< Mateo 21 >
1 Aka kakra na Yesu ne nʼasuafo no adu Yerusalem no, wɔbɛn kurow bi a wɔfrɛ no Betfage a ɛwɔ Ngo Bepɔw no so hɔ no. Ɛhɔ na Yesu somaa nʼasuafo no mu baanu se, wonni kan nkɔ.
୧ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇ କଣ୍ଡେକ୍ ଦୁର୍ ଜାଇ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତିନିଆ ନାଉଁର୍ ଗାଏଁ କେଟ୍ଲାଇ । ତାର୍ ଦୁଇଟା ସିସ୍ମନ୍କେ ଆଦେସ୍ ଦେଇ କଇଲା,
2 Ɔka kyerɛɛ wɔn se, “Sɛ mudu hɔ a, mubehu sɛ wɔasa afurum bi ne ne ba hama. Monsan wɔn, na momfa wɔn mmrɛ me.
୨“ତମେ ମୁଆଟେ ରଇଲା ସେ ଗାଏଁ ଜାଆ । ତେଇ କେଟ୍ଲା ଦାପ୍ରେ, ଗଟେକ୍ ଗଦ ବାନ୍ଦିଅଇ ରଇବାଟା ଦେକ୍ସା ଆରି ତାର୍ ଲଗେ ତାର୍ ପିଲା ଆଚେ । ସେମନ୍କେ ମେଲି ମର୍ଲଗେ ଦାରି ଆସା ।
3 Sɛ obi ka asɛm bi kyerɛ mo a, monka nkyerɛ onipa ko no se, ‘Wɔn ho hia Awurade,’ na ntɛm ara ɔbɛma mo de wɔn aba.”
୩କେ ଜଦି କାଇ ବଲି ପାଚାର୍ଲେ କଇସା, ‘ଏଟା ସାଉକାର୍କେ ଦର୍କାର୍ ଆଚେ ।’ ସେଡ୍କି ଦାପ୍ରେ ସେ ଗଦମନ୍କେ ଚାଡିଦେଇସି ।”
4 Wɔyɛɛ eyi de hyɛɛ tete nkɔmhyɛ a ɛka se,
୪ଏ ଗଟ୍ନାଅନି ବାବବାଦିମନ୍ ଲେକି ରଇଲା କାତା ସିଦ୍ ଅଇଲା ।
5 “Monka nkyerɛ Ɔbabea Sion se wo hene reba wo nkyɛn. Odwo, na ɔte afurum ne afurum ba so” no mu den.
୫“ସିଅନ୍ ଗଡେ କୁଆ! ଦେକା, ତମର୍ ରାଜା ତମର୍ ଲଗେ ଆଇଲାନି, ସେ କେଡେ ସୁଆଲ୍ ଗଦପିଲାର୍ ପିଟିତେଇ ବସ୍ଲାଆଚେ ଦେକା, ସେ ଗଦପିଲା ଉପ୍ରେ ବସିଆଇଲାନି ।”
6 Asuafo baanu no yɛɛ nea Yesu ka kyerɛɛ wɔn no.
୬ସିସ୍ମନ୍ ଜାଇ ଜିସୁ କଇବା ଇସାବେ କଲାଇ ।
7 Wɔde mmoa no brɛɛ no no, wɔde wɔn ntama sesɛw afurum no so, maa Yesu tenaa no so.
୭ଗଦ ଆରି ତାର୍ ପିଲାକେ ଦାରି ଆସି ତାକର୍ ଉପ୍ରେ ଲୁଗାମନ୍ ଅଚାଇ ଦେଲାଇ ଆରି ଜିସୁ ଗଦ ଉପ୍ରେ ବସ୍ଲା ।
8 Nnipadɔm a wɔwɔ hɔ no bi de wɔn ntama sesɛw ɔkwan a ɔde aboa no nam so no so. Ebinom nso bubuu nnua mman de sesɛw ɔkwan no mu saa ara.
