< Luka 6 >
1 Homeda bi a Yesu ne nʼasuafoɔ no nam aburoofuo bi mu no, asuafoɔ no pempan aburoo no bi hwane, weeɛ.
୧ତରେକ୍ ବିସ୍ରାମ୍ ବାରେ ଜିସୁ ତାସ୍ ରଇଲା ପଦାବାଟେ ଜିବାବେଲେ ତାର୍ ସିସ୍ମନ୍ କେଡ୍ ଚିଡାଇ ଆତେ ରମ୍ଦି କାଇତେରଇଲାଇ ।
2 Farisifoɔ bi bisaa no sɛ, “Adɛn na moyɛ adeɛ a ɛtia Homeda ho mmara a wɔahyɛ no?”
୨ସେମନ୍କେ ଦେକ୍ତେରଇବା ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ କଇଲାଇ, “ବିସ୍ରାମ୍ ବାରେ ଜନ୍ଟା କର୍ବାର୍ ବିଦି ନଏଁ, ସେଟା ତମେ କାଇକେ କଲାସ୍ନି?”
3 Yesu buaa wɔn sɛ, “Monkenkanee deɛ Ɔhene Dawid yɛɛ ɛberɛ a ɛkɔm dee ɔne wɔn a wɔka ne ho no wɔ Atwerɛsɛm no mu anaa?
୩ଜିସୁ ସେମନ୍କେ କଇଲା, “ଦାଉଦ୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ବୁକେ ରଇଲାବେଲେ, ଦାଉଦ୍ କାଇଟା କରିରଇଲା, ସେଟା କାଇ ତମେ ପଡାସ୍ ନାଇ କି?
4 Ɔkɔɔ asɔredan mu kɔfaa burodo a wɔde abɔ afɔdeɛ ama Onyankopɔn a mmara mma ho kwan sɛ obi di, gye asɔfoɔ nko ara no, de bi maa wɔn a wɔka ne ho no nso diiɛ.”
୪ସୁନା, ଦାଉଦ୍ ପର୍ମେସରର୍ ଗରେ ପୁରି, ପର୍ମେସର୍କେ ସର୍ପି ଅଇରଇଲା ଜନ୍ ରୁଟି, ପୁଜାରିମନ୍କେ ଚାଡି ଆରି କେ ମିସା କାଇବାର୍ ବିଦି ନ ରଇଲା, ସେଟା ନେଇକରି କାଇଲା ଆରି ତାର୍ ସଙ୍ଗର୍ ଲକ୍ମନ୍କେ ମିସା ଦେଇରଇଲା ।”
5 Yesu kaa sɛ, “Onipa Ba no ne Homeda no wura.”
୫ଆରି ଜିସୁ କଇଲା, “ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ରାମ୍ ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
6 Homeda foforɔ bi nso a Yesu rekyerɛkyerɛ wɔ asɔredan mu no, na ɔbarima bi a ne nsa nifa awu nso wɔ hɔ bi.
୬ଆରି ଜିସୁ ବିନ୍ ଗଟେକ୍ ବିସ୍ରାମ୍ବାରେ, ଜିଉଦି ଲକ୍ମନର୍ ପାର୍ତନା ଗରେ ଜାଇକରି ସିକାଇତେରଇଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଉଜା ଆତ୍ ସୁକିଜାଇରଇଲା ।
7 Atwerɛsɛm no akyerɛkyerɛfoɔ ne Farisifoɔ no hwɛɛ Yesu dinn sɛ ɔbɛsa onipa yi yadeɛ Homeda yi nso anaa. Deɛ na wɔrehwehwɛ ara ne sɛ ɔbɛbu mmara no so, asa yadeɛ na wɔn nsa aka no akyere no.
୭ଆରି ଜିସୁ ବିସ୍ରାମ୍ବାରେ ମିସା କେ ଜାନେ ନିକ କର୍ସି, ଏଟା ଦେକୁ ବଲି ପାରୁସି ଲକ୍ମନ୍ ଆରି ସାସ୍ତର୍ ସିକାଉମନ୍ ତାକେସେ ଦେକି ଦେକି ରଇଲାଇ, କାଇକେବଇଲେ ତାର୍ ବିରୁଦେ ଦସ୍ ଦାର୍ବାକେ ।
8 Yesu hunuu wɔn adwene, nanso ɔka kyerɛɛ ɔbarima no sɛ, “Sɔre bɛgyina animu ha, na obiara nhunu wo.” Ɔbarima no sɔre bɛgyinaa hɔ.
