< Від Івана 2 >
1 А третього дня весі́лля справляли в Кані́ Галілейській, і була там Ісусова мати.
୧ଦୁଇ ଦିନ୍ ପଚେ ଗାଲିଲି ଦେସର୍ କାନା ନାଉଁର୍ ଗଡେ ଗଟେକ୍ ବିବା ଅଇତେ ରଇଲା । ସେ ବିବାତେଇ ଜିସୁର୍ ମାଆ ମରିୟମ୍ ରଇଲା ।
2 На весілля запрошений був теж Ісус та учні Його.
୨ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
3 Як забракло ж вина, то мати Ісусова каже до Нього: „Не мають вина!“
୩ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
4 Ісус же відказує їй: „Що тобі, жо́но, до Мене? Не прийшла ще година Моя!“
୪ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
5 А мати Його до слуг каже: „Зробіть усе те, що́ Він вам скаже!“
୫ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
6 Було тут шість камінних посу́дин на воду, що стояли для очи́щення юдейського, що відер по дві чи по три вміщали.
୬ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
7 Ісус каже до слуг: „Напо́вніть водою посу́дини“. І їх поналива́ли вще́рть.
୭ଜିସୁ ବାଣ୍ଡାର୍ଗରିଆମନ୍କେ “ସେ କୁଣ୍ଡ୍ମନ୍କେ ପାନି ବର୍ତି କରା” ବଲି କଇଲା ଆରି ସେମନ୍ ସେ ସବୁ କୁଣ୍ଡେ ପାନି ବର୍ତି କଲାଇ ।
8 І Він каже до них: „Тепер зачерпні́ть, і занесіть до весільного ста́рости“. І занесли.
୮ତାର୍ ପଚେ ଜିସୁ ସେମନ୍କେ ତେଇର୍ ପାନି ଡୁମିନେଇ ବଜି ଦାଇତେ ରଇଲା ଲକ୍କେ ଦିଆସ୍ ବଲି କଇଲା । ସେମନ୍ ତେଇର୍ ପାନି ଡୁମି ନେଇ ତାକେ ଦେଲାଇ ।
9 Як весільний же ста́роста скуштува́в воду, що сталась вином, а він не знав, звідки воно, — знали ж слу́ги, що води наливали, — то староста кличе тоді молодо́го
୯ମାତର୍ ସେ ସବୁ ପାନି ଅଙ୍ଗୁର୍ ରସ୍ ଅଇଜାଇରଇଲା । ବଜି ଦାଇତେ ରଇଲା ଲକ୍ ଅଙ୍ଗୁର୍ ରସ୍ କନ୍ତିଅନି ବଲି ଜାନି ନ ରଇଲା । ମାତର୍ ସେ ପାନି ଡୁମି ନେଲା ଲକ୍ମନ୍ ଜାନି ରଇଲାଇ, ପଚେ ସେ ଲକ୍ ଚାକି କରି ଏ ରସ୍ କନ୍ତିଅନି ଆନ୍ଲାଇ ବଲି ବିବା ଅଇବା ଦାଙ୍ଗ୍ଡାକେ ଡାକି ପାଚାର୍ଲା,
10 та й каже йому: „Кожна люди́на подає перше добре вино, а як понапива́ються, тоді гірше; а ти добре вино аж на досі зберіг“.
୧୦“ଲକ୍ମନ୍ ସବୁ ବେଲା ପର୍ତୁମ୍ ପର୍ତୁମ୍ କାଇବାକେ ନିମାନ୍ ଅଙ୍ଗୁର୍ ରସ୍ ଦେବାଇ । ଆରି ଗତିଆ ଲକ୍ମନ୍ କାଇ ପୁରୁନ୍ ଅଇଲା ପଚେ ଚପ୍ରାଟା ଦେବାଇ । ମାତର୍ ତମେ ଏବେ ସାରାସାରି ଜାକ ନିମାନ୍ ଅଙ୍ଗୁର୍ ରସ୍ କନ୍ତି ସଙ୍ଗଇ ରଇଲାସ୍?”
11 Такий поча́ток чудам зробив Ісус у Кані́ Галілейській, — і виявив славу Свою. І ввірували в Нього учні Його.
୧୧ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
12 Після цього відправивсь Він Сам, і мати Його, і брати Його, і Його учні до Капернау́му, і там перебули небагато днів.
୧୨ତାର୍ ପଚେ ଜିସୁ, ତାର୍ ମାଆ ତାର୍ ବାଇମନ୍ ଆରି ତାର୍ ସିସ୍ମନର୍ ସଙ୍ଗ୍ କପର୍ନାଉମ୍ ଗଡେ ଜାଇ ତେଇ କେତେ ଦିନ୍ ପାରା ରଇଲାଇ ।
13 А зближалася Пасха юдейська, і до Єрусалиму подався Ісус.
୧୩ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
14 І знайшов Він, що продавали у храмі волів, і овець, і голубів, та сиділи міня́льники.
୧୪ତେଇ ସେ ମନ୍ଦିର୍ ବିତ୍ରେ, ଲକ୍ମନ୍ ଗରୁଗାଇ ମେଣ୍ଡା, ଆରି ପାରୁଆମନ୍ ବେବାର୍ କର୍ବାଟା, ଆରି ବିନ୍ ଦେସର୍ ଡାବୁ ବାଦ୍ଲାଉମନ୍ ସେମନର୍ ଟେବୁଲେ ବସିରଇଲାଟା ଦେକ୍ଲା ।
15 І, зробивши бича́ з мотузкі́в, Він вигнав із храму всіх, — вівці й воли, а міня́льникам гроші розси́пав, і попереверта́в їм столи́.
