “Usiue.” Basi kama huzini lakini unaua, umekuwa mvunjaji wa sheria.
୧୧କାଇକେବଇଲେ ପର୍ମେସର୍ କଇଲାଆଚେ “ତମେ ବେସିଆ କାମ୍ କର୍ବାର୍ନାଇ, ଆରି ନର୍ ମାର୍ବାର୍ ନାଇ” ବଲିକରି । ତେବେ ତମେ ଜଦି ବେସିଆ କାମ୍ ନ କରି, ଲକ୍ମନ୍କେ ମାର୍ସା, ତେବେ ତାର୍ ନିଅମ୍ ମାନାସ୍ ନାଇ ।
12 Hivyo semeni na kutenda kama watu watakaohukumiwa kwa sheria ile iletayo uhuru.
୧୨ପର୍ମେସର୍ ବିଚାର୍ନା କର୍ସି ବଲି ଜାନିକରି ସେନ୍ତାରି କାତା କଇ କାମ୍ କରି ଦେକାଆ । ଜନ୍ ନିୟମ୍ ଆମ୍କେ ମୁକ୍ଲାଇସି, ସେ ନିୟମ୍ ଇସାବେ ଆମ୍କେ ବିଚାର୍ନା କର୍ସି ।
13 Kwa kuwa hukumu bila huruma itatolewa kwa mtu yeyote asiyekuwa na huruma. Huruma huishinda hukumu.
୧୩କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।
14 Ndugu zangu, yafaa nini ikiwa mtu atadai kuwa anayo imani lakini hana matendo? Je, imani kama hiyo yaweza kumwokoa?
୧୪ଏ ମର୍ ବାଇବଇନିମନ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି ବଲି କଇସି । ମାତର୍ ତାର୍ କାମ୍ କଲାଟାନେ ସେଟା ନ ଡିସେ ବଇଲେ, ତାର୍ ପାଇ କାଇ ମୁଲିଅ ନାଇ । ଏନ୍ତାରି ବିସ୍ବାସ୍ ତାକେ କାଇ ମୁକ୍ତି ଦେଇ ନାପାରେ ।
15 Ikiwa ndugu yako au dada hana mavazi wala chakula,
୧୫ଜଦି ଗଟେକ୍ ବିସ୍ବାସି ବାଇ କି ବଇନିକେ, ସେ ଦିନର୍ ପାଇ କାଇବାକେ କି ପିନ୍ଦ୍ବାକେ ନ ରଇଲେ,
16 mmoja wenu akamwambia, “Enenda zako kwa amani, ukaote moto na kushiba,” pasipo kumpatia yale mahitaji ya mwili aliyopungukiwa, yafaa nini?
୧୬ତମର୍ ବିତ୍ରେ କେଆଲେ ଗଟେକ୍ ଲକ୍ ତାର୍ ଲଗେ ଜାଇ, ତକେ ପେଟ୍କେ କାଦି ଆରି ଗାଗଡ୍କେ ଲୁଗା ମିଲ ବଲି କଇସା । ତମେ ତାକେ ଲଡାକେ ଲାଗ୍ବାଟା ନ ଦେଇ ଏନ୍ତାରି କଇଲେ କାଇ ଲାବ୍?
17 Vivyo hivyo, imani peke yake kama haikuambatana na matendo, imekufa.
୧୭ସେନ୍ତାରିସେ ଗଟେକ୍ ବିସ୍ବାସ୍ କର୍ବା ଲକ୍ ତାର୍ ବିସ୍ବାସ୍ ସଙ୍ଗ୍ ନିକ କାମ୍ ମିସା ନ ଡିସ୍ଲେ ତାର୍ ବିସ୍ବାସ୍ ମରିଗାଲା ଆଚେ ।
18 Lakini mtu mwingine atasema, “Wewe unayo imani; mimi ninayo matendo.” Nionyeshe imani yako pasipo matendo nami nitakuonyesha imani yangu kwa matendo.