୮ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
9 Yesu ka kyerɛɛ wɔn sɛ, “Merebisa mo. Ɛdeɛn na mmara no ma ho ɛkwan sɛ yɛnyɛ no Homeda; sɛ yɛbɛyɛ papa anaa yɛbɛyɛ bɔne, sɛ yɛbɛgye obi nkwa anaasɛ yɛbɛma wawu?”
୯ତେଇ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପାଚାର୍ଲିନି, ବିସ୍ରାମ୍ବାରେ ବିଦି ଇସାବେ କାଇଟା କର୍ବାର୍? ନିକ କର୍ବାର୍ କି କାରାପ୍ କର୍ବାର୍? ଜିବନ୍ ବଁଚାଇବାର୍ କି ମରାଇବାର୍?”
10 Yesu hwɛɛ wɔn nyinaa hyiaeɛ na ɔka kyerɛɛ ɔbarima no sɛ, “Tene wo nsa.” Na ɔtenee ne nsa no, emu yɛɛ den sɛ baako no.
୧୦ଆରି ସେ ଚାରିବେଡ୍ତି ସବୁକେ ଦେକି ସେ ଲକ୍କେ କଇଲା, “ତମର୍ ଆତ୍ ଲାମାଆ ।” ତେଇ ସେ ସେନ୍ତାର୍ କଲା, ଆରି ତାର୍ ଆତ୍ ପୁରାପୁରୁନ୍ ନିକ ଅଇଗାଲା ।
11 Deɛ Yesu yɛeɛ yi hyɛɛ nnipa no abufuo yie ma wɔfirii aseɛ bɔɔ ne ho pɔ.
୧୧ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
12 Ɛda bi a Yesu kɔɔ bepɔ bi so sɛ ɔrekɔbɔ mpaeɛ. Ɔbɔɔ mpaeɛ anadwo mu no nyinaa
୧୨ସେବେଲେ ଦିନେକ୍ ଜିସୁ ପାର୍ତନା କର୍ବାକେ ବାରଇ, ପର୍ବତେ ଗାଲା ଆରି ଗୁଲାଇରାତି ପର୍ମେସର୍କେ ପାର୍ତନା କରି କରି ରଇଲା ।
13 Adeɛ kyeeɛ no, ɔfrɛɛ nʼakyidifoɔ no nyinaa baa ne nkyɛn na ɔyii wɔn mu dumienu. Saa dumienu yi na ɔfrɛɛ wɔn asomafoɔ.
୧୩ସାକାଲ୍ ପାଇଲାକେ, ଜିସୁ ସିସ୍ମନ୍କେ ଲଗେ ଡାକି ସେମନର୍ ବିତ୍ରେଅନି ବାର ଲକ୍କେ ବାଚ୍ଲା, ଆରି ସେମନ୍କେ ପେରିତ୍ ବଲି ନାଉଁ ଦେଲା ।
14 Simon, a ɔtoo ne din Petro; Andrea, Simon nua; Yakobo, Yohane, Filipo, Bartolomeo,
୧୪ସେମନ୍ ରଇଲା, ସିମନ୍ ଜାକେ କି ସେ ପିତର୍ ବଲି ମିସା ନାଉଁ ଦେଲା, ଆରି ସିମନର୍ ବାଇ ଆନ୍ଦ୍ରିୟ, ଜାକୁବ୍ ଆରି ଜଅନ୍, ପିଲିପ୍ ଆରି ବାର୍ତଲମି ।
15 Mateo, Toma, Yakobo a ɔyɛ Alfeo ba; Simon, a wɔfrɛ no Selote;
୧୫ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ ।
16 Yuda, a ɔyɛ Yakobo ba; ne Yuda Iskariot a ɔyii Yesu maeɛ no.
୧୬ଜାକୁବର୍ ପ ଜିଉଦା ଆରି ଇସ୍କାରିତ ଜିଉଦା, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
17 Yesu firii bepɔ no so siane baa fam maa nʼakyidifoɔ bebree ne nnipakuo a wɔfiri Yudea, Yerusalem ne mpoano nkuro Tiro ne Sidon mu no bɛtwaa ne ho hyiaeɛ.
