< Yohana 13 >
1 Ilikuwa mara tu kabla ya Sikukuu ya Pasaka. Yesu alijua ya kuwa wakati wake wa kuondoka ulimwenguni ili kurudi kwa Baba umewadia. Alikuwa amewapenda watu wake waliokuwa ulimwenguni, naam, aliwapenda hadi kipimo cha mwisho.
୧ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
2 Wakati alipokuwa akila chakula cha jioni na wanafunzi wake, ibilisi alikuwa amekwisha kutia ndani ya moyo wa Yuda Iskariote, mwana wa Simoni, wazo la kumsaliti Yesu.
୨ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
3 Yesu akijua ya kwamba Baba ameweka vitu vyote chini ya mamlaka yake na kwamba yeye alitoka kwa Mungu na alikuwa anarudi kwa Mungu,
୩ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
4 hivyo aliondoka chakulani, akavua vazi lake la nje, akajifunga kitambaa kiunoni.
୪ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା ।
5 Kisha akamimina maji kwenye sinia na kuanza kuwanawisha wanafunzi wake miguu na kuikausha kwa kile kitambaa alichokuwa amejifunga kiunoni.
୫ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
6 Alipomfikia Simoni Petro, Petro akamwambia, “Bwana, je, wewe utaninawisha mimi miguu?”
୬ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି?”
7 Yesu akamjibu, “Hivi sasa hutambui lile ninalofanya, lakini baadaye utaelewa.”
୭ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
8 Petro akamwambia, “La, wewe hutaninawisha miguu kamwe.” Yesu akamjibu, “Kama nisipokunawisha, wewe huna sehemu nami.” (aiōn )
୮ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।” (aiōn )
9 Ndipo Simoni Petro akajibu, “Usininawishe miguu peke yake, Bwana, bali pamoja na mikono na kichwa pia!”
୯ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ସେନ୍ତାର୍ଆଲେ କାଇକେ ମର୍ ପାଦ୍ସେ ଦଇ ଦେଇସୁ? ମର୍ ମୁଣ୍ଡ୍ ଆରି ଆତ୍ ମିସା ଦଇଦିଆସ୍ ।”
10 Yesu akamjibu, “Mtu aliyekwisha kuoga anahitaji kunawa miguu tu, kwani mwili wake wote ni safi. Ninyi ni safi, ingawa si kila mmoja wenu.”
୧୦ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
11 Kwa kuwa yeye alijua ni nani ambaye angemsaliti, ndiyo sababu akasema si kila mmoja aliyekuwa safi.
୧୧କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
12 Alipomaliza kuwanawisha miguu yao, alivaa tena mavazi yake, akarudi alikokuwa ameketi, akawauliza, “Je, mmeelewa nililowafanyia?
୧୨ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, “ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି?”
13 Ninyi mnaniita mimi ‘Mwalimu’ na ‘Bwana,’ hii ni sawa, maana ndivyo nilivyo.
୧୩ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
14 Kwa hiyo, ikiwa mimi niliye Bwana wenu na Mwalimu wenu nimewanawisha ninyi miguu, pia hamna budi kunawishana miguu ninyi kwa ninyi.
୧୪ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ ।
15 Mimi nimewawekea kielelezo kwamba imewapasa kutenda kama vile nilivyowatendea ninyi.
୧୫ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
16 Amin, amin nawaambia, mtumishi si mkuu kuliko bwana wake, wala aliyetumwa si mkuu kuliko yule aliyemtuma.
୧୬ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
17 Sasa kwa kuwa mmejua mambo haya, heri yenu ninyi kama mkiyatenda.
୧୭ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
18 “Sisemi hivi kuhusu ninyi nyote. Ninawajua wale niliowachagua. Lakini ni ili Andiko lipate kutimia, kwamba, ‘Yeye aliyekula chakula changu, ameinua kisigino chake dhidi yangu.’
୧୮ମୁଇ ତମର୍ ସବୁ ଲକର୍ ବିସଇ ନେଇକରି କଇନାଇ, ଜନ୍ ଲକ୍ମନ୍କେ ବାଚି ଆଚି, ସେମନ୍ କେନ୍ତି ବଲି ଜାନିଆଚି । ମାତର୍ ସାସ୍ତରେ ଲେକା ଅଇଲା କାତା ସିଦ୍ ଅଇବାକେ ଏନ୍ତି ଗଟ୍ନା ଅଇଲାନି । ସାସ୍ତରେ ଲେକା ଅଇଲା ଆଚେ ଜେ ମର୍ ସଙ୍ଗ୍ କାଇଲାନି ସେ ମର୍ ବିରଦେ ଉଟ୍ସି ।
19 “Ninawaambia mambo haya kabla hayajatukia, ili yatakapotukia mpate kuamini ya kuwa Mimi ndiye.