୮ତେଇ ରଇଲା ଲକ୍ମନ୍ ଜିସୁ ଜିବା ବାଟେ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ଆରି କେତେକ୍ ଲକ୍ମନ୍ କଜ୍ରି ଡାଲ୍ ଆନି କରି ସେ ବାଟେ ଅଚାଇଦେଲାଇ ।
9 Dɔm no tu teɛe de osebɔ teɛteɛɛ mu se, “Hosiana Dawid Ba!” “Nhyira ne nea ɔnam Awurade din mu reba no.” “Hosiana wɔ ɔsoro nohɔ!”
୯ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜାଇତେ ରଇଲା ଲକ୍ମନ୍ ଆକ୍ମାରି କରି କଇଲାଇ, “ଦାଉଦର୍ ପଅକେ ଡାକ୍ପୁଟା କରା, ଜେ ମାପ୍ରୁର୍ ନାଉଁ ଦାରି ଆଇଲାନି ତାକେ ପର୍ମେସର୍ ଆସିର୍ବାଦ୍ କର । ପର୍ମେସରର୍ ଡାକ୍ପୁଟା କରା ।”
10 Bere a oduu Yerusalem no, kurow no nyinaa bɔɔ twi. Ɛhɔfo no bisae se, “Na hena ni?”
୧୦ଜିସୁ ଜିରୁସାଲାମ୍ କେଟ୍ଲାଦାପ୍ରେ ସେ ଗଡର୍ ଲକ୍ମନ୍ ଜିସୁ କେ? ବଲି କରି ଗୁଲାଇ ବାଟେ ଉଡ୍ରା ଅଇଗାଲା ।
11 Nnipadɔm no buae se, “Ɛyɛ Yesu, Odiyifo a ofi Nasaret a ɛwɔ Galileaman mu no.”
୧୧ଲକ୍ମନ୍ ପାଚାର୍ଲାଇ, “ସେ କେ?” ବିନ୍ ଲକ୍ମନ୍ କଇଲାଇ, “ସେ ଅଇଲାନି ଗାଲିଲି ରାଇଜେ ରଇବା ନାଜରିତ୍ ଗଡର୍ ବବିସତ୍ବକ୍ତା ଜିସୁ ।”
12 Yesu fii hɔ no, ɔkɔɔ hyiadan mu. Oduu hɔ no, ɔpam aguadifo a wɔwɔ hɔ no nyinaa, kaa sikasesafo apon nyinaa guu fam, bubuu pata a wɔtɔn mmorɔnoma wɔ mu no nyinaa gui.
୧୨ଜିସୁ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନା ବିକା କର୍ତେ ରଇବା ସବୁ ଲକ୍ମନ୍କେ ବାର୍କରାଇ ଦେଲା । ଡାବୁ ବାଦ୍ଲାଉମନର୍ ଟେବୁଲ୍ ଆରି ପରୁଆ ବିକୁମନର୍ ବସ୍ବାଟା ପାସ୍ଲାଇ ଦେଲା ।
13 Yesu ka kyerɛɛ wɔn se, “Kyerɛwsɛm no ka se, ‘Mʼasɔrefi yɛ beae a wɔbɔ mpae.’ Nanso mo de, mode hɔ ayɛ adwowtwafo atenae.”
୧୩ଜିସୁ ସେମନ୍କେ କଇଲା, “ଦରମ୍ ସାସ୍ତରେ ଲେକା ଆଚେ, ମର୍ ମନ୍ଦିର୍ ପାର୍ତନା ଗର୍ ବଲି ନାଉଁ ଅଇସି । ମାତର୍ ତମେ ତାକେ ଚର୍ମନର୍ ଆକାଡା ସାଲ୍ ପାରା କରିଆଚାସ୍ ।”
14 Afei anifuraefo ne mmubuafo baa ne nkyɛn wɔ hyiadan mu hɔ ma ɔsaa wɔn nyinaa yare.
୧୪ଜିସୁ ମନ୍ଦିରେ ରଇଲାବେଲେ କାଣାମନ୍ ଆରି ମେଟାମନ୍ ତାର୍ ଲଗେ ଆଇଲାଇ ଆରି ସେ ସେମନ୍କେ ନିକ କଲା ।
15 Nanso bere a asɔfo mpanyin ne Yudafo mpanyin bi huu anwonwade yi na wɔtee nso sɛ mmofra nkumaa a wɔwɔ hyiadan mu hɔ reteɛteɛ mu se, “Nhyira nka Dawid Ba no” no, anyɛ wɔn dɛ.
