< 1 Петра 3 >
1 Так само дружи́ни, — корі́ться своїм чоловікам, щоб і деякі, хто не ко́риться слову, були приєднані без слова пово́дженням дружи́н,
୧ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ ।
2 як побачать ваше пово́дження чисте в страху́.
୨କାଇକେବଇଲେ ତମର୍ ସୁଆଲ୍ ଚଲାଚଲ୍ତି ଆରି ପର୍ମେସର୍କେ ମାନିକରି ରଇବାଟା ସେମନ୍ ଦେକ୍ବାଇ ।
3 А окрасою їм нехай буде не зовнішнє, — запліта́ння волосся та наві́шання золота або вбира́ння одеж,
୩ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ ।
4 але захо́вана люди́на серця в нетлінні ла́гідного й мовчазно́го духа, що дорогоцінне перед Богом.
୪ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
5 Бо так само колись прикраша́ли себе й святі ті жінки́, що клали надію на Бога й кори́лись своїм чоловікам.
୫ପୁର୍ବେ ରଇବା ସୁକଲ୍ ମାଇଜିମନ୍ ଏନ୍ତାରିସେ ସେମନ୍ ଆସା କର୍ବାଟା ପର୍ମେସର୍କେ ସର୍ପିଦେଇ ନିଜର୍ ମୁନୁସ୍ମନର୍ କାତା ମାନିକରି ସୁନ୍ଦର୍ ଅଇତେରଇଲାଇ ।
6 Так Сара корилась Авраамові, і паном його називала. А ви — її діти, коли добро робите та не лякаєтесь жа́дного стра́ху.
୬ପୁର୍ବେ ସାରା ସେନ୍ତାରି କର୍ତେରଇଲା । ସେ ତାର୍ ମନସ୍ ଅବ୍ରାଆମ୍କେ ନିଜର୍ ସାଉକାର୍ ଇସାବେ କାତା ମାନିକରି ରଇଲା । ତମେ ଜଦି ସତ୍କାମ୍ କରି କାଇଟାର୍ ପାଇ ଡରି ନ ରଇଲେ, ତମ୍କେ ମିସା ତାର୍ ଟକିମନ୍ ଇସାବେ ଲେକା କର୍ସି ।
7 Чоловіки, — так само живіть ра́зом із дружи́нами за розумом, як зо слабішою жіночою посудиною, і виявляйте їм честь, бо й вони є співспадкоє́миці благода́ті життя, щоб не спинялися ваші моли́тви.
୭ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
8 Наре́шті ж, будьте всі одноду́мні, спочутливі, братолюбні, милосердні, покірливі.
୮ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
9 Не платіть злом за зло, або лайкою за лайку, навпаки, — благословляйте, знавши, що на це вас покликано, щоб ви вспадкува́ли благослове́ння.
୯ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।
10 „Бо хто хоче любити життя та бачити добрі дні, нехай здержить свого язика́ від лихого та у́ста свої від гово́рення пі́дступу.
୧୦ସାସ୍ତରେ ଲେକା ଅଇଲାପାରା, “ଗଟେକ୍ ଲକ୍ ଜଦି ତାର୍ ଜିବନେ ସାର୍ଦାର୍ ଦିନ୍ ଆରି ମଙ୍ଗଲର୍ ଦିନ୍ ଦେକ୍ବିବଲି ମନ୍କଲେ, ସେ କାରାପ୍ କାତା ନ କଅ ଆରି ମିଚ୍ କାତା ନ କଅ।
11 Ухиляйся від злого та добре чини, шукай миру й женися за ним!
୧୧“ସେ କରାପ୍ କାମ୍ ଚାଡିକରି, ନିକ ବିସଇ କର୍ବାର୍ ଆଚେ । ତାର୍ ସଙ୍ଗର୍ ଲକର୍ ସଙ୍ଗ୍ ସୁସାରେ ରଇବାର୍ଆଚେ ।”
12 Бо очі Господні — до праведних, а ву́ха Його — до їхніх прохань, а Господнє лице проти тих, хто чинить лихе!“
୧୨କାଇକେବଇଲେ ଦରମ୍ଲକ୍କେ ମାପ୍ରୁ ଜାଗିଲାଗିରଇସି । ସେମନ୍ ପାର୍ତନା କଲାଟା ସୁନ୍ସି ଜେତ୍କି ଲକ୍ କାରାପ୍ ବିସଇ କର୍ବାଇ ସେମନ୍କେ ବିରଦ୍ କର୍ସି ।
13 І хто заподі́є вам зле, коли будете ви оборонцями доброго?
