< 1 Korintliler 16 >
1 Kutsallara yapılacak para yardımına gelince: Galatya kiliselerine ne buyurduysam, siz de öyle yapın.
୧ଜିଉଦା ମଣ୍ଡଲିର୍ ବିସ୍ବାସିମନ୍କେ ଡାବୁ ସାଇଜ କର୍ବା ବିସଇ ମୁ ଲେକ୍ଲିନି । ମୁ ଗାଲାତିଅ ମଣ୍ଡଲିମନ୍କେ ଜାଇଟା କର୍ବାକେ ଆଦେସ୍ ଦେଲିଆଚି, ସେ ଆଦେସ୍ ଡାଁଟ୍ ସଙ୍ଗ୍ କର୍ବାର୍ଆଚେ ।
2 Haftanın ilk günü herkes kazancına göre bir miktar para ayırıp biriktirsin. Öyle ki, yanınıza geldiğimde para toplamaya gerek kalmasın.
୨ତମର୍ କାମାଇବା ଇସାବେ, ସବୁ ବିସ୍ବାସିମନ୍, ବିସ୍ରାମ୍ ଦିନେ ମଣ୍ଡଲିତେଇ ରୁଣ୍ଡ୍ଲାବେଲେ ଅଲପ୍ ଅଲପ୍ ଡାବୁ ଜମାଇବାର୍ ଆଚେ । ଜେନ୍ତିକି ମୁଇ ଆଇଲାବେଲେ ଆରି ଡାବୁ ତଲ୍ବାକେ ନ ଲାଗେ ।
3 Oraya vardığımda, bağışlarınızı götürmek üzere uygun gördüğünüz kişileri tanıtıcı mektuplarla Yeruşalim'e göndereceğim.
୩ମୁଇ ଆଇଲାବେଲେ ତମେ ବାଚିରଇବା ଲକ୍ମନ୍କେ ଗଟେକ୍ ଚିଟି ଲେକିଦେବି ଆରି ସେମନ୍ ଜମାଇଲା ଡାବୁ ଆରି ସେମନ୍କେ ଜାନାଇବା ଚିଟି ଦାରି, ଜିରୁସାଲାମ୍ ଜିବାଇ ।
4 Benim de gitmeme değerse, onları yanıma alıp gideceğim.
୪ଜଦି ମର୍ ଜିବାକେ ଦର୍କାର୍ ଅଇସି ବଇଲେ ସେମନ୍ ମର୍ସଙ୍ଗ୍ ଜାଇପାରତ୍ ।
5 Makedonya'dan geçtikten sonra yanınıza geleceğim. Çünkü Makedonya'dan geçmek niyetindeyim.
୫ମାତର୍ ମୁଇ ଏବେ ମାକିଦନିଆଇ ଗାଲିନି । ତେଇଅନି ଜାଇ ଆଇଲେ ତମର୍ ଲଗେ ଆଇବି ।
6 Belki bir süre yanınızda kalırım, hatta kışı da sizinle geçirebilirim. Öyle ki, sonra nereye gidecek olsam, bana yardım edebilesiniz.
୬ମୁଇ ତେଇ ତମର୍ ସଙ୍ଗ୍ କେତେକ୍ ଦିନ୍ ରଇବି । ଅଇପାରେ ସିତ୍ଦିନ୍ ସାର୍ବା ଜାକ । ତାର୍ପଚେ ଜନ୍ତି ଜିବାକେ ମନ୍ କଲିନି, ତେଇ ଜିବାକେ ତମେ ମକେ ସାଇଜ କରିପାରାସ୍ ।
7 Sizi öyle kısaca görüp geçmek istemiyorum. Rab'bin izniyle uzunca bir süre yanınızda kalmayı umut ediyorum.
୭କାଇକେବଇଲେ ଜିବାବେଲେ ବାଟେ ତମର୍ ସଙ୍ଗ୍ ବେଟ୍ ଅଇକରି ଚନେକ୍ସେ ରଇବାକେ ମର୍ ମନ୍ ନାଇ । ମୁଇ ଆସା କଲିନି ମାପ୍ରୁ ମନ୍ କଲେ ମୁଇ ତମର୍ ସଙ୍ଗ୍ ଏତର୍ ବେସି ଦିନ୍ ରଇବି ।
8 Ama Pentikost Günü'ne dek Efes'te kalacağım.
୮ମାତର୍ ମୁଇ ପେନ୍ଟିକସ୍ଟ୍ ପରବ୍ ଜାକ ଏପିସିଏ ରଇବି,
9 Çünkü büyük ve etkili işler yapmam için burada bana bir kapı açıldı. Ne var ki, bana karşı çıkanlar çoktur.
