< Romarbrevet 15 >
1 Skole ock vi, som starke äre, draga deras skröplighet, som svage äro, och icke täckas oss sjelfvom.
୧ଏବେ ଆମେ, ଜାର୍ ବିସ୍ବାସ୍ ଡାଟ୍ ଆଚେ, ଜନ୍ ଲକ୍ମନ୍ ବିସ୍ବାସେ ଦୁର୍ବଲ୍ ଆଚତ୍ ଆରି ଅସୁବିଦାଇ ଆଚତ୍, ସେମନ୍କେ ଆମେ ସାଇଜ କର୍ବାର୍ ଆଚେ । ଆରି ନିଜେ ସାର୍ଦା ରଇବା ବିସଇ ଚିନ୍ତା କର୍ବାର୍ ନାଇ ।
2 Så skicke sig hvar och en af oss, att han måtte täckas sin nästa till godo, till förbättring.
୨ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ ।
3 Ty ock Christus täcktes icke sig sjelfvom; utan såsom skrifvet står: Deras försmädelser, som dig försmäda, hafva fallit öfver mig.
୩କାଇକେବଇଲେ କିରିସ୍ଟ ନିଜ୍କେ ସାର୍ଦା କରାଏ ନାଇ । ମାତର୍ ସାସ୍ତରେ ଏନ୍ତାରି ଲେକାଅଇଲାଆଚେ, ଜନ୍ ଲକ୍ମନର୍ କାରାପ୍ କାତା ତମ୍କେ ନିନ୍ଦାକଲା, ସେଟା ମକେମିସା ନିନ୍ଦା କଲାଇ ।
4 Ty hvad som helst föreskrifvet är, det är skrifvet oss till lärdom; att vi, genom tålamod och Skriftenes tröst, skole hafva en förhoppning.
୪କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
5 Men Gud, som tålamod och trösten gifver, gifve eder, att I ären inbördes ens till sinnes, efter Christum Jesum;
୫ପର୍ମେସର୍ସେ ଆମ୍କେ ମୁର୍ଚିରଇବାଟା ଆରି ସାର୍ଦା କରାଇବାଟା ଦେଇସି । ଆରି ଜିସୁକିରିସ୍ଟର୍ ବାଟେ ଇଣ୍ଡି କରି ସବୁର୍ ମନ୍ ଗଟେକ୍ ଅଇବାକେ ସାଇଜ କର ।
6 Att I med enom håg, och med enom mun, mågen prisa Gud, och vårs Herras Jesu Christi Fader.
୬ଜଦି ସେଟା ଅଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ଆରି ଆମର୍ ପର୍ମେସର୍କେ ଡାକ୍ପୁଟା କର୍ବାତେଇ ତମେ ସବୁ ଗଟେକ୍ ଅଇସା ।
7 Derföre upptager hvar den andra, såsom ock Christus hafver upptagit oss till Guds äro.
୭କିରିସ୍ଟ ଜେନ୍ତି ତମ୍କେ ଡାକ୍ଲା ଆଚେ, ତମେ ମିସା ସେନ୍ତି ତମର୍ ସଙ୍ଗର୍ ବିସ୍ବାସିମନ୍କେ ଡାକିନିଆ । ତମେ ଜଦି ଏନ୍ତି କଲେ ପର୍ମେସର୍ ଡାକ୍ପୁଟା ପାଇସି ।
8 Men jag säger, att Jesus Christus var omskärelsens tjenare, för Guds sannings skull, till att fast göra de löften, som till fäderna skedde;
୮କିରିସ୍ଟ ଜିଉଦିମନର୍ଲଗେ ଗଟେକ୍ ଗତିଦାଙ୍ଗ୍ଡାପାରା ଅଇଲା । ପର୍ମେସର୍ ତାକର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ସତ୍ସଙ୍ଗ୍ ସେ ପୁରାପୁରୁନ୍ କର୍ସିଆକା ବଲି ଦେକାଇବାକେ ସେନ୍ତାରି କରିରଇଲା ।
9 Men att Hedningarna skola ära Gud, för barmhertighetenes skull; såsom skrifvet är: Fördenskull skall jag prisa dig ibland Hedningarna, och sjunga dino Namne.
