< Від Івана 4 >
1 Як Господь же довідався, що почули фарисеї, що Ісус учнів більше збирає та христить, як Іван,
୧ଜଅନର୍ତେଇଅନି ଜିସୁକେ ଅଦିକ୍ ସିସ୍ ଅଇବାଟା ଆରି ଡୁବନ୍ ଦେବା କାତା ପାରୁସିମନ୍ ସୁନ୍ଲାଇ ।
2 хоч Ісус не христив Сам, а учні Його,
୨ଜିସୁ ସତଇସେ ନିଜେ କାକେ ମିସା ଡୁବନ୍ ନ ଦେଇତେ ରଇଲା, ମାତର୍ ତାର୍ ସିସ୍ମନ୍ ଡୁବନ୍ ଦେଇତେ ରଇଲାଇ ।
3 Він покинув Юде́ю та зно́ву пішов у Галіле́ю.
୩ତାର୍ ବିସଇ ନେଇ ଲକ୍ମନ୍ ଏନ୍ତାରି କାତା ଅଇବାଟା ସୁନି, ଜିସୁ ଜିଉଦା ରାଇଜ୍ ଚାଡିକରି ଆରି ତରେକ୍ ଗାଲିଲି ଦେସେ ଉଟିଗାଲା ।
4 І потрібно було́ Самарі́ю Йому перехо́дити.
୪ମାତର୍ ତାକେ ସମିରଣ୍ ଗଡ୍ ବାଟେ ଜିବାକେ ପଡ୍ଲା ।
5 Отож, прибуває Він до самарі́йського міста, що зветься Сіха́р, недалеко від поля, яке Яків був дав своєму синові Йо́сипові.
୫ଆରି ଜାକୁବ୍ ତାର୍ ନିଜର୍ ପିଲା ଜସେପ୍କେ ଜନ୍ ଜାଗା ଦାନ୍ ଦେଇରଇଲା, ସେ ଲଗେ ସମିରଣ୍ ଗଡର୍ ଗଟେକ୍ ସୁକାର୍ ନାଉଁର୍ ଜାଗାଇ ଜିସୁ ଆସି କେଟ୍ଲା ।
6 Там же була Яковова криниця. І Ісус, дорогою змо́рений, сів отак край криниці. Було коло години десь шостої.
୬ସେ ଜାଗାଇ ଜାକୁବର୍ ଗଟେକ୍ କୁଇସାଲ୍ ରଇଲା । ଜିସୁ ଇଣ୍ଡି ଇଣ୍ଡି ତାକି ଜାଇକରି କୁଇସାଲ୍ ଲଗେ ବସି ରଇଲା । ସେବେଲା ଟିଆମୁଇଦାନ୍ ଅଇରଇଲା ।
7 Надхо́дить ось жінка одна з Самарії набрати води. Ісус каже до неї: „Дай напитись Мені!“
୭ଗଟେକ୍ ସମିରଣିୟ ମାଇଜି କୁଇସାଲେ ପାନି ନେବାକେ ଆଇଲା । ଆରି ଜିସୁ ସେ ମାଇଜିକେ କଇଲା, “ଏ ମା ମକେ ଗୁଡିକ୍ ପାନି କାଇବାକେ ଦେ ।”
8 Бо учні Його відійшли були в місто, щоб купити пожи́ви.
୮ସେଡ୍କିବେଲେ ତାର୍ ସିସ୍ମନ୍ କାଦି ଗେନ୍ବାକେ ଗଡ୍ ବିତ୍ରେ ଜାଇରଇଲାଇ ଆରି ଜିସୁ ଗଟେକ୍ ଲକ୍ ସେ ରଇଲା ।
9 Тоді каже Йому самаря́нка: „Як же Ти, юде́янин бувши, та просиш напитись від мене, самаря́нки?“Бо юдеї не сходяться із самарянами.
