< Adiyisɛm 1 >
1 Nwoma yi fa adiyisɛm a Onyankopɔn de maa Yesu Kristo sɛ ɔnkyerɛ nʼasomfoɔ deɛ ɛrebɛba no ho. Kristo somaa ne ɔbɔfoɔ kɔɔ nʼakoa Yohane nkyɛn kɔdaa asɛm yi adi kyerɛɛ no,
୧ଜାଇ ଜାଇଟା ଦାପ୍ରେ ଗଟ୍ବାକେ ଗାଲାନି, ପର୍ମେସର୍ ଜିସୁ କିରିସ୍ଟକେ ଜାନାଇ ରଇବା ବିସଇ ଏ ବଇଟାନେ ଲେକାଅଇ ଆଚେ । ସେ ସବୁ ବିସଇ ତାର୍ ଦାଙ୍ଗ୍ଡାମନ୍କେ ଜାନାଇବାକେ ପର୍ମେସର୍ ତାକେ ଜାନାଇଲା । ତେବର୍ପାଇ ମୁଇ ଜଅନ୍ ଜେ କି ତାର୍ ସିସ୍ ଅଇଲିଆଚି, ମକେ ଜାନାଇବାକେ କିରିସ୍ଟ ତାର୍ ଦୁତ୍କେ ପାଟାଇଲାଆଚେ ।
2 sɛdeɛ ɛbɛyɛ a Yohane bɛka biribiara a ɔhunuiɛ. Yei ne nʼadansedie ne asɛm a ɛfiri Onyankopɔn nkyɛn ne nokorɛ a Yesu Kristo daa no adi no.
୨ଆରି ମକେ ଜେତ୍କି ବିସଇ ଦେକାଇରଇଲା, ମୁଇ ସେଟାମନ୍ ସବୁ ଲେକିଆଚି । ଆରି ଏ ସବୁ ଜିସୁ କିରିସ୍ଟ ଜାନାଇରଇବା ପର୍ମେସରର୍ ସତ୍ ବାକିଅ ବଲି ମୁଇ ଡାଟ୍ ସଙ୍ଗ୍ କଇଲିନି ।
3 Nhyira nka obiara a ɔbɛkan saa nwoma yi, na nhyira nka wɔn nso a wɔtie adiyisɛm no na wɔdi so sɛdeɛ wɔatwerɛ wɔ saa nwoma yi mu no. Ɛberɛ no abɛn.
୩ଏ ବଇ ପଡିକରି ତେଇ ଲେକାଅଇରଇବା ଆଗ୍କେ ଗଟ୍ବା କାତାମନ୍ ବୁଜିକରି ମାନ୍ବା ଲକ୍ମନ୍ କେଡେକ୍ କରମର୍ ଲକ୍ମନ୍! କାଇକେବଇଲେ ଏ ସବୁ ବିସଇ ଗଟ୍ବା ବେଲା କେଟ୍ଲା ।
4 Yohane, Nkyea a ɔkyea asafo ahodoɔ nson a ɛwɔ Asia no nie: Adom ne asomdwoeɛ a ɛfiri deɛ ɔwɔ hɔ, na ɔtenaa hɔ, na ɔreba no ne ahonhom nson a wɔwɔ nʼahennwa anim,
୪ମୁଇ ଜଅନ୍ ଆସିଆ ରାଇଜେ ରଇବା ସାତ୍ଟା ମଣ୍ଡଲିକେ ଲେକ୍ଲିନି । ପର୍ମେସର୍ ଟାନେଅନି ଆସିରଇବା ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ମିଲ । ସେ ଏବେ ଆଚେ । ଆଗ୍ତୁ ମିସା ରଇଲା ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ ବସିରଇବା ଜାଗାର୍ ମୁଆଟର୍ ସାତ୍ଟା ଆତ୍ମାମନର୍ ଟାନେଅନି
5 ne Yesu Kristo a ɔyɛ ɔdanseni nokwafoɔ ne awufoɔ mu abakan ne asase so ahene sodifoɔ no nkyɛn nka mo. Ɔdɔ yɛn, na ɔnam ne wuo no so agye yɛn afiri yɛn bɔne mu.
