< Mathayo 25 >
1 “Wakati huo, Ufalme wa mbinguni utafanana na wasichana kumi waliochukua taa zao, wakaenda kumlaki bwana arusi.
୧“ସେଡିକିବେଲେ ସରଗ୍ ରାଇଜେ କେଟ୍ବା ବାଟ୍ ଏନ୍ତି ଅଇସି । ଦସ୍ଟା ଦାଙ୍ଗ୍ଡିମନ୍ ସବୁ ଲକ୍ ଗଟେକ୍ ଗଟେକ୍ ବତି ଦାରି ବାଟେ, ବର୍ ଦାଙ୍ଗ୍ଡାକେ ଜାଗ୍ବାର୍ ଜାଇରଇଲାଇ ।
2 Watano miongoni mwao walikuwa wapumbavu na watano walikuwa wenye busara.
୨ସେମନର୍ ବିତ୍ରେଅନି ପାଁଚ୍ଟା ଦାଙ୍ଗ୍ଡି ଚତୁର୍ ରଇଲାଇ, ଆରି ପାଁଚ୍ଟା ଦାଙ୍ଗ୍ଡି ବକୁଆ ରଇଲାଇ ।
3 Wale wapumbavu walichukua taa zao, lakini hawakuchukua akiba ya mafuta.
୩ବକୁଆ ରଇଲା ଦାଙ୍ଗ୍ଡିମନ୍ ଅଦିକ୍ ଚିକନ୍ ନେଇ ନ ରଇଲାଇ ।
4 Lakini wale wenye busara walichukua mafuta katika chupa pamoja na taa zao.
୪ମାତର୍ ଚତୁର୍ ରଇବା ଦାଙ୍ଗ୍ଡିମନ୍ ନିଜର୍ ନିଜର୍ ବତି ଟାନେ ରଇବାଟା ଚାଡି ଆରି କାଁଚେ ମିସା ଚିକନ୍ ବର୍ତି କରି ନେଇରଲାଇ ।
5 Kwa kuwa bwana arusi alikawia kuja, wale wanawali wote wote walisinzia, wakalala.
୫ବର୍ ଦାଙ୍ଗ୍ଡା ଆଇବାଟା ଅଲ୍ସମ୍ ଅଇଲାକେ ଦାଙ୍ଗ୍ଡିମନ୍ ଜୁମ୍ରି ଜୁମ୍ରି କରି ସଇଦେଲାଇ ।”
6 Usiku wa manane kukawa na kelele: Haya, haya! Bwana arusi anakuja; nendeni kumlaki.
୬ମଜା ରାତିବେଲାଇ ଆଉଲି ସୁନି ଅଇଲା, “ଏଦେ ଦେକା! ବର୍ ଦାଙ୍ଗ୍ଡା ଆଇଲାବେ! ଆସା ସେମନ୍କେ ଡାକିଆନୁ!”
7 Hapo wale wanawali wote wakaamka, wakazitayarisha taa zao.
୭ଦାଙ୍ଗ୍ଡିମନ୍ ଉଟିକରି ନିଜର୍ ନିଜର୍ ବତିମନ୍ ସାଜାଡ୍ଲାଇ ।
8 Wale wapumbavu wakawaambia wale wenye busara: Tupeni mafuta yenu kidogo maana taa zetu zinazimika.
୮ସେଡ୍କି ବେଲେ ବକୁଆ ଦାଙ୍ଗ୍ଡିମନ୍ ଚତୁର୍ ରଇଲା ଦାଙ୍ଗ୍ଡିମନ୍କେ କଇଲାଇ “ଆମ୍କେ କଣ୍ଡେକ୍ ଚିକନ୍ ଦିଆ । ଆମର୍ ବତି ଲିବିଗାଲାନି ।”
9 Lakini wale wenye busara wakawaambia, Hayatatutosha sisi na ninyi! Afadhali mwende dukani mkajinunulie wenyewe!
୯ଚତୁର୍ ଦାଙ୍ଗ୍ଡିମନ୍ କଇଲାଇ, “ତମ୍କେ ଦେଲେସରି ଆମର୍ ପାଇ ଚିକନ୍ ନ ଅଏ । ତମେ ଦୁକାନେ ଜାଇ ନିଜର୍ ନିଜର୍ ପାଇ ଚିକନ୍ ଗେନିଆନା ।”
10 Basi, wale wanawali wapumbavu walipokwenda kununua mafuta, bwana arusi akafika, na wale wanawali waliokuwa tayari wakaingia pamoja naye katika jumba la arusi, kisha mlango ukafungwa.
