< Lukas 2 >
1 Och det hände sig vid den tiden att från kejsar Augustus utgick ett påbud att hela världen skulle skattskrivas.
୧ସେବେଲେ ରମିୟ ରାଇଜର୍ ବଡ୍ ସାସନ୍ କାରିଆ ଅଗସ୍ଟ କାଇସରର୍ ଆଦେସ୍ ଇସାବେ ସବୁଲକ୍କେ ନାଉଁ ଲେକାଇବାର୍ ଅଇଲା ।
2 Detta var den första skattskrivningen, och den hölls, när Kvirinius var landshövding över Syrien.
୨କିରିଣିୟ ନାଉଁର୍ ସାସନ୍ କାରିଆ ସିରିଆ ରାଇଜ୍ ସାସନ୍ କର୍ବା ବେଲେ ପର୍ତୁମ୍ ତର୍ ଏନ୍ତାରି ନାଉଁ ଲେକା ଅଇରଇଲା ।
3 Då färdades alla var och en till sin stad, för att låta skattskriva sig.
୩ସେଟାର୍ପାଇ ବଲି ସବୁଲକ୍ ନାଉଁ ଲେକାଇବାକେ ନିଜର୍ ନିଜର୍ ନଅରେ ଗାଲାଇ ।
4 Så gjorde ock Josef; och eftersom han var av Davids hus och släkt, for han från staden Nasaret i Galileen upp till Davids stad, som heter Betlehem, i Judeen,
୪ଆରି ଜସେପ୍ ମିସା ନାଉଁ ଲେକାଇବାକେ ମରିୟମର୍ ସଙ୍ଗ୍ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ଗଟେକ୍ ନଅରେ ଅନି ଜିଉଦା ରାଇଜର୍ ବେତ୍ଲିଇମ୍ ବଲି ଦାଉଦ୍ ରାଜାର୍ ଜନମ୍ ନଅରେ ଗାଲାଇ । କାଇକେବଇଲେ, ଜସେପ୍ ଦାଉଦ୍ ବଁସର୍ ଆରି ସେ କୁଟୁମର୍ ଲକ୍ ରଇଲା ।
5 för att låta skattskriva sig jämte Maria, sin trolovade, som var havande.
୫ତାର୍ସଙ୍ଗ୍ ମରିୟମର୍ ବିବା ମାଙ୍ଗ୍ନି ଅଇରଇଲା, ଆରି ମରିୟମ୍ ଗାଗ୍ଡେ ଅଇରଇଲା ।
6 Medan de voro där, hände sig att tiden var inne, då hon skulle föda.
୬ଜସେପ୍ ଆରି ମରିୟମ୍ ବେତ୍ଲିଇମେ ରଇଲାବେଲେ, ମରିୟମର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲା ।
7 Och hon födde sin förstfödde son och lindade honom och lade honom i en krubba, ty det fanns icke rum för dem i härbärget.
୭ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
8 I samma nejd voro då några herdar ute på marken och höllo vakt om natten över sin hjord.
୮ବେତ୍ଲିଇମ୍ ଲଗେ କେତେଟା ମେଣ୍ଡା ଚାରାଉ ଗଉଡ୍ମନ୍ ସେ ରାତିଆ ପଦାଇ ରଇ ତାକର୍ ମେଣ୍ଡା ଗଟାନି ଜାଗ୍ତେରଇଲାଇ ।
9 Då stod en Herrens ängel framför dem, och Herrens härlighet kringstrålade dem; och de blevo mycket förskräckta.
୯ଆରି ଏଦେ ଦେକା! ମାପ୍ରୁର୍ ଦୁତ୍ ଗଟେକ୍ ଆସି ସେମନର୍ ଲଗେ ଟିଆଅଇଲା, ଆରି ମାପ୍ରୁର୍ ମଇମାର୍ ଉଜଲ୍ ତାକର୍ ଚାରିବେଡ୍ତି ଜଲ୍ସିଗାଲାଜେ ଗଉଡ୍ମନ୍ ବେସି ଡରିଗାଲାଇ ।
10 Men ängeln sade till dem: "Varen icke förskräckta. Se, jag bådar eder en stor glädje, som skall vederfaras allt folket.