୫ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।
6 Wayɛ yɛn ahemman ne asɔfoɔ sɛ yɛnsom ne Onyankopɔn ne nʼAgya. Ɔno na wɔmfa animuonyam ne tumi mma no daa daa! Amen. (aiōn )
୬ତାର୍ ବାବା ପର୍ମେସର୍କେ ସେବା କର୍ବାପାଇ ସେ ଆମ୍କେ ଗଟେକ୍ ରାଜାର୍ କୁଟୁମେ ପୁଜାରି କଲାଆଚେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବପୁ ଆରି ମଇମା ପାଅ । ଆମେନ୍ । (aiōn )
7 Ɔnam omununkum mu reba. Wɔn a wɔwɔɔ no pea no ne obiara bɛhunu no. Asase so nnipa nyinaa bɛsu no.
୭ଏଦେ ଦେକା! ସେ ମେଗ୍ମାଲାଇ ବସି ଆଇଲାନି । ଗୁଲାଇ ଲକ୍ମନ୍ ତାକେ ଦେକ୍ବାଇ । ତାକେ କୁରୁସ୍କାଟେ କୁଟି ମାରିରଇବା ଲକ୍ମନ୍ ମିସା ଦେକ୍ବାଇ । ଏ ଜଗତେ ରଇବା ସବୁ ଲକ୍ମନ୍ ତାର୍ଲାଗି ଦୁକ୍ କର୍ବାଇ । ସେଟା ସେନ୍ତାରିସେ ଅଇସି । ଆମେନ୍!
8 Awurade Onyankopɔn Otumfoɔ no se, “Mene Alfa ne Omega a ɔwɔ hɔ seesei na ɔwɔ hɔ dada na ɔrebɛba no.”
୮ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ “ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।”
9 Mene Yohane, a me ne mo nyinaa yɛ akyidifoɔ. Yɛhunu amane ɛfiri sɛ Yesu ne yɛn ɔhene, na ɔma yɛn ahoɔden wɔ ahohia mu. Esiane sɛ mekaa Onyankopɔn asɛm kaa nokorɛ a Yesu daa no adi enti, wɔtwaa me asuo de me kɔɔ Supɔ Patmo so.
୯“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
10 Awurade da no, Honhom no faa me na metee nne denden bi a ɛte sɛ totorobɛnto a ɛrebɔ wɔ mʼakyi.
୧୦ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।
11 Ɛkaa sɛ, “Twerɛ biribiara a wohunu, na fa nwoma no kɔma saa asafo ahodoɔ nson a ɛwɔ Efeso ne Smirna ne Pergamo ne Tiatira ne Sardi ne Filadelfia ne Laodikea no.”
୧୧ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
12 Medanee mʼani pɛɛ sɛ mehunu deɛ ɔrekasa kyerɛ me no. Ɛhɔ na mehunuu sikakɔkɔɔ nkaneadua nson.
୧୨ସେ ସବଦ୍ ସୁନ୍ଲାକେ, କେ କାତାଅଇଲାନି, ଦେକ୍ବି ବଲି ପାସଲ୍ଲି ଆରି ସାତ୍ଟା ସୁନାର୍ ବତି ଡାଣ୍ଡି ଦେକ୍ଲି ।
13 Na nkaneadua no mfimfini na onipa bi a ɔte sɛ Onipa Ba a ɔhyɛ atadeɛ yuu a ɛsi ne nan ase a sika abɔsoɔ kyekyere ne koko no gyina.
୧୩ତାର୍ ମଜାଇ ନର୍ ପାରା ଡିସ୍ତେରଇବା ଗଟେକ୍ ଲକ୍କେ ଦେକ୍ଲି । ତାର୍ ପାଦ୍ଜାକ ଅଇବା ଗଟେକ୍ ଡେଙ୍ଗ୍ ଲୁଗା ପିନ୍ଦିରଇଲା । ତାର୍ ବୁକ୍ତଲେ ଗଟେକ୍ ସୁନାର୍ ବେଲ୍ଟୁ ବାନ୍ଦି ରଇଲା ।
14 Na ne tirinwi yɛ fitaa te sɛ asaawafuturo anaasɛ sukyerɛmma, na nʼani dɛre sɛ ogya.
୧୪ତାର୍ ମୁଣ୍ଡର୍ ଚେଣ୍ଡି ଦଇଲା ଚାଉଲ୍ ଆରି ଦୁଦ୍ପାରା ଦବ୍ ରଇଲା । ଆରି ତାର୍ ଆଁକି ଲାଗ୍ତେ ରଇବା ଜଇ ପାରା ଗଜ୍ଗଜି ଜାଇତେ ରଇଲା ।
15 Ne nan ase hyerɛnee sɛ ayowaa a wɔanane wɔ fononoo mu na afei wɔatwi ho na ne nne woro so te sɛ nsuworosoɔ a ano yɛ den.
