< Matta 13 >
1 Aynı gün İsa evden çıktı, gidip göl kıyısında oturdu.
୧ଦିନେକ୍ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗରେ ଅନି ବାରଇ ସମ୍ଦୁର୍ କଣ୍ଡି ଗାଲା । ତେଇ ସେ ବସିକରି ସିକାଇବାର୍ ଦାର୍ଲା ।
2 Çevresinde büyük bir kalabalık toplandı. Bu yüzden İsa tekneye binip oturdu. Bütün kalabalık kıyıda duruyordu.
୨ଲକ୍ମନ୍ ତାର୍ ଚାରିବେଡ୍ତି ଜବର୍ ଅଇ ରୁଣ୍ଡିରଇଲାଇଜେ ସେ ଗଟେକ୍ ଡଙ୍ଗାଇ ଜାଇ ବସ୍ଲା । ଲକ୍ମନ୍ ଟିଆ ଅଇ ତାର୍ କାତା ସୁନ୍ବାର୍ ଦାର୍ଲାଇ ।
3 İsa onlara benzetmelerle birçok şey anlattı. “Bakın” dedi, “Ekincinin biri tohum ekmeye çıktı.
୩ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
4 Ektiği tohumlardan kimi yol kenarına düştü. Kuşlar gelip bunları yedi.
୪ଚାସି ସେ ଜମିଟାନେ ବିଅନ୍ ବୁନ୍ବା ବେଲେ କେତେଟା ମୁଞ୍ଜି ମଜା ବାଟେ ଅଦର୍ଲାଜେ ସେଟା ଚଡଇମନ୍ ଆସି କାଇଦେଲାଇ ।
5 Kimi, toprağı az, kayalık yerlere düştü; toprak derin olmadığından hemen filizlendi.
୫ଆରି ଅଦେକ୍ ମାଟି ଉନାରଇ ଜବର୍ ପାକ୍ନା ରଇବା ପଦାଇ ଅଦର୍ଲା । ତେଇ ମାଟି ବଉଲ୍ ନ ରଇଲାଜେ ଦାପ୍ରେ ଆଁକ୍ରି ଗାଜା ଅଇଲା ।
6 Ne var ki, güneş doğunca kavruldular, kök salamadıkları için kuruyup gittiler.
୬ମାତର୍ ଗାଜାର୍ ଚେର୍ ବିତ୍ରେ ଜାଏ ନାଇଜେ, କାରା କଲାକେ ସେଟା ସୁକିଗାଲା ।
7 Kimi, dikenler arasına düştü. Dikenler büyüdü, filizleri boğdu.
୭ଆରି କେତେଟା ବିଅନ୍ କାଟାବୁଟା ବିତ୍ରେ ଅଦର୍ଲା, ଆରି କାଟାବୁଟା ଆଁକ୍ରି ଗାଜା ଅଇଲା । ବିଅନର୍ ଚାରିବେଡ୍ତି ବର୍ଡି ଜାଇ ସେଟା ସବୁ ଗିଲିଦେଲା ।
8 Kimi ise iyi toprağa düştü. Bazısı yüz, bazısı altmış, bazısı da otuz kat ürün verdi.
୮ମାତର୍ ଆରି ବାକି ସବୁ ବିଅନ୍ ନିକ ବୁଏଁ ଅଦ୍ରି ବୁଟା ଅଇ ବଡିକରି ପଲ୍ ଦାର୍ଲା । କେତେଟା ବୁଟାଇ ତିରିସ୍ ବାଗ୍, ସାଟେ ବାଗ୍, ଆରି ସଏ ବାଗ୍ ଅନି ଅଦିକ୍ ପଲ୍ଦାର୍ଲା ।”
୯ଜିସୁ ଉଦାଅରଣ୍ ସାରାଇକରି କଇଲା, “ଜାକେ ସୁନ୍ଲା ପାରା କାନ୍ ଆଚେ, ସେ ସୁନ ।”
10 Öğrencileri gelip İsa'ya, “Halka neden benzetmelerle konuşuyorsun?” diye sordular.