୧୩ତମେ ଜଦି ନିକ କାମ୍ କର୍ବାକେ ମନ୍ କଲେ, ତମର୍ ବିରଦେ କେ ମିସା କାରାପ୍ କାମ୍ ନ କରତ୍ ।
14 А коли ви за праведність і страждаєте, то ви блаженні! „А їхнього стра́ху не бійтеся, і не тривожтеся!“
୧୪ସତ୍ କାମ୍ କରି ମୁର୍ଚି ରଇଲେ ତମେ କେଡେକ୍ କରମର୍ ଲକ୍ । ଜନ୍ ଲକ୍ମନ୍ ତମ୍କେ କସ୍ଟ ଦେଲାଇନି, ସେମନ୍କେ ଡରିକରି ଚିନ୍ତା କରାନାଇ ।
15 А Господа Христа освятіть у ваших серцях, і за́вжди готовими будьте на відповідь кожному, хто в вас запитає рахунку про надію, що в вас, із ла́гідністю та зо стра́хом.
୧୫ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
16 Майте добре сумління, щоб тим, за що́ вас обмовляють, немов би злочинців, були посоромлені лихосло́вники вашого пово́дження в Христі.
୧୬ମାତର୍ ମନ୍ବିତ୍ରେ ସୁଆଲ୍ ରଇକରି, ସନ୍ମାନ୍ ଦେଇକରି କାତାଉଆ । ତମର୍ ବିବେକ୍ ତମ୍କେ ଦସି ନ କର । ଜେନ୍ତାରିକି ତମର୍ ନିକ ଚଲାଚଲ୍ତି ବିରୁଦେ ଜେତ୍କି ଲକ୍ ନିନ୍ଦା କର୍ବାଇ, ତାକର୍ କାତାଇସେ ସେମନ୍ ଲାଜ୍ ଅଇବାଇ ।
17 Бо ліпше страждати за добрі діла, — коли хоче того Божа воля, — аніж за лихі.
୧୭କାଇକେବଇଲେ ତମେ ନିକ କାମ୍ କଲାର୍ ଲାଗି ଦୁକ୍ କସ୍ଟ ମୁରଚ୍ବାକେ ପର୍ମେସର୍ ଜଦି ମନ୍ କଲେ, ସେନ୍ତାରି ଅଇବାଟା ନିକ । କାରାପ୍ କରି ଦୁକ୍ କସ୍ଟ ମୁରଚ୍ବା ବାଦୁଲେ, ସେଟା ନିକ ।
18 Бо й Христос один раз постраждав був за наші гріхи, щоб приве́сти нас до Бога, Праведний за неправедних, хоч уме́ртвлений тілом, але Духом ожи́влений,
୧୮କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।
19 Яким Він і ду́хам, що в в'язниці були, зійшовши, звіщав;
୧୯ମଲା ଲକ୍ମନର୍ ଆତ୍ମା ବନ୍ଦିଅଇରଇବା ଜାଗାଇ, ଆତ୍ମାର୍ ଇସାବେ ସେ ସୁବ୍ କବର୍ ଜାନାଇଲା ।
20 вони колись непокі́рливі були́, як їх Боже довготерпіння чекало за Но́євих днів, коли будувався ковче́г, що в ньому мало, цебто вісім душ, спаслось від води.
୨୦ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ ।
21 Того образ, хрищення — не тілесної нечистости позбуття́, але обі́тниця Богові доброго сумління, — спасає тепер і нас воскресінням Ісуса Христа,
୨୧ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
22 що, зійшовши на небо, пробуває по Божій правиці, а Йому підкорилися анголи, влади та сили.
୨୨ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।