୧୫ମୁକିଅ ପୁଜାରିମନ୍ ଆରି ଦରମ୍ ଗୁରୁମନ୍ ତାର୍ କାବା ଅଇଜିବା କାମ୍ ସବୁ ଦେକି ଆରି ପିଲାମନ୍ ଦାଉଦର୍ ପଅର୍ ଜୟ ଜୟ ଅ, ବଲି କଇବାଟା ସୁନି ରିସା ଅଇଗାଲାଇ ।
16 Enti wobisaa Yesu se, “Wote nsɛm a mmofra no reka no ana?” Yesu bua se, “Yiw. Na monkenkan saa Kyerɛwsɛm a ɛka se, “‘Mmofra ne nkokoaa mpo de wɔn ano kamfo wo’ no da, ana?”
୧୬ସେମନ୍ ଜିସୁକେ ପାଚାର୍ଲାଇ, “ଏମନ୍ କାଇବଲି କଇଲାଇନି ତୁଇ ସୁନି ପାର୍ଲୁସ୍ନି?” ଜିସୁ କଇଲା, “ଉଁ ସୁନ୍ଲିନି । ଦରମ୍ ସାସ୍ତରେ କାଇ ଏ କାତା ପଡାସ୍ ନାଇ କି? ‘ତମେ ପିଲାମନ୍କେ ଆରି କଅଁଲା ପିଲାମନ୍କେ ଟିକ୍ ଇସାବେ ଆରାଦନା କର୍ବାକେ’ ସିକାଇଆଚାସ୍?”
17 Afei ofii hɔ san kɔɔ Betania kɔdaa hɔ.
୧୭ଏ କାତା କଇକରି ଜିସୁ ସେମନ୍କେ ଚାଡି ଜିରୁସାଲମେଅନି ବେତ୍ନିଆଇ ଗାଲା । ସେ ତେଇ ଗଟେକ୍ ରାତି ବିତାଇଲା ।
18 Ade kyee anɔpa a ɔresan akɔ Yerusalem no, ɔkɔm dee no.
୧୮ତାର୍ ଆର୍କର୍ ଦିନେ ଜିସୁ ସାକାଲ୍ ସାକାଲ୍ ଜିରୁସାଲାମ୍ ବାଉଡ୍ଲା ବେଲେ ତାକେ ବୁକ୍ କଲା ।
19 Ohuu sɛ borɔdɔma dua bi si ɔkwan ho baabi. Ɔkɔɔ hɔ kɔhwɛɛ sɛ borɔdɔma no bi wɔ so, nanso oduu hɔ no, ohuu sɛ nhaban nko ara na ɛwɔ so. Ɔdomee borɔdɔma dua no se, “Efi nnɛ, worensow aba bio!” Ɛhɔ ara borɔdɔma dua no wui. (aiōn )
୧୯ବାଟ୍ପାଲି ଗଟେକ୍ ଡୁମ୍ରି ଗଚ୍ ରଇଲା । ଜିସୁ ସେ ଗଚ୍ ଲଗେ ଜାଇ ତେଇ ପତର୍ ରଇବାଟା ଚାଡି, ଆରି କାଇଟା ଦେକେ ନାଇ । ତେବେ ସେ ଗଚ୍କେ କଇଲା, “ତୁଇ ଆରି କେବେ ମିସା ପଲ୍ ନ ଦାରୁସ୍!” ସେ ଦାପ୍ରେ ସେ ଡୁମ୍ରି ଗଚ୍ ସୁକିଗାଲା । (aiōn )
