< Adiyisɛm 20 >
1 Afei mihuu ɔbɔfo bi sɛ ofi ɔsoro reba fam a na okura bun no safe ne nkɔnsɔnkɔnsɔn kɛse bi. (Abyssos )
୧ତାର୍ପଚେ ଏଦେ ଦେକା! ସର୍ଗେଅନି ଗଟେକ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାର୍ଲଗେ ପାତାଲର୍ କୁଚିକାଡି ଆରି ଗଟେକ୍ ବଜ୍ ରଇବା ସିକ୍ଲି ରଇଲା । (Abyssos )
2 Ɔkyeree ɔwɔ kɛse dedaw a ɔyɛ ɔbonsam no kyekyeree no mfe apem.
୨ସେ ଅସୁର୍ ସାଁପ୍କେ ଦାର୍ଲା । ଜନ୍ ଆଗର୍ କାଲେ ରଇଲା ସାଁପ୍, ସେଟା ଅଇଲାନି ସଇତାନ୍ । ତାକେ ଅଜାର୍ ବରସର୍ପାଇ ସିକ୍ଲିସଙ୍ଗ୍ ବାନ୍ଦିଦେଲା ।
3 Ɔbɔfo no tow no kyenee bun no mu, too mu safe sɔw ano sɛnea ɛbɛyɛ a mfe apem no betwa mu. Ɛno akyi na wobegyaa no kakra. (Abyssos )
୩ଦୁତ୍ ତାକେ ପାତାଲେ ପିଙ୍ଗିଦେଲା ଆରି କୁଚି ପାକାଇକରି ସିଲ୍ ମାର୍ଲା । ଏନ୍ତାରି କଲାକେ ଅଜାର୍ ବରସ୍ ନ ସାର୍ତେ ସେ ବିନ୍ ବିନ୍ ରାଇଜର୍ ଲକ୍ମନ୍କେ ଆରି ନାଡାଇ ନାପାରେ । ତାର୍ପଚେ ଚନେକର୍ପାଇ ତାକେ ଚାଡିଦେବାଇ । (Abyssos )
4 Afei mihuu nhengua ne wɔn a wɔtete so a wɔama wɔn tumi sɛ wommu atɛn. Afei mihuu wɔn a esiane sɛ wɔada nokware ne Onyankopɔn asɛm a Yesu kae no adi nti, wɔatwitwa wɔn ti no akra. Wɔansom aboa no ne ne honi no. Saa ara nso na wɔamfa aboa no agyiraehyɛde ankeka wɔn moma so ne wɔn nsa ho. Wɔbaa nkwa mu ne Kristo bedii ahene mfe apem.
୪ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।
5 Eyi ne awufosɔre a edi kan. Awufo a wɔaka no annyan kosii mfe apem no akyi.
୫ଅଜାର୍ ବରସ୍ ନ ସାର୍ବାଜାକ ମରିଜାଇରଇବା ଜେତ୍କି ବାକି ଲକ୍ ଜିବନ୍ ପାଅତ୍ନାଇ । ଏଟାଆକା ପର୍ତୁମ୍ ଜିବନ୍ ପାଇବାଟା ।
6 Nhyira bebree nka wɔn a wodii kan nyan wɔn fii awufo mu no. Owu a ɛto so abien no nni wɔn so tumi. Wɔbɛyɛ Onyankopɔn ne Kristo asɔfo. Na wɔne no bedi ahene mfe apem.
୬ମଲାତେଇଅନି ପର୍ତମେ ଜେତ୍କି ଲକ୍କେ ଉଟାଇରଇଲାଇ, ସେମନ୍ କେଡେକ୍ କରମର୍ ଲକ୍ । ପଚର୍ ମରନ୍ ତାକର୍ ଉପ୍ରେ ସାସନ୍ ନ କରେ । ସେମନ୍ ପର୍ମେସରର୍ ଆରି କିରିସ୍ଟର୍ ପୁଜାରି ଅଇବାଇ । ସେମନ୍ ତାକର୍ ସଙ୍ଗ୍ ଅଜାର୍ବରସ୍ ଜାକ ସାସନ୍ କର୍ବାଇ ।
7 Mfe apem no akyi na wobeyi ɔbonsam afi afiase hɔ;
୭ଅଜାର୍ ବରସ୍ ସାର୍ଲାପଚେ ବନ୍ଦିଗରେଅନି ସଇତାନ୍କେ ମୁକ୍ଲାଇବାଇ ।
8 na ɔbɛkɔ akɔdaadaa aman a ɛwɔ wiase nyinaa a ɛyɛ Gog ne Magog. Ɔbonsam bɛboaboa wɔn a wɔn dodow bɛyɛ sɛ mpoano nwea ano de wɔn akɔ ɔko.
