< Wafilipi 3 >
1 Hatimaye, ndugu zangu, furahini katika Bwana! Mimi kuwaandikia mambo yale yale hakuniudhi, kwa maana ni kinga kwa ajili yenu.
୧ସାରାସାରି ପଚେ ଏ ମର୍ ବାଇବଇନିମନ୍, ମୁଇ ତମ୍କେ ଆଗ୍ତୁ କଇଲାଟା ଆରିତରେକ୍ କଇବାକେ ମକେ ବିଜାର୍ ଲାଗେନାଇ । କାଇକେବଇଲେ ସେନ୍ତାରି କଲେ ବୁଲ୍ ବିସଇ ସିକାଉମନର୍ଟାନେଅନି ତମେ ଜାଗ୍ରତ୍ ଅଇରଇସା ।
2 Jihadharini na mbwa, wale watenda maovu, jihadharini na wale wajikatao miili yao, wasemao ili kuokoka ni lazima kutahiriwa.
୨କୁକୁର୍ମନର୍ ପାରା ରଇବା ସେନ୍ତାରି ଲକ୍ମନର୍ ଟାନେଅନି ଜାଗର୍ତା ରୁଆ । କାଇକେବଇଲେ ସେମନ୍ କାରାପ୍ ବିସଇ କଲାଇନି । ବିସ୍ବାସି ଅଇବା ମନସ୍ ପିଲାମନ୍ ସବୁ ସୁନତ୍ ଅଇବାର୍ ଆଚେ ବଲି କଇଲାଇନି ।
3 Kwa maana sisi ndio tulio tohara, sisi tumwabuduo Mungu katika Roho, tunaona fahari katika Kristo Yesu, ambao hatuweki tumaini letu katika mwili,
୩କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
4 ingawa mimi mwenyewe ninazo sababu za kuutumainia mwili. Kama mtu yeyote akidhani anazo sababu za kuutumainia mwili, mimi zaidi.
୪ମୁଇତା ଆମର୍ ରିତିନିତି ଇସାବେ ଚାଲ୍ବାକେ ଅଦିକ୍ ମନ୍ କର୍ତି । ଜଦି କେଆଲେ ବିନ୍ ଲକ୍ ରିତିନିତିକେ ଆସା କର୍ବାଇ, ସେନ୍ତାର୍ଆଲେ ସେମନର୍ତେଇଅନି ମୁଇ ଅଦିକ୍ କର୍ତି ।
5 Nilitahiriwa siku ya nane, mimi ni Mwisraeli wa kabila la Benyamini, Mwebrania wa Waebrania. Kwa habari ya sheria, ni Farisayo,
୫ପର୍ମେସର୍ ଆମର୍ ଆନିଦାଦିମନ୍କେ ତିଆର୍ଲାପାରା ଗଟେକ୍ ଆଟ୍ ଅଇଲାକେ ମକେ ସୁନତ୍ କରିରଇଲାଇ । ମୁଇ ଗଟେକ୍ ଇସ୍ରାଏଲର୍ ଲକ୍ । ଦେକ୍ବାକେ ଗାଲେ ମୁଇ ବେନ୍ଜାମିନ୍ କୁଟୁମର୍ ଲକ୍ । ମୁଇ ଗଟେକ୍ ଏବ୍ରିଅ ଆରି ଆମର୍ ଆନିଦାଦିମନ୍ ମିସା ଏବ୍ରିଅ ରଇଲାଇ । ମସାର୍ ରିତିନିତି ମାନ୍ବାକେ ଗଟେକ୍ ପାରୁସି ପାରା ରଇଲି ।
6 kwa habari ya juhudi, nilikuwa nalitesa kanisa, kuhusu haki ipatikanayo kwa sheria, mimi nilikuwa sina hatia.