20 Asɛm yi yɛɛ Yesu asuafo no nwonwa ma wobisaa no se, “Na ɛyɛɛ dɛn nti na borɔdɔma dua no so nhaban poo ntɛm saa?”
୨୦ଏଟା ଦେକିକରି ସିସ୍ମନ୍ କାବା ଅଇଜାଇ ପାଚାର୍ଲାଇ, “ଏ ଗଚ୍ ଏତେକ୍ ଦାପ୍ରେ କେନ୍ତି ସୁକିଗାଲା?”
21 Yesu nso buaa wɔn se, “Nokware, sɛ mowɔ gyidi na munnhinhim a, mubetumi ayɛ ade koro yi ara bi, anaa nea ɛkyɛn saa mpo. Anka mubetumi aka akyerɛ Ngo Bepɔw yi se, ‘Tutu kogu po mu,’ na ebetutu akogu mu nso.
୨୧ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ତମର୍ ମନେ ଅଇସି କି ନ ଅଏ ବଲି ଅଲପ୍ ମିସା ନ ବାବିକରି ଜଦି ପୁରାପୁରୁନ୍ ବିସ୍ବାସ୍ କର୍ସା ବଇଲେ ମୁଇ ଏ ଡୁମ୍ରି ଗଚ୍କେ ଜେନ୍ତି କରିଆଚି, ତମେ ମିସା ସେନ୍ତି କରିପାରାସ୍ । ସେତ୍କି ଆକା ନଏଁ, ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ବଲି କଇଲେ ମିସା ସେଟା ଅଇସି ।
22 Biribiara a mode gyidi bebisa wɔ mpaebɔ mu no, mo nsa bɛka.”
୨୨ତମେ ବିସ୍ବାସ୍ କରି ପାର୍ତନାଇ ଜନ୍ଟା ମାଙ୍ଗ୍ସା, ସେଟା ମିଲ୍ସି ।”
23 Yesu san kɔɔ hyiadan mu hɔ a ɔrekyerɛkyerɛ no, asɔfo mpanyin ne Yudafo mpanyin baa ne kyɛn bebisaa no tumi ko a ogyina so pam aguadifo ne sikasesafo no fii hyiadan mu hɔ no.
୨୩ଜିସୁ ମନ୍ଦିରେ ବାଉଡି ଆସି ତେଇ ସିକିଆ ଦେଇତେ ରଇଲା ବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ତାକେ ପାଚାର୍ଲାଇ, “କାଇ ଅଦିକାରେ ତୁଇ ଏ ସବୁ କାମ୍ କଲୁସ୍ନି? ତକେ ଏ ଅଦିକାର୍ କେ ଦେଲା?”
24 Yesu kae se, “Merebebisa mo asɛm baako bi, na mummua me ansa.
୨୪ଜିସୁ କଇଲା, “ମୁଇ ମିସା ତମ୍କେ ଏକାଇ ଗଟେକ୍ ସେ ପର୍ସନ୍ ପାଚାର୍ବି । ତାର୍ ଉତର୍ ଦେଇ ପାର୍ଲେ ମୁଇ କାଇ ଅଦିକାରେ ଏ ସବୁ କାମ୍ କଲିନି, ତମ୍କେ କଇଦେବି ।
25 Onyankopɔn na ɔsomaa Osuboni Yohane anaa ɛnyɛ ɔno?” Wodwinnwen ho kae se, “Sɛ yɛka sɛ ‘Efi Onyankopɔn’ a, wobebisa yɛn nea enti a yɛannye nea Yohane kae no anni?