୧୦ପଚେ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ତମେ ଲକ୍ମନ୍କେ ସିକାଇଲା ବେଲେ କାଇକେ ଉଦାଅରଣ୍ ଇସାବେ କଇଲାସ୍ନି?”
11 İsa şöyle yanıtladı: “Göklerin Egemenliği'nin sırlarını bilme ayrıcalığı size verildi, ama onlara verilmedi.
୧୧ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
12 Çünkü kimde varsa, ona daha çok verilecek, bolluğa kavuşturulacak. Ama kimde yoksa, elindeki de alınacak.
୧୨ଜାକେ ଆଚେ, ତାକେ ଦିଆଅଇସି । ତେଇଅନି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ମିସା ନିଆଅଇସି ।”
13 Onlara benzetmelerle konuşmamın nedeni budur. Çünkü, ‘Gördükleri halde görmezler, Duydukları halde duymaz ve anlamazlar.’
୧୩ସେମନ୍କେ ମୁଇ କାତାନି ଇସାବେ ସିକାଇଲିନି । କାଇକେବଇଲେ ସେମନ୍ ଦେକି ଦେକି ରଇବାଇ, ମାତର୍ ନ ଦେକ୍ଲା ପାରା । ସୁନ୍ତେ ରଇବାଇ, ମାତର୍ ନ ସୁନ୍ଲା ପାରା ଆରି ନ ବୁଜତ୍ ।
14 “Böylece Yeşaya'nın peygamberlik sözü onlar için gerçekleşmiş oldu: ‘Duyacak duyacak, ama hiç anlamayacaksınız, Bakacak bakacak, ama hiç görmeyeceksiniz!
୧୪ଜିସାୟ ବବିସତ୍ବକ୍ତା କଇରଇବା ବାକିଅ ପୁରାପୁରୁନ୍ ଅଇଲା । ଏ ଲକ୍ମନ୍ ସୁନି ସୁନି ମିସା କାଇଟା ନ ବୁଜତ୍ ଦେକ୍ତେରଇବାଇ, ମାତର୍ ନ ଦେକ୍ଲା ପାରା ।
15 Çünkü bu halkın yüreği duygusuzlaştı, Kulakları ağırlaştı. Gözlerini kapadılar. Öyle ki, gözleri görmesin, Kulakları duymasın, yürekleri anlamasın Ve bana dönmesinler. Dönselerdi, onları iyileştirirdim.’
୧୫କାଇକେ ବଇଲେ ସେମନର୍ ବୁଦି ଉନା । ସେମନ୍ କାନେ ଚୁଟିଅଇ ଦେଇଆଚତ୍ ଆରି ଆଁକି ଲିମିଦେଇ ଆଚତ୍ । ସେନ୍ତାର୍ ନ ଅଇରଇଲେ ସେମନ୍ ଦେକିପାର୍ତାଇ, ସୁନିପାର୍ତାଇ ଆରି ମର୍ ଲଗେ ବାଉଡି ଆଇତାଇ । ସେମନ୍କେ ମୁଇ ନିକ କରିଦେଇତି ।
16 “Ama ne mutlu size ki, gözleriniz görüyor, kulaklarınız işitiyor!
୧୬“ତମେ କେଡେକ୍ ନିକ କରମର୍ ଲକ୍! ତମେ ଦେକି ପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି!
17 Size doğrusunu söyleyeyim, nice peygamberler, nice doğru kişiler sizin gördüklerinizi görmek istediler, ama göremediler. Sizin işittiklerinizi işitmek istediler, ama işitemediler.
