< Ayubu 14 >

1 Mwanadamu, ambaye amezaliwa na mwanamke, huishi siku chache tu na amejaa mahangaiko.
ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
2 Yeye huchanua kutoka katika ardhi kama ua na kukatwa chini; yeye hukimbia kama kivuli na hawezi kudumu.
ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
3 Je, wewe unatazama chochote katika hivi? Mnanileta mimi hukumuni pamoja nanyi?
ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
4 Ni nani anayeweza kukileta kitu safi kutoka katika kitu kichafu? Hakuna awaye yote.
ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।
5 Siku za mwanadamu zimeamriwa. Idadi ya miezi yake unayo wewe; umekiweka kikomo chake ambacho hawezi kukivuka.
ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
6 Tazama mbali kutoka kwake kwamba yeye aweze kupumzika, ili kwamba aweze kufurahia siku yake kama mtu aliyekodishwa kama yeye anaweza kufanya hivyo.
ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
7 Kunaweza kuwa na tumaini kwa mti; kama ukikatwa chini, unaweza kuchipua tena, hivyo chipukizi lake halitapotea.
କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
8 Japokuwa mizizi yake inakua na kuzeeka katika ardhi, na shina lake kufa katika udongo,
ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
9 hata kama bado lina harufu ya maji pekee, litachipua tena na kutoa nje matawi kama mche.
ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
10 Lakini mwanadamu hufa; yeye huwa dhaifu; haswaa, mwanadamu hukoma kupumua, na tena yuko wapi yeye?
ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
11 Kama maji yanavyopotea kutoka ziwani, na kama vile mto upotezavyo maji na kukauka,
ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
12 vivyo hivyo watu hulala chini na hawaamki tena. Mpaka pale mbingu zitakapokuwa hazipo tena, hawataamka wala kuamshwa kutoka katika kulala kwao.
ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
13 Laiti, kwamba ungenificha mimi mbali katika kuzimu mbali kutoka katika mahangaiko, na kwamba ungenitunza mimi katika siri hadi hasira yake imalizike, kwamba ungeniwekea mimi muda maalumu wa kukaa huko na kisha kuniita mimi katika fahamu! (Sheol h7585)
ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ! (Sheol h7585)
14 Ikiwa mwanadamu akifa, yeye ataishi tena? Ikiwa hivyo, ningependa kusubiri kule muda wangu wote wa kuharibika mpaka kufunguliwa kwangu kutakapokuja.
ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
15 Wewe ungeita, na mimi ningekujibu wewe. Wewe ungekuwa na shauku ya kazi ya mikono yako.
ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
16 Wewe ungehesabu na kutunza nyayo zangu; Wewe usingejali kumbukumbu ya dhambi yangu.
ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?
17 Uovu wangu ungetiwa muhuri katika mkoba; wewe ungeufunga uovu wangu.
ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।
18 Lakini hata milima huanguka na kuwa si chochote; hata miamba huhamishwa kutoka mahali pake;
ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
19 maji yaliyokuwa chini ya mawe; kufurika kwake huondoa mbali mavumbi ya nchi. Kama hivi, ninyi mnavyoharibu matumaini ya mwanadamu.
ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଲାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।
20 Ninyi daima humshinda yeye, na yeye hupita mbali; Ninyi mnabadilisha uso wake na kumtuma yeye mbali kufa.
ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
21 Kama watoto wake wa kiume ni wa kuheshimiwa, yeye, hatambui hicho; na kama wakishushwa chini, yeye haoni hicho.
ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
22 Yeye hujisikia tu maumivu ya mwili wake mwenyewe, na hujiombolezea yeye mwenyewe.
ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”

< Ayubu 14 >