< Від Марка 4 >
1 І знову почав Він навчати над морем. І зібралось до Нього багато наро́ду, так що Сам Він до чо́вна на морі ввійшов і сидів, а наро́д увесь був на землі покрай моря.
୧ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
2 І багато навчав Він їх при́тчами, і в науці Своїй їм казав:
୨ଜିସୁ ସେମନ୍କେ ବେସି ବିସଇ ଉଦାଅରନ୍ ଦେଇ ସିକାଇଲା । ଆରି ସିକାଇବାବେଲେ ସେମନ୍କେ କଇଲା,
3 „Слухайте, — вийшов сіяч ось, щоб сі́яти.
୩“ସୁନା ଗଟେକ୍ ଚାସି ତାର୍ ବିଅନ୍ ବୁନ୍ବାର୍ ବାରଇଲା ।
4 І як сі́яв, упало зе́рно одне край дороги, — і налетіли пташки́, і його́ повидзьо́бували.
୪ସେ ବୁନୁ ବୁୁନୁ କେତେକ୍ ବିଅନ୍ ବାଟେ ଅଦର୍ଲା, ଆରି ଚଡଇମନ୍ ଆସି ସବୁଜାକ ବିଅନ୍ କାଇଦେଲାଇ ।
5 Друге ж упало на ґрунт кам'яни́стий, де не мало багато землі, — і негайно зійшло, бо земля неглибока була́;
୫ଆରି କେତେକ୍ ବିଅନ୍ ଉନା ମାଟିରଇ ତଲେ ପାକ୍ନା ରଇଲା ବୁଏଁ ଅଦର୍ଲା, ଆରି ମାଟି ଉନା ରଇଲାକେ ଦାପ୍ରେ ଗାଜା ଅଇଲା ।
6 а як сонце зійшло — то зів'я́ло, і, коріння не мавши, усохло.
୬ମାତର୍ ବେଲ୍ ଉଦ୍ଲାକେ ଗାଜା ଅଇଲାଟା ପଡି ମସ୍ରିଗାଲା, ଆରି ଚେର୍ ବେଦି ନ ରଇଲାଜେ ସୁକିଗାଲା ।
7 А інше впало між те́рен, і ви́гнався терен, і його поглуши́в, — і пло́ду воно не дало́.
୭ଆରି କେତେକ୍ ବିଅନ୍ କାଟା ବୁଟା ମଜାଇ ଅଦର୍ଲା, ଆରି କାଟା ବୁଟାମନ୍ ଉଟି ବଡିକରି ଗାଜା ଅଇ ସବୁକେ ଚାପି ପାକାଇଲାଇ । ଚାପିଦେଲାକେ କାଇ ଦାନ୍ ମିସା ଅଏ ନାଇ ।
8 Інше ж упало на добрую землю, — і дало плід, що посхо́див і ріс; і видало втри́дцятеро, у шістдеся́т і в сто раз “.
୮ମାତର୍, ଆରି କେତେକ୍ ବିଅନ୍ ନିକ ବୁଏଁ ଅଦର୍ଲା ଆରି ଗାଜା ଅଇ ଉଟି ବଡିକରି ତିରିସ୍ ଗୁଣ୍ ସାଟେ ଗୁଣ୍ ଆରି ସଏ ଗୁଣ୍ ଜାକ ପସଲ୍ ଦେଲା ।”
9 І сказав: „Хто має ву́ха, щоб слухати, — нехай слухає!“
୯ଆରି ଜିସୁ କଇଲା, “ଜାକେ ସୁନ୍ବାକେ କାନ୍ ଆଚେବଇଲେ, ସେ ମନ୍ଦେଇ ସୁନ ।”
10 І, як остався Він насамоті, Його запитали найближчі з Дванадцятьма́ про цю при́тчу.
୧୦ଜିସୁ ଗଟେକ୍ଲକ୍ ରଇଲା ବେଲେ ତାର୍ସଙ୍ଗ୍ ରଇଲା ଲକ୍ମନ୍ ଆରି ବାର୍ଟା ସିସ୍ମନ୍ ତାକେ ପାଚାର୍ଲାଇ, “ତମେ କାଇକେ ଉଦାଅରନ୍ ଦେଇ ସିକାଇଲାସ୍ନି?”