୯ତେଇ ସମିରଣିୟ ମାଇଜି କାବାଅଇ ଜିସୁକେ କଇଲା, “ତୁଇ ଗଟେକ୍ ଜିଉଦି ଲକ୍ ଆରି ମୁଇ ଗଟେକ୍ ସମିରଣିୟ, ତୁଇ କେନ୍ତି ମର୍ ଆତର୍ ପାନି କାଇବାକେ ମାଙ୍ଗ୍ଲୁସ୍ନି?” କାଇକେ ବଇଲେ, ଜିଉଦି ଲକ୍ମନ୍ ସମିରଣିୟ ଲକ୍ମନର୍ କାଇବାତେଇ ନ କାଇତେ ରଇଲାଇ ।
10 Ісус відповів і промовив до неї: „Коли б знала ти Божий дар, і Хто Той, Хто говорить тобі: „Дай напитись Мені“, — ти б у Нього просила, і Він тобі дав би живої води“.
୧୦ଜିସୁ ତାକେ କଇଲା, “ପର୍ମେସର୍ ଦେବା ଦାନର୍ ବିସଇ, ତୁଇ ଅଲପ୍ ଆଲେ ଜାନି ରଇଲେ ଆରି ମୁଇ କେ ବଲି ଜାନ୍ତୁସ୍ ବଇଲେ ମକେ ମାଙ୍ଗ୍ତୁସ୍ । ଆରି ମୁଇ ତକେ ଜିବନ୍ ଦେବା ପାନି ଦେଇତି ।”
11 Каже жінка до Нього: „І черпака́ в Тебе, Пане, нема, а криниця глибока, — звідки ж маєш Ти воду живу?
୧୧ମାଇଜି କଇଲା, “ଆଗିଆଁ, ତମର୍ ଲଗେତା ପାନି ଜିକ୍ବାକେ ବାଲ୍ଟିନାଇ, ଆରି ଏ କୁଇସାଲ୍ ବେସି ଡେଙ୍ଗ୍ ଆଚେ । କନ୍ତିଅନି ତମେ ଜିବନ୍ ଦେବା ପାନି ମିଲାଇସୁ?
12 Чи Ти більший за нашого отця Якова, що нам дав цю криницю, і він сам із неї пив, і сини його, і худоба його?“
୧୨ତୁଇ କାଇ ଆମର୍ ଆନିଦାଦି ଜାକୁବର୍ତେଇ ଅନି ବଡ୍ କି? ଜାକୁବ୍ ଆମ୍କେ ଏ କୁଇସାଲ୍ ଦେଇରଇଲା । ସେ ନିଜେ ମିସା ଏ କୁଇସାଲର୍ ପାନି କାଇତେରଇଲା । ତାର୍ ଗରର୍ ଲକ୍ମନ୍ ଆରି ସେ ପସିରଇଲା ଗରୁଗାଇମନ୍ ଇତିର୍ ପାନି କାଇଲାଇ” ବଲି କଇଲା ।
13 Ісус відповів і сказав їй: „Кожен, хто воду цю п'є, буде пра́гнути зно́ву.
୧୩ଜିସୁ ତାକେ କଇଲା, “ଏ କୁଇସାଲର୍ ପାନି କାଇବା ସବୁ ଲକ୍ମନ୍କେ ଆରିସେ ସସ୍ ଲାଗ୍ସି ।
14 А хто питиме воду, що Я йому дам, пра́гнути не буде повік, бо вода, що Я йому дам, стане в нім джерелом тієї води, що тече в життя вічне“. (aiōn , aiōnios )
୧୪ମାତର୍ ମୁଇ ଜନ୍ ପାନି ଦେବି, ସେ ପାନି ଜେ କାଇସି ବଇଲେ, ତାକେ କେବେ ମିସା ସସ୍ ନ ଲାଗେ । ମୁଇ ଜନ୍ ପାନି ଦେବି, ସେଟା ଜିବନ୍ ଦେବା ପାନି ପାରା ଉଚ୍ଲି ଜାଇତେରଇସି । ତେଇ ଅନି ଜେ କାଇଲେ, ସେ ନ ସାର୍ବା ଜିବନ୍ ପାଇସି ।” (aiōn , aiōnios )
15 Каже жінка до Нього: „Дай мені, Пане, цієї води, щоб я пити не хотіла, і сюди не прихо́дила брати“.