୧୦ସେଟାର୍ପାଇ ବୁଦି ନଇଲା ଦାଙ୍ଗ୍ଡିମନ୍ ଚିକନ୍ ଗେନ୍ବାକେ ବାରଇଲାଇ । ସେମନ୍ ଗାଲା, ପଚେ ବର୍ ଦାଙ୍ଗ୍ଡା ଆସି କେଟ୍ଲା । ଜାଗ୍ରତ୍ ଅଇରଇଲା ପାଁଚ୍ଟା ଚତୁର୍ ଦାଙ୍ଗ୍ଡିମନ୍ ତାକର୍ ସଙ୍ଗ୍ ବିବା ବଜିତେଇ ଗାଲା ପଚେ କାପାଟ୍ ଡାବିଅଇଗାଲା ।
11 Baadaye wale wanawali wengine wakaja, wakaita: Bwana, bwana, tufungulie!
୧୧ସେ ବୁଦି ନ ରଇଲା ଦାଙ୍ଗ୍ଡିମନ୍ ପଚେ ସେ ଜାଗାଇ ଆଇଲାଇ, ଏ ମାପ୍ରୁ, ଏ ମାପ୍ରୁ କାପାଟ୍ ଉଗାଡା, ଆମେ ବିତ୍ରେ ଜିବୁ ବଲି ସେମନ୍ ଆଉଲି ଅଇଲାଇ ।
12 Lakini yeye akawajibu, Nawaambieni kweli, siwajui ninyi.”
୧୨ବର୍ଦାଙ୍ଗ୍ଡା କଇଲା, “ମୁଇ ସତ୍ କଇଲିନି, ତମେ କେ, ମୁଇ ନାଜାନି ।”
13 Kisha Yesu akasema, “Kesheni basi, kwa maana hamjui siku wala saa.
୧୩କାତା କଇବାଟା ସାରାଇ, କରି ଜିସୁ କଇଲା, “ଜାଗ୍ରତ୍ ଅଇ ରୁଆ । ସେ ଦିନ୍ କି ବେଲା କେ ମିସା ନାଜାନାସ୍ ।”
14 “Itakuwa kama mtu mmoja aliyetaka kusafiri ng'ambo: aliwaita watumishi wake, akawakabidhi mali yake.
୧୪“ସରଗ୍ ରାଇଜ୍ ଏନ୍ତାରି, ସେ ବିସଇର୍ ଆରି ଗଟେକ୍ କାତା ସୁନା । ତରେକ୍ ଗଟେକ୍ ଲକ୍ ତାର୍ ଚାକର୍ମନ୍କେ, ତାର୍ ସଁପତି ଚାଡିଦେଇ ବିଦେସେ ଉଟିଗାଲା ।
15 Alimpa kila mmoja kadiri ya uwezo wake: mmoja sarafu tano za fedha ziitwazo talanta, mwingine talanta mbili na mwingine talanta moja, kisha akasafiri.
୧୫ସେମନର୍ ପାର୍ବା ଇସାବେ ସେମନ୍କେ କେତେକ୍ କେତେକ୍ ଡାବୁ ଜିମା ଦେଲା । ଗଟେକ୍ ଲକ୍କେ ପାଁଚ୍ ଅଜାର୍ ରୁପା ଟାଙ୍ଗା ଦେଲା, ଗଟେକ୍ ଲକ୍କେ ଦୁଇ ଅଜାର୍, ଆରି ଗଟେକ୍ଲକ୍କେ ଅଜାର୍ ରୁପା ଟାଙ୍ଗା ଦେଲା । ଆରି ବିଦେସେ ଉଟିଗାଲା ।
16 Mara yule aliyekabidhiwa talanta tano akafanya kazi nazo akapata faida talanta tano.
୧୬ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ସେ ଡାବୁ ବେବାର୍ କରି ଆରି ପାଁଚ୍ ଅଜାର୍ ଲାବ୍କଲା ।
17 Hali kadhalika na yule aliyekabidhiwa talanta mbili akapata faida talanta mbili.
୧୭ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
18 Lakini yule aliyekabidhiwa talanta moja akaenda akachimba shimo ardhini, akaificha fedha ya bwana wake.
୧୮ମାତର୍ ଜନ୍ ଚାକର୍ ଅଜାର୍ଟା ପାଇରଇଲା, ସେ ଗଟେକ୍ କାଲ୍କୁନି ସାଉକାର୍ ଦେଇରଇବା ସେ ରୁପା ଟାଙ୍ଗା ଲୁଚାଇ ସଙ୍ଗଇଲା ।
19 “Baada ya muda mrefu, yule bwana alirudi, akaanza kukagua hesabu ya matumizi na mapato ya fedha yake.
୧୯“ବେସିଦିନ୍ ଗାଲା ପଚେ ସାଉକାର୍ ବାଅଡ୍ଲା ଆରି ଚାକର୍ମନର୍ ସଙ୍ଗ୍ ଇସାବ୍କିତାବ୍ କଲା ।”
20 Mtumishi aliyekabidhiwa talanta tano akaja amechukua zile talanta tano faida, akamwambia, Bwana, ulinikabidhi talanta tano, hapa pana talanta tano zaidi faida niliyopata.
୨୦ପାଁଚ୍ ଅଜାର୍ ରୁପାଟାଙ୍ଗା ନେଇରଇଲା ଚାକର୍ ଆସି ଆରି ପାଁଚ୍ ଅଜାର୍ ଦେଇ କଇଲା, “ସାଉକାର୍ ତମେ ମକେ ପାଁଚ୍ ଅଜାର୍ ଦେଇରଇଲାସ୍, ଏଦେ ଦେକା, ମୁଇ ଆରି ପାଁଚ୍ ଅଜାର୍ ଲାବ୍ କଲିଆଚି ।”
21 Bwana wake akamwambia, Vema, mtumishi mwema na mwaminifu. Umekuwa mwaminifu katika mambo madogo nitakukabidhi makubwa. Njoo ufurahi pamoja na bwana wako.
୨୧ସାଉକାର୍ ସାର୍ଦା ଅଇ ତାକେ କଇଲା, “ଟିକ୍ କରିଆଚୁସ୍, ତୁଇ ମର୍ କେଡେକ୍ ନିକ ଆରି ବିସ୍ବାସ୍ ରଇବା ଚାକର୍! ତମେ ବିସ୍ବାସ୍ ସଙ୍ଗ୍ ଉନା ଦନ୍ କାର୍ବାର୍ କରି ରଇଲାର୍ ପାଇ ତମ୍କେ ବେସି ଦନ୍ ଚାଡିଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।”
22 “Mtumishi aliyekabidhiwa talanta mbili akaja, akatoa talanta mbili faida, akisema, Bwana, ulinikabidhi talanta mbili. Chukua talanta mbili zaidi faida niliyopata.
୨୨“ଦୁଇ ଅଜାର୍ ରୁପାଟାଙ୍ଗା ନେଇ ରଇଲା ଚାକର୍ ଆସି କଇଲା, ସାଉକାର୍ ତମେ ମକେ ଦୁଇ ଅଜାର୍ ଦେଇ ରଇଲାସ୍, ମୁଇ ଆରି ଦୁଇ ଅଜାର୍ ଲାବ୍ କଲିଆଚି ।”
23 Bwana wake akamwambia, Vema, mtumishi mwema na mwaminifu. Umekuwa mwaminifu katika mambo madogo, nitakukabidhi makubwa. Njoo ufurahi pamoja na bwana wako.
୨୩ସାଉକାର୍ କଇଲା, କେଡେକ୍ ନିକ! ତୁଇ ମିସା ମର୍ ବଡିଆ ଚାକର୍ । ଉନା ଡାବୁ ମିସା ନିକକରି କାମେ ଲାଗାଇଲୁସ୍ । ଏବେ ତର୍ ଜିମାରେ ମୁଇ ବୁତେକ୍ ଦନ୍ ଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।
24 “Lakini yule aliyekabidhiwa talanta moja akaja, akasema, Bwana, najua wewe ni mtu mgumu; wewe huvuna pale ambapo hukupanda, na kukusanya pale ambapo hukutawanya.
୨୪ସାରାସାରି ଅଜାର୍ ରୁପାଟାଙ୍ଗା ପାଇରଇଲା ଚାକର୍ ଆସି କଇଲା, “ଏ ସାଉକାର୍ ମୁଇ ଜାନି, ତମେ ଗଟେକ୍ ବେସି ରିସା ଅଇବା ଲକ୍ । ବୁନି ନ ରଇବା ପଦାଇ କାଟ୍ସା ଆରି ବିଅନ୍ ନ ବୁନିକରି ତାସ୍ ବାରା ବାନ୍ଦ୍ସା ।
25 Niliogopa, nikaificha fedha yako katika ardhi. Chukua basi mali yako.
୨୫ସେଟାର୍ ପାଇ ମୁଇ ଡରିକରି ତମର୍ ଦନ୍ ମାଟିତେଇ କାଲ୍କୁନି ତପି ରଇଲି । ଏଦେ ଦେକା! ତମର୍ ସେ ଟାଙ୍ଗା!”
26 “Bwana wake akamwambia, Wewe ni mtumishi mwovu na mvivu! Unajua kuwa mimi huvuna mahali ambapo sikupanda, na hukusanya pale ambapo sikutawanya.
୨୬ସାଉକାର୍ କଇଲା, “ଅଇରେ କାମ୍କେ ନଇଲା ବାଡୁ! ତୁଇତା ଜାନିରଇଲୁସ୍, ମୁଇ ଜନ୍ତି ବୁନି ନ ରଇ, ତେଇ ତାସ୍ ଟୁଲିଆଇବି ।
27 Ilikupasa basi, kuiweka fedha yangu katika benki, nami ningelichukua mtaji wangu na faida yake!
୨୭ତେବେ ମର୍ ଟାଙ୍ଗାନେଇ ବିନ୍ ଲକ୍ମନ୍କେ କଲନ୍ତର୍ ଇସାବେ ଦେଇରଇଲେ ମିସା ତେଇଅନି ମକେ କଲନ୍ତର୍ ମିଲ୍ତା ।”
28 Basi, mnyang'anyeni hiyo fedha mkampe yule mwenye talanta kumi.
୨୮ଏନ୍ତାରି କଇ ସାଉକାର୍ ଆଦେସ୍ ଦେଲା, ଏ ଚାକରର୍ଟାନେ ଅନି ସବୁ ଟାଙ୍ଗା ନେଇ, ଜାର୍ ଆତେ ଦସ୍ଅଜାର୍ ଆଚେ, ତାକେ ଦେଇଦିଆସ୍ ।
29 Maana, aliye na kitu atapewa na kuzidishiwa. Lakini yule asiye na kitu, hata kile alicho nacho kitachukuliwa.
୨୯କାଇକେ ବଇଲେ ଜାକେ ଆଚେ, ତାକେ ଅଦିକ୍ ଦିଆଅଇସି । ଆରି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ ତାର୍ଲଗେ ଜାଇଟା ଆଚେ, ସେଟା ମିସା ତାରତେଇଅନି ଚାଡାଇ ନିଆଅଇସି ।
30 Na kuhusu huyu mtumishi asiye na faida, mtupeni nje gizani! Huko kutakuwa na kilio na kusaga meno.
୩୦ଏ କାମ୍କେ ନଇଲା ଚାକର୍କେ ବାଇରେ ଦାରିଜା ଆରି ଆନ୍ଦାରେ ପଙ୍ଗିଦିଆସ୍ । ତେଇ ସେ କିଲିବିଲିଅଇ ଦାତ୍ କାତ୍ରି ମାରି ଚପି ଅଇ କାନ୍ଦ୍ସି ।
31 “Wakati Mwana wa Mtu atakapokuja katika utukufu wake na malaika wote wakiwa pamoja naye, hapo ataketi juu ya kiti chake cha enzi kitukufu,
୩୧ଜେଡେବେଲା ନର୍ପିଲା ମୁଇ ରାଜାଅଇ ମର୍ ସରଗର୍ ଦୁତ୍ମନର୍ ସଙ୍ଗ୍ ଆଇବି, ଆରି ମର୍ ଡାକ୍ପୁଟା ବସ୍ବା ଜାଗାଇ ବସ୍ବି,
32 na mataifa yote yatakusanyika mbele yake, naye atawatenganisha watu kama mchungaji anavyotenganisha kondoo na mbuzi.
୩୨ସବୁ ଜାତିର୍ ଲକ୍ ମର୍ ମୁଆଟେ ଟୁଲ୍ ଅଇବାଇ । ସେଡ୍କି ବେଲା ଗଉଡ୍ ଜେନ୍ତି ମେଣ୍ଡା ଆରି ଚେଲିମନ୍କେ ବେଗ୍ଲାଇସି, ସେନ୍ତି ନର୍ପିଲା ମୁଇ ଲକ୍ମନ୍କେ ଦୁଇ ଦଲ୍ କରି ବାଗ୍ କର୍ବି ।
33 Atawaweka kondoo upande wake wa kulia na mbuzi upande wake wa kushoto.
୩୩ଦରମ୍ ଲକ୍ମନ୍କେ ଉଜା ବାଟେ ଆରି ବିନ୍ ଲକ୍ମନ୍କେ ମର୍ ଡେବ୍ରି ବାଟେ ସଙ୍ଗଇବି ।
34 “Kisha Mfalme atawaambia wale walio upande wake wa kulia, Njoni enyi mliobarikiwa na Baba yangu; pokeeni Ufalme mliotayarishiwa tangu kuumbwa kwa ulimwengu.
୩୪ତାର୍ ପଚେ ମର୍ ଉଜାବାଟେ ରଇଲା ଲକ୍ମନ୍କେ ମୁଇ କଇବି, “ଆସା, ତମ୍କେ ମର୍ ବାବା ଆସିର୍ବାଦ୍ କଲାଆଚେ । ଦୁନିଆ ତିଆର୍ଅଇଲା ବେଲେଅନି ଜନ୍ ରାଇଜ୍ ତମର୍ ପାଇ ତିଆର୍ ଅଇଲା ଆଚେ, ଆସା, ତେଇ ଜାଇ ପୁରା ।
35 Maana nilikuwa na njaa nanyi mkanipa chakula; nilikuwa na kiu nanyi mkanipa maji; nilikuwa mgeni nanyi mkanikaribisha;
୩୫ମୁଇ ବୁକେ ରଇଲି, ତମେ ମକେ କୁଆଇଲାସ୍ । ମକେ ସସ୍ କଲା, ତମେ ମକେ କାଇବାକେ ଦେଲାସ୍ । ମୁଇ ଚିନାର୍ ଜାନାର୍ ନ ରଇଲି, ମକେ ତମର୍ ଗରେ ଗତିଆ କରି ଡାକ୍ଲାସ୍ ।
36 nilikuwa uchi, mkanivika; nilikuwa mgonjwa nanyi mkaja kunitazama; nilikuwa gerezani nanyi mkaja kunitembelea.
୩୬ମୁଇ ଡୁମ୍ଣ୍ଡା ରଇଲି, ମକେ ବସ୍ତର୍ ପିନ୍ଦାଇଲାସ୍ । ମୁଇ ଜର୍ଦାରାଇ ଅଇରଇଲି, ମକେ ଜତନ୍ କଲାସ୍ । ମୁଇ ବନ୍ଦି ଗରେ ରଇଲି ମକେ ଦେକ୍ବାର୍ ଆସିରଇଲାସ୍ ।”
37 Hapo, hao watu wema watamjibu mfalme Bwana, ni lini tulikuona mwenye njaa nasi tukakupa chakula, au ukiwa na kiu nasi tukakunywesha maji?
୩୭ଦରମ୍ ଲକ୍ମନ୍ କଇବାଇ, “ମାପ୍ରୁ! କେବେ ତମେ ବୁକେ ରଇଲାଟା ଦେକି ତମ୍କେ କାଇବାକେ ଦେଇରଇଲୁ? କେବେ ତମ୍କେ ସସ୍ କଲାଜେ ପାନି କାଇବାକେ ଦେଇ ରଇଲୁ?
38 Ni lini tulikuona ukiwa mgeni nasi tukakukaribisha, au bila nguo nasi tukakuvika?
୩୮କେବେ ତମେ ଚିନାର୍ ଜାନାର୍ ନ ଅଇରଇଲାସ୍ ଜେ ଆମେ ତମ୍କେ ଗତିଆ କରି ଗରେ ଡାକି ରଇଲୁ? ଆରି କେବେ ଡୁମ୍ଣ୍ଡା ରଇଲାସ୍ ଜେ ପିନ୍ଦ୍ବାକେ ବସ୍ତର୍ ଦେଇ ରଇଲୁ?
39 Ni lini tulikuona ukiwa mgonjwa au mfungwa nasi tukaja kukutazama?
୩୯କେବେ ତମେ ଜର୍ ଦାରାଇ ଅଇରଇଲାସ୍ଜେ ଆମେ ତମ୍କେ ଜତନ୍ କଲୁ? ଆରି କେବେ ତମେ ବନ୍ଦି ଗରେ ରଇଲାସ୍ଜେ ଆମେ ଦେକ୍ବାର୍ ଆସିରଇଲୁ?”
40 Mfalme atawajibu, Kweli nawaambieni, kila kitu mlichomtendea mmojawapo wa hawa ndugu zangu wadogo, mlinitendea mimi.
୪୦ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
41 “Kisha atawaambia wale walio upande wake wa kushoto, Ondokeni mbele yangu enyi mliolaaniwa! Nendeni katika moto wa milele aliotayarishiwa Ibilisi na malaika wake. (aiōnios )
୪୧ତାର୍ପଚେ ଡେବ୍ରିବାଟେ ବସି ରଇବା ଲକ୍ମନ୍କେ ମୁଇ କଇବି “ଏଇ ସାଇପ୍ ପାଇରଇବା ଦଲର୍ ଲକ୍ମନ୍! ମର୍ ମୁଆଟେ ରୁଆନାଇ । ସଇତାନ୍ ଆରି ତାର୍ ସଙ୍ଗ୍ ରଇଲା ଦୁତ୍ମନର୍ ପାଇ, ସବୁବେଲେ ଲାଗି ରଇବା ଜଇକୁଣ୍ଡ୍ ତିଆର୍ ଅଇଲାଆଚେ । ତେଇ ଜାଆ! (aiōnios )
42 Maana nilikuwa na njaa nanyi hamkunipa chakula; nilikuwa na kiu nanyi hamkunipa maji.
୪୨ମୁଇ ବୁକେ ରଇଲି, ତମେ ମକେ କାଇବାକେ ଦିଆସ୍ ନାଇ, ମକେ ସସ୍ କଲାଜେ ପାନି ଗୁଡିକ୍ ଦିଆସ୍ ନାଇ ।
43 Nilikuwa mgeni nanyi hamkunikaribisha; nilikuwa mgonjwa na mfungwa nanyi hamkuja kunitazama.
୪୩ମୁଇ ଅଚିନାର୍ ଅଇ ରଇଲା ବେଲେ ମକେ ଡାକାସ୍ ନାଇ । ମୁଇ ଡୁମ୍ଣ୍ଡା ରଇଲା ବେଲେ ମକେ ବସ୍ତର୍ ପିନ୍ଦାଆସ୍ ନାଇ । ଜର୍ ଦାରାଅଇ ଆରି ବନ୍ଦି ଅଇ ରଇଲା ବେଲେ, ମକେ ଜତନ୍ କରାସ୍ନାଇ ।”
44 “Hapo nao watajibu, Bwana, ni lini tulikuona ukiwa na njaa au kiu, ukiwa mgeni au bila nguo, ukiwa mgonjwa au mfungwa, nasi hatukuja kukuhudumia?
୪୪ସେମନ୍ ସେଡ୍କିବେଲେ ମକେ କଇବାଇ, “ମାପ୍ରୁ, ତମ୍କେ ଆମେ କେବେ ବୁକେ ରଇଲା ବେଲେ, ସସେ ରଇଲା ବେଲେ, ଅଚିନାର୍ ରଇଲା ବେଲେ, ଡୁମ୍ଣ୍ଡା ରଇଲା ବେଲେ ଆରି ଜର୍ ଦାରାଇଅଇ ବନ୍ଦି ରଇବାଟା ଦେକି ତମ୍କେ ସାଇଜ କରୁ ନାଇ?”
45 Naye atawajibu, Nawaambieni kweli, kila mlipokataa kumtendea mambo haya mmojawapo wa hawa wadogo, mlikataa kunitendea mimi.
୪୫ସତଇସେ ମୁଇ କଇବି, “ଏ ସାନ୍ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍କେ ସାଇଜ କର୍ବାକେ ମନାକର୍ବା ବେଲେ, ତମେ ମକେ ସାଇଜ କରାସ୍ ନାଇ ।
46 Basi, hawa watakwenda kwenye adhabu ya milele, lakini wale waadilifu watakwenda kwenye uzima wa milele.” (aiōnios )
୪୬ଏନ୍ତାରି ଲକ୍ମନ୍କେ ସବୁ ଦିନର୍ ପାଇ ଡଣ୍ଡ୍ ମିଲ୍ସି ଆରି ଦରମ୍ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।” (aiōnios )