୨୫ଜଅନ୍ ଡୁବନ୍ ଦେବା ଅଦିକାର୍ କାର୍ଟାନେଅନି ମିଲାଇ ରଇଲା? ସର୍ଗେଅନି କି ମୁନୁସ୍ ମନର୍ଟାନେଅନି?” ସେମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ “ଏ ବିସଇ ନେଇ କାଇବଲି କଉଁ? ଜଦି ପର୍ମେସରର୍ ଟାନେଅନି ବଲି କଇଲେ, ତେବେ ସେ ଆମ୍କେ ‘ଜଅନ୍କେ କାଇକେ ବିସ୍ବାସ୍ କରାସ୍ ନାଇ?’ ବଲି କଇସି ।
26 Na sɛ yɛka se, ‘Ɛnyɛ Onyankopɔn na ɔsomaa no’ nso a, dɔm no bɛhaw yɛn efisɛ, wɔn nyinaa nim sɛ Yohane yɛ odiyifo.”
୨୬ଜଦି ଲକ୍ମନର୍ ଟାନେଅନି ବଲି କଇଲେ, ତେବେ ଲକ୍ମନ୍କେ ଡର୍ ଲାଗ୍ଲାନି । କାଇକେ ବଇଲେ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ସେମନ୍ ସବୁଲକ୍ ବିସ୍ବାସ୍ କଲାଇନି ।”
27 Enti wɔn mmuae a wɔmae ara ne sɛ, “Yennim!” Ɛhɔ ara na Yesu nso kae se, “Sɛ munnim de a, me nso meremmua mo.”
୨୭ସେଟାର୍ପାଇ ସେମନ୍ ଜିସୁକେ କଇଲାଇ, “ଆମେ ନାଜାନୁ ।” ଜିସୁ ସେମନ୍କେ କଇଲା, “କନ୍ ଅଦିକାରେ ଏ ସବୁ କଲିନି ସେଟା ମୁଇ ମିସା ତମ୍କେ ନ କଇ ।”
28 Yesu kae se, “Saa asɛm a merebɛka yi mudwen ho dɛn? Ɔbarima bi wɔ mmabarima baanu. Ɔka kyerɛɛ wɔn mu panyin no se, ‘Me ba, nnɛ kɔ mʼafum na kɔyɛ adwuma wɔ hɔ.’
୨୮ଆଲେ ଏ ବିସଇ ତମେ କାଇ ବଲି ବାବ୍ଲାସ୍ନି କଇଦେକା ପନି? ଗଟେକ୍ ଲକର୍ ଦୁଇଟା ପଅମନ୍ ରଇଲାଇ । ଦିନେକ୍ ସେ ଲକ୍ ତାର୍ ବଡ୍ ପଅକେ କଇଲା, “ନୁନାରେ, ଆଜି ଆମର୍ ଅଙ୍ଗୁର୍ ବାଡେ ଜାଇ ପାଇଟି କର୍ ।
29 “Ne ba no kae se, ‘Merenkɔ,’ nanso akyiri no, ɔsesaa nʼadwene na ɔkɔe.
୨୯‘ନାଇ ମୁଇ ନ କରି’ ବଲି ବଡ୍ ପଅ କଇଲା । ମାତର୍ ପଚେ ମନ୍ ବାଦ୍ଲାଇ ପାଇଟି କର୍ବାର୍ ଗାଲା ।
30 “Afei agya no ka kyerɛɛ akumaa no se, ‘Wo nso kɔ.’ Ɔno nso kae se, ‘Agya, mate, mɛkɔ.’ Nanso wankɔ.
୩୦ସେ ଲକ୍ ସାନ୍ ପଅକେ ମିସା ସେ କାମ୍ କର୍ବାକେ କଇଲା । ‘ଉଁ ବାବା ଗାଲିନି’ ବଲି ସାନ୍ ପଅ କଇଲା । ମାତର୍ ସେ କାମ୍ଟାନେ ମୁଲ୍କେ ଜାଏ ନାଇ ।
31 “Saa mmofra baanu yi mu hena na otie nʼagya asɛm?” Wobuae se, “Ɛyɛ ne ba panyin no.” Yesu see wɔn se, “Akyinnye biara nni ho sɛ abɔnefo ne nguamanfo bɛkɔ Ɔsoro Ahenni mu ansa na moakɔ.
