< 2 Wakorintho 13 >
1 Hii ni mara ya tatu kwamba nakuja kwenu. “Kila shitaka lazima lijengwe na uthibitisho wa mashahidi wawili au watatu.”
୧ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
2 Nimekwishashasema kwa hao waliotenda dhambi kabla na kwa wengine wote wakati nilipokuwa huko mara ya pili, na ninasema tena: Nitakapokuja tena, sitawavumilia.
୨ଆଗେ ପାପ୍କରି ରଇବା ଲକ୍ମନ୍କେ, ଆରି ଏବେ ପାପ୍ କଲା ଲକ୍ମନ୍କେ ମୁଇ ତମର୍ ଲଗେ ଦୁଇପାଲି ଆଇଲା ବେଲେ କଇରଇଲି । ମୁଇ ତେଇ ନ ଆଇବା ଆଗ୍ତୁ କଇଲିନି, ମୁଇ ଆରିତରେକ୍ ଆଇଲାବେଲେ କେ ଜଦି ତାକର୍ ପାପେ ଅନି ନ ବାଉଡତ୍, । ସେମନ୍କେ ଦୟା ନ ଦେକାଇ ।
3 Nawaambia ninyi hili kwa sababu mnatafuta ushahidi kwamba Kristo ananena kupitia mimi. Yeye sio dhaifu kwenu, badala yake, yeye ni mwenye nguvu ndani yenu.
୩ମୁଇ କଇବାଟା ଏ ସବୁ କିରିସ୍ଟର୍ ଆଦେସେ ଅନି ଆଚେବଲି ଜାନ୍ବାକେ ଚିନ୍ ମାଙ୍ଗ୍ଲାସ୍ନି । ମୁଇ ତମ୍କେ ଡଣ୍ଡ୍ ଦେଲାବେଲେ ସେ ଚିନ୍ ବିସଇ ଜାନ୍ସା । କିରିସ୍ଟ ତମର୍ ବିତ୍ରେ କାଇ କାମ୍ କଲେ ମିସା ବପୁର୍ ସଙ୍ଗ୍ କର୍ସି, ଦୁର୍ବଲ୍ ଅଇକରି ନାଇ ।
4 Kwa kuwa alisulibiwa katika udhaifu, lakini yu hai kwa nguvu za Mungu. Kwa kuwa sisi pia tu dhaifu ndani yake, lakini tutaishi naye kwa nguvu za Mungu miongoni mwenu.
୪କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି ।
5 Jichunguzeni wenyewe muone kama mko katika imani. Jipimeni wenyewe. Hamgundui kwamba Yesu Kristo yu ndani yenu? Yeye yumo, vinginevyo kama hamjathibitishwa.
୫ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।
6 Na nina ujasiri kwamba ninyi mtagundua kwamba sisi hatukukataliwa.
୬ମାତର୍ ମୁଇ ଆସା କଲିନିଜେ, ଆମେ ସବୁଲକ୍ କିରିସ୍ଟର୍ ପେରିତ୍ ଅଇଆଚୁ ।
7 Sasa tunaomba kwa Mungu kwamba msiweze kufanya chochote kibaya. Siombi kwamba sisi tuweze kuonekana tumepita jaribu, badala yake ninaomba kwamba muweze kufanya kilicho sahihi, Ingawa tunaweza kuonekana tumeshindwa jaribu.
୭ତମେ କାଇ କରାପ୍ କାମ୍ ନ କରା ବଲି, ଆମେ ପର୍ମେସର୍କେ ଗୁଆରି କଲୁନି । ଇତି ପୁରାପୁରୁନ୍ ଟିକ୍ କରିଆଚୁ ବଲି ଆମେ ଦେକାଇବାକେ ଜାଉନାଇ, ମାତର୍ ସେଟା ନାପାରି ରଇଲେ ମିସା, ତମେ ଜେନ୍ତିକି ସତ୍କାମ୍ କର୍ସା, ଏଟାର୍ପାଇ ଆମେ ପାର୍ତନା କଲୁନି ।
8 Kwa kuwa sisi hatuwezi kufanya lolote kinyume na kweli, lakini ni kwa ajili ya kweli tu.
୮ସତ୍ ବିସଇର୍ ବିରୁଦେ ଆମେ କାଇଟା ନ କରୁ, ମାତର୍ ତାର୍ ପାଇ ଟିଆ ଅଇବୁ ।
9 Kwa kuwa tunafurahi wakati tunapokuwa dhaifu nanyi mkiwa na nguvu. Tunaomba pia kwamba muweze kufanywa wakamilifu.
୯ଜଦି ଲକ୍ମନ୍ ଆମ୍କେ ଦୁର୍ବଲ୍ ଆଚତ୍ ବଲି କଇଲେ ମିସା, ଆମେ ସାର୍ଦାସଙ୍ଗ୍ ଆଚୁ । ତମେ ଆକା ବିସ୍ବାସେ ଡାଁଟ୍ ରଇବାର୍ଆଚେ । ଆରି ତମର୍ ଚଲାଚଲ୍ତି ସିଦ୍ ଅଇଜାଅ ବଲି ଆମେ ଗୁଆରି କଲୁନି ।
10 Nayaandika mambo haya wakati nikiwa mbali nanyi, ili kwamba wakati nikiwa pamoja nanyi sihitaji kuwaonesha ukali ninyi. Sihitaji kutumia mamlaka Bwana aliyonipaa mimi niwajenge na siyo kuwaharibu chini.
୧୦ମୁଇ ନ ଆଇତେ ଏ ସବୁଜାକ ତମ୍କେ କାଇକେ ଲେକ୍ଲିନି ବଇଲେ, ଜେନ୍ତିକି ମୁଇ ଆଇଲାବେଲେ ମାପ୍ରୁ ମକେ ଦେଇରଇବା ଅଦିକାର୍ ସଙ୍ଗ୍ ତମ୍କେ ଡଣ୍ଡ୍ ଦେବାକେ ନ ପଡେ । ଜନ୍ ଅଦିକାର୍ ତମର୍ ବିସ୍ବାସ୍ ବଡାଇବାକେ ଦେଲାଆଚେ, ମାତର୍ ସେଟା ଉନା କର୍ବାକେ ନାଇ ।
11 Hatimaye, ndugu wa kiume na wa kike, furahini! fanyeni kazi kwa ajili ya urejesho, mtiwe moyo, kubalianeni ninyi kwa ninyi, muishi katika amani. Na Mungu wa upendo na amani atakuwa pamoja nanyi.
୧୧ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
12 Salimianeni kila mmoja kwa busu takatifu.
୧୨ତମେ ରୁଣ୍ଡ୍ଲା ବେଲେ ନିଜର୍ ନିଜର୍ ବିତ୍ରେ କିରିସ୍ଟର୍ ଆଲାଦେ ଜୁଆର୍ବେଟ୍ ଉଆ ।
13 Waumini wote wanawasalimu.
୧୩ଇତି ରଇବା ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି ।
14 Neema ya Bwana Yesu Kristo, upendo wa Mungu, na ushirika wa Roho Mtakatifu uwe pamoja nanyi nyote.
୧୪ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା, ପର୍ମେସରର୍ ଆଲାଦ୍ ଆରି ସୁକଲ୍ ଆତ୍ମାର୍ ମିସିକରି ରଇବାଟା, ତମର୍ ସବୁ ଲକର୍ ସଙ୍ଗ୍ ରଅ । ଜୁଆର୍ ।