୧୭ମୁଇ ତମ୍କେ ସତ୍ କଇଲିନି, କେତେକ୍ କେତେକ୍ ବବିସତ୍ବକ୍ତା ଆରି ପର୍ମେସରର୍ ଲକ୍ମନ୍ ତମେ ଜନ୍ଟା ଦେକ୍ଲାସ୍ନି, ସେଟା ଦେକ୍ବାକେ, ଆରି ଜାଇଟା ସୁନ୍ଲାସ୍ନି, ସେଟାମନ୍ ସୁନ୍ବାକେ ମନ୍ କର୍ତେରଇଲାଇ, ମାତର୍ ନାପାର୍ଲାଇ ।”
18 “Şimdi ekinciyle ilgili benzetmeyi siz dinleyin.
୧୮“ତେବେ ସୁନା, ବିଅନ୍ ବୁନ୍ବା କାତାର୍ ଅରତ୍ କଇଲିନି । ତମେ ବୁଜ୍ବାକେ ଚେସ୍ଟା କରା ।
19 Kim göksel egemenlikle ilgili sözü işitir de anlamazsa, kötü olan gelir, onun yüreğine ekileni söker götürür. Yol kenarına ekilen tohum işte budur.
୧୯ଜନ୍ ଲକ୍ମନ୍ ସରଗ୍ ରାଇଜର୍ ବାକିଅ ସୁନି ନ ବୁଜତ୍, ସଇତାନ୍ ଆସି ସେମନର୍ ମନ୍ ବିତ୍ରେ ଅନି ଜନ୍ଟା ବୁନାଅଇ ରଇସି, ସେଟା ଜିକି ଦାରିଜାଇସି । ଏଟା ଅଇଲାନି ବାଟେ ଅଦ୍ରି ରଇବା ବିଅନର୍ ଅରତ୍ ।”
20 Kayalık yerlere ekilen ise işittiği sözü hemen sevinçle kabul eden, ama kök salamadığı için ancak bir süre dayanan kişidir. Böyle biri Tanrı sözünden ötürü sıkıntı ya da zulme uğrayınca hemen sendeleyip düşer.
୨୦“ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା ।
୨୧ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।
22 Dikenler arasında ekilen de şudur: Sözü işitir, ama dünyasal kaygılar ve zenginliğin aldatıcılığı sözü boğar ve ürün vermesini engeller. (aiōn )
୨୨କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ । (aiōn )
23 İyi toprağa ekilen tohum ise, sözü işitip anlayan birine benzer. Böylesi elbette ürün verir, kimi yüz, kimi altmış, kimi de otuz kat.”
୨୩ଜନ୍ଲକ୍ମନ୍ ବାକିଅ ସୁନି ନିକକରି ବୁଜ୍ବାଇ, ନିକ ପଦାଇ ଅଦ୍ରିରଇବା ବିଅନର୍ ପାରା । ସେମନ୍ ନିକ ପସଲ୍ ଲାବ୍ କର୍ବାଇ କେ ସଏ ପୁଟିଅନି ଅଦିକ୍, କେ ସାଟେ ପୁଟିଅନି ଅଦିକ୍, କେ ତିରିସ୍ ପୁଟିଅନି ଅଦିକ୍ ପସଲ୍ ପାଚାଇବାଇ ।”
24 İsa onlara başka bir benzetme anlattı: “Göklerin Egemenliği, tarlasına iyi tohum eken adama benzer” dedi.
୨୪ଜିସୁ ତାର୍ ସିସ୍ମନ୍କେ ଆରି ଗଟେକ୍ ବିସଇ କାତାନି ଇସାବେ କଇଲା, ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକର୍ ପାରା । ସେ ଲକ୍ ତାର୍ ଜମିଟାନେ ନିକ ବିଅନ୍ ବୁନ୍ଲା ।
25 “Herkes uyurken, adamın düşmanı geldi, buğdayın arasına delice ekip gitti.