୯ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ତାର୍ ଦୟା ଦେକାଇସି, ଆରି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଜେନ୍ତାରି କି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଏ ବିସଇ ସାସ୍ତରେ ଲେକା ଆଚେ । ମୁଇ ଜିଉଦିନଇଲା ଲକ୍ମନର୍ ବିତ୍ରେ ତମ୍କେ ଡାକ୍ପୁଟା କର୍ବି, ସବୁବେଲା ତମର୍ ଡାକ୍ପୁଟାର୍ ଗିତ୍ ଗାଇବି ।
10 Och åter säger han: Glädjens, I Hedningar, med hans folk;
୧୦ଆରି ଏନ୍ତାରିମିସା ଲେକାଆଚେ, “ତମେ ଜିଉଦିନଇଲା ଲକ୍ମନ୍ ଏ ସାର୍ଦାଇ ମିସା କାଇକେବଇଲେ ଏବେ ତମେ ଜିଉଦିମନର୍ପାରା । ତମେ ପରମେସରର୍ ବାଚିରଇବା ଜିଉଦିମନର୍ପାରା ।”
11 Och ändå sedan: Lofver Herran, alle Hedningar, och priser honom, all folk.
୧୧ଆରିତରେକ୍ ସେ କଇଲାଆଚେ “ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ପର୍ମେସର୍କେ ତୁସ୍ତିକରା!” ଆରି ଗୁଲାଇ ମୁନୁସ୍ ଜାତି ତାକେ ଡାକ୍ପୁଟା କରା ।
12 Och åter säger Esaias: Det skall vara Jesse rot, och den som uppstå skall att råda öfver Hedningarna; på honom skola Hedningarna hoppas.
୧୨ଆରି ଜିସାଇଅ କଇଆଚେ, “ଜେସିର୍ କୁଟୁମେଅନି ଗଟେକ୍ ଲକ୍ ବାରଇସି, ସେ ଜିଉଦି ନଇଲା ଲକ୍ମନ୍କେ ସାସନ୍ କର୍ସି ଆରି ସେମନ୍ ତାକେ ବିସ୍ବାସ୍ କର୍ବାଇ ।”
13 Men Gud, som hoppet gifver, uppfylle eder med alla fröjd och frid i trone, att I hafven ett fullkommeligit hopp, genom dens Helga Andas kraft.
୧୩ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
14 Mine bröder, jag vet väl sjelf af eder, att I ären fulle af godhet, uppfyllde med all kunskap, förmående förmana hvar den andra.
୧୪ଏ ବାଇବଇନିମନ୍ ତମର୍ ବିସ୍ବାସ୍ ନିକଆଚେ, ବଲି ମୁଇ ଜାନିଆଚି । ଆରି ପର୍ମେସରର୍ ବାକିଅ ତମେ ନିକସଙ୍ଗ୍ ବୁଜ୍ଲାସ୍ନି ଆରି ଏବେ ତମେ ବିନ୍ ଲକ୍ମନ୍କେ ମିସା ସିକାଇପାର୍ସା ।
15 Dock likväl, bröder, hafver jag skrifvit eder endels dristeliga till, att kommat eder till sinnes, för den nåds skull, som mig gifven är af Gudi;
୧୫ମାତର୍ ଏ ଚିଟିତେଇ ତମ୍କେ କେତେଟା ବିସଇନେଇ ଜାଗ୍ରତ୍ କରାଇବାକେ ମୁଇ ବପୁ ଅଇଲି ଆଚି । କାଇକେବଇଲେ ପର୍ମେସର୍ ମକେ ଅଦିକାର୍ ଦେଲାକେ ମୁଇ ଡାଟ୍ସଙ୍ଗ୍ ଏଟା ତମ୍କେ କଇଲିନି ।
16 Att jag skall vara Jesu Christi tjenare ibland Hedningarna, offrandes Guds Evangelium; att Hedningarne skola varda ett offer, Gudi anammeligit, helgadt genom den Helga Anda.
୧୬କିରିସ୍ଟ ଜିସୁର୍ ଦାଙ୍ଗ୍ଡା ଇସାବେ ଜିଉଦି ନଇଲା ଲକ୍ମନର୍ ପାଇ କାମ୍ କର୍ବାକେ ପରମେସର୍ ମକେ ବାଚ୍ଲାଆଚେ । ପରମେସରର୍ ସୁବ୍କବର୍ ଜାନାଇବା ପାଇ ମୁଇ ଗଟେକ୍ ଦରମ୍ ଗୁରୁ ଇସାବେ କାମ୍କଲିନି । ଜେନ୍ତାରିକି ଜିଉଦିନଇଲା ଲକ୍ମନ୍ ଗଟେକ୍ ସୁକଲ୍ ବଲି ଇସାବେ ପର୍ମେସର୍କେ ସର୍ପିଦେବାଇ । ଏ କାମ୍ ସୁକଲ୍ଆତ୍ମା ପୁରାପୁରୁନ୍ କର୍ସି ।