୧୫ସେ ମାଇଜି ଜିସୁକେ କଇଲା, “ଏ ଆଗିଆଁ ମକେ ସେ ପାନି ଦେ, ଜେନ୍ତିକି କେବେ ମିସା ମକେ ସସ୍ ନ ଲାଗ ଆରି ମୁଇ ଏତେକ୍ ଦୁର୍ ପାନି ନେବାକେ ନ ଆସି ।”
16 Говорить до неї Ісус: „Іди, поклич чоловіка свого та й вертайся сюди“.
୧୬ଜିସୁ ସେ ତାକେ କଇଲା, “ତୁଇ ଜାଇକରି ତର୍ ମୁନୁସ୍କେ ଇତି ଡାକିଆନ୍ ।”
17 Жінка відповіла та й сказала: „Чоловіка не маю“. Відказав їй Ісус: „Ти добре сказала: Чоловіка не маю.
୧୭ସେ ମାଇଜି “ମକେ ମୁନୁସ୍ ନାଇ” ବଲି କଇଲା । ଜିସୁ ତାକେ କଇଲା, “ମକେ ମୁନୁସ୍ ନାଇ ବଲି ସତ୍ କାତା କଇଆଚୁସ୍ ।
18 Бо п'ятьох чоловіків ти мала, а той, кого маєш тепер, — не муж він тобі. Це ти правду сказала“.
୧୮କାଇକେ ବଇଲେ ତର୍ ପାଁଚ୍ଟା ମୁନୁସ୍ ରଇଲାଇ ଆରି ଏବେ ତୁଇ ଜନ୍ ଲକର୍ ସଙ୍ଗ୍ ଆଚୁସ୍, ସେ ମିସା ତର୍ ମୁନୁସ୍ ନଏଁ । ଏଟା ସତ୍ କଇଆଚୁସ୍ ।”
19 Каже жінка до Нього: „Бачу, Пане, що Пророк Ти.
୧୯ସେ ମାଇଜି କଇଲା, “ଏ ଆଗିଆଁ ତୁଇ ଗଟେକ୍ ବବିସତର୍ କାତା କଇବା ଲକ୍ ବଲି, ଏବେ ମୁଇ ଜାନିପାର୍ଲିନି ।
20 Отці наші вклоня́лися Богу на цій ось горі, а ви тве́рдите, що в Єрусалимі те місце, де потрібно вклонятись“.
୨୦ଆମର୍ ସମିରଣିୟ ଆନିଦାଦିମନ୍ ପର୍ମେସର୍କେ ଏ ଡଙ୍ଗ୍ରେ ଉପାସନା କର୍ତେ ରଇଲାଇ । ମାତର୍ ତମେ ଜିଉଦି ଲକ୍ମନ୍ କଇଲାଇନି ଜିରୁସାଲମ୍ସେ ପର୍ମେସର୍କେ ଉପାସନା କର୍ବା ଟିକ୍ ଜାଗା ।”
21 Ісус промовляє до неї: „Повір, жінко, Мені, що надхо́дить година, коли ні на горі цій, ані в Єрусалимі вклоня́тись Отцеві не бу́дете ви.
୨୧ଜିସୁ ତାକେ କଇଲା, “ଏ ମାଆ ମର୍କାତା ବିସ୍ବାସ୍ କର୍ । ଏନ୍ତାରି ବେଲା ଆଇଲାନି ତମେ ପର୍ମେସର୍କେ ଏ ଡଙ୍ଗ୍ରେ କି ଜିରୁସାଲାମେ ମିସା ଉପାସନା ନ କରାସ୍ ।
22 Ви вклоняєтесь тому, чого ви не знаєте, ми вклоняємось тому, що знаємо, бо спасіння — від юдеїв.
୨୨ତମେ ସମିରଣ୍ ଲକ୍ମନ୍ ଜାକେ ଉପାସନା କଲାସ୍ନି ତାକେ ସତଇସେ ନାଜାନାସ୍ । ମାତର୍ ଆମେ ଜିଉଦି ଲକ୍ମନ୍ ତାକେ ଜାନିକରି ଉପାସନା କଲୁନି । କାଇକେ ବଇଲେ ମୁକ୍ତି ଜିଉଦି ଲକ୍ମନର୍ ତେଇଅନି ଆଇସି ।
23 Але наступає година, і тепер вона є, коли богомі́льці правдиві вклонятися бу́дуть Отцеві в дусі та в правді, бо Отець Собі прагне таких богомі́льців.