୨୫ସେ ଦିନେକ୍, ରାତିଆ ସଇଲା ବେଲେ, ତାର୍ ଗଟେକ୍ ବିରଦ୍ ଲକ୍ ଆସି ସେ ଜମିଟାନେ ଗାଁସ୍ ମୁଞ୍ଜି ବୁନି ଦେଇ, ଉଟିଗାଲା ।
26 Ekin gelişip başak salınca, deliceler de göründü.
୨୬ଜେଡେବେଲେ ଗଚ୍ ବଡି କେଡ୍ ଦାର୍ଲା, ମଜାଇମଜାଇ ଜୁଡ୍ ଗାଁସ୍ ଡିସ୍ଲା ।
27 “Mal sahibinin köleleri gelip ona şöyle dediler: ‘Efendimiz, sen tarlana iyi tohum ekmedin mi? Bu deliceler nereden çıktı?’
୨୭ସେ ଲକର୍ ଦାଙ୍ଗ୍ଡାମନ୍ ଆସି କଇଲାଇ, “ଏ ସାଉକାର୍ ତମେ ଜମିଟାନେ ନିକ ବିଅନ୍ ବୁନିରଇଲାସ୍, ଏତେକ୍ମାଣ୍ଡ୍ ଜୁଡ୍ ଗାଁସ୍ କନ୍ତିଅନି ଆଇଲା?”
28 “Mal sahibi, ‘Bunu bir düşman yapmıştır’ dedi. “‘Gidip deliceleri toplamamızı ister misin?’ diye sordu köleler.
୨୮ଜମି ସାଉକାର୍ କଇଲା, ମର୍ ବିରଦି ଲକ୍ ଗଟେକ୍ ଏନ୍ତି କଲାଆଚେ । ସେମନ୍ ପାଚାର୍ଲାଇ, “ତେବେ ଆମେ ଜାଇ ସେ ଜୁଡ୍ ଗାଁସ୍ମନ୍କେ ଜିକି ପିଙ୍ଗିଦେବୁ କି?”
29 “‘Hayır’ dedi adam. ‘Deliceleri toplarken belki buğdayı da sökersiniz.
୨୯ସାଉକାର୍ କଇଲା, “ନାଇ, ଜୁଡ୍ ଗାଁସ୍ ଜିକ୍ବାବେଲେ କେଡେବଲ୍ ଦାନ୍ବୁଟା ମିସା ଜିକିଅଇଜାଇସି ।
30 Bırakın biçim vaktine dek birlikte büyüsünler. Biçim vakti orakçılara, önce deliceleri toplayın diyeceğim, yakmak için demet yapın. Buğdayı ise toplayıp ambarıma koyun.’”
୩୦କାଟ୍ବା ଜାକ ଦାନ୍ ଆରି ଜୁଡ୍ ଗାଁସ୍ ମିସ୍ତେ ବଡ । କାଟ୍ବା ଲକ୍ମନ୍କେ କଉଁ ସେମନ୍ ପର୍ତୁମ୍ ଜୁଡ୍ ଗାଁସ୍ କାଟି ବାରା ବାନ୍ଦି ପଡାଇ ଦେଅତ୍ । ତାର୍ ପଚେ ଦାନ୍ କାଟି ମାଣ୍ଡାଇ କଲ୍କିଟାନେ ସଙ୍ଗଉ ।”
31 İsa onlara bir benzetme daha anlattı: “Göklerin Egemenliği, bir adamın tarlasına ektiği hardal tanesine benzer” dedi.
୩୧ଜିସୁ ଆରି ଗଟେକ୍ ବିସଇ କଇଲା, “ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକ୍ ତାର୍ ଜମିଟାନେ ସର୍ସୁ ମୁଞ୍ଜି ତପିଦେଲା ।
32 “Hardal tohumların en küçüğü olduğu halde, gelişince bahçe bitkilerinin boyunu aşar, ağaç olur. Böylece kuşlar gelip dallarında barınır.”