17 Derföre hafver jag, der jag må berömma mig af, igenom Christum Jesum, i det Gudi tillhörer.
୧୭କିରିସ୍ଟ ଜିସୁର୍ତେଇ ମକେ ମିସାଇଲାର୍ପାଇ, ତାର୍ ଏ ସେବା କାମ୍ କର୍ବାକେ ମୁଇ ମୁଲ୍କେ ଲାଜ୍ ଅଇନାଇ ।
18 Ty jag dristar icke något tala, det icke Christus verkade igenom mig, till att göra Hedningarna lydaktiga, genom ord och gerningar;
୧୮ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସରର୍ ଆଦେସ୍ ମାନ୍ବାକେ କିରିସ୍ଟ ମକେ ଦେଇକରି ଜନ୍ଟା ସାଦନ୍ କଲାଆଚେ, ଅବ୍କା ସେଟାସେ ମୁଇ ଡାଟ୍ ସଙ୍ଗ୍ କଇବି । କାଇଟା କଇବାର୍ଆଚେ, ଆରି କାଇଟା କର୍ବାର୍ଆଚେ, ସେମକେ ଜାନାଇଲାକେ ଏଟା ଅଇଲା ।
19 Genom teckens och unders kraft, och genom Guds Andas kraft; så att ifrån Jerusalem, och de land deromkring ligga, allt intill Illyricum, hafver jag uppfyllt med Christi Evangelium;
୧୯ଚିନର୍ ଲାଗି, କାବାଅଇଜିବା କାମର୍ଲାଗି ଆରି ସୁକଲ୍ଆତ୍ମାର୍ ବପୁର୍ଲାଗି ଏଟା ସବୁ କଲାଆଚେ । ସେଟାର୍ ପାଇ ମୁଇ ଜିରୁସାଲମେଅନି ଇଲିରିକମ୍କେ ଗାଲାବେଲେ ବାଟେ କିରିସ୍ଟର ସୁବ୍କବର୍ ପୁରାପୁରୁନ୍ ଜାନାଇଲି ଆଚି ।
20 Och beflitat mig att predika Evangelium, der Christus icke ens hade varit nämnd, på det jag icke skulle bygga på ens annars grund;
୨୦ଜନ୍ ଜାଗାମନ୍କେ ଲକ୍ମନ୍ କିରିସ୍ଟର୍ ବିସଇ ସୁନତ୍ନାଇ, ସିତି ତାର୍ କବର୍ ଜାନାଇବାର୍ ମର୍ ଆଦେସ୍ ରଇଲା । କାଇକେବଇଲେ ଜନ୍ଲକ୍ମନ୍କେ ସୁବ୍କବର୍ ବିନ୍ଲକ୍ମନ୍ ଜାନାଇ ସାରାଇଆଚତ୍, ତେଇ ମୁଇ ଆରିତରେକ୍ କଇବାକେ ମନ୍ କରିନାଇ ।
21 Utan, såsom skrifvet står: Dem som intet hafver kungjordt varit om honom, de skola det se; och de som af honom intet hört hafva, de skola det förstå.
୨୧ଜେନ୍ତିକି ସାସ୍ତରେ ଲେକା ଆଚେ, “ଜନ୍ଲକ୍ମନ୍ ତାର୍ ନାଉଁ ଏବ୍କେଜାକ ସୁନତ୍ନାଇ, ଏବେ ସେ କେ ବଲି ଜାନ୍ବାଇ । ଜନ୍ଲକ୍ମନ୍କେ ଏବେଜାକ ତାର୍ ବିସଇ ଜାନାଅତ୍ନାଇ, ସେମନ୍ ବୁଜ୍ବାଇ ।”
22 Det är ock saken, hvarföre jag ofta hafver varit förhindrad att komma till eder.
୨୨ମୁଇ ବେସିତର୍ ତମ୍କେ ଦେକିଆଇବାଟା ପିଟିଗାଲା ଆଚେ ।
23 Nu, efter jag icke mer rum hafver i dessa landen, och hafver dock i mång år åstundat komma till eder;
୨୩ମାତର୍ ଏ ଜାଗା ଲଗେ ମର୍ କାମ୍ ସାରିଗାଲା ଆଚେ । ଆରି ତମ୍କେ ଦେକ୍ବାକେ ମର୍ ବେସି ବରସର୍ ଆସା ଏବେ ପୁରାପୁରୁନ୍ ଅଇସି ।
24 Då jag reser ut i Hispanien, vill jag komma till eder; ty jag hoppas att, då jag reser derigenom, skall jag få se eder, och sedan varda af eder hulpen dit att komma; dock att jag ju först någon lust hafver haft af edor umgängelse.