୨୩ବେଲା ଆଇଲାନି ଆରି ସେ ବେଲା କେଟ୍ଲାବେ, ଜେଡେବେଲା କି ସୁକଲ୍ଆତ୍ମାର୍ ବପୁସଙ୍ଗ୍ ଲକ୍ମନ୍, ବାବା ପର୍ମେସର୍କେ ନିକସଙ୍ଗ୍ ଚିନ୍ବାଇ । ସେବେଲେ ସେମନ୍ ତାକର୍ ମନେ ସତ୍ସଙ୍ଗ୍ ଉପାସନା କର୍ବାଇ । ସେନ୍ତି ଉପାସନା କର୍ବା ଲକ୍ମନ୍କେ ବାବା ମନ୍ କଲାନି ।
24 Бог є Дух, і ті, що Йому вклоняються, повинні в дусі та в правді вклоня́тись“.
୨୪ପର୍ମେସର୍ ଅଇଲାନି ଆତ୍ମା । ଆରି ଜନ୍ଲକ୍ମନ୍ ତାକେ ଉପାସନା କଲାଇନି, ସେମନ୍ ସତ୍ସଙ୍ଗ୍ ଆତ୍ମାଇ ଉପାସନା କର୍ବାର୍ଆଚେ ।”
25 Відказує жінка Йому: „Я знаю, що при́йде Месі́я, що зветься Христо́с, — як Він прийде, то все розпові́сть нам“.
୨୫ସେ ମାଇଜି କଇଲା, “ମୁଇ ଜାନି, ମସିଅ ଜାକେ କି କିରିସ୍ଟ ବଲ୍ବାଇ । ସେବେଲାଇ ଆସି ଆମ୍କେ ସବୁ ବିସଇ ବୁଜାଇ ଦେଇସି ।”
26 Промовляє до неї Ісус: „Це Я, що розмовляю з тобою“.
୨୬ଜିସୁ ତାକେ କଇଲା, “ଏବେ ତର୍ ସଙ୍ଗ୍ ଜେ କାତା ଅଇଲାନି, ମୁଇ ସେ ।”
27 І тоді надійшли Його учні, і дивувались, що з жінкою Він розмовляв. Проте жоден із них не спитав: „Чого хочеш?“або: „Про що з нею гово́риш?“
୨୭ସେବେଲା ଜିସୁର୍ ସିସ୍ମନ୍ ଗଡେଅନି ବାଉଡି ଆଇଲାଇ । ଜିସୁ ଗଟେକ୍ ମାଇଜିସଙ୍ଗ୍ କାତା ଅଇବାଟା ଦେକି କାବାଅଇଗାଲାଇ । ମାତର୍ ତାକେ କେ ମିସା ତୁଇ କାଇକେ ତାର୍ ସଙ୍ଗ୍ କାତା ଅଇଲୁସ୍ନି, କି କାଇ ବିସଇ ତମେ କାତା ଅଇତେ ରଇଲାସ୍? ବଲି ପାଚାର୍ବାକେ ସାଆସ୍ କରତ୍ନାଇ ।
28 Покинула жінка тоді водоно́са свого, і побігла до міста, та й людям гово́рить:
୨୮ତାର୍ ପଚେ ସେ ମାଇଜି ତାର୍ ଆଣ୍ଡିର୍ ପାନି, ତେଇ ଚାଡିକରି ସଅର୍ ବିତ୍ରେ ଉଟିଗାଲା ଆରି ଜାଇକରି ସବୁ ଲକ୍ମନ୍କେ କଇଲା,
29 „Ходіть но, побачте Того Чоловіка, що сказав мені все, що́ я вчинила. Чи Він не Христос?“
୨୯“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
30 І вони повихо́дили з міста, і до Нього прийшли.