୧୦ତେଇ ଦୁତ୍ ସେମନ୍କେ କଇଲା, “ଡରାନାଇ! ଦେକା ମୁଇ ସବୁଲକର୍ପାଇ ଗଟେକ୍ ବେସି ସାର୍ଦାର୍ କବର୍ ତମ୍କେ ଜାନାଇଲିନି, ଜନ୍ଟାକି ସବୁଲକର୍ପାଇ ସାର୍ଦାର୍ ବିସଇ ଅଇସି ।
11 Ty i dag har en Frälsare blivit född åt eder i Davids stad, och han är Messias, Herren.
୧୧କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ ।
12 Och detta skall för eder vara tecknet: I skolen finna ett nyfött barn, som ligger lindat i en krubba."
୧୨ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।”
13 I detsamma sågs där jämte ängeln en stor hop av den himmelska härskaran, och de lovade Gud och sade:
୧୩ସେଡ୍କିବେଲେ ଅଟାତ୍ ସର୍ଗେଅନି ଦୁତ୍ମନ୍ ମାନ୍ଦାଅଇ, ସେ ସରଗର୍ ଦୁତ୍ଟାନେ କେଟି ପର୍ମେସର୍କେ ସୁମର୍ନା କର୍ବାର୍ ଦାର୍ଲାଇ ।
14 "Ära vare Gud i höjden, och frid på jorden, bland människor till vilka han har behag!"
୧୪“ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ, ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।”
15 När så änglarna hade farit ifrån herdarna upp i himmelen, sade dessa till varandra: "Låt oss nu gå till Betlehem och se det som där har skett, och som Herren har kungjort för oss."
୧୫ଦୁତ୍ମନ୍ ମେଣ୍ଡା ଚାରାଉ ଗଉଡ୍ମନ୍କେ ଚାଡି ସର୍ଗେ ଉଟିଗାଲା ପଚେ, ଗଉଡ୍ମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇବାର୍ ଦାର୍ଲାଇ, “ଆସା ଆମେ ସବୁ ବେତ୍ଲିଇମ୍ ଜାକ ଜାଇକରି, ପର୍ମେସର୍ ଜାନାଇରଇଲା ବିସଇ ଦେକୁ ।”
16 Och de skyndade åstad dit och funno Maria och Josef, och barnet som låg i krubban.
୧୬ତେଇଅନି ସେମନ୍ ଦାପ୍ରେ ଜାଇ କଜିକରି ମରିୟମ୍, ଜସେପ୍ ଆରି ଗରୁସାଲର୍ ଡଙ୍ଗାଇ ପିଲା ଡୁଲିରଇଲାଟା ଦେକ୍ଲାଇ ।
17 Och när de hade sett det, omtalade de vad som hade blivit sagt till dem om detta barn.
୧୭ସେମନ୍ ପିଲାକେ ଦେକିକରି, ଦୁତ୍ ଜାଇ ଜାଇଟା କଇରଇଲା, ତେଇ ରଇଲା ସବୁଲକ୍କେ କଇଲାଇ ।
18 Och alla som hörde det förundrade sig över vad herdarna berättade för dem.
୧୮ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
19 Men Maria gömde och begrundade allt detta i sitt hjärta.
୧୯ମାତର୍ ମରିୟମ୍ ଏ ସବୁ କାତା ନିଜର୍ ମନେ ସଙ୍ଗଇ, ସେ ବିସଇସେ ଚିନ୍ତା କର୍ବାର୍ ଦାର୍ଲା ।
20 Och herdarna vände tillbaka och prisade och lovade Gud för allt vad de hade fått höra och se, alldeles såsom det blivit dem sagt.
୨୦ଆରି ମେଣ୍ଡା ଚାରାଉମନ୍କେ ଦୁତ୍ ଜେନ୍ତି କଇରଇଲା, ସେନ୍ତା ସୁନ୍ଲାଇ ଆରି ଦେକ୍ଲାଇ । ସେ ସବୁର୍ଲାଗି ପର୍ମେସରର୍ ମଇମା କରି କରି ବାଅଡ୍ଲାଇ ।
21 När sedan åtta dagar hade gått till ända och han skulle omskäras, gavs honom namnet Jesus, det namn som hade blivit nämnt av ängeln, förrän han blev avlad i sin moders liv.