୬ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ମୁଇ ବେସି ମନ୍ କଲି ଆରି ସେନ୍ତାରି କରୁ କରୁ ଜିସୁର୍ ସିସ୍ମନ୍କେ କସ୍ଟ ଦେଲି । ଆମର୍ ଜିଉଦି ନିୟମ୍ ସବୁ ପୁରାପୁରୁନ୍ ମାନ୍ଲାର୍ ପାଇ ଜଦି ଗଟେକ୍ ଲକ୍ ଦରମ୍ ଅଇପାର୍ତା ବଇଲେ, ମୁଇ ସେନ୍ତାରି ଅଇତି । କାଇକେବଇଲେ ମୁଇ ସେ ସବୁ ନିୟମ୍ ମାନ୍ତେରଇଲି ।
7 Lakini mambo yale yaliyokuwa faida kwangu, sasa nayahesabu kuwa hasara kwa ajili ya Kristo.
୭ମାତର୍ ଆଗେ ମୁଇ ଜେତ୍କି ସବୁ ବିସଇ ବେସି ମୁଲିଅ ଆଚେବଲି ବାବ୍ତେରଇଲି, ଏବେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ସେଟାମନ୍ ସବୁ ଚୁଚାଇସେ ବଲି ଜାନ୍ଲିନି ।
8 Zaidi ya hayo, nayahesabu mambo yote kuwa hasara tupu nikiyalinganisha na faida kubwa ipitayo kiasi cha kumjua Kristo Yesu Bwana wangu, ambaye kwa ajili yake nimepata hasara ya mambo yote, nikiyahesabu kuwa kama mavi ili nimpate Kristo.
୮ସେତ୍କିସେ ନଏଁ ଆଗ୍ତୁ ଜେତ୍କି ସବୁ ବିସଇ ପର୍ମେସର୍କେ ସାର୍ଦା କରାଇବାକେ କର୍ତେରଇଲି, ଜିସୁ କିରିସ୍ଟକେ ମର୍ ମାପ୍ରୁ ବଲି ମାନ୍ଲାତେଇଅନି, ସେଟା ଚୁଚାଇସେ ବଲି ଜାନ୍ଲିନି । ତାର୍ପାଇ ମୁଇ ସବୁ ବିସଇ ଚାଡିଦେଲିଆଚି । କିରିସ୍ଟର୍ ସିସ୍ ଅଇବି ବଲିକରି ସେଟାମନ୍ ଚୁଚାଇସେ ବଲି ଏତ୍କଲିନି ।
9 Nami nionekane mbele zake bila kuwa na haki yangu mwenyewe ipatikanayo kwa sheria, bali ile ipatikanayo kwa imani katika Kristo, haki ile itokayo kwa Mungu kwa njia ya imani.
୯ଜେନ୍ତାରି କି ମୁଇ ତାର୍ ସଙ୍ଗ୍ ପୁରାପୁରୁନ୍ ମିସିରଇବି । ରିତିନିତି ମାନିକରି ପର୍ମେସରର୍ ମୁଆଟେ ଦରମ୍ ଲକ୍ ଅଇବି ବଲି ଚେସ୍ଟା କର୍ତେରଇଲି, ଏବେ ସେଟା ସବୁ ଚାଡିଦେଲି । ତାର୍ ବାଦୁଲେ କିରିସ୍ଟକେ ବିସ୍ବାସ୍ କଲାର୍ପାଇ ପର୍ମେସର୍ ମକେ ଦରମ୍ ଲକ୍ ଇସାବେ ଦେକ୍ଲାନି ।
10 Nataka nimjue Kristo na uweza wa kufufuka kwake na ushirika wa mateso yake, ili nifanane naye katika mauti yake,
୧୦ମୁଇ କିରିସ୍ଟକେ ଜାନ୍ବି ବଲି ମନ୍ କଲିନି । ଆରି ପର୍ମେସର୍ ତାକେ ଜନ୍ ବପୁସଙ୍ଗ୍ ମଲାତେଇଅନି ଉଟାଇଲା, ସେ ବପୁ ମୁଇ ମର୍ ଜିବନେ ମିଲାଇବି ବଲି ଆସା କଲିନି । ସେ ଜେନ୍ତାରି ମର୍ପାଇ ଦୁକ୍ କସ୍ଟ ପାଇଲା, ସେନ୍ତାରିସେ ମୁଇମିସା ତାର୍ପାଇ ଦୁକ୍ କସ୍ଟ ପାଇବି ଆରି ତାର୍ ମରନେ ମିସ୍ବି ।
11 ili kwa njia yoyote niweze kufikia ufufuo wa wafu.