୧୭ଆରି ଜିସୁ ପେରିତ୍ମନର୍ ସଙ୍ଗ୍ ଉତ୍ରିକରି, ଗଟେକ୍ ସଦ୍ରମ୍ ରଇଲା ଜାଗାଇ ଟିଆଅଇଲା । ଆରି ତେଇ ତାର୍ ବେସି ସିସ୍ମନ୍, ଜିଉଦା ରାଇଜର୍ ବେସି ଲକ୍, ଜିରୁସାଲାମ୍ ଆରି ସମ୍ଦୁର୍ ପାଲି ରଇବା ସର ଆରି ସିଦନ୍ ସଅରେଅନି ବେସି ଲକ୍ମନ୍ ରୁଣ୍ଡିରଇଲାଇ ।
18 Wɔbaeɛ sɛ wɔrebɛtie no ama wasa wɔn nyarewa nso. Ɔtuu ahonhommɔne bebree.
୧୮ଲକ୍ମନ୍ ତାର୍ ବାକିଅ ସୁନ୍ବାକେ ଆରି ନିଜର୍ ନିଜର୍ ରଗେଅନି ନିକ ଅଇବାକେ ଆସିରଇଲାଇ । ଜନ୍ ଲକ୍ମନ୍ ଡୁମା ଦାରାଇଅଇ ଦୁକ୍ କସ୍ଟ ପାଇତେରଇଲାଇ, ସେମନ୍କେ ଜିସୁ ନିକ କଲା ।
19 Obiara bɔɔ mmɔden sɛ ɔde ne nsa bɛka Yesu. Ayarefoɔ a wɔde wɔn nsa kaa Yesu no nyinaa ho tɔɔ wɔn.
୧୯ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
20 Afei, ɔdanee nʼani ka kyerɛɛ nʼasuafoɔ no sɛ, “Nhyira ne mo a moyɛ ahiafoɔ, na mo na Onyankopɔn Ahennie no yɛ mo dea!
୨୦ସେବେଲେ ଜିସୁ ନିଜର୍ ସିସ୍ମନର୍ ବାଟେ ଦେକି କଇଲା, “ତମେ ଏବେ କାକୁର୍ତି ଅଇଆଚାସ୍ ତମର୍ କେଡେକ୍ ନିକ କରମ୍, କାଇକେବଇଲେ ପର୍ମେସରର୍ ରାଇଜ୍ ତମର୍ଟା ।
21 Nhyira ne mo a ɛkɔm de mo, na mo na wɔbɛma mo amee. Nhyira ne mo a mo werɛ ahoɔ, na mo na wɔbɛma mo ani agye.
୨୧ତମେମନ୍ ଏବେ ବୁକେ ଆଚାସ୍, ତମର୍ କେଡେକ୍ ନିକ କରମ୍, କାଇକେବଇଲେ, ତମ୍କେ ପର୍ମେସର୍ ପୁରାପୁରୁନ୍ ଦେଇସି । ତମେମନ୍ ଏବେ କାନ୍ଦ୍ଲାସ୍ନି, ତମର୍ କେଡେକ୍ ନିକ କରମ୍, କାଇକେବଇଲେ ତମେମନ୍ ସାର୍ଦା ଅଇକରି ଆଁସ୍ସା ।”
22 Nhyira ne mo a Onipa Ba no din enti, nnipa tan mo, na wɔpa mo na wɔya mo, na wɔgu mo din ho fi.
୨୨ଲକ୍ମନ୍ ଜେବେ ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ଲାଗି ତମ୍କେ ଇନ୍ କର୍ବାଇ, ଆରି ବେଗ୍ଲାଇ ଦେବାଇ, ନିନ୍ଦାକରି ତମର୍ ନାଉଁ ମନ୍ଦ୍ ବଲି ଦାର୍ବାଇ, ତମର୍ କେଡେକ୍ ନିକ କରମ୍ ।
23 “Sɛ ɛba saa a, momma mo ani nnye na monni ahurisie! Ɛfiri sɛ, mo akatua so wɔ ɔsoro. Na saa ara nso na wɔn agyanom yɛɛ tete adiyifoɔ no.
