< Wahebrania 13 >
1 Basi upendo wa ndugu na uendelee.
୧କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ ।
2 Msisahau kuwakaribisha wageni, maana kwa kufanya hivi, baadhi wamewakaribisha malaika pasipo kujua.
୨ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
3 Kumbuka wote waliomo gerezani, kana kwamba mulikuwa nao kule pamoja nao, na kama miili yenu ilitendewa kama wao.
୩ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
4 Basi ndoa na iheshimiwe na wote na basi kitanda cha ndoa kifanywe kuwa safi, kwa maana Mungu atawahukumu waasherati na wazinzi.
୪ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
5 Basi njia zenu za maisha ziwe huru katika upendo wa pesa. Muwe wanoridhika na vitu mulivyonavyo, kwani Mungu mwenyewe alisema, “Sitawaacha ninyi kamwe, wala kuwatelekeza ninyi.”
୫ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, “ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।”
6 Basi tulidhikeni ili tusema kwa ujasiri, “Bawa ni msaidizi wangu; Sitaogopa. Mwanadamu aweza kunifanya nini?”
୬ତେବର୍ପାଇ ଆମେ ସାସ୍ ଦାରି କଇପାର୍ବୁ ପର୍ମେସର୍ ଆକା ମକେ ସାଇଜ କର୍ସି, ମୁଇ କେବେ ନ ଡରି ଲକ୍ମନ୍ ମକେ କାଇଟା କରି ନାପାରତ୍ ।
7 Wafikirieni wale walio waongoza, wale waliongea neno la Mungu kwenu, na kumbukeni matokeo ya mienendo yao; igeni imani zao.
୭ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ? ତମେ ତାର୍ ପାରା ବିସ୍ବାସ୍ କରା ।
8 Yesu Kristo ni yeye jana, leo, na ata milele. (aiōn )
୮କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି । (aiōn )
9 Usije ukaongozwa na mafundisho mbalimbali ya kigeni kwani ni vizuri kwamba moyo ujengwe kwa neema, na siyo kwa sheria kuhusu chakula hayo hayatawasaidia wale wanaoishi kwa hayo.
୯ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।
10 Tunayo madhabau ambayo wale wanaotumika ndani ya hekalu hawana haki ya kula.
୧୦ଜିଉଦିମନର୍ ବେଦିଟାନେ ସେବା କର୍ବା ପୁଜାରିମନ୍ ତେଇ ସର୍ପି ଦେଇରଇବା କାଇଟା ମିସା କାଇବାର୍ ନଏଁ ।
11 Kwa kuwa damu za wanyama, zilizotolewa dhabihu kwa ajili ya dhambi, ililetwa na kuhani mkuu ndani ya sehemu takatifu, lakini miili yao ilichomwa nje ya kambi.
୧୧ବଡ୍ ପୁଜାରି ପସୁମନର୍ ବନି ନେଇକରି, ପାପର୍ ବଲି ସର୍ପିଦେବାକେ ଅଦିକ୍ ସୁକଲ୍ ଜାଗାଇ ନେଇସି । ମାତର୍ ପଡିଜାଇରଇବା ପସୁମନର୍ ଗାଗଡ୍ ତୁମ୍ ଗର୍ ବାଇରେ ରଇସି ।
12 Kwa hiyo Yesu naye aliteseka nje ya lango la mji, hili kwamba kuweka wakfu watu kwa Mungu kupitia damu yake.
୧୨ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
13 Na kwa hiyo twendeni kwake nje ya kambi, tukizibeba fadheha zake.
୧୩ତେବର୍ପାଇ ନଅରର୍ ବାଇରେ ଜୁ । ଆରି ତାକେ ଆମେ ବିସ୍ବାସ୍ କଲାର୍ପାଇ, ଲକ୍ମନ୍ ଜେତ୍କି ନିନ୍ଦା କଲାଟା ଆମେ ମୁର୍ଚିକରି ରଉ ।
