< Filemoni 1 >
1 Paulo, mfungwa wa Kristo Yesu, pamoja na Timotheo ndugu yetu: Kwa Filemoni rafiki yetu mpendwa na mtendakazi mwenzetu,
୧ମୁଇ ପାଉଲ୍ ଜେକି ଜିସୁକିରିସ୍ଟର୍ ଲାଗି ବନ୍ଦି ଆଚି । ଆରି ଆମର୍ ବାଇ ତିମତି । ଆମେ ମିସିକରି ଆମର୍ ମଇତର୍ ଆରି ସଙ୍ଗର୍ କାମ୍କରୁ ପିଲିମନ୍କେ ଏ ଚିଟି ଲେକ୍ଲୁନି ।
2 kwa dada yetu mpendwa Afia, kwa Arkipo askari mwenzetu na kwa kanisa lile likutanalo nyumbani mwako:
୨ତର୍ ଗରେ ରୁଣ୍ଡିକରି ପାର୍ତନା କର୍ବା ମଣ୍ଡଲିକେ, ଆରି ଆମର୍ ବଇନି ଆପିୟାକେ, ଗଟେକ୍ ସନିଅ ପାରା ଆମର୍ ବିସ୍ବାସ୍ ଦେକାରକା କର୍ବା ଆର୍କିପସ୍କେ ମିସା ଏ ଚିଟି ଲେକ୍ଲୁନି ।
3 Neema iwe nanyi na amani itokayo kwa Mungu Baba yetu na Bwana Yesu Kristo.
୩ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
4 Siku zote ninamshukuru Mungu ninapokukumbuka katika maombi yangu,
୪ବାଇ ପିଲିମନ୍, ମୁଇ ଜେଡେବେଲେ ମିସା ପାର୍ତନା କର୍ବା ବେଲେ, ତକେ ଏତାଇକରି ପର୍ମେସର୍କେ ଦନିଅବାଦ୍ ଦେଲିନି ।
5 kwa sababu ninasikia juu ya imani yako katika Bwana Yesu na upendo wako kwa watakatifu wote.
୫କାଇକେବଇଲେ ପର୍ମେସରର୍ ଲକର୍ପାଇ ରଇବା ତମର୍ ଆଲାଦ୍ ଆରି ମାପ୍ରୁ ଜିସୁର୍ଟାନେ ରଇବା ତମର୍ ବିସ୍ବାସ୍ ମୁଇ ସୁନିଆଚି ।
6 Naomba utiwe nguvu katika kuishuhudia imani yako, ili upate kuwa na ufahamu mkamilifu juu ya kila kitu chema tulicho nacho ndani ya Kristo.
୬କିରିସ୍ଟର୍ ସଙ୍ଗ୍ ଆମେ ମିସ୍ଲାର୍ପାଇ ଆମର୍ ଜିବନେ ଜେତ୍କି ସବୁ ଆସିର୍ବାଦ୍ ପାଇଆଚୁ, ସେଟା ସବୁ ନିକ ସଙ୍ଗ୍ ବୁଜ୍ବାକେ ଆମେ ତମର୍ ସଙ୍ଗ୍ ରଇଲାବେଲେ, ବୁଜିପାର୍ବୁ ବଲି ମୁଇ ଆସା କଲିନି ।
7 Upendo wako umenifurahisha mno na kunitia moyo, kwa sababu wewe ndugu, umeiburudisha mioyo ya watakatifu.
୭ଏ ମର୍ ଆଲାଦର୍ ବାଇ, ତର୍ ଆଲାଦ୍ ମକେ ବେସି ସାର୍ଦା କରାଇଲା ଆଚେ । ପର୍ମେସରର୍ ସବୁଲକର୍ ମନ୍ ମିସା ତୁଇ ସାର୍ଦା କରାଇ ଆଚୁସ୍ ।
8 Hata hivyo, ingawa katika Kristo ningeweza kuwa na ujasiri na kukuagiza yale yakupasayo kutenda,
୮ତେବେ ଏଟାର୍ଲାଗି କିରିସ୍ଟର୍ ପାଇ ଗଟେକ୍ ବାଇ ଇସାବେ ତକେ ତିଆର୍ବାକେ ମର୍ ପୁରାପୁରୁନ୍ ଅଦିକାର୍ ଆଚେ ।
9 lakini ninakuomba kwa upendo, mimi Paulo, mzee na pia sasa nikiwa mfungwa wa Kristo Yesu,
୯ମାତର୍ ମୁଇ ତକେ ଆଲାଦ୍ କଲିନି, ସେଟାର୍ଲାଗି ଅବ୍କା ବାବୁଜିଆ କର୍ବି । ମୁଇ ପାଉଲ୍ କିରିସ୍ଟ ଜିସୁର୍ ମୁକିଅ କବର୍ନେଉ ଅଇରଇଲେମିସା, ତାର୍ଲାଗି ଏବେ ମୁଇ ବନ୍ଦିଅଇଆଚି ।
10 nakuomba kwa ajili ya mwanangu Onesimo, aliyefanyika mwanangu nilipokuwa kwenye minyororo.