୨୩ସେ ଦିନେ ସାର୍ଦା ଅଇ ନାଟ୍ କର୍ସା । କାଇକେବଇଲେ ଦେକା, ସର୍ଗେ ତମର୍ ପୁରୁସ୍କାର୍ ଅଦିକ୍ ଆରି ସେନ୍ତାରି ତା ସେମନର୍ ଆନିଦାଦିମନ୍, ବବିସତ୍ବକ୍ତାମନ୍କେ କର୍ତେରଇଲାଇ ।
24 “Na mo adefoɔ deɛ, monnue ɛfiri sɛ, deɛ ɛma mo ani gye no, mo nsa aka dada; yei enti, monni kyɛfa biara bio.
୨୪ମାତର୍ ଏ ଡଣ୍ଡ୍ ପାଉମନ୍, ତମେମନ୍ ଏବେ ସାଉକାର୍ ଆଚାସ୍, କାଇକେବଇଲେ ତମେ ନିଜେ ନିଜେ ସୁକ୍ ପାଇଲାସ୍ବେ ।
25 Monnue, mo a moamee seesei, na mo na ɛkɔm bɛde mo! Monnue, mo a moresere seesei, na mo na mobɛsi apinie, asu.
୨୫ଏ ଡଣ୍ଡ୍ପାଉମନ୍, ଏବେ ତମେ ନିକସଙ୍ଗ୍ କାଇଲାସ୍ନି, କାଇକେବଇଲେ, ତମେ ବୁକେସେ ରଇସା । ଏ ଡଣ୍ଡ୍ପାଉମନ୍, ତମେମନ୍ ଏବେ ଆଁସ୍ଲାସ୍ନି, କାଇକେବଇଲେ ପଚେ ଦୁକେ ରଇକରି କାନ୍ଦ୍ସା ।
26 Monnue, mo a nnipa kamfo mo, ɛfiri sɛ, saa ara na wɔn nananom kamfoo atorɔ adiyifoɔ no.”
୨୬“ଜେଡେବେଲେ ତମ୍କେ ଲକ୍ମନ୍ ବଲ୍ ବଲିକରି ବାବ୍ଲାଇନି, ଏ ଡଣ୍ଡ୍ପାଉମନ୍, ତାକର୍ ଆନିଦାଦି ତା ମାପ୍ରୁର୍ କାତା ବୁଲ୍କାଉମନର୍ପାଇ ସେନ୍ତାରି କର୍ତେରଇଲାଇ ।”
27 “Mereka akyerɛ mo a moretie me no nyinaa sɛ, monnɔ mo atamfoɔ; monyɛ wɔn a wɔtan mo no papa.
୨୭“ମାତର୍ ତମେମନ୍ ସୁନି ଆଚାସ୍ଜେ ମୁଇ ତମ୍କେ କଇଲିନି, ତମର୍ ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ମନ୍ ତମ୍କେ ଇନ୍ କର୍ବାଇ, ସେମନର୍ ମଙ୍ଗଲ୍ କରା ।
28 Monhyira wɔn a wɔdome mo; mommɔ mpaeɛ mma wɔn a wɔtan mo.
୨୮ଜନ୍ ଲକ୍ମନ୍ ତମ୍କେ ସାଇପ୍ ଦେବାଇ, ସେମନ୍କେ ଆସିର୍ବାଦ୍ କରା । ଜନ୍ ଲକ୍ମନ୍ ତମ୍କେ ଇଜତ୍ ଜିକ୍ବାଇ, ସେମନର୍ପାଇ ପାର୍ତନା କରା ।
29 Sɛ obi bɔ wʼasom a, dane baako a aka no ma no. Sɛ obi pa wo ntoma a, worɔ wʼatadeɛ ka ho.
୨୯ଜେ ତମ୍କେ ଗଟେକ୍ ଗାଲେ ଚାପଡ୍ ମାର୍ସି, ତାକେ ଆରିଗଟେକ୍ ଗାଲ୍ ମିସା ଦେକାଇଦିଆସ୍ । ଜେ ତମର୍ ଚାଦର୍ ଦାରିଜାଇସି, ତାକେ ତମର୍ ପିନ୍ଦ୍ଲାଟା ନେବାକେ ମିସା ମନା କରାନାଇ ।