୯ଇତି ମର୍ ବିରଦେ ବେସିଲକ୍ ରଇଲେ ମିସା, ସପଲ୍ ଅଇବା କାମ୍ କର୍ବାକେ ମର୍ ପାଇ ଦୁଆର୍ ଉଗାଡି ଅଇଆଚେ ।
10 Timoteos yanınıza gelirse, bir şeyden korkmamasına dikkat edin. Çünkü o da benim gibi Rab'bin işini yapıyor.
୧୦ଜଦି ତିମତି ତମର୍ଟାନେ ଆଇଲେ, ତାକେ ଗତିଆ କରି ଡାକିନିଆ । କାଇକେବଇଲେ ସେ ମିସା ମର୍ପାରା ମାପ୍ରୁର୍ କାମ୍ କଲାନି ।
11 Kimse onu hor görmesin. Yanıma gelmesi için onu esenlikle uğurlayın. Kardeşlerle birlikte onun da gelmesini bekliyorum.
୧୧ସେଟାର୍ ପାଇ ତାକେ କେ ମିସା ସାନ୍ ପାରା ଦେକାନାଇ । ମାତର୍ ତାକେ ସାଇଜ କରା, ଜେନ୍ତିକି, ସେ ତମର୍ ଜାଗାଇଅନି ଗାଲାବେଲେ, ସାନ୍ତିସଙ୍ଗ୍ ଜାଇପାର୍ସି । ଆରି ସେ ମର୍ଲଗେ ବାଅଡ୍ସି । ଇତିର୍ ବାଇବଇନିମନର୍ ସଙ୍ଗ୍ ମୁଇ ତାକେ ଜାଗ୍ଲିନି ।
12 Kardeşimiz Apollos'a gelince, kardeşlerle birlikte size gelmesi için ona çok ricada bulundum, ama şimdilik gelmeye hiç de istekli değil. Fırsat bulunca gelecek.
୧୨ବାଇ ଆପଲର୍ ବିସଇ ମୁଇ କଇଲିନି । ବିନ୍ ବିସ୍ବାସିମନର୍ ସଙ୍ଗ୍ ତମ୍କେ ବେଟ୍ ଅଇବାକେ ମୁଇ ତାକେ ବେସି ତର୍ ସାର୍ଦା କରାଇଲି, ମାତର୍ ସେ ଏବେ ଜିବାକେ ମୁଲ୍କେ ରାଜି ଅଏନାଇ । ପଚେ ସୁଜଗ୍ ମିଲ୍ଲେ ସେ ତମର୍ଟାନେ ଆଇସି ଆକା ।
13 Uyanık kalın, imanda dimdik durun, mert ve güçlü olun.
୧୩ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ ।
14 Her şeyi sevgiyle yapın.
୧୪ତମେ କର୍ବା ସବୁ କାମ୍ ଆଲାଦେ ସାରାଇବାର୍ ଆଚେ ।
15 Ahaya'da ilk iman eden ve kendilerini kutsalların hizmetine adayan İstefanas'ın ev halkını bilirsiniz. Kardeşler, size yalvarırım, bu gibilere ve onlarla birlikte çalışıp emek verenlerin hepsine bağımlı olun.