୧୯ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
20 Amin, amin nawaambia, yeyote anayempokea yule niliyemtuma anipokea mimi, naye anipokeaye mimi ampokea yeye aliyenituma mimi.”
୨୦“ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
21 Baada ya kusema haya, Yesu alifadhaika sana moyoni, akasema, “Amin, amin nawaambia, mmoja wenu atanisaliti.”
୨୧ଜିସୁ ଏ ସବୁ କାତା କଇସାରାଇଲା ପଚେ, ଆତ୍ମାଇ ବାୟାବିକଲ୍ ଅଇ ପୁଟ୍କାର୍ କରି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।”
22 Wanafunzi wake wakatazamana bila kujua kuwa alikuwa anamsema nani.
୨୨ସେ ଏ କାତା, କାର୍ ବିସଇ ନେଇକରି କଇଲାନି ବଲି ସିସ୍ମନ୍ ବୁଜିନାପାରି ନିଜର୍ ନିଜର୍ ବିତ୍ରେ ଆର୍ ମୁଏ ସେ ତାର୍ ମୁଏ ଏ, ଦେକାଦେକି ଅଇବାର୍ ଦାର୍ଲାଇ ।
23 Mmoja wa wanafunzi wake ambaye Yesu alimpenda sana, alikuwa ameegama kifuani mwa Yesu.
୨୩ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
24 Simoni Petro akampungia mkono yule mwanafunzi, akamwambia, “Muulize anamaanisha nani.”
୨୪ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
25 Yule mwanafunzi akamwegemea Yesu, akamuuliza, “Bwana, tuambie, ni nani?”
୨୫ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ?”
26 Yesu akajibu, “Ni yule nitakayempa hiki kipande cha mkate baada ya kukichovya kwenye bakuli.” Hivyo baada ya kukichovya kile kipande cha mkate, akampa Yuda Iskariote, mwana wa Simoni.
୨୬ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
27 Mara tu baada ya kukipokea kile kipande cha mkate, Shetani akamwingia. Yesu akamwambia Yuda, “Lile unalotaka kulitenda litende haraka.”
୨୭ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
28 Hakuna hata mmoja wa wale waliokuwa wameketi naye mezani aliyeelewa kwa nini Yesu alimwambia hivyo.
୨୮ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
29 Kwa kuwa Yuda alikuwa mtunza fedha, wengine walifikiri Yesu alikuwa amemwambia akanunue vitu vilivyohitajika kwa ajili ya Sikukuu, au kuwapa maskini chochote.
୨୯ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
30 Mara tu baada ya kupokea ule mkate, Yuda akatoka nje. Wakati huo ulikuwa ni usiku.
୩୦ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
31 Baada ya Yuda kutoka nje, Yesu akasema, “Sasa Mwana wa Adamu ametukuzwa, naye Mungu ametukuzwa ndani yake.
୩୧ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
32 Ikiwa Mungu ametukuzwa ndani ya Mwana, Mungu atamtukuza Mwana ndani yake mwenyewe naye atamtukuza mara.
୩୨ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
33 “Watoto wangu, mimi bado niko pamoja nanyi kwa kitambo kidogo. Mtanitafuta, na kama vile nilivyowaambia Wayahudi, vivyo hivyo sasa nawaambia na ninyi. Niendako, ninyi hamwezi kuja.
୩୩ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
34 “Amri mpya nawapa: Mpendane kama mimi nilivyowapenda ninyi, vivyo hivyo nanyi mpendane.
୩୪ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
35 Kama mkipendana ninyi kwa ninyi, kwa njia hii, watu wote watajua kuwa ninyi ni wanafunzi wangu.”
୩୫ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
36 Simoni Petro akamuuliza, “Bwana, unakwenda wapi?” Yesu akamjibu, “Ninakokwenda huwezi kunifuata sasa, lakini utanifuata baadaye.”
୩୬ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
37 Petro akamuuliza tena, “Bwana, kwa nini siwezi kukufuata sasa? Mimi niko tayari kuutoa uhai wangu kwa ajili yako.”
୩୭ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
38 Yesu akamjibu, “Je, ni kweli uko tayari kuutoa uhai wako kwa ajili yangu? Amin, amin nakuambia, kabla jogoo hajawika, utanikana mara tatu.”
୩୮ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”