30 Sɛ obi srɛ wo biribi a, fa ma no. Obi gye wʼadeɛ a, mmisa no bio.
୩୦ଜେ ତମ୍କେ ମାଙ୍ଗ୍ସି, ତାକେ ଦିଆସ୍ । ଆରି ଜେ ତମର୍ ଦନ୍ ସଁମ୍ପତି ଉଦାର୍ ନେଇସି, ତାର୍ଟାନେଅନି ସେଟା ଆରିତରେକ୍ ମାଙ୍ଗାନାଇ ।
31 Na deɛ mopɛ sɛ nnipa nyɛ mo no, mo nso monyɛ wɔn saa ara.
୩୧ଲକ୍ମନ୍ ତମ୍କେ ଜେନ୍ତି କରତ୍ ବଲି ମନ୍ କଲାସ୍ନି, ତମେମିସା ସେମନର୍ଟାନେ ସେନ୍ତାର୍ କରା ।”
32 “Na sɛ modɔ wɔn a wɔdɔ mo no nko ara a, mfasoɔ bɛn na mobɛnya? ‘Nnebɔneyɛfoɔ’ nso dɔ wɔn a wɔdɔ wɔn no.
୩୨“ଆରି ଜନ୍ ଲକ୍ମନ୍ ତମ୍କେ ଆଲାଦ୍ କଲାଇନି, ଜଦି ସେମନ୍କେସେ ତମେ ଆଲାଦ୍ କର୍ସା ବଇଲେ କାଇ ଆସିର୍ବାଦ୍ ପାଇସା? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
33 Na sɛ moyɛ wɔn a wɔyɛ mo papa no nko ara yie a, mfasoɔ bɛn na mobɛnya? Nnebɔneyɛfoɔ mpo yɛ wɔn a wɔyɛ wɔn papa no nso yie.
୩୩ଜଦି ଜନ୍ ଲକ୍ମନ୍ ତମର୍ ମଙ୍ଗଲ୍ କଲାଇନି, ସେମନ୍କେସେ ମଙ୍ଗଲ୍ କର୍ସା ବଇଲେ, କାଇ ଆସିର୍ବାଦ୍ ପାଇସା? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
34 Na sɛ mobɔ wɔn a mosusu sɛ wɔbɛtumi atua mo nko ara bosea a, papa bɛn na moayɛ? Nnebɔneyɛfoɔ nso bobɔ bobɔ wɔn ho wɔn ho bosea, a wɔhwɛ sɛ wɔn nsa bɛka wɔn sika bio.
୩୪ଆରି ଜନ୍ ଲକ୍ମନର୍ଟାନେଅନି ତମର୍ ମିଲାଇବାର୍ ଆସା ରଇସି, ଜଦି ସେମନ୍କେସେ ଉଦାର୍ ଦେଇସା ବଇଲେ, ତମେ କାଇ ଆସିର୍ବାଦ୍ ପାଇସା? ପାପିମନ୍ ମିସା ସମାନ୍ ଇସାବେ ବାନ୍ଦ୍ଲାଟା ମିଲବଲି, ରୁନ୍ ଦେବାଇ ।
35 Monnɔ mo atamfoɔ. Monyɛ wɔn papa. Momma wɔn deɛ ɛhia wɔn a, mo ani nni akyire bio. Na sɛ moyɛ yeinom a, mo akatua bɛyɛ kɛse wɔ ɔsoro na moayɛ Onyankopɔn mma; ɛfiri sɛ Onyankopɔn yɛ nnebɔneyɛfoɔ adɔeɛ, na ɔdom bonniayɛfoɔ nso.