୩୧କଇଦେକା ପନି, ଏ ଦୁଇଟା ପଅର୍ ବିତ୍ରେ କେ ତାର୍ ବାବା ତିଆର୍ଲାଟା ମାନିରଇଲା?” ସେମନ୍ କଇଲାଇ, “ବଡ୍ ପଅ ।” ଜିସୁ ସେମନ୍କେ କଇଲା, “ମୁଇ ସତ୍ କଇଲିନି ସିସ୍ତୁ ମାଙ୍ଗୁମନ୍ ଆରି ବେସିଆମନ୍ ତମର୍ଟାନେଅନି ପରମେସରର୍ ରାଇଜେ ଆଗ୍ତୁ କେଟ୍ବାଇ ।
32 Efisɛ Yohane baa mo nkyɛn sɛ ɔrebɛkyerɛ mo trenee kwan, na moannye no anni. Nanso towgyefo ne nguamanfo gyee no dii. Na muhuu eyi mpo no, moansakra mo adwene, na moannye no anni.”
୩୨ଡୁବନ୍ ଦେଉ ଜଅନ୍ ତମର୍ଟାନେ ଆସି ଦରମର୍ ବାଟ୍ ଦେକାଇ ଦେଇରଇଲା, ମାତର୍ ତମେ ତାକେ ବିସ୍ବାସ୍ କରାସ୍ ନାଇ, ମାତର୍ ସିସ୍ତୁ ମାଙ୍ଗୁମନ୍ ଆରି ବେସିଆମନ୍ ତାର୍ କଇଲା କାତା ବିସ୍ବାସ୍ କଲାଇ । ଏଟା ଦେକିକରି ମିସା ପଚେ ତମେ ପାପ୍ କାମ୍କର୍ବାଟା ଚାଡି ମନ୍ ବାଉଡାଇ ତାକେ ବିସ୍ବାସ୍ କରାସ୍ ନାଇ ।”
33 Yesu buu wɔn bɛ foforo bi se, “Da bi, ɔbarima bi a ɔwɔ bobeturo a wagye ban afa ho, na watu amoa a wokyi nsa wɔ mu, de afuw no gyaw akuafo bi. Eyi akyi no, otuu kwan kɔɔ ɔman foforo bi so.
୩୩ଜିସୁ କଇଲା, “ଆରି ଗଟେକ୍ କାତା ସୁନା, ଗଟେକ୍ ସାଉକାର୍ ତାର୍ ଜମିଟାନେ ଅଙ୍ଗୁର୍ ଚାସ୍ କରିରଇଲା । ତେଇ ଚାରିବେଟ୍ତି ବାଡ୍ ବୁନ୍ଲା ଆରି ଅଙ୍ଗୁର୍ ପିଲ୍ବାକେ ଗଟେକ୍ କୁଣ୍ଡ୍ ତିଆର୍କଲା । ଆରି ଜାଗୁଆଲିର୍ ପାଇ ଗଟେକ୍ ମାଚା ମିସା ତିଆର୍ କରିଦେଲା । ତାର୍ ପଚେ ସେ ଜମି, ଚାସିମନ୍କେ ଆଦିବାଗ୍ ଇସାବେ ଦେଇକରି, ସାଉକାର୍ ବିଦେସେ ଉଟିଗାଲା ।”
34 Eduu bere a bobe no beree a ɛsɛ sɛ wɔtew no, ɔsomaa ne ho nnipa baa akuafo no hɔ sɛ wommegye ne kyɛfa mmrɛ no.
୩୪ଅଙ୍ଗୁର୍ ତଲ୍ବାବେଲେ ସେ ସାଉକାର୍ ତାର୍ ଦାଙ୍ଗ୍ଡାମନ୍କେ ନିଜର୍ ଆଦିବାଗ୍ ମାଙ୍ଗ୍ବାକେ ଚାସିମନର୍ ଲଗେ ପାଟାଇଲା ।
35 “Woduu hɔ ara pɛ na akuafo no tow hyɛɛ nnipa no so, boroo ɔbaako, kum ɔbaako na wosiw ɔbaako nso abo.