୧୧ସେନ୍ତାରି ପର୍ମେସର୍ ଜେତ୍କି ଲକ୍କେ ମଲାତେଇଅନି ଜିବନ୍ କରି ଉଟାଇସି, ସେମନର୍ ବିତ୍ରେଅନି ମୁଇ ଗଟେକ୍ ଲକ୍ ଅଇବି ।
12 Si kwamba nimekwisha kufikia, au kwamba nimekwisha kuwa mkamilifu, la hasha! Bali nakaza mwendo ili nipate kile ambacho kwa ajili yake, nimeshikwa na Kristo Yesu.
୧୨ଏ ସବୁ ବିସଇ ମୁଇ କରିସାରାଇ ଆଚି ବଲି କଇନାଇ । ପର୍ମେସର୍ ମକେ ସିଦ୍ କରି ସାରାଇଆଚେ ବଲି ମିସା ମୁଇ କଇନାଇ । ମାତର୍, କିରିସ୍ଟର୍ ପାରା ଅଇବାକେ ମୁଇ ବେସି ଚେସ୍ଟା କଲିନି । ସେଟାର୍ପାଇ କିରିସ୍ଟ ମକେ ବାଚ୍ଲା ଆଚେ ।
13 Ndugu zangu, sijihesabu kuwa nimekwisha kushika. Lakini ninafanya jambo moja: Ninasahau mambo yale yaliyopita, nakaza mwendo kufikia yale yaliyo mbele.
୧୩ନାଇ, ମର୍ ବାଇବଇନିମନ୍, ଏ ସବୁଜାକ କରିସାରାଇଆଚି ବଲି ମୁଇ କଇନାଇ । ମାତର୍ ଅଦିକ୍ ଗଟେକ୍ ମୁକିଅ ରଇବା ବିସଇ ମୁଇ କଲିନି, । ଜେତ୍କି ସବୁ ବିସଇ ଅଇସାର୍ଲା ଆଚେ, ସେଟା ସବୁ ପାସ୍ରି ଚାଡିଦେଇକରି କିରିସ୍ଟ ଜନ୍ ରକାମ୍ ମକେ ଅଇବାର୍ଆଚେ ବଲି ମନ୍ କଲାନି, ସେନ୍ତାରି ଅଇବାକେ ମୁଇ ଚେସ୍ଟା କଲିନି ।
14 Nakaza mwendo nifikie ile alama ya ushindi iliyowekwa ili nipate tuzo ya mwito mkuu wa Mungu ambao nimeitiwa huko juu mbinguni katika Kristo Yesu.
୧୪ମର୍ ସାରାସାରି ଜାଗାଇ କେଟ୍ବା ଜାକ ଆଗ୍ତୁ ଆଗ୍ତୁ ଗାଲିନି । ଜେନ୍ତିକି ମୁଇ ସର୍ଗେ ପୁରୁସ୍କାର୍ ପାଇବି । ଜିସୁକିରିସ୍ଟ ମର୍ପାଇ ଜେତ୍କି ବିସଇ କଲାଆଚେ, ସେଟାର୍ପାଇ ସେ ପୁରୁସ୍କାର୍ ମୁଇ ସର୍ଗେ ପାଇବି ।
15 Hivyo sisi sote tuliokuwa kiroho tuwaze jambo hili, hata mkiwaza mengine katika jambo lolote, Mungu ataliweka wazi hilo nalo.
୧୫ସେନ୍ତାର୍ଆଲେ ଆସା, ଆମେ ଜେତ୍କି ଲକ୍ ସୁକଲ୍ ଅଇଆଚୁ, ଏ ରକାମ୍ ବିସଇ ସମାନ୍ ଇସାବେ ଚିନ୍ତା କର୍ତେରଉଁ । ଆରି ଜଦି ଏ ସବୁ ବିସଇର୍ପାଇ ତମେ ମର୍ ସଙ୍ଗ୍ ରାଜି ଉଆସ୍ନାଇ, ଟିକ୍ ସଙ୍ଗ୍ ଚିନ୍ତା କର୍ବାକେ ପର୍ମେସର୍ ତମ୍କେ ସାଇଜ କର୍ସି ।