୩୫ମାତର୍ ତମର୍ ସତ୍ରୁମନ୍କେ ଆଲାଦ୍ କରା । ଆରି ସେମନର୍ ମଙ୍ଗଲ୍ କରା । ରୁନ୍ ବାନ୍ଦ ବଲି ଆସା ନ କରି, ରୁନ୍ ଦିଆସ୍ । ସେନ୍ତାର୍କଲେ ତମର୍ ପୁରୁସ୍କାର୍ ଅଦିକ୍ ଅଇସି । ଆରି ତମେ ପର୍ମେସରର୍ ପ ଅଇସା । କାଇକେବଇଲେ ସେ ନ ମାନ୍ବା ଲକର୍ ଆରି କରାପ୍ ଲକର୍ ମିସା ଦୟାକାରିଆ ।
36 Monyɛ mmɔborɔhunufoɔ sɛdeɛ mo Agya a ɔwɔ ɔsoro no yɛ mmɔborɔhunufoɔ no.
୩୬ତମର୍ ସରଗର୍ ବାବା ଜେନ୍ତାରି ଦୟା କଲାନି, ସେନ୍ତାରି ତମେ ମିସା ଦୟା କରା ।”
37 “Mommmu ntɛn, na wɔammu mo ntɛn; mommmu fɔ, na wɔammu mo fɔ; momfa nkyɛ, na wɔde akyɛ mo.
୩୭“ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି ।
38 Sɛ moma a, wɔbɛhyɛ mo ananmu. Deɛ mode ma no, wɔde susudua a wɔahyɛ no ma, amia so ama abu so na ɛbɛsusu ama mo. Susudua a mode bɛsusu ama no, ɛno ara na wɔde bɛsusu ama mo.”
୩୮ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।”
39 Yesu nam abɛbuo so kasa kyerɛɛ wɔn bio sɛ, “Onifirani bɛtumi akyerɛ onifirani ɛkwan ama ayɛ yie anaa? Sɛ ɛba saa a, wɔn baanu nyinaa bɛtɔ amena mu.
୩୯ଜିସୁ ସେମନ୍କେ ଉଦାଅରନ୍ ଦେଇ କଇଲା, “କାଣା କାଇ କାଣାକେ ବାଟ୍ ଦେକାଇପାରେକି? ନାଇ, ନାପାରେ । ଜଦି ସେମନ୍ ସେନ୍ତାରି କର୍ବାଇ ବଇଲେ ଦୁଇଲକ୍ଜାକ କାଲେ ନ ଅଦ୍ରତ୍ କି?
40 Osuani nsene ne ɔkyerɛkyerɛfoɔ. Nanso, sɛ ɔyere ne ho sua deɛ wɔrekyerɛ no no yie a ɔbɛsɛ ne ɔkyerɛkyerɛfoɔ.
୪୦ଗୁରୁର୍ଟାନେଅନି ସିସ୍ ବଡ୍ ନାଇ । ମାତର୍ ସିସ୍ମନ୍ ସିକିଆ ପାଇ ସାରାଇଲେ ସିଦ୍ଅଇ ଗୁରୁର୍ ସମାନ୍ ଅଇବାଇ ।”
41 “Adɛn enti na woma aboseaa a ɛgu wo nua ani so ha wo, ɛberɛ a ɛboɔ da wo deɛ so?
୪୧“ଆରି କାଇକେ ତମର୍ ବାଇର୍ ଆଁକିଟାନେ ରଇବା ସାନ୍ କାଚ୍ରା ଦେକ୍ଲାସ୍ନି? ମାତର୍ ତମର୍ ନିଜର୍ ଆଁକିଟାନେ ଜନ୍ ବଡ୍ କାଚ୍ରା ଆଚେ, ସେଟା ବାବିଦେକାସ୍ନାଇ ।
42 Ɛbɛyɛ dɛn na woatumi aka akyerɛ wo nua sɛ, ‘Ma menyi anwea a ɛgu wʼani so no mma wo’ wɔ ɛberɛ a ɛboɔ a ɛda wʼani so no wonhunu. Nyaatwomni, di ɛkan yi ɛboɔ a ɛda wʼani so no ansa na woatumi ayi anwea a ɛgu wo nua ani so no ama no.
୪୨ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।”
43 “Dua pa nso aba bɔne, na dua bɔne nso nso aba pa.
୪୩“ନିକ ଗଚେ କାରାପ୍ ପଲ୍ ନ ପଲେ, କାରାପ୍ ଗଚେ ନିକ ପଲ୍ ନ ପଲେ ।
44 Dua biara aba na wɔnam so hunu dua ko a ɛyɛ. Worentumi nte borɔdɔma wɔ nnɛnkyɛmse so. Saa ara na worentumi nte bobe wɔ nkasɛɛ so.