୩୫ଚାସିମନ୍ ସେ ଦାଙ୍ଗ୍ଡାମନ୍କେ ଦାରି, ଗଟେକ୍ ଲକ୍କେ ମାର୍ଲାଇ, ଆରି ଗଟେକ୍ ଲକ୍କେ ମରାଇଲାଇ, ଆରି ଗଟେକ୍ ଲକ୍କେ ପାକ୍ନାସଙ୍ଗ୍ ମାରିପାକାଇଲାଇ ।
36 Afei ɔsan somaa nnipa a wɔn dodow sen wɔn a ɔsomaa wɔn kan no se wɔnkɔ akuafo no nkyɛn, nanso asɛm koro no ara bi na esii.
୩୬ଏଟାର୍ ପାଇ ଜମି ସାଉକାର୍ ଆଗର୍ତେଇଅନି ଅଦିକ୍ ଗତିଦାଙ୍ଗ୍ଡାମନ୍କେ ପାଟାଇଲା । ବାଗ୍ ଚାସିମନ୍ ସେମନ୍କେ ମିସା ସେନ୍ତାରିସେ କଲାଇ ।
37 Eyi akyi no ɔsomaa ɔno nʼankasa ne ba kɔɔ akuafo no nkyɛn susuwii sɛ, wɔde nidi bɛma no.
୩୭ସାରାସାରି ପଚେ ପଦା ସାଉକାର୍ ଚାସିମନର୍ଟାନେ ତାର୍ପିଲାକେ ପାଟାଇଲା । ସେ ବାବ୍ଲା, ସେମନ୍ ମର୍ ପିଲାକେ ବାଦିଅରେ ନାମ୍ବାଇ ।
38 “Nanso akuafo no huu sɛ ne ba no apue reba pɛ, wɔfaa ne ho adwene kae se, ‘Ɔdedifo no na ɔreba no; momma yenkum no, na yɛmfa afuw no!’
୩୮ମାତର୍ ଚାସିମନ୍ ସାଉକାରର୍ ପଅକେ ଦେକିକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଦେ ଦେକା, ସାଉକାରର୍ ପିଲା! ଆସା ଆକେ ମିସା ମାରିପାକାଉ । ଏନ୍ତାର୍ କଲେ ଆକା ସାଉକାରର୍ ଦନ୍ ଆମର୍ଟା ଅଇସି ।”
39 Ɛhɔ ara na wɔtwee no fii afuw no mu, kokum no too baabi.
୩୯ଏନ୍ତାରି କଇକରି ସେମନ୍ ତାକେ ଜମିତେଇଅନି ଦାରି ବାର୍କରାଇ, ବାଇରେ ନେଇ ମାରି ମରାଇଦେଲାଇ ।
40 “Sɛ afuw wura no san ba a, mugye di sɛ dɛn na ɔbɛyɛ saa akuafo no?”
୪୦ଜିସୁ ପାଚାର୍ଲା, “ଜେଡେବେଲ୍ ଜମି ସାଉକାର୍ ଆଇସି ସେ ଚାସିମନ୍କେ କାଇଟା କର୍ସି?”
41 Yudafo mpanyin no buae se, “Ɔno nso bekum saa atirimɔdenfo no na ɔde afuw no ama akuafo foforo a wɔde ne kyɛfa bɛma no bere a ɛsɛ mu.”