16 Lakini na tushike sana lile ambalo tumekwisha kulifikia.
୧୬କେନ୍ତି ମିସା ପର୍ମେସର୍ ଜେତ୍କି ବିସଇ ସବୁ ଆମ୍କେ ଦେକାଇ ସାରାଇଆଚେ, ସେ ସବୁଜାକ ଆମେ ମାନ୍ବାର୍ ଆଚେ ।
17 Ndugu zangu, kwa pamoja fuateni mfano wangu na kuwatazama wale wanaofuata kielelezo tulichowawekea.
୧୭ଏ ମର୍ ବାଇବଇନିମନ୍, ମୁଇ ଜେନ୍ତାରି କଲିନି, ତମେ ମିସା ସେନ୍ତାରିସେ କରା । ଆମେ ତମର୍ ସଙ୍ଗ୍ ରଇଲାବେଲେ ଜେନ୍ତି ଚଲାଚଲ୍ତି କର୍ତେରଇଲୁ, ସେଟା ଜାଗ୍ରତ୍ ସଙ୍ଗ୍ ଦେକା ଆରି ସେନ୍ତାରି ଚଲାଚଲ୍ତି କରା ।
18 Kwa maana, kama nilivyokwisha kuwaambia mara nyingi kabla, nami sasa nasema tena hata kwa machozi, watu wengi wanaishi kama adui wa msalaba wa Kristo.
୧୮କାଇକେ ବଇଲେ ମୁଇ ତମ୍କେ ଆଗ୍ତୁ କେତେତର୍ କଇ ସାରାଇଆଚି, ଆରି ଏବେ ବେସି ଦୁକର୍ ସଙ୍ଗ୍ କାନ୍ଦିକରି କଇଲିନି, ବେସି ଲକ୍ କିରିସ୍ଟର୍ ବିରଦି ଇସାବେ ଚଲାଚଲ୍ତି କର୍ବାଇ ।
19 Mwisho wa watu hao ni maangamizi, Mungu wao ni tumbo, na utukufu wao ni aibu, na mawazo yao yamo katika mambo ya dunia.
୧୯ସାରାସାରି ପର୍ମେସର୍ ସେମନ୍କେ ବିନାସ୍ କର୍ସି । ସେମନ୍ ଅବ୍କା ଗାଗଡ୍ ମନ୍ କର୍ବାଟା ପୁରାପୁରୁନ୍ କର୍ବାକେ ମନ୍ କଲାଇନି । ଲାଜର୍ ବିସଇ କରି ସାର୍ଦା କଲାଇନି । ଅବ୍କା ଏ ଜଗତର୍ ବିସଇସେ ଚିନ୍ତା କଲାଇନି ।
20 Lakini uenyeji wetu uko mbinguni. Nasi tunamngoja kwa shauku Mwokozi kutoka huko, yaani, Bwana Yesu Kristo,
୨୦ମାତର୍ ଆମେତା ସରଗର୍ ଲକ୍ମନ୍, ସେ ଜାଗାଇଅନି ଆମର୍ ଉଦାର୍କାରିଆ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ବେଲାକେ ଆମେ ଜାଗ୍ଲୁନି ।
21 atakayeubadili mwili wetu wa unyonge, ili upate kufanana na mwili wake wa utukufu, kwa uweza ule ambao kwa huo aweza hata kuvitiisha vitu vyote chini yake.
୨୧ଜେନ୍ତିକି ତାକେ ଜଗତର୍ ସବୁ ବିସଇ ସର୍ପିଅଇବାଇ, ସେନ୍ତାରି ତାର୍ଟାନେ ବପୁ ଆଚେ । ସେ ବପୁସଙ୍ଗ୍ ଆମର୍ ମର୍ବା ଗାଗଡ୍ମନ୍କେ ନୁଆ କରି ବାଦ୍ଲାଇସି । ପର୍ମେସର୍ ତାକେ ଜିବନ୍ କରି ଉଟାଇଲାବେଲେ, ସେ ଜନ୍ ମଇମାର୍ ଗାଗଡ୍ ପାଇରଇଲା, ସେନ୍ତାରି ରଇବା ମଇମାର୍ ଗାଗଡ୍ ଆମ୍କେ ମିସା ଦେଇସି ।