୩୦ସେଟାର୍ପାଇ ଲକ୍ମନ୍ ସଅରେ ଅନି ବାରଇକରି ଜିସୁକେ ଦେକ୍ବାକେ ଗାଲାଇ ।
31 Тим ча́сом же учні просили Його та й казали: „Учителю, їж!“
୩୧ଏତ୍କି ବିତ୍ରେ ସିସ୍ମନ୍ ଜିସୁକେ “ଏ ଗୁରୁ କାଇଟା ଆଲେ ଅଲପ୍ କାଆ ।” ବଲି ବାବୁଜିଆ କଲାଇ ।
32 А Він їм відказав: „Я маю пожи́ву на ї́дження, якої не знаєте ви“.
୩୨ମାତର୍ ଜିସୁ ସେମନ୍କେ କଇଲା, “ମର୍ ଲଗେ ଜନ୍ କାଦି ଆଚେ, ସେ କାଦିର୍ ବିସଇ ତମେ ନାଜାନାସ୍ ।”
33 Питали тоді один о́дного учні: „Хіба хто приніс Йому їсти?“
୩୩ସେଟାର୍ ପାଇ ସିସ୍ମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ତାର୍ପାଇ କେ କାଦି ଆନିଦେଲାଇ ଆଚତ୍ କି?”
34 Ісус каже до них: „Пожива Моя — чинити волю Того, Хто послав Мене, і справу Його доверши́ти.
୩୪ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
35 Чи не кажете ви: „Ще чотири от місяці, — і наста́нуть жнива́?“А Я вам кажу́: Підійміть свої очі, та гляньте на ни́ви, — як для жнив уже пополові́ли вони!
୩୫ଚାରି ମାସ୍ ଗାଲେ କାଟାବେଟା ଦିନ୍ ଆଇସି ବଲି ତମେ କଇତେରଇସା । ମାତର୍ ମୁଇ ତମ୍କେ କଇଲିନି କେତ୍ମନ୍କେ ନିକ କରି ଦେକିଦେକା । ଏବେ ତେଇର୍ ତାସ୍ ପାଚିଗାଲା ଆଚେ ଆରି କାଟ୍ବା ବେଲା ସମାନ୍ ଅଇଲା ଆଚେ ।
36 А хто жне, той заплату бере, та збирає врожай в життя вічне, щоб хто сіє й хто жне — ра́зом раділи. (aiōnios )
୩୬ଏବେ ମିସା ଜନ୍ ଲକ୍ ତାସ୍ କାଟ୍ଲାନି ତାକେ ବୁତି ଦିଆ ଅଇଲାନି, ସେ ନ ସାର୍ବା ଜିବନର୍ ପାଇ ତାସ୍ ଟୁଲିଆଇଲାନି । ସେଟାର୍ ପାଇ ବୁନ୍ଲା ଲକ୍ ଆରି କାଟ୍ବା ଦୁଇ ଲକ୍ଜାକ ମିସି ସାର୍ଦା କର୍ବାଇ । (aiōnios )
37 Бо про це погові́рка правдива: „Хто інший сіє, а хто інший жне“.
୩୭କାଇକେବଇଲେ ଗଟେକ୍ ଲକ୍ ବିଅନ୍ ବୁନ୍ଲେ ସେଟା ବିନ୍ ଲକ୍ କାଟ୍ସି । ଏ କାତା ପୁରାପୁରୁନ୍ ସତ୍ ।
38 Я вас жати послав, де ви не працюва́ли: працюва́ли інші, ви ж до їхньої праці ввійшли“.
୩୮ତମେ ଜନ୍ତି ବୁନି ନ ରଇଲାସ୍ ତେଇ କାଟ୍ବାକେ ପାଟାଇଆଚି । ବିନ୍ ଲକ୍ମନ୍ କାମ୍କଲାଇ ଆରି ତମେ ସେମନ୍ କଲା କାମେଅନି ଲାବ୍ ପାଇଲାସ୍ନି ।”
39 З того ж міста багато-хто із самаря́н в Нього ввірували через слово жінки, що сві́дчила: „Він сказав мені все, що я вчинила була́!“
୩୯ସେ ସଅରର୍ କେତେକ୍ କେତେକ୍ ସମିରଣିୟମନ୍ ଜିସୁକେ ବିସ୍ବାସ୍ କଲାଇ । କାଇକେବଇଲେ, ସେ ମାଇଜି ସେମନ୍କେ କଇରଇଲା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା ।
40 А коли самаря́ни до Нього прийшли, то благали Його, щоб у них позостався. І Він перебув там два дні.
