< Від Матвія 14 >
1 Того ча́су прочув Ірод чотиривла́сник чутки́ про Ісуса,
୧ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
2 і сказав своїм слу́гам: „Це Іван Христитель, — він із мертвих воскрес, і тому́ чуда тво́ряться ним“.
୨ସେ ତାର୍ଟାନେ କାମ୍ କର୍ବା ଲକ୍ମନ୍କେ କଇଲା, “ସତଇସେ ଏ ଡୁବନ୍ ଦେଉ ଜଅନ୍ସେ । ସେ ଆରିତରେକ୍ ଜିବନ୍ ଅଇ ଉଟି ବାଉଡି ଆଇଲାଆଚେ । ସେଟାର୍ପାଇ ତାର୍ଟାନେ କାବା ଅଇଜିବା କାମ୍ କର୍ବା ବପୁ ଆଚେ ।”
3 Бо Ірод схопи́в був Івана, і зв'язав його, і посадив у в'язни́цю через Іродія́ду, дружи́ну брата свого Пилипа.
୩ଆର୍ ଆଗ୍ତୁ ଏରଦ୍ ଜଅନ୍କେ ବାନ୍ଦ୍ବାକେ ଆଦେସ୍ ଦେଇରଇଲା ଆରି ତାକେ ସିକିଲି ସଙ୍ଗ୍ ବାନ୍ଦି, ବନ୍ଦି ଗରେ ସଙ୍ଗଇରଇଲା । ତାର୍ ବାଇ, ପିଲିପର୍ ମାଇଜି ଏରଦିଆର୍ ଲାଗି, ସେ ଏନ୍ତି କରିରଇଲା ।
4 Бо до нього Іван говорив: „Не годи́ться тобі її мати! “
୪ଜଅନ୍ ତାକେ କଇରଇଲା “ତମର୍ ବଉ ଏରଦିଆକେ ବିବା ଅଇବାଟା ତମର୍ ଟିକ୍ ଅଏନାଇ ।”
5 І хотів Ірод смерть заподі́яти йому, та боявся наро́ду, бо того за пророка вважали.
୫ସେଟାର୍ପାଇ ଏରଦ୍ ଜଅନ୍କେ ମରାଇବାକେ ଜଜ୍ନା କର୍ତେରଇଲା, ମାତର୍ ସେ ଜିଉଦି ଲକ୍ମନ୍କେ ଡର୍ତେରଇଲା । କାଇକେବଇଲେ ଜିଉଦି ଲକ୍ମନ୍ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ମାନ୍ତେରଇଲାଇ ।
6 А як був день наро́дження Ірода, танцювала посеред гостей дочка Іродія́дина, та й Іродові догоди́ла.
୬ମାତର୍ ଏରଦର୍ ଜନମ୍ ପୁର୍ତି ଦିନେ ଏରଦିଆର୍ ଟକି, ଡାକାଇରଇବା ଲକ୍ମନର୍ ମୁଆଟେ ନାଟ୍ କରିରଇଲା ।
7 Тому́ під прися́гою він обіцявся їй дати, чого тільки попросить вона.
୭ଏରଦ୍ ତାର୍ ଉପ୍ରେ ଏତେକ୍ ସାର୍ଦା ଅଇଲାଜେ, ସାର୍ଦା ଅଇ ପର୍ମାନ୍ ନିୟମ୍ କରି କଇଲା “ତୁଇ ଜାଇଟା ମାଙ୍ଗ୍ଲେ, ସେଟା ଦେବି!”
8 А вона, за намовою матері своєї: „Дай мені — проказала — отут на полу́миску голову Івана Христителя!“
୮ତାର୍ ଆୟାର୍ କାତା ଦାରି ଟକି କଇଲା “ମକେ ଏବେଆକା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ ସଙ୍ଗଇ କରି ଦିଆ ।”
9 І цар засмутився, але́ через клятву та тих, хто сидів при столі з ним, звелів дати.
୯ଏଟା ସୁନିକରି ରାଜା ଦୁକ୍ ଅଇଗାଲା । ଏଲେମିସା ସବୁର୍ ମୁଆଟେ ନିଜେ ପର୍ମାନ୍ ନିୟମ୍ କରିରଇଲାଜେ ଟକିର୍ ମନ୍ କରିରଇବାଟା ପୁରୁନ୍ କର୍ବାକେ ଆଦେସ୍ ଦେଲା ।
10 І послав стяти Івана в в'язни́ці.
୧୦ସେଟାର୍ପାଇ ବନ୍ଦି ଗରେ ଜଅନର୍ ମୁଣ୍ଡ୍ କାଟା ଅଇଲା ।
11 І прине́сли на полу́мискові його голову, та й дали́ дівчині, а та відне́сла її своїй матері.