୨୧ଆଟ୍ ଦିନ୍ ଅଇଲାପଚେ ଜିଉଦିମନର୍ ନିୟମ୍ ଇସାବେ ପିଲାକେ ସୁନତ୍ କର୍ବାକେ ମନ୍ଦିରେ ନେଲାଇ । ଆରି ପିଲାର୍ ନାଉଁ ଜିସୁ ବଲି ଦିଆଅଇଲା । ଏ ନାଉଁ ମରିୟମ୍ ଗାଗ୍ଡେ ନ ଅଇତେ, ସର୍ଗର୍ ଦୁତ୍ କଇରଇଲା ।
22 Och när deras reningsdagar hade gått till ända, de som voro föreskrivna i Moses' lag, förde de honom upp till Jerusalem för att bära honom fram inför Herren,
୨୨ପଚେ ଜେଡେବଲ୍ ମସାର୍ ବିଦି ଇସାବେ, ଜସେପ୍ ଆରି ମରିୟମର୍ ସୁତକ୍ ଅଇରଇବା ବେଲା ପୁରୁନ୍ ଅଇଆଇଲା, ପିଲାକେ ପର୍ମେସର୍କେ ସର୍ପି ଦେବାକେ ଜିରୁସାଲାମ୍ ମନ୍ଦିରେ ନେଲାଇ ।
23 enligt den föreskriften i Herrens lag, att "allt mankön som öppnar moderlivet skall räknas såsom helgat åt Herren",
୨୩ମାପ୍ରୁର୍ ଲେକା ଅଇରଇବା ସାସ୍ତର୍ ଇସାବେ, ସେ ବେଲେ ଜନ୍ ଗରେ ମିସା, ପର୍ତୁମ୍ ଜନମ୍ ଅଇଲା ପଣୁଆ ପିଲାମନ୍ ପର୍ମେସରର୍ ସେବାର୍ ପାଇ ସର୍ପି ଅଇବାଇ ବଲି ମାନ୍ତେ ରଇଲାଇ ।
24 så ock för att offra "ett par duvor eller två unga turturduvor", såsom stadgat var i Herrens lag.
୨୪ଜସେପ୍ ଆରି ମରିୟମ୍ ଜିସୁକେ ଲେକା ଅଇରଇବା ସାସ୍ତର୍ ଇସାବେ ପର୍ମେସର୍କେ ସର୍ପି ଦେବାକେ ଆରି ସୁକଲ୍ ଅଇବା ବିରୁର୍ପାଇ ଦୁଇଟା ପରୁଆ ପିଲା ଦାରି ଜିରୁସାଲାମ୍ ଗାଲାଇ ।
25 I Jerusalem levde då en man, vid namn Simeon, en rättfärdig och from man, som väntade på Israels tröst; och helig ande var över honom.
୨୫ସେବେଲେସେ ଜିରୁସାଲାମେ ସିମିୟନ୍ ନାଉଁର୍ ଗଟେକ୍ ଦରମ୍ ଲକ୍ ରଇଲା । ସେ ମାପ୍ରୁ ଦେକ୍ବା ଇସାବେ ନିମାନ୍ ଲକ୍ । ଇସ୍ରାଏଲ୍ ଦେସେ ଉଦାର୍କାରିଆ ଆସି ସାନ୍ତି ଦେଅ ବଲି ଜାଗିରଇଲା । ଆରି ତାର୍ଟାନେ ସୁକଲ୍ ଆତ୍ମା ବାସାଅଇରଇଲା ।
26 Och av den helige Ande hade han fått den uppenbarelsen att han icke skulle se döden, förrän han hade fått se Herrens Smorde.