14 Kwani hatuna makao ya kudumu katika mji huu. Badala yake tutafute mji ambao unakuja.
୧୪କାଇକେ ବଇଲେ ଆମେ ସବୁଦିନ୍ ଏ ଜଗତେ ନ ରଉ । ମାତର୍ ଆଇବା ଦିନ୍ମନ୍କେ କେବେ ନ ସାର୍ବା ଦିନ୍ଜାକ ରଇବା ନଅରେ ରଇବୁ ବଲି ଆମେ ଜାଗିଆଚୁ ।
15 Kupitia Yesu mnapaswa mara kwa mara kujitoa sadaka ya kumtukuza Mungu, kumsifu kwamba tunda la midomo yetu likili jina lake.
୧୫ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
16 Na usisahau kufanya mazuri na kusadiana ninyi kwa ninyi, kwa kuwa ni kwa sadaka kama hiyo ndiyo Mungu hupendezwa sana.
୧୬ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
17 Tiini na kujishusha kwa viongozi wenu, kwani wanaendelea kuwalinda kwa ajili ya nafsi zenu, kama wale watakaotoa hesabu. Tiini ili kwamba viongozi wenu waweze kuwatunza kwa furaha, na sio kwa huzuni, ambayo haitawasaidia.
୧୭ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
18 Tuombeni, kwani tuna uhakikwa kwamba tuna dhamira njema, tunatamani kuishi maisha ya heshima katika mambo yote.
୧୮ଆମର୍ ପାଇ ପାର୍ତନା କର୍ତେରୁଆ । ଆମର୍ ବିବେକ୍ ଆମେ କରିରଇବା କାମ୍ ସତ୍ ବଲି ସାକିଦେଲାନି ।
19 Na nyote ninawatia moyo zaidi mfanye hivi, ili kwamba niweze kurudi kwenu hivi karibuni.
୧୯ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
20 Sasa Mungu wa amani, ambaye aliwaleta tena kutoka kwa wafu mchungaji mkuu wa kondoo, Bwana wetu Yesu, kwa damu ya agano la milele, (aiōnios )
୨୦ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା । (aiōnios )
21 Atawapa uwezo kwa kila jambo zuri kufanya mapenzi yake, akifanya kazi ndani yetu iliyo njema ya kupendeza machoni pake, kupitia Yesu Kristo, kwake uwe utukufu milele na milele. Amina. (aiōn )
୨୧ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ । (aiōn )
22 Sasa ninakutia moyo, ndugu, kuchukualiana na neno la kutia moyo ambalo kwa ufupi nililiandika kwenu.
୨୨ଏ ମର୍ ବାଇବଇନିମନ୍, ମୁଇଁ ତମ୍କେ ବାବୁଜିଆ କଲିନି, ମୁଇ ତମ୍କେ କଇଲା ଏ ସବୁ କାତା ମୁର୍ଚିକରି ସୁନା । କାଇକେବଇଲେ, ଏ ଚିଟି ବେସି ଡେଙ୍ଗ୍ ନାଇ ।
23 Fahamu kwamba ndugu yetu Timotheo ameshaachiwa huru, ambaye pamoja naye nitawaona kama atakuja hivi karibuni.
୨୩ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
24 Salimia viongozi wako wote na waumini wote. Wale wanaotoka Italia wanakusalimia.
୨୪ତେଇ ରଇବା ତମର୍ ମୁକିଅ ଲକ୍ମନ୍କେ ଆରି ପର୍ମେସରର୍ ସବୁ ଲକ୍ମନ୍କେ ମର୍ ଜୁଆର୍ ଜାନାଇ ଦିଆସ୍ । ଇଟାଲିତେଇ ମର୍ ସଙ୍ଗ୍ ରଇବା ଆମର୍ ବାଇବନିମନ୍ ମିସା ଜୁଆର୍ ଜାନାଇଲାଇନି ।
25 Na neema iwe nanyi nyote.
୨୫ପର୍ମେସର୍ ତମ୍କେ ସବୁଲକ୍କେ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ।