< Mathayo 9 >
1 Yesu alipanda mashua, akavuka ziwa na kufika katika mji wake.
୧ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
2 Hapo watu walimletea mtu mmoja aliyepooza mwili, amelazwa juu ya kitanda. Yesu alipoona imani yao, akamwambia huyo mtu aliyepooza, “Jipe moyo mwanangu! Umesamehewa dhambi zako.”
୨ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
3 Baadhi ya walimu wa Sheria wakaanza kufikiri, “Mtu huyu anamkufuru Mungu!”
୩ଏ କାତା ସୁନି କେତେଟା ସାସ୍ତର୍ ସିକାଉମନ୍ ତାକର୍ ତାକର୍ ବିତ୍ରେ କାତା ଅଇଲାଇ, “ଏ ଲକ୍ କାଇକେ ପର୍ମେସରର୍ ନିନ୍ଦା କଲାନି?”
4 Yesu aliyajua mawazo yao, akasema, “Kwa nini mnawaza mabaya mioyoni mwenu?
୪ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି?
5 Ni lipi lililo rahisi zaidi: kusema, Umesamehewa dhambi zako, au kusema, Simama, utembee?
୫'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍?
6 Basi, nataka mjue kwamba Mwana wa Mtu anao uwezo wa kuwasamehe watu dhambi duniani.” Hapo akamwambia huyo mtu aliyepooza, “Inuka, chukua kitanda chako, uende nyumbani kwako.”
୬ମାତର୍ ଜଗତର୍ ପାପ୍ କେମା କର୍ବାକେ ନର୍ପିଲା, ମର୍ ଅଦିକାର୍ ଆଚେ, ମୁଇ ଏଟା ତମର୍ ମୁଆଟେ ଦେକାଇବି ।” ତାର୍ ପଚେ ଜିସୁ ଚେରେଙ୍ଗ୍ ରଗିକେ କଇଲା, “ଉଟ୍, ନିଜର୍ ଟାଟି ଦାରି ଗରେ ଉଟିଜା ।”
7 Huyo mtu aliyekuwa amepooza akainuka, akaenda nyumbani kwake.
୭ଆରି ସେ ଲକ୍ ଉଟିକରି ଗରେ ବାରିଗାଲା ।
8 Watu wote katika ule umati walipoona hayo, walishangaa na kuogopa; wakamtukuza Mungu aliyewapa binadamu uwezo wa namna hiyo.
୮ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
9 Yesu aliondoka hapo, na alipokuwa anakwenda zake, alimwona mtu mmoja aitwaye Mathayo, ameketi katika ofisi ya ushuru. Basi, Yesu akamwambia, “Nifuate.” Naye Mathayo akainuka, akamfuata.
୯ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
10 Yesu alipokuwa nyumbani ameketi kula chakula, watoza ushuru wengi na wahalifu walikuja wakaketi pamoja naye na wanafunzi wake.
୧୦ଜିସୁ ମାତିଉର୍ ଗରେ କାଇବାବେଲେ ବେସି ସିସ୍ତୁମାଙ୍ଗୁମନ୍, ଆରି ପାପି ଲକ୍ମନ୍ ତେଇ ଜିସୁ ଆରି ତାର୍ ସିସ୍ମନ୍ର୍ ସଙ୍ଗ୍ ବସି କାଇତେ ରଇଲାଇ ।
11 Mafarisayo walipoona hayo, wakawaambia wanafunzi wake, “Mbona mwalimu wenu anakula pamoja na watoza ushuru na wenye dhambi?”
୧୧ଏଟା ଦେକି ପାରୁସି ଲକ୍ମନ୍ ଜିସୁର୍ ସିସ୍ମନ୍କେ ପାଚାର୍ଲାଇ, “କାଇକେ ତମର୍ ଗୁୁରୁ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପି ଲକ୍ମନର୍ ସଙ୍ଗ୍ ବସି କାଇଲାନି?”
12 Yesu aliwasikia, akasema, “Watu wenye afya hawahitaji daktari; wanaomhitaji ni wale walio wagonjwa. Sikuja kuwaita watu wema, ila wenye dhambi.
୧୨ଜିସୁ କଇଲା, “ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ ।
13 Basi, kajifunzeni maana ya maneno haya: Nataka huruma, wala si dhabihu. Sikuja kuwaita watu wema, bali wenye dhambi.”
୧୩ସାସ୍ତରେ ଲେକାଅଇଆଚେ, 'ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।”
14 Kisha wanafunzi wa Yohane mbatizaji walimwendea Yesu, wakamwuliza, “Sisi na Mafarisayo hufunga mara nyingi; mbona wanafunzi wako hawafungi?”
୧୪ତାର୍ ପଚେ ଦିନେକ୍ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ଆମେ ଆରି ପାରୁସିମନ୍ ବେସି ତର୍ ଲାକା ଉପାସ୍ କଲୁନି, ମାତର୍ ତମର୍ ସିସ୍ମନ୍ କାଇଜେ ଉପାସ୍ କରତ୍ ନାଇ?”
15 Yesu akawajibu, “Je, walioalikwa arusini wanaweza kuomboleza wakati bwana arusi yupo pamoja nao? La hasha! Lakini wakati utafika ambapo bwana arusi ataondolewa kati yao; wakati huo ndipo watakapofunga.
୧୫ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
16 “Hakuna mtu atiaye kiraka cha nguo mpya katika vazi kuukuu. Maana kiraka hicho kitararua hilo vazi kuukuu, na pale palipokuwa pameraruka pataongezeka.
୧୬କେ ମିସା ପୁର୍ନା ଲୁଗା କାଣା ଅଇଲାଟାନେ, ନୁଆ ଲୁଗାର୍ ଗର୍ଣ୍ଡା ନ ସିଲାଅତ୍, କାଇକେ ବଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ବେସି ଚିରି ଦେଇସି ।
17 Wala hakuna mtu awekaye divai mpya katika viriba vikuukuu. Akifanya hivyo, viriba hupasuka na divai ikamwagika, navyo viriba vikaharibika. Ila divai mpya hutiwa katika viriba vipya, na vyote viwili, viriba na divai, vikahifadhiwa salama.”
୧୭ଆରି, କେ ମିସା ନୁଆ ଅଙ୍ଗୁର୍ ରସ୍, ଚାମ୍ ସଙ୍ଗ୍ ତିଆର୍ ଅଇଲା ପୁର୍ନା ମୁନାଇ ବେସି ଦିନ୍ ନ ସଙ୍ଗଅତ୍, ସଙ୍ଗଇଲେ ମୁନା ପାଟିଜାଇସି ଆରି ରସ୍ ଚିଡ୍ତେ ଡାଲି ଅଇଜାଇସି । ସେଟାର୍ ପାଇ ନୁଆ ରସ୍ ନୁଆ ମୁନାଇ ସଙ୍ଗଇବାଇ । ଏନ୍ତି ସଙ୍ଗଇଲେ ମୁନା ଆରି ରସ୍ ଦୁଇଟା ଜାକ ନସ୍ଟ ନ ଅଏ ।
18 Yesu alipokuwa akisema hayo, ofisa mmoja Myahudi alifika, akamwinamia na kusema, “Binti yangu amekufa sasa hivi. Lakini, tafadhali njoo umwekee mkono wako naye ataishi.”
୧୮ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
19 Yesu akaondoka pamoja na wanafunzi wake, akamfuata.
୧୯ଜିସୁ ଦାପ୍ରେ ଉଟିକରି ତାର୍ ସିସ୍ମନର୍ ସଙ୍ଗ୍ ଗାଲା ।
20 Mama mmoja, mgonjwa wa kutokwa damu kwa muda wa miaka kumi na miwili, alimfuata Yesu nyuma, akagusa pindo la vazi lake.
୨୦ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
21 Alifanya hivyo kwani alifikiri moyoni: “Nikigusa tu vazi lake, nitapona.”
୨୧ସେ ମନେ ମନେ ବାବ୍ଲା ମୁଇ ତାର୍ ପିନ୍ଦ୍ଲାଟା ଚିଇଲେ ନିମାନ୍ ଅଇଜିବି ।
22 Basi, Yesu akageuka akamwona, akamwambia, “Binti, jipe moyo! Imani yako imekuponya.” Mama huyo akapona saa ileile.
୨୨ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
23 Kisha Yesu akaingia nyumbani kwa yule ofisa. Na alipowaona wapiga filimbi na umati wa watu wanaofanya matanga,
୨୩ତାର୍ ପଚେ ଜିସୁ ଜିଉଦିମନର୍ ପାର୍ତନା ଗରର୍ ମୁକିଆର୍ ଗରେ କେଟ୍ଲା । ତେଇ ଦନ୍କର୍ବାକେ ଆସି ରଇଲା ଲକ୍ମନ୍, ଆରି ବାଜ୍ନିଆମନ୍ କାନ୍ଦାବୁବା ଅଇବାଟା ଦେକି,
24 akasema, “Ondokeni hapa! Msichana huyu hakufa, amelala tu.” Nao wakamcheka.
୨୪ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
25 Basi, umati wa watu ulipoondolewa, Yesu aliingia ndani, akamshika huyo msichana mkono, naye akasimama.
୨୫ମାତର୍ ଲକ୍ମନ୍କେ ବାର୍କଲା ପଚେ ଜିସୁ ବାକ୍ରାଇ ଜାଇ ଟକିର୍ ଆତେ ଦାରି ତାକେ ଉଟାଇଲା । ଟକି ଦାପ୍ରେ ଉଟିକରି ଟିଆଅଇଲା ।
26 Habari hiyo ikavuma sana katika nchi ile yote.
୨୬ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
27 Yesu aliondoka hapo, na alipokuwa anakwenda, vipofu wawili walimfuata wakipiga kelele, “Mwana wa Daudi, utuhurumie!”
୨୭ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ! ଆମ୍କେ ଦୟା କରା ।”
28 Yesu alipoingia nyumbani, vipofu hao wawili wakamwendea, naye akawauliza, “Je, mnaamini kwamba naweza kuwafanyia jambo hilo?” Nao wakamjibu, “Naam, Mheshimiwa.”
୨୮ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି?” ସେମନ୍ କଇଲାଇ “ଉଁ ମାପ୍ରୁ ।”
29 Hapo Yesu akayagusa macho yao, akasema, “Na iwe kwenu kama mnavyoamini.”
୨୯ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, “ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।”
30 Macho yao yakafunguliwa. Naye Yesu akawaonya kwa ukali: “Msimwambie mtu yeyote jambo hili.”
୩୦ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
31 Lakini wao wakaondoka, wakaeneza habari za Yesu katika nchi ile yote.
୩୧ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
32 Watu walipokuwa wanakwenda zao, wengine walimletea Yesu mtu mmoja aliyekuwa bubu kwa sababu alikuwa amepagawa na pepo.
୩୨ଜିସୁ ଆରି ତାର୍ ସିସ୍ମନ୍ ସେ ଗରେଅନି ବାରଇ ଗାଲାବେଲେ କେତେଟା ଲକ୍ମନ୍ ଗଟେକ୍ ଗୁଲା ଲକ୍କେ ତାର୍ ଲଗେ ଆନ୍ଲାଇ । ତାକେ ଡୁମାଦାରିରଇଲାକେ ସେ ଗୁଲା ଅଇଜାଇରଇଲା ।
33 Mara tu huyo pepo alipotolewa, mtu huyo aliyekuwa bubu akaanza kuongea tena. Watu wakashangaa na kusema, “Jambo kama hili halijapata kuonekana katika Israeli!”
୩୩ଜିସୁ ଡୁମାକେ ସେ ଲକର୍ତେଇଅନି କେଦ୍ଲା ପଚେ ସେ କାତାଅଇବାର୍ ଦାର୍ଲା । ଆରି ତେଇ ରଇଲା ଲକ୍ମନ୍ କାବାଅଇଜାଇ କଇଲାଇ । “ଇସ୍ରାଏଲ୍ ଦେସେ ଏନ୍ତାରି ଗଟ୍ନା ଆମେ କେବେ ଦେକି ନ ରଇଲୁ ।”
34 Lakini Mafarisayo wakawa wanasema, “Anawatoa pepo kwa nguvu ya mkuu wa pepo wabaya.”
୩୪ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
35 Yesu alitembelea miji yote na vijiji, akafundisha katika masunagogi yao akihubiri Habari Njema ya Ufalme wa Mungu, na kuponya magonjwa yote na udhaifu wa kila namna.
୩୫ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା ।
36 Basi, alipowaona watu, makundi kwa makundi, aliwaonea huruma kwa sababu walikuwa hoi na wenye wasiwasi kama kondoo wasio na mchungaji.
୩୬ଆରି ତେଇ ରଇଲା ଜବର୍ ଲକ୍ମନ୍କେ ଦେକିକରି ସେ ଦୟା କଲା । କାଇକେ ବଇଲେ ସେମନ୍ ବେସି ତାକିଜାଇରଇଲା ଆରି ସାଇଜ ପାଇବାକେ କନ୍ ବାଟେ ଜିବାର୍ ଆଚେ, ଜାନିନାପାର୍ତେ ରଇଲାଇ । ସେମନ୍ ଗଉଡ୍ ନଇଲା ମେଣ୍ଡାରାସି ପାରା ଅଇଜାଇରଇଲାଇ ।
37 Hapo akawaambia wanafunzi wake, “Mavuno ni mengi, lakini wavunaji ni wachache.
୩୭ସେଡ୍କିବେଲେ ସେ ସିସ୍ମନ୍କେ କଇଲା, “ତାସ୍ ସିନା ବୁତେକ୍ । ମାତର୍ ସେଟା କାଟ୍ବାକେ, ଲକ୍ମନ୍ ଉନା ଆଚତ୍ ।
38 Kwa hivyo mwombeni mwenye shamba atume wavunaji shambani mwake.”
୩୮ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”