୩୨ସେ ମୁଞ୍ଜି ସବୁର୍ଟାନେଅନି ସାନ୍ ଅଇଲେ ମିସା ତେଇଅନି ଜନ୍ ଗଚ୍ ଅଇଲା, ଜମିଟାନେ ରଇଲା ବିନ୍ ଗଚ୍ମନର୍ତେଇଅନି ଅଦିକ୍ ଡେଙ୍ଗ୍ ଅଇ ଜୁଜୁରା ଅଇଲା । ଆରି ସେ ଗଚେ ଚଡଇମନ୍ ବାସା ଅଇଲାଇ ।”
33 İsa onlara başka bir benzetme anlattı: “Göklerin Egemenliği, bir kadının üç ölçek una karıştırdığı mayaya benzer. Sonunda bütün hamur kabarır.”
୩୩ଜିସୁ ଆରି ତରେକ୍ ଏନ୍ତାରି କାତା କଇଲା, “ଗଟେକ୍ ମାଇଜି କଣ୍ଡେକ୍ କମିର୍ ନେଇ ଅଦ୍ବାସ୍ତା ଗୁଣ୍ଡ୍ଟାନେ ମିସାଇଦେଲା । ସମାନ୍ ବେଲାଇ ସବୁଜାକ ଗୁଣ୍ଡ୍ କମିର୍ତେଇ ମିସି ପୁଲ୍ଲା । ସରଗ୍ ରାଇଜ୍ ବଡ୍ବାଟା ମିସା ଏନ୍ତାରିସେ ।”
34 İsa bütün bunları halka benzetmelerle anlattı. Benzetme kullanmadan onlara hiçbir şey anlatmazdı.
୩୪ଜିସୁ ଏନ୍ତାରି ଉଦାଅରଣ୍ ଦେଇ ସିକାଇତେ ରଇଲା । ଉଦାଅରଣ୍ ନ ଦେଇ ସେ କାଇଟା ମିସା ନ ସିକାଇତେ ରଇଲା ।
35 Bu, peygamber aracılığıyla bildirilen şu söz yerine gelsin diye oldu: “Ağzımı benzetmeler anlatarak açacağım, Dünyanın kuruluşundan beri Gizli kalmış sırları dile getireceğim.”
୩୫ଏଟାର୍ପାଇ ବବିସତ୍ବକ୍ତାର୍ ଏ ବାକିଅ ପୁରାପୁରୁନ୍ ଅଇଲା । ମୁଇ ଉଦାଅରଣ୍ ଦେଇ ସେମନ୍କେ କାତା କଇବି, ଏନ୍ତାରିସେ କାଇଟା ତିଆର୍ ନ ଅଇବା ଆଗ୍ତୁଅନି ନାଜାନି ରଇବା ସବୁ ବିସଇ ମୁଇ ସେମନ୍କେ ବୁଜାଇଦେବି ।
36 Bundan sonra İsa halktan ayrılıp eve gitti. Öğrencileri yanına gelip, “Tarladaki delicelerle ilgili benzetmeyi bize açıkla” dediler.
୩୬ଜିସୁ ଲକ୍ ଗଅଲି ବିତ୍ରେଅନି ବାରଇ ଆସି ଜେଡେବେଲେ ଗର୍ ବିତ୍ରେ ପୁର୍ଲା, ସେଡ୍କି ବେଲେ ତାର୍ ସିସ୍ମନ୍ ଆସି ପାଚାର୍ଲାଇ, “ଆମ୍କେ ଜୁଡ୍ ଗାଁସର୍ ଅରତ୍ ବୁଜାଇ ଦିଆ ।”
37 İsa, “İyi tohumu eken, İnsanoğlu'dur” diye karşılık verdi.
୩୭ଜିସୁ କଇଲା, “ଜନ୍ ଲକ୍ ନିକ ବିଅନ୍ ବୁନ୍ଲା, ସେ ନର୍ପିଲା ମୁଇ ।
38 “Tarla ise dünyadır. İyi tohum, göksel egemenliğin oğulları, deliceler de kötü olanın oğullarıdır.