୨୪ସାରାସାରି ଏବେ ମୁଇ ତମ୍କେ ଦେକ୍ବାକେ ଆସିଅଇସି । ଏସ୍ପେନ୍ ଦେସେ ଜିବା ବାଟେ ତମ୍କେ ଦେକିଆଇବି ବଲି ବାବ୍ଲିଆଚି । ତମର୍ଟାନେ ସାର୍ଦାସଙ୍ଗ୍ କେତେ ବେଲା ବିତାଇଲା ପଚେ ତମର୍ ସାଇଜେ ଏସ୍ପେନ୍ ଦେସେ ଉଟିଜିବି ।
25 Men nu far jag hädan till Jerusalem, till att göra dem heligom tjenst.
୨୫ଏବେ ମୁଇ ପର୍ତୁମ୍ ଜିରୁସାଲମେ ଗାଲିନି । କାଇକେବଇଲେ ତେଇର୍ ବିସ୍ବାସିମନ୍କେ ସେବାକାମେ ସାଇଜ କର୍ବା କେତେକ୍ ଡାବୁ ନେଇଦେବାକେ ମକେ କଇଲାଇ ଆଚତ୍ ।
26 Ty de som bo uti Macedonien, och Achajen, hafva belefvat göra någon undsättning dem fattigom heligom, som äro i Jerusalem.
୨୬ମାକିଡନିଆ ଆରି ଗିରିସର୍ ଆକାୟାତେଇ ରଇବା ବିସ୍ବାସିମନ୍ ଜିରୁସାଲାମେ ରଇବା ଅର୍କିତ୍ ବିସ୍ବାସିମନର୍ପାଇ ଏ ସାଇଜ ପାଟାଇବାଟା ନିକ ରଇସି ବଲି ବାବ୍ଲାଇ ।
27 Ty de hafva så belefvat, och äro dem ock pligtige; fördenskull, att efter de hafva delat med Hedningarna sin andeliga ting, är tillbörligit, att de äro dem till tjenst med deras lekamliga ting.
୨୭ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
28 Då jag nu beställt hafver, och förseglat dem denna frukt, vill jag komma tillbaka igen, och genom edar ( stad ) fara till Hispanien.
୨୮ଆରି ମର୍ ଏ କାମ୍ ସାରାଇକରି ସେମନର୍ ସାଇଜର୍ପାଇ ଆନିରଇବା ଡାବୁ ସର୍ପିଦେଲା ପଚେ, ମୁଇ ଇସ୍ପେନ୍ଦେସେ ଜିବାକେ ବାରଇବି । ଆରି ବାଟେ ତେବିକରି ତମ୍କେ ଦେକ୍ବି ।
29 Men jag vet, när jag kommer till eder, varder jag kommandes med Christi Evangelii fullkomliga välsignelse.
୨୯ମୁଇ ଜାନିଆଚି, ତମର୍ଟାନେ କେଟ୍ଲାବେଲେ କିରିସ୍ଟର୍ ପୁରାପୁରୁନ୍ ଆସିର୍ବାଦ୍ନେଇ ମୁଇ ଆଇବି ।
30 Men, käre bröder, jag förmanar eder genom vår Herra Jesum Christum, och igenom Andans kärlek, att I mig uti mitt arbete hjelpen, med edra böner för mig till Gud;
୩୦ଏ ମର୍ ଆଲାଦର୍ ବାଇବଇନିମନ୍! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
31 Att jag må frälst varda ifrå de otrogna i Judeen; och att min tjenst, som jag gör i Jerusalem, må anammelig varda dem heligom;
୩୧ଜିଉଦା ଦେସେ ରଇବା ବିସ୍ବାସି ନ କଲା ଲକ୍ମନର୍ ଟାନେଅନି ମକେ କାଇଟା ନ ଅଅ ବଲି ପାର୍ତନା କରା । ଜିରୁସାଲାମର୍ ବିସ୍ବାସିମନ୍କେ ଜନ୍ ସାଇଜ ମୁଇ ନେଇଦେଲିନି, ସେତ୍କିରେ ସେମନ୍ ସାର୍ଦାସଙ୍ଗ୍ ରଅତ୍, ବଲି ସେଟାର୍ପାଇ ମିସା ପାର୍ତନା କରା ।
32 Att jag må med glädje komma till eder, genom Guds vilja, och vederqvicka mig med eder.
୩୨ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
33 Men fridsens Gud vare med eder allom. Amen.
୩୩ସାନ୍ତିଦେବା ପରମେସର୍ ତମର୍ ସବୁ ଲକର୍ ସଙ୍ଗ୍ ରଅ । ଆମେନ୍ ।