୧୫ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା ।
16 І сказав продавця́м голубів: „Заберіть оце звідси, і не робіть із дому Отця Мого дому торго́вого!
୧୬ପରୁଆ ବିକ୍ବା ଲକ୍ମନ୍କେ କଇଲା, “ଏ ସବୁ ଦିନ୍ସୁ ଇତିଅନି ଦାରିଜା । ମର୍ ବାବାର୍ ଗରେ ଗେନା ବିକା ଜାଗା ପାରା କରାନାଇ ।”
17 Тоді учні Його згадали, що написано: „Ревність до дому Твого з'їдає Мене!“
୧୭ଏ ସବୁ ଗଟ୍ନା ଅଇବାବେଲେ ଜିସୁର୍ ସିସ୍ମନ୍ ପର୍ମେସରର୍ ସାସ୍ତରେ ଲେକାଅଇଲା ଗଟେକ୍ ବାକିଅ ଏତାଇଲାଇ । ତମର୍ ଗରର୍ ପାଇ ରଇବା ମର୍ ବକ୍ତି, ମର୍ ମନ୍ ବିତ୍ରେ ଜଇ ଲାଗ୍ଲା ପାରା ଲାଗ୍ଲାନି ।
18 І обізва́лись юдеї й сказали Йому: „Яке нам знаме́но покажеш, що Ти можеш робити таке?“
୧୮ତେଇ ଜିଉଦି ନେତାମନ୍ ଜିସୁର୍ ଲଗେ ବାଉଡି ଆସି ଏନ୍ତାରି କଇଲାଇ । “ତୁଇ ଏନ୍ତାରି ସବୁ କାମ୍ କର୍ବାକେ ଅଦିକାର୍ ପାଇଆଚୁସ୍ ବଲି ଆମେ କେନ୍ତି ଜାନ୍ବୁ ଆରି କାଇ ଚିନର୍ଲାଗି ଆମ୍କେ ସେଟା ଦେକାଇଲୁସ୍ନି?”
19 Ісус відповів і промовив до них: „Зруйнуйте цей храм, — і за три дні Я поставлю його!“
୧୯ଜିସୁ ସେମନ୍କେ କଇଲା, “ତମେ ଏ ମନ୍ଦିର୍ ବସ୍ଲାଇ ଦିଆସ୍ । ସେଟା ମୁଇ ତିନ୍ଦିନ୍ ବିତ୍ରେ ଆରିତରେକ୍ ତିଆର୍ କରିଦେବି ।”
20 Відказали ж юдеї: „Сорок шість літ будувався цей храм, а Ти за три́ дні поставиш його?“
୨୦ଜିସୁର୍ ଏ କାତା ସୁନି ସେମନ୍ କଇଲାଇ, “କାଇଟା! ତିନ୍ଦିନ୍ ବିତ୍ରେ ତୁଇ ତିଆର୍ କରି ପାରୁସ୍ କି? ଏ ମନ୍ଦିର୍ ତିଆର୍ କର୍ବାକେ ଚାଲିସ୍ ଚଅ ବରସ୍ ଲାଗିରଇଲା ।”
21 А Він говорив про храм тіла Свого.
୨୧ମାତର୍ ଜିସୁ ତାର୍ ନିଜର୍ ଗାଗଡର୍ ବିସଇ ମନ୍ଦିର୍କେ ଦେକାଇ କରି ଏ କାତା କଇରଇଲା ।
22 Коли ж Він із мертвих воскрес, то учні Його згадали, що Він говорив це, і ввірували в Писа́ння та в слово, що сказав був Ісус.
୨୨ସେ ମରିକରି ଆରିତରେକ୍ ଜିବନ୍ ଅଇ ଉଟ୍ଲା ପଚେ ସିସ୍ମନର୍ ମନେ ପଡ୍ଲା ଜେ, ସେ ଏନ୍ତାରି କଇରଇଲା । ତେବର୍ପାଇ ସେମନ୍ ଦରମ୍ ସାସ୍ତର୍ ଆରି ଜିସୁର୍ ବାକିଅ ବିସ୍ବାସ୍ କଲାଇ ।
23 А як в Єрусалимі Він був у свято Пасхи, то багато-хто ввірували в Його Йме́ння, побачивши чуда Його, що чинив.
୨୩ନିସ୍ତାର୍ ପରବ୍ବେଲେ ଜିସୁ ଜିରୁସାଲାମ୍ ରଇଲାବେଲେ କେତେକ୍ କେତେକ୍ ଲକ୍ ସେ କରିରଇବା କାବା ଅଇଜିବା କାମ୍ମନ୍ କଲାଟା ଦେକି ତାକେ ବିସ୍ବାସ୍ କଲାଇ ।
24 Але Сам Ісус їм не звіря́вся, бо Сам знав усіх,
୨୪ମାତର୍ ଜିସୁ ସେ ଲକ୍ମନ୍ ବିସ୍ବାସ୍ କରିରଇବାଟା ସତ୍ବଲି ବାବେନାଇ । କାଇକେ ବଇଲେ ସେ ସବୁ ଲକର୍ ବିସଇ ସେ ନିକସଙ୍ଗ୍ ଜାନି ରଇଲା ।
25 і потреби не мав, щоб хто сві́дчив Йому про люди́ну, — бо знав Сам, що в люди́ні було.
୨୫ଲକ୍ମନର୍ ବିସଇନେଇକରି ତାକେ, କେ ମିସା କାଇଟାବଲି କଇବାର୍ ଦର୍କାର୍ ନ ରଇଲା, କାଇକେବଇଲେ ସେ ତାକର୍ ମନ୍ ବିତ୍ରର୍ କାତା, ନିଜେ ଜାନି ରଇଲା ।