< Zaburi 93 >

1 Yahwe anatawala; amevikwa adhama; Yahwe amejivika na kujifunga nguvu. Ulimwengu umeimalishwa; hauwezi kusogezwa.
ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
2 Kiti chako cha enzi kimeimarishwa nyakati za kale; umekuwepo siku zote.
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।
3 Bahari zimeinuka, Yahwe; zimemepaza sauti zao; mawimbi ya bahari yapiga ghasia na ngurumo.
ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
4 Zaidi ya ghasia ya mawimbi mengi, mawimbi ya bahari yenye nguvu, Yahwe aliye juu ni mwenye nguvu.
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 Amri zako makini ni za kuaminika sana; utakatifu huipamba nyumba yako, Yahwe, milele.
ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।

< Zaburi 93 >