11 І Він їм відповів: „Вам да́но пізнати таємни́ці Божого Царства, а тим, що за вами, усе відбувається в при́тчах,
୧୧ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜେ ଲୁଚିକରି ରଇଲା ବିସଇ ତମେ ବୁଜିପାର୍ଲାସ୍ନି, ମାତର୍ ବାଇରେ ରଇବା ବିନ୍ ଲକ୍ମନ୍କେ ଉଦାଅରନ୍ ଦେଇ କୁଆ ଅଇଲାନି ।”
12 щоб „оком дивились вони — і не бачили, ву́хом слухали — і не зрозуміли, щоб коли вони не наверну́лися, і відпу́щені бу́дуть гріхи їм!“
୧୨ଜେନ୍ତାର୍କି “ମୁଇ କର୍ବା କାମ୍ମନ୍ ଦେକ୍ତେ ରଇଲେ ମିସା ବୁଜି ନାପାରତ୍, ଆରି କଇଲାଟାମନ୍ ସୁନି ସୁନି ମିସା ନ ବୁଜତ୍, ବୁଜ୍ତାଇଆଲେ ସେମନ୍ ପର୍ମେସରର୍ ଲଗେ ବାଅଡ୍ତାଇ ଆରି ପାପ୍ କେମା ପାଇତାଇ ।”
13 І Він їх запитав: „Ви не розумієте притчі цієї? І як вам зрозуміти всі притчі!
୧୩ଜିସୁ ସେମନ୍କେ କଇଲା, “ଏ ଉଦାଅରନର୍ ଅରତ୍ ତମେ ବୁଜାସ୍ ନାଇ କି? ତେବେ ବିନ୍ ଉଦାଅରନର୍ ଅରତ୍ କେନ୍ତି ବୁଜ୍ସା?
୧୪ଚାସି ପର୍ମେସରର୍ ବାକିଅ ବୁନ୍ସି,
15 А котрі́ край дороги, де сіється слово, — це ті, що як тільки почують, то зараз приходить до них сатана, і забирає слово, посіяне в них.
୧୫ଜନ୍ଲକ୍ମନ୍ ସୁନ୍ବାଇ ଆରି ସୁନ୍ଲା ଦାପ୍ରେ, ସଇତାନ୍ ଆସି ସେମନ୍ର୍ ଟାନେଅନି ବୁନିରଇବା ବାକିଅ ଜିକି ନେଇସି, ସେମନ୍ ବୁନିରଇବା ବାଟ୍ଲଗର୍ ବିଅନ୍ ପାରା ।
16 Так само й посіяні на кам'яни́стому ґрунті, — вони, як почують те слово, то з радістю зараз приймають його,
୧୬ସେନ୍ତାର୍ ସେ, ଜନ୍ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ଅଇ ସେଟା ମାନ୍ବାଇ, ସେଲକ୍ ପାକ୍ନା ରଇବା ଜାଗାଇ ଅଦର୍ଲା ବିଅନ୍ ପାରା ।
17 та коріння не мають у собі й непостійні; а зго́дом, як у́тиск або переслі́дування наступає за слово, вони спокушаються зараз.
୧୭ମାତର୍ ସେମନର୍ ଟାନେ ଚେର୍ ନ ବେଦିରଏଜେ ଚନେକର୍ପାଇ ବିସ୍ବାସ୍ କରି ରଇବାଇ, ପଚେ ବାକିଅର୍ଲାଗି କସ୍ଟ କି ତାଡ୍ନା ଆଇଲେ, ସେ ଦାପ୍ରେ ବିସ୍ବାସ୍ ଚାଡି ଦେବାଇ ।
18 А між терен посіяне, — це ті, що слухають слово,
୧୮ଆରି ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ତାର୍ ଦିନ୍କର୍ ବିସଇର୍ ଚିନ୍ତା, ଦନର୍ ମାୟା ଆରି ବିନ୍ ବିନ୍ ବିସଇର୍ ଲାଲ୍ସାଟାନେ ପୁରିକରି ମାପ୍ରୁର୍ ବାକିଅକେ ଚାପିପାକାଇସି, ତେଇ ମାପ୍ରୁର୍ ବାକିଅ ନିକ କାମ୍ ନ କରେ ।
19 але кло́поти цьогосві́тні й омана багатства та різні бажа́ння ввіходять, та й заглушують слово, — і пло́ду воно не дає. (aiōn )
୧୯ସେନ୍ତାରି ଅଦେକ୍ ଲକ୍ମନ୍ ବିଅନ୍ ବୁନିରଇବା କାଟାଲାଟା ବୁଇଁ ପାରା । (aiōn )
20 А посіяне в добрую землю — це ті, що слухають слово й приймають, — і родять утри́дцятеро, у шістдеся́т і в сто раз “.
୨୦ବାକିଲକ୍ମନ୍ ବାକିଅ ସୁନି ସେଟା ମାନ୍ବାଇ ଆରି ତିରିସ୍ ଗୁଣ୍, ସାଟେ ଗୁଣ୍ ଆରି ସଏ ଗୁଣ୍ ପଲ୍ ଦେବାଇ, ସେମନ୍ ବିଅନ୍ ଅଦ୍ରି ରଇବା ନିକ ବୁଇଁ ପାରା ।”
21 І сказав Він до них: „Чи світло прино́сять на те, щоб поставити його під посу́дину, чи може під ліжко? А не щоб поставити на світи́льнику?