୧୦ଅନିସ୍ମସ୍ ଜେକି କିରିସ୍ଟର୍ ଲାଗି ମର୍ ନିଜର୍ ପଅ ପାରା ଅଇଗାଲା ଆଚେ । ତାର୍ ବାଦୁଲେ ମୁଇ ତକେ ବାବୁଜିଆ କଲିନି । ଆମେ ବନ୍ଦିଗରେ ରଇଲା ବେଲେ, ମୁଇ ତାର୍ ଆତ୍ମା ଇସାବେ ରଇବା ବାବା ପାରା ଅଇଆଚି ।
11 Mwanzoni alikuwa hakufai, lakini sasa anakufaa sana wewe na mimi pia.
୧୧ଗଟେକ୍ ବେଲାଇ ସେ ତର୍ପାଇ ଅବ୍କା ରଇଲା । ମାତର୍ ଏବେ ଆମର୍ ଦୁଇଲକର୍ ଲଡାକେ ଲାଗ୍ବା ଲକ୍ ଅଇଲା ।
12 Namtuma kwako, yeye aliye moyo wangu hasa.
୧୨ମୁଇ ଏବେ ତାକେ ତର୍ ଲଗେ ପାଟାଇଲିନି । ମର୍ ଜିବନେ କାନ୍ଦି କାନ୍ଦି ଆଚି ।
13 Ningependa nikae naye ili ashike nafasi yako ya kunisaidia wakati huu nikiwa kifungoni kwa ajili ya Injili.
୧୩ତାକେ ବନ୍ଦିଗରେ ମର୍ ସଙ୍ଗ୍ ରଅ ବଲି ମନ୍ କର୍ତେରଇଲି । ସୁବ୍ କବରର୍ ଲାଗି ତର୍ ବାଦୁଲେ ସେ ମକେ ଇତି ସାଇଜ କର୍ତା ।
14 Lakini sikutaka kufanya lolote bila idhini yako, ili wema wowote uufanyao usiwe wa lazima, bali wa hiari.
୧୪ମାତର୍ ତୁଇ ମକେ ସାଇଜ କର୍ ଆକା ବଲି ବାଦିଅ କରିନାଇ । ତୁଇ ନିଜେ ମନ୍କରି କଲେ, ମୁଇ ମନ୍ କର୍ତି । ତେବେ ତୁଇ ରାଜି ନ ଅଇତେ ମୁଇ କାଇଟା ନ କରି ।
15 Huenda sababu ya yeye kutengwa nawe kwa kitambo kidogo ni ili uwe naye daima. (aiōnios )
୧୫ଜେନ୍ତାରିକି ଅନିସ୍ମସ୍ ଆରି ତୁଇ, ସାଉକାର୍ ଆରି ଗତିଦାଙ୍ଗ୍ଡା ପାରା ନ ଅଇ, ମର୍ବା ଜାକ ନିଜର୍ ବାଇ ଇସାବେ ରଇବାକେ, ଚନେକର୍ପାଇ ତର୍ଟାନେଅନି ଦୁରିକେ ରଇଲା । (aiōnios )
16 Si kama mtumwa, bali bora kuliko mtumwa, kama ndugu mpendwa. Yeye ni mpendwa sana kwangu na hata kwako zaidi, yeye kama mwanadamu na kama ndugu katika Bwana.