୪୦ଆରି ସମିରଣିୟ ଲକ୍ମନ୍ ଜିସୁର୍ ଲଗେ ଆସି ତାର୍ ସଙ୍ଗ୍ କେତେ ଦିନ୍ ରଇବାକେ ଗୁଆରି କଲାଇ, ସେଟାର୍ପାଇ ସେ ତେଇ ଦୁଇ ଦିନ୍ ରଇଲା ।
41 Значно ж більш вони ввірували через слово Його.
୪୧ଜିସୁର୍ କାତା ସୁନି ତାକେ ବେସି ଲକ୍ମନ୍ ବିସ୍ବାସ୍ କଲାଇ ।
42 А до жінки казали вони: „Не за слово твоє ми вже віруємо, — самі бо ми чули й пізна́ли, що справді Спаси́тель Він світу!“
୪୨ଲକ୍ମନ୍ ସେ ମାଇଜିକେ କଇଲାଇ, “ତୁଇ କଇଲାକେ ଆମେ ବିସ୍ବାସ୍ କରୁନାଇ, ଆମେ ନିଜେ ତାର୍ କାତା ସୁନି କରି ଏ ଆକା ଦୁନିଆର୍ ରକିଆକରୁ ବଲି ବିସ୍ବାସ୍ କଲୁ ।”
43 Як минуло ж два дні, Він ізвідти пішов в Галілею.
୪୩ଜିସୁ ତେଇ ଦୁଇ ଦିନ୍ ରଇଲା ପଚେ ଗାଲିଲି ରାଇଜେ ଗାଲା ।
44 Сам бо сві́дчив Ісус, що не має пошани пророк у вітчи́зні своїй.
୪୪ଆରି ଗଟେକ୍ ବବିସତ୍ବକ୍ତା ନିଜର୍ ଦେସେ ସନ୍ମାନ୍ ନ ପାଏ ବଲି ଜିସୁ ଆଗ୍ତୁସେ ତାର୍ ସିସ୍ମନ୍କେ କଇରଇଲା ।
45 А коли Він прийшов в Галілею, Його прийняли́ галіле́яни, побачивши все, що вчинив Він в Єрусалимі на святі, бо ходили на свято й вони.
୪୫ସେଟାର୍ପାଇ ସେ ଜେଡେବେଲା ଗାଲିଲି ଦେସେ କେଟ୍ଲା, ସେବେଲା ଲକ୍ମନ୍ ଆଲାଦ୍ ସଙ୍ଗ୍ ଡାକିନେଲାଇ । କାଇକେବଇଲେ ଆଗେ ଜିରୁସାଲାମେ ନିସ୍ତାର୍ ପରବ୍ଟାନେ ସେମନ୍ ସେ କରିରଇବା କାମ୍ ସବୁ ଦେକିରଇଲାଇ ।
46 Тоді зно́ву прийшов Ісус у Кану́ Галілейську, де перемінив був Він воду на вино. І був там один царедво́рець, що син його хво́рів у Капернау́мі.
୪୬ଜିସୁ ଗାଲିଲିର୍ କାନା ନାଉଁର୍ ଗଡେ ଆରି ତରେକ୍ ଗାଲା । ସେ ଗଡେସେ ପାନି ଅଙ୍ଗୁର୍ ରସ୍ କରିରଇଲା । ତେଇ ରମିଅ ସାସନ୍କାରିଆର୍ ଗଟେକ୍ ମୁକିଅ ଲକର୍ ପଅ କପର୍ନାଉମେ ଜର୍ ଅଇରଇଲା ।
47 Він, почувши, що Ісус із Юдеї прибув в Галілею, до Нього прийшов і благав Його, щоб пішов і сина йому вздоровив, бо мав той умерти.
