< Zaburi 88 >

1 Wimbo. Zaburi ya wana wa Kora. Kwa mwimbishaji. Mtindo wa mahalathi leanothi. Utenzi wa Hemani Mwezrahi. Ee Bwana, Mungu uniokoaye, nimelia mbele zako usiku na mchana.
ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
2 Maombi yangu yafike mbele zako, utegee kilio changu sikio lako.
ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;
3 Kwa maana nafsi yangu imejaa taabu, na maisha yangu yanakaribia kaburi. (Sheol h7585)
କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। (Sheol h7585)
4 Nimehesabiwa miongoni mwa wale waendao shimoni, niko kama mtu asiye na nguvu.
ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।
5 Nimetengwa pamoja na wafu, kama waliochinjwa walalao kaburini, ambao huwakumbuki tena, ambao wamekatiliwa mbali na uangalizi wako.
ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
6 Umenitupa katika shimo lenye kina kirefu sana, katika vina vya giza nene.
ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
7 Ghadhabu yako imekuwa nzito juu yangu, umenigharikisha kwa mawimbi yako yote.
ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। (ସେଲା)
8 Umenitenga na rafiki zangu wa karibu na kunifanya chukizo kwao. Nimezuiliwa, wala siwezi kutoroka;
ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
9 nuru ya macho yangu imefifia kwa ajili ya huzuni. Ee Bwana, ninakuita kila siku, ninakunyooshea wewe mikono yangu.
କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
10 Je, wewe huwaonyesha wafu maajabu yako? Je, wale waliokufa huinuka na kukusifu?
ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? (ସେଲା)
11 Je, upendo wako hutangazwa kaburini, uaminifu wako katika Uharibifu?
କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?
12 Je, maajabu yako hujulikana mahali pa giza, au matendo yako ya haki katika nchi ya usahaulifu?
ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
13 Lakini ninakulilia wewe, Ee Bwana, unisaidie; asubuhi maombi yangu huja mbele zako.
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
14 Ee Bwana, kwa nini unanikataa na kunificha uso wako?
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ?
15 Tangu ujana wangu nimeteseka, nikakaribia kifo; nimepatwa na hofu zako, nami nimekata tamaa.
ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
16 Ghadhabu yako imepita juu yangu; hofu zako zimeniangamiza.
ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
17 Mchana kutwa zinanizunguka kama mafuriko; zimenimeza kabisa.
ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।
18 Umeniondolea marafiki na wapendwa wangu; giza limekuwa ndilo rafiki yangu wa karibu kuliko wote.
ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।

< Zaburi 88 >