୧୬ଆରି ଏବେ ସେ ଅବ୍କା ଗତିଦାଙ୍ଗ୍ଡା ନଏଁ, ମାତର୍ କିରିସ୍ଟର୍ ଲାଗି ଗଟେକ୍ ଆଲାଦର୍ ବାଇ ଅଇଆଚେ । ମୁଇ ତାକେ ବେସି ଆଲାଦ୍ କଲିନି । କିରିସ୍ଟର୍ ଲାଗି ଗଟେକ୍ ବାଇ ଇସାବେ ଆରି ଗତିଦାଙ୍ଗ୍ଡା ଇସାବେ ସେ ତର୍ପାଇ କେତେକ୍ ଅଦିକ୍ ଆଲାଦର୍ ଲକ୍ ଅଇସି ।
17 Hivyo kama unanihesabu mimi kuwa mshirika wako, mkaribishe kama vile ungenikaribisha mimi mwenyewe.
୧୭ତେବର୍ପାଇ ତୁଇ ମକେ ଜଦି ସଙ୍ଗର୍କାମ୍କରୁ ଇସାବେ ଦେକ୍ଲୁସ୍ନି, ଜେନ୍ତି ତୁଇ ମକେ ଡାକିନେଇତୁସ୍, ସେନ୍ତାରିସେ ତାକେ ମିସା ଡାକିନେ ।
18 Kama amekukosea lolote au kama unamdai chochote, nidai mimi.
୧୮ସେ ଜଦି ତର୍ କାଇ ପାପ୍ଦସ୍ କରି ରଇଲେ, କି କାଇଟା ଦେବାର୍ ରଇଲେ ସେଟା ମର୍ ରୁନ୍ବଲି ବାବ୍ ।
19 Ni mimi Paulo, ninayeandika waraka huu kwa mkono wangu mwenyewe. Nitakulipa. Sitaji kwamba nakudai hata nafsi yako.
୧୯ଏବେ ମୁଇ ନିଜେ ଲେକ୍ଲିନି ମୁଇ ପାଉଲ୍ ତକେ ସୁଜ୍ବି । ତୁଇତା ମର୍ ରୁନି ଅଇ ଆଚୁସ୍, ଏଟା ମୁଇ ତକେ ଏତାଇଦେବାକେ ଲଡା ନାଇ ।
20 Ndugu yangu, natamani nipate faida kwako katika Bwana, uuburudishe moyo wangu katika Kristo.
୨୦ତେବେ ତୁଇ ଜେକି କିରିସ୍ଟର୍ ଲାଗି ମର୍ ବାଇଅଇଆଚୁସ୍ । ମର୍ପାଇ ଏ ଗଟେକ୍ କାମ୍ କରି ମକେ ସାର୍ଦା କରାଆ ।
21 Nikiwa na hakika ya utii wako, nakuandikia, nikijua kwamba utafanya hata zaidi ya yale ninayokuomba.
୨୧ଏଟା ଲେକ୍ଲାବେଲେ, ମୁଇ ଡାଟ୍ ସଙ୍ଗ୍ ଜାନିଆଚି, ମୁଇ ମାଙ୍ଗ୍ବା ବିସଇ ତୁଇ କର୍ସୁ ଆକା । ଦେକ୍ଲେ, ମାଙ୍ଗ୍ଲାତେଇଅନି ଅଦିକ୍ କର୍ସୁ ।
22 Jambo moja zaidi: Niandalie chumba cha wageni, kwa kuwa nataraji kurudishwa kwenu kama jibu la maombi yenu.
୨୨ଏଟାଚାଡି ମର୍ପାଇ ଗଟେକ୍ ବାକ୍ରା ସାଜାଡି ର । କାଇକେବଇଲେ, ତୁଇ ପାର୍ତନା କଲା ଇସାବେ ମୁଇ ତର୍ଲଗେ ଦାପ୍ରେ କେଟିପାର୍ବି ।
23 Epafra, aliye mfungwa mwenzangu katika Kristo Yesu, anakusalimu.
୨୩ଏପାପ୍ରା ଜେକି କିରିସ୍ଟର୍ ଲାଗି ମର୍ସଙ୍ଗ୍ ବନ୍ଦିଅଇଆଚେ, ସେ ତାର୍ ଜୁଆର୍ ଜାନାଇଲାନି ।
24 Vivyo hivyo Marko, Aristarko, Dema na Luka, watendakazi wenzangu wanakusalimu.
୨୪ସେନ୍ତାରିସେ, ମର୍ ସଙ୍ଗର୍ କାମ୍ କରୁମନ୍ ମାର୍କ, ଆରିସ୍ତାକସ୍, ଦିମା ଆରି ଲୁକ୍ ମିସା ।
25 Neema ya Bwana Yesu Kristo iwe pamoja na roho zenu. Amen.
୨୫ଆମର୍ ମାପ୍ରୁ ଜିସୁ କିରିସ୍ଟ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସବୁର୍ ସଙ୍ଗ୍ ର ।