୮ତେଇଅନି ଜଗତର୍ ରାଇଜ୍ମନ୍କେ ନାଡାଇବାକେ, ଗୁଲାଇ ଜଗତେ ବିଚିଅଇରଇବା ରାଇଜ୍ମନ୍କେ ନାଡାଇବାକେ ସେ ବାରଇସି । ସେଟା ଅଇଲାନି ଗଗ୍ ଆରି ମାଗଗ୍ । ସଇତାନ୍ ସେମନ୍କେ ଜୁଇଦ୍ କର୍ବାକେ ରୁଣ୍ଡାଇସି । ସମ୍ଦୁରେ ରଇବା ବାଲି ଜେତ୍କି ଆଚେ, ସେତ୍କି ଲକ୍ ସେମନ୍ ରଇବାଇ ।
9 Wotuu sa kɔɔ asase so nyinaa kotwaa Onyankopɔn nkurɔfo atenae a ɛyɛ ɔman a ɔdɔ no no ho hyiae. Nanso ogya fi ɔsoro bɛsɛee wɔn.
୯ସେମନ୍ ଗୁଲାଇ ଜଗତେ ବିଚି ଅଇବାଇ । ଆରି ପର୍ମେସରର୍ ଲକ୍ ବାସାଅଇରଇବା ଜାଗାଇ ଆରି ସେ ମନ୍କର୍ବା ନଅରର୍ ଚାରିବେଟ୍ତି ଆଇବାଇ । ମାତର୍ ଏଦେ ଦେକା! ସର୍ଗେଅନି ଜଇ ଅଦ୍ରି ସେମନ୍କେ କୁରୁପ୍ନାସ୍ କଲା ।
10 Na wɔtow ɔbonsam a ɔdaadaa wɔn no nso too ogya tare ne sufre a wɔde aboa no ne atoro odiyifo no agu mu no mu. Na wɔbɛyɛ wɔn ayayade awia ne anadwo daa daa. (aiōn , Limnē Pyr )
୧୦ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ । (aiōn , Limnē Pyr )
11 Afei mihuu ahengua fitaa kɛse bi ne nea ɔte so no. Asase ne ɔsoro guanee wɔ nʼanim, na wɔanhu wɔn bio.
୧୧ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।
12 Na mihuu awufo akɛse ne nketewa sɛ wogyinagyina ahengua no anim. Wobuebuee nhoma bebree mu, na wobuee nhoma foforo bi a ɛyɛ ateasefo nhoma no mu. Wobuu awufo no atɛn, sɛnea wɔn nnwuma te ne sɛnea wɔakyerɛw wɔ nhoma ahorow no mu no.
୧୨ତାର୍ପଚେ ମୁଇ ଜେତ୍କି ମଲା ବଡ୍ ସାନ୍ ଲକ୍କେ ଦେକ୍ଲି । ସେମନ୍ ବସ୍ବା ଜାଗାର୍ ମୁଆଟେ ଟିଆଅଇରଇବାଟା ମୁଇ ଦେକ୍ଲି । ବଇମନ୍ ଉଗାଡି ଅଇଲା, ଜିବନ୍ ରଇବା ଲକ୍ମନର୍ ବଇ ମିସା ଉଗାଡି ଅଇଲା । ସେମନ୍ କଲା କାମ୍ ଇସାବେ ମଲା ଲକ୍ମନ୍କେ ବିଚାର୍ କଲାଇ । ସେମନ୍ କରିରଇବା କାମ୍ମନ୍ ବଇଟାନେ ଆଗ୍ତୁଅନି ଲେକା ଅଇରଇଲା ।
13 Afei po nso dannan nʼawufo mae. Owu ne asaman nso de wɔn awufo mae. Na wobuu wɔn nyinaa atɛn sɛnea wɔn nnwuma te. (Hadēs )
୧୩ତାର୍ ପଚେ ସମ୍ଦୁରେ ଜେତ୍କିଲକ୍ ମରିରଇଲାଇ, ସେମନ୍ ବାରଇଆଇଲାଇ । ମରନ୍ ଆରି ପାତାଲ୍ ମିସା ସେମନ୍ ଦାରିରଇବା ମଲାଲକ୍ମନ୍କେ ଚାଡିଦେଲାଇ । ସେମନ୍କେ ସବୁକେ କରିରଇବା କାମ୍ ଇସାବେ ବିଚାର୍ନା କଲାଇ । (Hadēs )
14 Na wɔtow owu ne asaman guu ogya tare no mu. Saa ogya tare yi ne owuprenu no. (Hadēs , Limnē Pyr )
୧୪ତାର୍ପଚେ ମଲା ଲକର୍ ଜାଗାଇଅନି ଆଇଲା ସବୁଲକର୍ ଗାଗଡ୍ ଆରି ଆତ୍ମା, ଜଇର୍ ଗାଡେ ପିଙ୍ଗ୍ଲାଇ । ସେ ଗାଡ୍ ଅଇଲାନି ଦୁଇ ଲମରର୍ ମରନ୍ (Hadēs , Limnē Pyr )
15 Na wɔtow obiara a wɔankyerɛw ne din angu nkwa nhoma no mu no kyenee ogya tare no mu. (Limnē Pyr )
୧୫ସେ ବେଲେ ଜେତ୍କି ଲକର୍ ନାଉଁ ଜିବନ୍ ରଇବା ବଇଟାନେ ଲେକା ନ ଅଇରଇଲା, ସେ ସବୁଲକ୍କେ ଜଇଲାଗ୍ବା ଗାଡେ ପିଙ୍ଗା ଅଇଲା । (Limnē Pyr )