୩୮ଏ ଦୁନିଆ ଅଇଲାନି ଜମି । ଜେମନ୍ ସରଗ୍ ରାଇଜର୍ ଲକ୍, ସେମନ୍ ନିକ ବିଅନ୍ । ଜୁଡ୍ ଗାଁସ୍ ଅଇଲାନି ସଇତାନର୍ ବାଟେ ଜିବା ଲକ୍ ।
39 Deliceleri eken düşman, İblis'tir. Biçim vakti, çağın sonu; orakçılar ise meleklerdir. (aiōn )
୩୯ଜନ୍ ବିରଦି ଲକ୍ ଜୁଡ୍ ଗାଁସ୍ ମୁଞ୍ଜି ବୁନ୍ଲା, ସେ ସଇତାନ୍ । କାଟାବେଟାର୍ ବେଲା ଅଇଲାନି ଜୁଗ୍ ସାର୍ବା ଦିନ୍ । ତାସ୍ କାଟ୍ବା ଲକ୍ମନ୍ ଅଇଲାଇନି ସରଗର୍ ଦୁତ୍ମନ୍ । (aiōn )
40 “Deliceler nasıl toplanıp yakılırsa, çağın sonunda da böyle olacaktır. (aiōn )
୪୦ଜୁଡ୍ ଗାଁସ୍ମନ୍ ଜେନ୍ତି ଟୁଲିଆଇକରି ପଡାଇଲାଇ, ଜୁଗର୍ ସାରାସାରି ବେଲେ ସେନ୍ତାରି ଅଇସି । (aiōn )
41 İnsanoğlu meleklerini gönderecek, onlar da insanları günaha düşüren her şeyi, kötülük yapan herkesi O'nun egemenliğinden toplayıp kızgın fırına atacaklar. Orada ağlayış ve diş gıcırtısı olacaktır.
୪୧ନର୍ପିଲା ମୁଇ ମର୍ ରାଇଜେଅନି ସବୁ ପାପ୍ କାମ୍ କଲା ଲକ୍ମନ୍କେ ଆରି ଜେଜେମନ୍ ବିନ୍ ଲକ୍ମନ୍କେ ପାପ୍ କର୍ବାକେ ଉସ୍କାଇଲାଇନି, ସେମନ୍କେ ଟୁଲିଆଇବାକେ ସରଗର୍ ଦୁତ୍ମନ୍କେ ପାଟାଇବି ।
୪୨ସେମନ୍ ଏ ସବୁ ଲକ୍ମନ୍କେ ଲାଗି ରଇବା ଜଇଟାନେ ପିଙ୍ଗ୍ବାଇ । ତେଇ ସେମନ୍ କିଲ୍ବିଲ୍ ଅଇ କାନ୍ଦ୍ବାଇ ଆରି ଦାତ୍ କାତ୍ରିଅଇବାଇ ।
43 Doğru kişiler o zaman Babaları'nın egemenliğinde güneş gibi parlayacaklar. Kulağı olan işitsin!”
୪୩ସେବେଲେ ପର୍ମେସର୍କେ ମାନ୍ବା ଲକ୍ମନ୍ ତାକର୍ ସରଗର୍ ବାବାର୍ ରାଇଜେ ବେଲ୍ପାରା ଜକ୍ମକିଜିବାଇ । ସୁନ୍ଲା ପାରା କାନ୍ ରଇଲେ ସୁନା ।”
44 “Göklerin Egemenliği, tarlada saklı bir defineye benzer. Onu bulan yeniden sakladı, sevinçle koşup gitti, varını yoğunu satıp tarlayı satın aldı.