୧୧ଗଟେକ୍ ତାଲାଟାନେ ମୁଣ୍ଡ୍ ସଙ୍ଗଇ ଟକିକେ ଦେଲାଇ । ସେ ସେଟା ନେଇକରି ତାର୍ ମାକେ ଦେଲା ।
12 А учні його прибули́, взяли тіло, і поховали його, та прийшли й сповістили Ісуса.
୧୨ତାର୍ପଚେ ଜଅନର୍ ସିସ୍ମନ୍ ଆସି ମଲା ଗାଗଡ୍ ନେଇ ତପ୍ବାକେ ଦାରିଗାଲାଇ । ସେମନ୍ ଜାଇକରି ଜିସୁକେ ଏ ବିସଇ ଜାନାଇଲାଇ ।
13 Як Ісус те почув, Він відплив звідти чо́вном у місце пустинне й самотнє. І, прочувши, наро́д із міст пішов пі́шки за Ним.
୧୩ଜିସୁ ଜଅନର୍ କବର୍ ସୁନ୍ଲା ଦାପ୍ରେ ଡଙ୍ଗାଇ ଚଗ୍ଲା ଆରି ଗଟେକ୍ କିନରା ଜାଗାଇ ଗାଲା । ତେଇ ସେ ଜିବାଟା ଜାନିକରି ଲଗର୍ ପାକର୍ ସଅରେ ଅନି କେତେକ୍ କେତେକ୍ ଲକ୍ମନ୍ ଗାଡ୍ କଣ୍ଡିକଣ୍ଡି ଇଣ୍ଡି ଜିସୁର୍ ପଚେ ପଚେ ଗାଲାଇ ।
14 І, як вийшов Ісус, Він побачив багато наро́ду, — і змилосе́рдивсь над ними, і їхніх слаби́х уздоро́вив.
୧୪ଜେଡେବେଲେ ଜିସୁ ଡଙ୍ଗାଇଅନି ଉତ୍ରି ଏତେକ୍ମାଣ୍ଡ୍ ଲକ୍ମନ୍କେ ଦେକ୍ଲା, ସେ ଦୟା କଲା । ତେଇ ଜେତ୍କି ରଗିମନ୍ ରଇଲାଇ, ସବୁକେ ନିକ କଲା ।
15 А коли настав вечір, підійшли Його учні до Нього й сказали: „ Тут місце пустинне, і година вже пі́зня; відпусти наро́д, — хай по селах розі́йдуться, і куплять пожи́ви собі“.
୧୫ସେଦିନେ ସଞ୍ଜ୍ବେଲାଇ, ସିସ୍ମନ୍ ଆସି ତାକେ କଇଲାଇ, “ବେସି ଅଲ୍ସମ୍ ଅଇଗାଲାନି । ଆରି ଏଟା ଗଟେକ୍ କିନରା ଜାଗା, ଲକ୍ମନ୍କେ କଇଦିଆସ୍, ସେମନ୍ ଗାଉଁମନ୍କେ ଜାଇ କାଦି ମିଲାଇବାଇ ।”
16 А Ісус їм сказав: „Непотрібно відхо́дити їм, — нагодуйте їх ви!“
୧୬ମାତର୍ ଜିସୁ ସେମନ୍କେ କଇଲା, “ସେମନ୍ ଇତିଅନି ନ ଜାଅତ୍ । ତମେ ସେମନ୍କେ କାଇଟାଆଲେ କାଇବାକେ ଦିଆସ୍ ।”
17 Вони ж кажуть Йому: „Не маємо чим тут, — тільки п'я́теро хліба й дві рибі“.
୧୭ସିସ୍ମନ୍ କଇଲାଇ, “ଆମର୍ ଟାନେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ସେ ଆଚେ ।”
18 А Він відказав: „Принесіть Мені їх сюди“.
୧୮ଜିସୁ କଇଲା, “ସେଟା ମର୍ଟାନେ ଦାରିଆସା ।”
19 І, звелівши на́товпові посідати на траві, Він узяв п'ятеро хліба й дві рибі, спогля́нув на небо, поблагословив й поламав ті хліби́, і дав учням, а учні наро́дові.
୧୯ଜିସୁ ସବୁଲକ୍କେ ଗାଁସ୍ ଉପ୍ରେ ବସାଇବାକେ କଇଲା । ସେ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ରୁଟି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସବୁଲକ୍କେ ବାଟାକରି ଦେଲାଇ ।
20 І всі їли й наси́тились, а з кусків позосталих назбирали двана́дцятеро повних кошів.
୨୦ସେଟା ସବୁଲକ୍ କାଇକରି ସାନ୍ତି ଅଇଲାଇ । ତାର୍ପଚେ ସିସ୍ମନ୍ ଅଗ୍ଲି ରଇବା ରୁଟି ଆରି ମାଚ୍ ଟୁଲିଆଇ ବାର୍ଟା ଡାଲାଇ ବର୍ତି କଲାଇ ।
21 Їдців же було мужа тисяч із п'ять, крім жіно́к і дітей.