୪୭ଜିସୁ ଜିଉଦାଇ ଅନି ଗାଲିଲି ଆଇଲା ଆଚେ ବଲି ସୁନିକରି ଜର୍ ଅଇଲା ପିଲାର୍ ବାବା ତାର୍ ଲଗେ ଗାଲା । ମର୍ବା ସମାନ୍ ଅଇରଇବା ପିଲାକେ ନିମାନ୍ କର୍ବାକେ କପର୍ନାଉମେ ଜୁ ବଲି ଜିସୁକେ ଜୁଆର୍ ବିଆର୍ କଲା ।
48 Ісус же промовив до нього: „Як знаме́н тих та чуд не побачите, — не ввіруєте!“
୪୮ଜିସୁ ତାକେ କଇଲା, “ତମେ କାବା ଅଇଜିବାଟା ଆରି କେବେ ନ ଅଇଲା ପାରା କାମର୍ ଚିନ୍ମନ୍ ନ ଦେକ୍ଲେ କେବେ ମିସା ମକେ ବିସ୍ବାସ୍ ନ କରାସ୍ ।”
49 Царедво́рець говорить до Нього: „Піди, Господи, поки не вмерла дитина моя!“
୪୯ସେ ଲକ୍ ତାକେ କଇଲା, “ଏ ଗୁରୁ, ମର୍ ପିଲା ନ ମର୍ବା ଆଗ୍ତୁ ତମେ ମର୍ ସଙ୍ଗ୍ ଆସା ।”
50 Промовляє до нього Ісус: „Іди, — син твій живе!“І повірив той слову, що до нього промовив Ісус, — і пішов.
୫୦ଜିସୁ ତାକେ କଇଲା, “ଏବେ ତୁଇ ତର୍ ଗରେ ଜା, ତର୍ ପିଲା ଜିବନ୍ ଅଇଗାଲାବେ ।” ସେ ଲକ୍ ଜିସୁ କଇରଇବା କାତା ବିସ୍ବାସ୍ କରି ବାଉଡିଗାଲା ।
51 А коли ще в дорозі він був, то раби́ його перестріли його й сповістили, говорячи: „Син твій живе“.
୫୧ସେ ଗରେ ଗାଲାବେଲେ ତାର୍ କେତେଟା ଗତି ଦାଙ୍ଗ୍ଡାମନ୍ ତାକେ ବେଟ୍ପାଇକରି, “ତର୍ ପିଲା ନିମାନ୍ ଅଇଲାବେ” ବଲି କଇଲାଇ ।
52 А він їх запитав про годину, о котрі́й стало легше йому. Вони ж відказали до нього: „Учора о сьомій годині гаря́чка поки́нула його“.
୫୨ସେ ଲକ୍ ତାର୍ ଗତିଦାଙ୍ଗ୍ଡାମନ୍କେ ପାଚାର୍ଲା, “ପିଲା କେଡେବେଲେ ନିମାନ୍ ଅଇଲା?” ଗତିଦାଙ୍ଗ୍ଡାମନ୍, “କାଲି ଗଁଟେ ବେଲେ ନିମାନ୍ ଅଇଲା” ବଲି କଇଲାଇ ।
53 Зрозумів тоді ба́тько, що була́ то година, о котрі́й до нього промовив Ісус: „Син твій живе“. І ввірував сам і ввесь його дім.
୫୩ଜିସୁ ଟିକ୍ ସେବେଲାସେ ତର୍ ପିଲା ନିମାନ୍ ଅଇଲାବେ ବଲି କଇରଇଲାଟା ସେ ମୁକିଅ ଲକ୍ ମନେପାକାଇଲା । ସେଟାର୍ପାଇ ସେ ଲକ୍ ଆରି ତାର୍ ଗରର୍ ସବୁ ଲକ୍ ଜିସୁକେ ବିସ୍ବାସ୍ କଲାଇ ।
54 Це знов друге знаме́но Ісус учинив, як вернувся до Галілеї з Юдеї.
୫୪ଜିସୁ ଜିଉଦାଇ ଅନି ଗାଲିଲି ଦେସେ ଆଇଲା ପଚେ ଏଟାସଙ୍ଗ୍ ଦୁଇପାଲି କାବାଅଇଜିବା କାମ୍ କରି ରଇଲାଟା ।