୪୪“ଦିନେକ୍ ଗଟେକ୍ ଲକ୍ ଜମିଟାନେ କୁନି ନେଉନେଉ ତପିଅଇରଇଲା ଦନ୍ ମିଲାଇଲା । ସେଟା ସେ ଗୁଡାଇପାକାଇଲା ଆରି ସାର୍ଦା ସଙ୍ଗ୍ ନିଜର୍ ସବୁ ଦନ୍ ବିକି ଦେଇ, ସେ ଜମି ଗେନ୍ଲା । ସରଗ୍ ରାଇଜ୍ ମିସା ଏନ୍ତାରି ତପିଅଇରଇବା ଦନ୍ ପାରା ।”
45 “Yine Göklerin Egemenliği, güzel inciler arayan bir tüccara benzer.
୪୫ଆରି ସରଗ୍ ରାଇଜ୍ ଏନ୍ତାରି, ଗଟେକ୍ ସୁନାରି ବେସି ମୁଲିଅର୍ ମୁକ୍ତା କଜି କଜି ରଇଲା ।
46 Tüccar, çok değerli bir inci bulunca gitti, varını yoğunu satıp o inciyi satın aldı.”
୪୬ଗଟେକ୍ ବେସି ମୁଲିଅର୍ ମୁକ୍ତା ରଇଲାଟା ସୁନି, ସେ ତାର୍ ସବୁ ଦନ୍ ସଁପତି ବିକି ସେଟା ଗେନ୍ଲା । ସରଗ୍ ରାଇଜ୍ ମିସା ସେ ମୁକ୍ତା ପାରା ।
47 “Yine Göklerin Egemenliği, denize atılan ve her çeşit balığı toplayan ağa benzer.
୪୭ସରଗ୍ ରାଇଜ୍ ଗଟେକ୍ ମାଚ୍ ଦାର୍ବା ଜାଲ୍ ପାରା । କେଉଟ୍ମନ୍ ଗାଡେ ଜାଲ୍ ପାକାଇ ବିନ୍ବିନ୍ ରକାମର୍ ମାଚ୍ ଦାର୍ବାଇ ।
48 Ağ dolunca onu kıyıya çekerler. Oturup işe yarayan balıkları kaplara koyar, yaramayanları atarlar.
୪୮“ଜାଲ୍ ବର୍ତି ଅଇଗାଲେ କଣ୍ଡିତେଇ ଜିକିଆନି ନିକନିକ ମାଚ୍ ବାଚି କରି ମୁର୍ଡିତେଇ ସଙ୍ଗଇବାଇ ଆରି ବେଙ୍ଗ୍ଟିମାଚ୍ ପାରାଟାମନ୍ ପିଙ୍ଗି ଦେବାଇ ।
49 Çağın sonunda da böyle olacak. Melekler gelecek, kötü kişileri doğruların arasından ayırıp kızgın fırına atacaklar. Orada ağlayış ve diş gıcırtısı olacaktır.” (aiōn )
୪୯ଜୁଗ୍ ସାର୍ବା ବେଲେ ଏନ୍ତାରି ଅଇସି । ସରଗର୍ ଦୁତ୍ମନ୍ ଦରମ୍ ଲକର୍ ଟାନେଅନି ପାପିମନ୍କେ ବେଗ୍ଲାଇବାଇ । (aiōn )
୫୦ସେମନ୍କେ ଲାଗ୍ବା ଜଇଟାନେ ପିଙ୍ଗିଦେବାଇ । ତେଇ ସେମନ୍ ମାରିଚପିଅଇ କାନ୍ଦି କସ୍ଟେ ମସ୍ଟେ ଦାତ୍ କାତ୍ରିଅଇବାଇ ।”
51 İsa, “Bütün bunları anladınız mı?” diye sordu. “Evet” karşılığını verdiler.
୫୧ଜିସୁ ସିସ୍ମନ୍କେ ପାଚାର୍ଲା, “ଏ ସବୁ ବିସଇ ବୁଜି ପାର୍ଲାସ୍ନି କି?” ସେମନ୍ “ଉଁ ମାପ୍ରୁ ।” ବଲି କଇଲାଇ ।
52 O da onlara, “İşte böylece Göklerin Egemenliği için eğitilmiş her din bilgini, hazinesinden hem yeni hem eski değerler çıkaran bir mal sahibine benzer” dedi.