୪୪କାଇକେବଇଲେ ଗଚ୍ମନ୍କେ ତାର୍ ପଲର୍ଲାଗି ଜାନିଅଇସି । କାଟା ଗଚେଅନି ଲକ୍ମନ୍ ଡୁମ୍ରି ପଲ୍ ନ ତଲତ୍, କି କାଟା ବୁଟାଇଅନି ଅଙ୍ଗୁର୍ ପଲ୍ ନ ତଲତ୍ ।
45 Onipa pa firi nnepa a ɛwɔ nʼakoma mu yɛ ade pa. Saa ara nso na onipa bɔne nso firi ne nnebɔne a ɛwɔ nʼakoma mu yɛ ade bɔne. Deɛ ahyɛ onipa akoma ma no, na ɛpue firi nʼano.
୪୫ନିକ ଲକ୍ ନିଜର୍ ମନ୍ ବିତ୍ରର୍ ଗରବ୍ବିତ୍ରେ ଅନି ନିକଟା ବାର୍କରାଇସି । ଆରି କାରାପ୍ ଲକ୍ମନ୍ ନିଜର୍ ମନ୍ ବିତ୍ରର୍ ଗରବ୍ଟାନେ ଅନି କାରାପ୍ଟା ବାର୍କରାଇବାଇ । କାଇକେବଇଲେ, ମନ୍ବିତ୍ରେ ଚିନ୍ତା କର୍ବାଟା, ଟଣ୍ଡ୍ କାତା କଇସି ।”
46 “Adɛn enti na mofrɛ me ‘Awurade,’ nanso monni mʼasɛm so?
୪୬“ଆରି ତମେ କାଇକେ ମକେ ଏ ମାପ୍ରୁ ଏ ମାପ୍ରୁ, ବଲି ଡାକିକରି ମର୍ ଆଦେସ୍ ମାନାସ୍ ନାଇ?
47 Merekyerɛ mo sɛdeɛ onipa biara a ɔba me nkyɛn, na ɔtie mʼasɛm di so no teɛ.
୪୭ଜେ ମିସା ମର୍ଲଗେ ଆସି, ମର୍ କାତା ସୁନି, ସେଟା ସବୁ ମାନ୍ସି, ସେ କାର୍ ସମାନ୍ ରଇସି, ସେଟା ମୁଇ ତମ୍କେ ଦେକାଇବି ।
48 Ɔte sɛ obi a na ɔresi ɛdan na ɔtwaa ne ɛdan no fapem ma ɛsii ɔbotan so. Na osuo tɔeɛ maa nsuo no yiri bɛbɔ faa ɛdan no ase nanso ammu, ɛfiri sɛ, ɔsi sii ɔbotan so.
୪୮ସେ ଏନ୍ତାରି ଗଟେକ୍ ଗର୍ ଉଟାଇବା ଲକର୍ପାରା । ଜେ ଗଇର୍ କରି କୁନି, କୁନାଦି ପାକ୍ନା ଉପ୍ରେ ବସାଇଲା । ବନିଆ ପାନି ଆସି ସେଟା ଉଲ୍କା ମାର୍ଲା ମିସା ସେଟା ବସ୍ଲାଇ ନାପାର୍ଲା । କାଇକେବଇଲେ ସେଟା ନିମାନ୍କରି ଉଟାଇରଇଲା ।
49 Na deɛ ɔte mʼasɛm na ɔnni so no, ɔte sɛ obi a ɔresi ɛdan, na ɔsii ɛdan no sii anwea so, na osuo tɔ maa nsuo no yiri bɛbɔ faa aseɛ ma ɛdwiriiɛ.”
୪୯ମାତର୍ ଜନ୍ ଲକ୍ମନ୍ ମର୍କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେ କୁନାଦି ନ କରି, ବାଲି ଉପ୍ରେ ଗର୍କଲା ଲକର୍ପାରା । ଜବର୍ ଅଇତେ ଉଦ୍କାମାର୍ଲା ଦାପ୍ରେ ସେ ଗର୍ ବସ୍ଲିଗାଲା ଆରି ସେଟା ଅପର୍ବଲ୍ ବିନାସ୍ ଅଇଲା ।”