୧୫ଏ ବାଇମନ୍, ତମେ ତିପାନ୍ ଆରି ତାର୍ କୁଟୁମ୍ ବିସଇ ଜାନାସ୍ । ସେମନ୍ ଆକାୟାର୍ ପର୍ତୁମ୍ ବିସ୍ବାସିମନ୍ ଆରି ପର୍ମେସରର୍ ଲକ୍ମନର୍ ସେବାଇ ନିଜେ ସର୍ପି ଅଇଲାଇ ଆଚତ୍ । ଏ ବାଇବଇନିମନ୍ ମୁଇ ତମ୍କେ ବାବୁଜିଆ କଲିନି,
୧୬ଏନ୍ତାରି ଦାଇତ୍ ନେବା ଲକ୍ମନର୍ ତଲିଆ ରୁଆ । ଆରି ସେମନର୍ ସଙ୍ଗ୍ ସେବା କର୍ବା ଲକ୍ମନର୍ ତଲିଆ ଉଆ ।
17 İstefanas, Fortunatus ve Ahaykos'un gelişine sevindim. Yokluğunuzu bana unutturdular.
୧୭ତିପାନା, ପର୍ତୁନାତ୍ ଆରି ଆକାଇ ଇତି ଆଇଲାକେ ମୁଇ ବେସି ସାର୍ଦା ଅଇଲିନି । କାଇକେବଇଲେ ତମେ ନ ରଇଲେ ମିସା ସେମନ୍ ତମର୍ ଜାଗାଇ ରଇଲା ପାରା ।
18 Sizin ruhunuzu da benim ruhumu da ferahlattılar. Böylelerinin değerini bilin.
୧୮ତମ୍କେ ଜେନ୍ତି ସାର୍ଦା କରାଇଲାଇ, ମକେ ମିସା ସେନ୍ତି ସାର୍ଦା କରାଇଲାଇ । ଏନ୍ତାରି ଲକ୍ମନ୍କେ ନାମ୍ବାର୍ ଆଚେ ।
19 Asya İli'ndeki kiliseler size selam eder. Akvila ve Priska, evlerinde buluşan toplulukla birlikte Rab'de size çok selam ederler.
୧୯ଆସିଆ ଦେସର୍ ମଣ୍ଡଲିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଆକିଲା, ପିରିସ୍କିଲା ଆରି ସେମନର୍ ଗରେ ଉପାସନା କର୍ତେରଇବା ମଣ୍ଡଲି ମାପ୍ରୁର୍ ନାଉଁ ଦାରି ତମ୍କେ ତାକର୍ ମନ୍ ବିତ୍ରେ ଅନି ଜୁଆର୍ ଜାନାଇଲାଇନି ।
20 Buradaki bütün kardeşlerin size selamı var. Birbirinizi kutsal öpüşle selamlayın.
୨୦ଇତିର୍ ବାଇବଇନିମନ୍ ସବୁ ତମ୍କେ ଜୁଆର୍ ଜାନାଇଲାଇନି । ତମର୍ ତମର୍ ବିତ୍ରେ ଆତେ ଦାରାଦାରି ଅଇ କିରିସ୍ଟର୍ ଆଲାଦେ ସାଲାମ୍ କରି ଜୁଆର୍ବେଟ୍ ଉଆ ।
21 Ben Pavlus, bu selamı kendi elimle yazıyorum.
୨୧ମୁଇ ପାଉଲ୍, ଏତ୍କିସେ ଲେକି ଜୁଆର୍ ଜାନାଇଲିନି ।
22 Rab'bi sevmeyene lanet olsun. Maranata!
୨୨ଜଦି କେ ମାପ୍ରୁକେ ଲାଡ୍ ନ କରେ, ସେ ଅବିସାପ୍ ପାଅ । ମାରାନାତା, ଆମର୍ ମାପ୍ରୁ ଆସ ।
23 Rab İsa'nın lütfu sizinle birlikte olsun.
୨୩ମାପ୍ରୁ ଜିସୁର୍ ଜିବନ୍ ଦୁକାନି ତମର୍ଟାନେ ରଅ ।
24 Hepinize Mesih İsa'da sevgiler! Amin.
୨୪କିରିସ୍ଟ ଜିସୁକିରିସ୍ଟର୍ ସଙ୍ଗ୍ ମିସିରଇବା ସବୁକେ ମର୍ ଆଲାଦ୍ ରଅ ।