୨୬ସୁକଲ୍ ଆତ୍ମା ତାକେ ଜାନାଇଦେଇରଇଲା ଜେ, ପର୍ମେସର୍ ପାଟାଇରଇବା ଉଦାର୍କାରିଆର୍ ଦର୍ସନ୍ ନ ମିଲ୍ବାଜାକ ତାର୍ ମରନ୍ ନ ଅଏ ।
27 Han kom nu genom Andens tillskyndelse till helgedomen. Och när föräldrarna buro in barnet Jesus, för att så göra med honom som sed var efter lagen,
୨୭ତାକେ ଆତ୍ମା ଚାଲାଇ ଆନ୍ଲାଜେ ସେ ଦେଉଲର୍ ଡାଣ୍ଡେ ଆଇଲା, ଆରି ଜେଡେବଲ୍ ସାନ୍ପିଲା ଜିସୁର୍ ଆୟା ବାବା ତାକେ ବିତ୍ରେ ଆନ୍ଲାଇ,
28 då tog också han honom i sin famn och lovade Gud och sade:
୨୮ସେଡ୍କିବେଲେ ସିମିୟନ୍ ସାନ୍ପିଲାକେ କଲେ ଦାରି ପର୍ମେସରର୍ ମଇମା କରି କଇଲା,
29 "Herre, nu låter du din tjänare fara hädan i frid, efter ditt ord,
୨୯“ଏ ମାପ୍ରୁ! ଏବେ ତୁଇ ନିଜର୍ ବାକିଅ ଇସାବେ ତର୍ ନିଜର୍ ଦାସ୍ ମକେ ସାନ୍ତିସଙ୍ଗ୍ ଜିବାକେ ଦେଲୁସ୍ନି!
30 ty mina ögon hava sett din frälsning,
୩୦କାଇକେବଇଲେ ମର୍ ଆଁକି ତର୍ ଉଦାର୍ ଦେକି ଆଚେ,
31 vilken du har berett till att skådas av alla folk:
୩୧ଜନ୍ ଉଦାର୍କାରିଆକେ ତମେ ସବୁଲକର୍ ମୁଆଟେ ପାଟାଇ ଆଚାସ୍ ।
32 ett ljus som skall uppenbaras för hedningarna, och en härlighet som skall givas åt ditt folk Israel."
୩୨ଆରି ବିଜାତି ଲକ୍ମନର୍ପାଇ ବଲି ଜାନାଇଅଇଲା ସତର୍ ଉଜଲ୍ ଆରି ତମର୍ ଲକ୍ମନ୍ ଇସ୍ରାଏଲର୍ ମଇମା କରି ଆଚାସ୍ ।”
33 Och hans fader och moder förundrade sig över det som sades om honom.
୩୩ସିମିୟନର୍ଟାନେଅନି ଜିସୁର୍ ବିସଇର୍ କାତା ସୁନି ଜସେପ୍ ଆରି ମରିୟମ୍ କାବାଅଇ ଜାଇତେ ରଇଲାଇ ।
34 Och Simeon välsignade dem och sade till Maria, hans moder: "Se, denne är satt till fall eller upprättelse för många i Israel, och till ett tecken som skall bliva motsagt.
୩୪ଆରି ସିମିୟନ୍ ସେଲକ୍କେ ଆସିର୍ବାଦ୍ ଦେଇ ଜିସୁର୍ ମାକେ କଇଲା, “ଏ ପିଲା ଇସ୍ରାଏଲ୍ ଦେସର୍ କେତେ କେତେ ଲକ୍ ଉବଜ୍ବାଟା ଆରି କେତେ କେତେ ଲକ୍ ବୁଡିଜିବାର୍ପାଇ ବଲି ପର୍ମେସର୍ ବାଚି ପାଟାଇଲା ଲକ୍ ଅଇସି । କେତେ କେତେ ଲକ୍ମନ୍ ତାର୍ ବିରୁଦେ କଇବା, ଗଟେକ୍ ଚିନ୍ ପାରା ଅଇସି ।