୨୧ଜିସୁ ଆରିତରେକ୍ ସେମନ୍କେ କଇଲା, “ବତି ଡସାଇ ମାନ୍ ତଲେ କି କଟ୍ ତଲେ ସଙ୍ଗଇବାକେ ନ ଆନତ୍ । ବତି, କୁଦ୍ରାଇ ସଙ୍ଗଇବାକେ ଡସାଇବାଇ ।
22 Бо немає нічого захованого, що не ви́явиться, і немає таємного, що не вийде ная́в.
୨୨କାଇକେବଇଲେ ଲକ୍ମନ୍କେ ଏବେଜାକ ନାଜାନି ରଇବା ବିସଇ ଜାନାଇ ଦିଆଅଇସି, ଆରି ଜନ୍ ବିସଇ ସବୁ ଲୁଚି ରଇସି, ସେଟା ମେଲାକରି ଦିଆଅଇସି ।
23 Хто має ву́ха, щоб слухати, — нехай слухає!“
୨୩ଜଦି ଜାକେ ନିକ ସଙ୍ଗ୍ ସୁନ୍ବାର୍ ଆଚେ, ସେ ନିକ ସଙ୍ଗ୍ ସୁନ ।”
24 І сказав Він до них: „Уважайте, що чуєте: Якою мірою будете міряти, такою відмі́ряють вам, і додаду́ть вам.
୨୪ଆରି ଜିସୁ ସେମନ୍କେ କଇଲା, “କାଇଟା ସୁନ୍ଲାସ୍ନି, ସେ ବିସଇ ଏତାଇକରି ଜାଗରତ୍ ରୁଆ । ଜନ୍ ନାପେ ତମେ ନାପ୍ସା, ସେ ନାପେ ପର୍ମେସର୍ ତମ୍କେ ନାପ୍ସି, ଆରି ତାର୍ତେଇଅନି ଅଦିକ୍ ।
25 Бо хто має, то дасться йому, хто ж не має, — забереться від нього й те, що він має“.
୨୫କାଇକେବଇଲେ ଜାକେ ରଇ, କାମେ ଲାଗାଇରଇସି ତାକେ ଅଦିକ୍ ଦିଆଅଇସି, ଆରି ଜାକେ ରଇ, କାମେ ନ ଲାଗାଏ, ତାର୍ଟାନେ ଅନି ସେ ଅଲପ୍ ରଇଲାଟା ମିସା ନିଆଅଇସି ।”
26 І сказав Він: „Так і Боже Царство, як той чоловік, що кидає в землю насі́ння,
୨୬ଆରି ସେ କଇଲା, “ପର୍ମେସରର୍ ରାଇଜ୍ ଏନ୍ତାରି । ଗଟେକ୍ ଲକ୍ ନିଜର୍ ପଦାଇ ବିଅନ୍ ବୁନ୍ସି ।
27 і чи спить, чи встає він удень та вночі, а насіння пускає па́ростки та росте, хоч не знає він, я́к.
୨୭ଆରି, ସେ ଦିନ୍ବେଲେ କି ରାତିବେଲେ, ସଇଲେ କି କାମ୍ କଲେ ମିସା ବିଅନ୍ କେନ୍ତି ଆଁକ୍ରି ବଡ୍ସି, ସେଟା ନାଜାନେ,
28 Бо родить земля сама з себе: перше вру́на, потім ко́лос, а тоді повне збіжжя на колосі.
୨୮ଜମି ତାର୍ମନ୍କେ ପଲ୍ ଉବ୍ଜାଇସି, ପର୍ତୁମ୍ ପତର୍, ପଚେ କେଡ୍, ତାର୍ପଚେ ମୁଞ୍ଜି ପୁରୁନ୍ ରଇବା କେଡ୍ ।
29 А коли плід доспіє, зараз він „посилає серпа́, бо настали жнива́“.
୨୯ମାତର୍ ଚାସ୍ ପାଚ୍ଲା ଦାପ୍ରେ କାଟ୍ବା ବେଲା କେଟିଆଇଲେ, ଚାସି କାଟ୍ବାକେ ଇଲା ଲାଗାଇସି ।”
30 І сказав Він: „До чого прирівняємо Царство Боже? Або в якій притчі предста́вим його́?
୩୦ସେ ଆରି ତରେକ୍ କଇଲା, “ଆମେ ପର୍ମେସରର୍ ରାଇଜ୍ କାଇଟା ସଙ୍ଗ୍ ସମାନ୍ କରୁ? ନଇଲେ କାଇ ଉଦାଅରନ୍ ସଙ୍ଗ୍ ବୁଜାଇଦେଉଁ?
31 Воно — як те зе́рно гірчи́чне, яке, коли сіється в землю, найдрібніше за всі зе́мні насіння.