୫୨ଜିସୁ ସେମନ୍କେ କଇଲା, “ଜେନ୍ତାର୍କି ଗଟେକ୍ ଗରର୍ ଲକ୍, ତାର୍ ବାଣ୍ଡାର୍ ଗରେଅନି ତାକେ ଦର୍କାର୍ ଅଇବା ଇସାବେ ନୁଆ ଦିନ୍ସୁ ଆରି ପୁର୍ନା ଦିନ୍ସୁ ବାର୍କରାଇସି । ସରଗ୍ ରାଇଜେ ସିସ୍ ଅଇରଇବା ଗଟେକ୍ ଦରମ୍ ଗୁରୁ ସମାନ୍ ସେନ୍ତାରିସେ କର୍ସି ।”
53 İsa bütün bu benzetmeleri anlattıktan sonra oradan ayrıldı.
୫୩ଜିସୁ ଏ ଉଦାଅରଣ୍ କଇସାରାଇ, ସେ ଜାଗା ଚାଡି ଉଟିଗାଲା ।
54 Kendi memleketine gitti ve oradaki havrada halka öğretmeye başladı. Halk şaşıp kalmıştı. “Adamın bu bilgeliği ve mucizeler yaratan gücü nereden geliyor?” diyorlardı.
୫୪ଆରି ନିଜର୍ ଜାଗାଇ ବାଅଡ୍ଲା । ସେ ଜାଗାର୍ ପାର୍ତନା ଗରେ ତାର୍ ସିକାଇବାଟା ସୁନି ଲକ୍ମନ୍ କାବା ଅଇଜାଇ କଇଲାଇ, “ଏତେକ୍ ଗିଆନ୍ ଏ କନ୍ତିଅନି ମିଲାଇଲା? ଏ କାବା ଅଇଜିବା କାମ୍ମନ୍ କର୍ବାକେ ଆକେ କେ ବପୁ ଦେଲା?
55 “Marangozun oğlu değil mi bu? Annesinin adı Meryem değil mi? Yakup, Yusuf, Simun ve Yahuda O'nun kardeşleri değil mi?
୫୫ଏ କାଇ ସେ ବାଡଇର୍ ପିଲା! ମରିୟମ୍ ତାର୍ ମାଆ! ଜାକୁବ୍, ଜସେପ୍, ସିମନ୍ ଆରି ଜିଉଦା ତାର୍ ବାଇମନ୍!
56 Kızkardeşlerinin hepsi aramızda yaşamıyor mu? O halde O'nun bütün bu yaptıkları nereden geliyor?”
୫୬ତାର୍ ବଇନିମନ୍ ଇତି ଆଚତ୍! ତେବେ ଏ ସବୁ ବପୁ ସେ କନ୍ତିଅନି ମିଲାଇଲା?”
57 Ve gücenip O'nu reddettiler. Ama İsa onlara şöyle dedi: “Bir peygamber, kendi memleketinden ve evinden başka yerde hor görülmez.”
୫୭ଏନ୍ତାରି କଇ, ସେମନ୍ ଜିସୁକେ ନାମତ୍ ନାଇ । ଜିସୁ ସେମନ୍କେ କଇଲା “ଗଟେକ୍ ବବିସତ୍ବକ୍ତା ନିଜର୍ ଗରେ ଆରି ଗାଏଁ ଚାଡିଦେଲେ, ସବୁଟାନେ ବଲ୍ ବଲାଇଅଇସି ।”
58 İmansızlıkları yüzünden İsa orada pek fazla mucize yapmadı.
୫୮କାଇକେବଇଲେ ସେମନ୍ ଜିସୁକେ ବିସ୍ବାସ୍ କରତ୍ ନାଇଜେ ସେ ତେଇ ଆରି ଅଦିକ୍ କାବା ଅଇଜିବା କାମ୍ମନ୍ କରେ ନାଇ ।