35 Ja, också genom din själ skall ett svärd gå. Så skola många hjärtans tankar bliva uppenbara."
୩୫କେତେ କେତେ ଲକ୍ ତାକେ ବିରଦ୍ କରି ନିଜର୍ ମନ୍ ବିତ୍ରର୍ କାତା ସବୁ ଜାନାଇବାଇ । ଆରି ତମର୍ ଜିବ୍ନେ ଗଟେକ୍ କାଣ୍ଡା ବୁସିଅଇରଇଲାପାରା ତମ୍କେ ବେସି ଦୁକ୍ ଆଇସି ।”
36 Där fanns ock en profetissa, Hanna, Fanuels dotter, av Asers stam. Hon var kommen till hög ålder; i sju år hade hon levat med sin man, från den tid då hon var jungfru,
୩୬ସେ ଦାପ୍ରେ, ଏଦେ ଦେକା! ଆନା ନାଉଁର୍ ଗଟେକ୍ ମାଇଜି ବବିସତ୍ବକ୍ତା ତାକର୍ ଲଗେ ଆଇଲା । ସେ ଆସେର୍ ବଁସର୍ ପିନୁଏଲର୍ ଟକି, ସେ ବେସି ଡକ୍ରି ଅଇଜାଇରଇଲା । ବିବା ଅଇ ମୁନୁସ୍ ସଙ୍ଗ୍ ସାତ୍ ବରସ୍ ରଇକରି, ରାଣ୍ଡି ଅଇଗାଲା । ଆରି ତାକେ ଚାରିକଡିଚାରି ବରସ୍ ଅଇରଇଲା ।
37 och hon var nu änka, åttiofyra år gammal. Och hon lämnade aldrig helgedomen, utan tjänade där Gud med fastor och böner, natt och dag.
୩୭ସେ ଦେଉଲେଅନି କେନେ ନ ଜାଇ, ଉପାସ୍ ରଇକରି ଦିନ୍ ରାତି ମାପ୍ରୁର୍ ଉପାସନା କର୍ତେରଇଲା ।
38 Hon kom också i samma stund tillstädes och prisade Gud och talade om honom till alla dem som väntade på förlossning för Jerusalem.
୩୮ପିଲାକେ ମାପ୍ରୁର୍ଟାନେ ସର୍ପି ଦେବାବେଲେ ସେ ଦେଉଲର୍ ଡାଣ୍ଡେ କେଟି, ପର୍ମେସରର୍ ମଇମା କରିକରି ଜନ୍ ଲକ୍ମନ୍ ଜିରୁସାଲାମର୍ ମୁକ୍ତି ମିଲ ବଲି ଜାଗ୍ତେରଇଲାଇ, ସେ ଲକ୍ମନ୍କେ ପିଲାର୍ ବିସଇ କଇବାର୍ ଦାର୍ଲା ।
39 Och när de hade fullgjort allt som var stadgat i Herrens lag, vände de tillbaka till sin stad, Nasaret i Galileen.
୩୯ପଚେ ଜସେପ୍ ଆରି ମରିୟମ୍ ମାପ୍ରୁର୍ ରିତିନିତି ଇସାବେ କର୍ବା ସବୁ କାମ୍ ସାରାଇ, ଗାଲିଲି ନିଜର୍ ନଅର୍ ନାଜରିତେ ବାଅଡ୍ଲାଇ ।
40 Men barnet växte upp och blev allt starkare och uppfylldes av vishet; och Guds nåd var över honom.
୪୦ଆରି ପିଲା ଦିନ୍କେ ଦିନ୍ ବଡିକରି ବପୁଅଇଲା, ଆରି ଗିଆନେ ପୁରାପୁରୁନ୍ ଅଇଲା । ତାକେ ପର୍ମେସରର୍ ଦୟା ରଇଲା ।
41 Nu plägade hans föräldrar årligen vid påskhögtiden begiva sig till Jerusalem.
୪୧ଜିସୁର୍ ବାବା, ମା ସବୁବର୍ସେ ଜିଉଦିମନର୍ ନିସ୍ତାର୍ ପରବ୍ ପାଇ ଜିରୁସାଲାମେ ଜାଇତେରଇଲାଇ ।
42 När han var tolv år gammal, gingo de också dit upp, såsom sed var vid högtiden.
୪୨ତରେକ୍ ଜିସୁକେ ବାର ବରସ୍ ଅଇଲାବେଲେ ସେମନର୍ ରିତିନିତି ଇସାବେ ଜିରୁସାଲାମେ ପରବ୍ ମାନ୍ବାର୍ ଗାଲାଇ ।
43 Men när de hade varit med om alla högtidsdagarna och vände hem igen, stannade gossen Jesus kvar i Jerusalem, utan att hans föräldrar lade märke därtill.