୩୧ସେଟା ଗଟେକ୍ ସର୍ସୁ ମୁଞ୍ଜି ପାରା, ବୁଏଁ ବୁନ୍ବା ବେଲେ ସେଟା ପୁର୍ତିବିର୍ ସବୁ ମୁଞ୍ଜିତେଇ ଅନି ସାନ୍ଟା,
32 Як посіяне ж буде, вироста́є, і стає над усі зілля́ більше, і ві́ття пускає велике таке́, що ку́блитись може в тіні його птаство небесне“.
୩୨ମାତର୍ ବୁନ୍ଲେ, ସେଟା ବଡିକରି ସବୁ ସାଗର୍ ଟାନେଅନି ବଡ୍ ଅଇସି, ଆରି ତାର୍ କେନ୍ଦି ଏନ୍ତି ବଡ୍ ବଡ୍ ଅଇଜାଇସି ଜେ, ସରଗର୍ ଚଡଇମନ୍ ତାର୍ କେନ୍ଦାଇ ବାସା ଅଇବାଇ ।”
33 І такими притчами багатьома́ Він їм слово звіщав, поскільки вони могли слухати.
୩୩ଜିସୁ ଏନ୍ତି କେତେକ୍ କେତେକ୍ ଉଦାଅରଣ୍ ସଙ୍ଗ୍ ସେମନର୍ ବୁଜ୍ବା ବପୁ ଇସାବେ ବାକିଅ ସୁନାଇତେ ରଇଲା,
34 І без притчі нічого Він їм не казав, а учням Своїм самотою вияснював усе.
୩୪ଆରି ଉଦାଅରନ୍ ନଇତେ ସେ ତାକର୍ ଲଗେ କାଇ କାତା ନ କଇତେରଇଲା । ମାତର୍ ଜିସୁ ବିନ୍ ଲକ୍ମନ୍ କେ ନ ରଇଲାବେଲେ ନିଜର୍ ସିସ୍ମନ୍କେ ସବୁ ବିସଇ ବୁଜାଇ ଦେଇତେ ରଇଲା ।
35 І сказав Він до них того дня, коли вечір настав: „Перепли́ньмо на той бік“.
୩୫ସେଦିନେ ସଞ୍ଜ୍ ଅଇଲାକେ ଜିସୁ ସେମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।”
36 І, лишивши наро́д, узяли із собою Його, як у чо́вні Він був; і інші човни́ були з Ним.
୩୬ସେଡ୍କିବେଲେ ସେମନ୍ ଲକ୍ ଗଅଲି ଚାଡିକରି, ଜିସୁ ବସି ରଇଲା, ଗଟେକ୍ ଡଙ୍ଗାଇ ଜାଇ ବସ୍ଲାଇ । ଆରି ବିନ୍ ବିନ୍ ଡଙ୍ଗା ମିସା ତାକର୍ ସଙ୍ଗ୍ ରଇଲା ।
37 І зняла́ся ось буря велика, а хвилі вливалися в чо́вен, аж чо́вен водою вже був перепо́внився!
୩୭ପଚେ ଅଟାତ୍ ବେସି ବାଉପବନ୍ ଆଇଲା, ଆରି ଲଅଡିର୍ ମାଡ୍କେ ଡଙ୍ଗାଇ ପାନି ପୁରୁନ୍ ଅଇବାର୍ ଦାର୍ଲା ।
38 А Він спав на кормі́ на подушці... І вони розбудили Його та й сказали Йому: „Учителю, чи Тобі байдуже́, що ми гинемо?“
୩୮ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, “ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ?”
39 Тоді Він устав, і вітрові заборонив, і до моря сказав: „Мовчи, перестань!“І стих вітер, — і тиша велика настала.
୩୯ସେଡ୍କିବେଲେ ଜିସୁ ଉଟି ପବନ୍କେ ଦମ୍କାଇ ଦେଇ ଲଅଡିକେ କଇଲା, “ତବିର୍ ଅଇ ଚୁପ୍ ର ।” ସେଡ୍କି ବେଲେ ପବନ୍ ବନ୍ଦ୍ ଅଇଲା, ଆରି ସବୁ ତବିର୍ ଅଇଲା ।
40 І сказав Він до них: „Чого́ ви такі полохливі? Чому віри не маєте?“
୪୦ଆରି ସେ ସିସ୍ମନ୍କେ କଇଲା, “କାଇକେ ଏତେକ୍ ଡର୍ଲାସ୍ନି? ତମ୍କେ ଏବେଜାକ ମର୍ଲଗେ ବିସ୍ବାସ୍ ନାଇ କି?”
41 А вони налякалися стра́хом великим, і говорили один до одно́го: „Хто ж це такий, що вітер і море слухня́ні Йому?“
୪୧ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି?”