୧୮ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି ।
19 Unaamini kwamba kuna Mungu mmoja. Vyema! Hata mashetani yanaamini hivyo na kutetemeka.
୧୯ପର୍ମେସର୍ ଗଟେକ୍ସେ ଆଚେବଲି ତମେ ବିସ୍ବାସ୍ କଲାସ୍ନି, ସେଟା ନିକ । ଡୁମାମନ୍ ମିସା ସେନ୍ତାରି ବିସ୍ବାସ୍ କଲାଇନି ଆରି ଡରିକରି ଗଜ୍ଗଜି ଜିବାଇ ।
20 Ewe mpumbavu! Je, wataka kujua kwamba imani bila matendo haifai kitu?
୨୦ମାତର୍ ଏ ନିଲ୍ଜାଇ ଲକ୍ମନ୍ ତମେ ବୁଜିନାପାରାସ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି, ବଲି କଇସି ଆରି ନିକ କାମ୍ ନ କରେ, ସେନ୍ତାର୍ଆଲେ ତାର୍ ବିସ୍ବାସ୍ କର୍ବାଟା ଚୁଚାଇସେ ।
21 Je, Abrahamu baba yetu hakuhesabiwa haki kwa kile alichotenda, alipomtoa mwanawe Isaki madhabahuni?
୨୧ଆମର୍ ପୁର୍ବର୍ ଆନିଦାଦି ଅବ୍ରାଆମ୍ କେ ଦେକା, ପର୍ମେସର୍ ତାକେ ଦରମ୍ ଲକ୍ ବଲି ଡାକ୍ଲା । ସେଟା ତାର୍ ନିକ କାମ୍ ପାଇ । ଜେଡେବେଲେ ନିଜର୍ ପିଲା ଇସାକ୍କେ ବେଦିଟାନେ ବଲି ଦେବାବେଲେ ନେଇରଇଲା ।
22 Unaona jinsi ambavyo imani yake na matendo yake vilikuwa vinatenda kazi pamoja, nayo imani yake ikakamilishwa na kile alichotenda.
୨୨ତମେ ଦେକ୍ଲାସ୍ନିଜେ, ତାର୍ ବିସ୍ବାସ୍ ଆରି କରମ୍ ମିସିକରି ରଇଲା । ସେ କରିରଇବା କରମର୍ ଲାଗି ବିସ୍ବାସ୍ ସିଦ୍ ଅଇଲା ।
23 Kwa njia hiyo yakatimizwa yale Maandiko yasemayo, “Abrahamu alimwamini Mungu na ikahesabiwa kwake kuwa haki,” naye akaitwa rafiki wa Mungu.
୨୩ଏଟାର୍ ଲାଗି ଦରମ୍ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇଲା । ଅବ୍ରାଆମ୍ ପର୍ମେସର୍କେ ବିସ୍ବାସ୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା । ଆରି ଲକ୍ମନ୍ ତାକେ ପର୍ମେସରର୍ ମଇତର୍ ବଲି ଡାକିରଇଲାଇ ।
24 Mnaona ya kwamba mtu huhesabiwa haki kwa yale anayotenda wala si kwa imani peke yake.
୨୪ଅବ୍କା ବିସ୍ବାସ୍ କଲେସେ ଗଟେକ୍ ଲକ୍ ଦରମ୍ ବଲି ନାମାଇଅଇ ନଏଁ, ମାତର୍ ତାର୍ କର୍ବା ନିକ କାମର୍ ଲାଗି ଅଇସି । ଏଟା ତମେ ଦେକ୍ଲାସ୍ନି ।
25 Vivyo hivyo, hata Rahabu, yule kahaba, hakuhesabiwa haki kwa yale aliyotenda alipowapokea wale wapelelezi na kuwaambia waende njia nyingine?
୨୫ସେନ୍ତାରିସେ ବେସିଆ ମାଇଜି ରାଆବ୍କେ ମିସା ଅଇଲା । ସେ ଇସ୍ରାଏଲର୍ ଦେକାଦେକି କର୍ବା ଲକ୍ମନ୍କେ ଡାକିନେଲା ଆରି ବିନ୍ ବାଟେ ବାରଇଜିବାକେ ସାଇଜ କଲା । ସେ ଏନ୍ତାରି କଲାକେ ପର୍ମେସର୍ ଦେକ୍ବା ଇସାବେ ଗଟେକ୍ ଦରମ୍ ଲକ୍ ବଲି ଜାନାଇଅଇଲା ।
26 Kama vile ambavyo mwili pasipo roho umekufa, kadhalika nayo imani pasipo matendo imekufa.
୨୬ତେବେ, ଆତ୍ମା ଚାଡିଗାଲେ ଲକ୍ମନର୍ ଗାଗଡ୍ ଜେନ୍ତିକି ମଲା ସମାନ୍, ସେନ୍ତାରିସେ ନିକ କାମ୍ ନ କଲେ, ବିସ୍ବାସ୍ ମିସା ମଲା ସମାନ୍ ଆଚେ ।