୪୧ସେମନ୍ କଇଲାଇ “ବଦ୍ମାସ୍ମନ୍କେ ମାରି ମରାଇସି । ଆରି ଜନ୍ ଚାସିମନ୍ ସମାନ୍ ବେଲାଇ ତାର୍ ଆଦିବାଗ୍ ଦେବାଇ, ସେ ଜମି ସେମନର୍ ଆତେ ଜିମା ଦେଇସି ।”
42 Yesu bisaa wɔn bio se, “Monkenkan Kyerɛwsɛm no mu da sɛ, “‘Ɔbo a adansifo apo no ɛno ara na abɛyɛ ɔdan no twea so tibo. Awurade na wayɛ eyi, na ɛyɛ nwonwa wɔ yɛn ani so?’
୪୨ଜିସୁ ସେମନ୍କେ କଇଲା, “ଏ ସାସ୍ତରର୍ କାତା କାଇ କେବେ ତମେ ପଡାସ୍ ନାଇ କି? “ଗର୍ବାନ୍ଦୁମନ୍ ଜନ୍ ପାକ୍ନା ଲଡାକେ ନ ଅଏ ବଲି ଚାଡିଦେଇ ରଇଲାଇ, ସେଟାସେ ଗର୍ କନର୍ ମୁକିଅ ପାକ୍ନା ଅଇଲା । ନିଜେ ମାପ୍ରୁଆକା ଏଟା କଲା ଆଚେ । ତାର୍ କାମ୍ କେତେକ୍ କାବାଅଇଜିବା କାମ୍!”
43 “Nea mereka ara ne sɛ, wobegye Onyankopɔn Ahenni no afi mo nsam de akɔma ɔman foforo a wobebu ne nnɔbae no ho nkontaa pa akyerɛ no.
୪୩ଜିସୁ ଆରି କଇଲା, “ସେଟାର୍ ପାଇ ତମ୍କେ କଇଲିନି, ପର୍ମେସରର୍ ରାଇଜେ ପୁର୍ବା ଅଦିକାର୍ ତମର୍ତେଇଅନି ଦାରିଜିବାଇ ଆରି ଜନ୍ ଦଲ୍ ଏ ରାଇଜର୍ ନିମାନ୍ ପଲ୍ ଦେକାଇ ପାର୍ବାଇ, ସେମନ୍କେ ସେଟା ଦିଆଅଇସି ।”
44 Wɔn a wɔbɛhwe saa ɔbotan yi so no mu bebubu, na nea ɔbo no bɛhwe ne so no nso bɛpɛtɛw.”
୪୪ଆରି ଜେ ଏ ପାକ୍ନା ଉପ୍ରେ ଅଦର୍ସି, ସେ କଣ୍ଡ୍ କଣ୍ଡ୍ ଅଇଜାଇସି । ଆରି ଏ ପାକ୍ନା ଜାର୍ ଉପ୍ରେ ଅଦର୍ସି, ସେଟା ତାକେ ଚାପି କରି ଗୁଣ୍ଡ୍ କରି ଦେଇସି ।
45 Bere a asɔfo mpanyin ne Yudafo mpanyin no tee ase sɛ Yesu asɛm a ɔreka no fa wɔn ho no,
୪୫ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ଏ କାତା ସୁନି, ଜିସୁ ସେମନ୍କେ ଦେକାଇ କରି କଇଲାନି ବଲି ବୁଜିପାର୍ଲାଇ ।
46 wɔpɛɛ sɛ wɔyɛ no bɔne, nanso na wosuro dɔm no efisɛ na wɔagye Yesu ato mu sɛ ɔyɛ Odiyifo.
୪୬ସେଟାର୍ ପାଇ ସେମନ୍ ତାକେ ବାନ୍ଦାଇ ନେବାକେ ଚେସ୍ଟା କଲାଇ, ମାତର୍ ଲକ୍ମନ୍କେ ଡରି ସେମନ୍ ସେଟା କରି ନାପାର୍ଲାଇ, କାଇକେବଇଲେ ଲକ୍ମନ୍ ଜିସୁକେ ଗଟେକ୍ ବବିସତ୍ବକ୍ତା ବଲି ମନେ ବାବ୍ତେରଇଲାଇ ।