୧୫ତାର୍ ପାଦର୍ ରେଡି ପିତଲ୍ ପାରା ଜଗ୍ଜଗି ଜାଇତେରଇଲା, ଜନ୍ଟାକି ଜଇଟାନେ ପରିଚଲ୍ ଅଇ ସୁନ୍ଦର୍ କରି ରେତ୍ଲାପାରା । ଆରି ତାର୍ ସବଦ୍ ଅଦର୍ତେରଇବା ଜର୍ନା ପାନିର୍ ସବଦ୍ପାରା ଜବର୍ ସବଦ୍ ଅଇତେରଇଲା ।
16 Na ɔkura nsoromma nson wɔ ne nsa nifa mu na sekan anofanu a ɛyɛ nnam firi nʼanom baeɛ. Na nʼanim hyerɛn te sɛ owigyinaeɛ awia.
୧୬ସେ ତାର୍ ଉଜା ବାଟର୍ ଆତେ ସାତ୍ଟା ତାରା ଦାରି ରଇଲା, ଆରି ତାର୍ ଟଣ୍ଡେ ଅନି ଦୁଇବାଟେ ଦାର୍ ରଇବା ତିପ୍ତିପା କାଣ୍ଡା ବାରଇତେ ରଇଲା । ଆରି ତାର୍ ମୁଁ ମୁଇଦାନିଆର୍ ବେଲ୍ପାରା ଜଲ୍କି ଜାଇତେ ରଇଲା ।
17 Mehunuu no no, mekɔhwee ne nan ase te sɛ owufoɔ. Ɔde ne nsa nifa too me so kaa sɛ, “Nsuro! Mene Ɔkannifoɔ ne Okyikafoɔ.
୧୭ତାକେ ଦେକିକରି ମୁଇ ମଲାପାରା ଅଇକରି ତାର୍ ପାଦ୍ତଲେ ଅଦ୍ରି ଗାଲି । ତାର୍ ପଚେ ସେ ମର୍ ଉପ୍ରେ ତାର୍ ଉଜା ଆତ୍ ସଙ୍ଗଇ କରି କଇଲା, ଡର୍ନାଇ, ମୁଇସେ ଆରାମ୍ ମୁଇସେ ସେସ୍ ।
18 Mene ɔteasefoɔ no! Mewuiɛ, nanso seesei mete ase daa daa. Mekura owuo ne asaman safoa. (aiōn , Hadēs )
୧୮ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ । (aiōn , Hadēs )
19 “Enti afei twerɛ nneɛma a wohunu; deɛ wohunu no seesei ne deɛ ɛbɛba akyire no, twerɛ.
୧୯ତେବର୍ ପାଇ ତମେ ଏବେ ଜାଇଜାଇଟା ଦେକି ଆଚାସ୍ ଆରି ଜାଇଜାଇଟା ଏବେ ଗଟ୍ଲାନି ଆରି ପଚ୍କେ ଗଟ୍ସି, ସେଟା ସବୁ ଲେକିକରି ସଙ୍ଗୁଆ ।
20 Nsoromma nson a wohunu wɔ me nsa nifa mu ne sika nkaneadua no nkyerɛaseɛ a ɛyɛ ahintasɛm no ni; Nsoromma nson no yɛ asafo nson no abɔfoɔ, ɛnna nkaneadua nson no nso yɛ asafo nson no.”
୨୦ମର୍ ଉଜାବାଟେ ରଇବା ସାତ୍ଟା ତାରା ଆରି, ସାତ୍ଟା ସୁନାର୍ ବତି ଡାଣ୍ଡିର୍ ଅରତ୍ ମୁଇ ତମ୍କେ କଇଦେବି । ସେ ସାତ୍ଟା ବତିଡାଣ୍ଡି ଅଇଲାନି ସାତ୍ଟା ମଣ୍ଡଲି । ସାତ୍ଟା ତାର୍ମନ୍ ଅଇଲାଇନି, ସାତ୍ଟା ମଣ୍ଡଲିର୍ ଦାଇତ୍ ନେବା ଦୁତ୍ମନ୍ ।