୪୩ସେମନ୍ ପରବ୍ ସାରାଇ ବାଉଡି ଆଇଲାବେଲେ, ପିଲା ଜିସୁ ଜିରୁସାଲାମେ ରଇଗାଲା । ମାତର୍ ତାର୍ ବାବା ମାଆ ମିସା ସେ ତେଇ ରଇଲାଟା ଜାନି ନ ରଇଲାଇ ।
44 De menade att han var med i ressällskapet och vandrade så en dagsled och sökte efter honom bland fränder och vänner.
୪୪ତାର୍ ସଙ୍ଗର୍ ଲକ୍ମନର୍ ସଙ୍ଗ୍ ଆଚେ କାଇକି ବଲି ବାବିକରି ସେମନ୍ ଗଟେକ୍ ଦିନର୍ ବାଟେ ଇଣ୍ଡି ଉଟି ଜାଇରଇଲାଇ । ସେମନ୍ ସାଇପଡିସା, ଚିନାର୍ ଜାନାର୍ ଲକ୍ମନ୍କେ ପାଚାରି କଜ୍ଲାଇ ।
45 När de då icke funno honom, vände de tillbaka till Jerusalem och sökte efter honom.
୪୫ଡିସେନାଇକେ ଆରି କଜି କଜି ଜିରୁସାଲାମେ ବାଉଡିଗାଲାଇ ।
46 Och efter tre dagar funno de honom i helgedomen, där han satt mitt ibland lärarna och hörde på dem och frågade dem;
୪୬ତିନ୍ଦିନ୍ ପଚେ ସେମନ୍ ତାକେ ମନ୍ଦିରେ ଦେକ୍ଲାଇ, ସେ ସାସ୍ତର୍ ସିକାଉମନର୍ ମଜାଇ ବସି, ତାକର୍ କାତା ସୁନ୍ତେରଇଲା, ଆରି ପର୍ସନ୍ ପାଚାର୍ତେରଇଲା ।
47 och alla som hörde honom blevo uppfyllda av häpnad över hans förstånd och hans svar.
୪୭ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
48 När de nu fingo se honom där, förundrade de sig högeligen; och hans moder sade till honom: "Min son, varför gjorde du oss detta? Se, din fader och jag hava sökt efter dig med stor oro."
୪୮ଜସେପ୍ ଆରି ମରିୟମ୍ ମିସା ଜିସୁକେ ଦେକି କାବା ଅଇଗାଲାଇ, ଆରି ତାର୍ ମାଆ ତାକେ କଇଲା, “ତୁଇ କାଇକେ ନୁନା ଆମ୍କେ ଏନ୍ତାରି କଲୁସ୍? ଦେକ୍ନି ତର୍ ବାବା ଆରି ମୁଇ କେତେକ୍ କିଲ୍ବିଲ୍ ଅଇ କଜ୍ଲୁନି ।”
49 Då sade han till dem: "Varför behövden I söka efter mig? Vissten I då icke att jag bör vara där min Fader bor?"
୪୯ତେଇ ଜିସୁ ସେମନ୍କେ କଇଲା, “କାଇକେ ମକେ କଜ୍ତେରଇଲାସ୍? ମର୍ ବାବାର୍ ଗରେ ମୁଇ ରଇବାର୍ ଆଚେଆକା, ଏଟା ନାଜାନି ରଇଲାସ୍ କି?”
50 Men de förstodo icke det som han talade till dem.
୫୦ମାତର୍ ଜିସୁ ସେମନ୍କେ ଜନ୍ କାତା କଇଲା, ସେଟା ସେମନ୍ ବୁଜିନାପାର୍ଲାଇ ।
51 Så följde han med dem och kom ned till Nasaret; och han var dem underdånig. Och hans moder gömde allt detta i sitt hjärta.
୫୧ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।
52 Och Jesus växte till i ålder och vishet och nåd inför Gud och människor.
୫୨ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।