୨୧ତେଇ ମାଇଜିମନ୍ ଆରି ପିଲାମନ୍କେ ଚାଡି, ସେ କାଦି ପାଁଚ୍ ଅଜାର୍ ଲକ୍ କାଇରଇଲାଇ ।
22 І зараз звелів Ісус учням до чо́вна сідати, і перепли́сти на той бік раніше Його, аж поки наро́д Він відпу́стить.
୨୨ତାର୍ପଚେ ଜିସୁ ସିସ୍ମନ୍କେ ଡଙ୍ଗାଇ ବସାଇ ଗାଡ୍ ସେପାଟେ ଜିବାକେ କଇଲା । ସେ ନିଜେ ପଚେ ରଇଜାଇକରି ଲକ୍ମନ୍କେ ପାଟାଇତେ ରଇଲା ।
23 Відпусти́вши ж народ, Він на го́ру пішов помолитися насамоті́; і як вечір настав, був там Сам.
୨୩ସେ ଏକ୍ଲାସେ ପାର୍ତନା କର୍ବାକେ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲା ଆରି ସଞ୍ଜ୍ ଅଇବା ଜାକ ଜିସୁ ଗଟେକ୍ ଲକ୍ସେ ତେଇ ରଇଲା ।
24 А чо́вен вже був на сере́дині моря, і кидали хвилі його, бо вітер зірвавсь супроти́вний.
୨୪ସେଡ୍କି ବେଲେ ଡଙ୍ଗା କଣ୍ଡିଅନି ବେସି ଦୁର୍ ଗାଡ୍ ବିତ୍ରେ ଉଟିଜାଇରଇଲା । ଆରି ଜବର୍ ପବନ୍ କଲାଜେ, ଲଅଡି ଟଲ୍ମଲି ଜାଇତେରଇଲା ।
25 А о четвертій сторо́жі нічній Ісус підійшов до них, іду́чи по морю.
୨୫କୁକ୍ଡା ଡାକେ, ଏଦେ ଦେକା! ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ସିସ୍ମନର୍ ଲଗେ ଆଇଲା ।
26 Як побачили ж учні, що йде Він по морю, то настра́шилися та й казали: „Мара́!“І від стра́ху вони закричали...
୨୬ସିସ୍ମନ୍ ତାକେ ଦେକି କିଲ୍ବିଲ୍ ଅଇଗାଲାଇ । ଡରର୍ମାଡେ ଡୁମା ବଲି କିର୍କିର୍ଲାଇ ।
27 А Ісус до них зараз озвався й сказав: „Заспокойтесь, — це Я, не лякайтесь!“
୨୭ସେ ଦାପ୍ରେସେ ଜିସୁ ସେମନ୍କେ ସାଆସ୍ ଦେଇ କଇଲା, “ମୁଇ କାଇକି, ଡରାନାଇ ।”
28 Петро ж відповів і сказав: „Коли, Господи, Ти́ це, то звели, щоб прийшов я до Тебе по воді“.
୨୮ଜିସୁର୍ ଏ କାତା ସୁନି ପିତର୍ କଇଲା, “ମାପ୍ରୁ ଜଦି ସତଇସେ ତମେ ଅଇରଇସା ବଇଲେ, ମକେ ପାନି ଉପ୍ରେ ଇଣ୍ଡି ଇଣ୍ଡି ତମର୍ ଲଗେ ଆଇବାକେ ଆଦେସ୍ ଦିଆ ।”
29 А Він відказав йому: „Іди“. І, вилізши з чо́вна, Петро став іти по воді, і пішов до Ісуса.
୨୯ଜିସୁ କଇଲା, “ଇଣ୍ଡି ଇଣ୍ଡି ଆଉ ।” ପିତର୍ ଡଙ୍ଗାଇଅନି ବାରଇ, ପାନି ଉପ୍ରେ ଇଣ୍ଡି ଇଣ୍ଡି ଜିସୁର୍ ବାଟେ ଆଇବାର୍ ଦାର୍ଲା ।
30 Але, бачачи велику бурю, злякався, і зачав потопа́ти, і скричав: „Рятуй мене, Господи!“
୩୦ମାତର୍ ପବନ୍ ଜବର୍ ଆଇବାଟା ଦେକିକରି ଡରିଗାଲା ଆରି ପାନିଟାନେ ବୁଡିଜିବାର୍ ଦାର୍ଲା । ତେବେ ଆକ୍ମାରି କରି ଡାକ୍ଲା ଏ ମାପ୍ରୁ ମକେ ରକିଆ କର୍!
31 І зараз Ісус простяг руку й схопи́в його, і каже до нього: „Маловірний, чого́ усумни́вся?“
୩୧ଜିସୁ ସେ ଦାପ୍ରେ, ଆତ୍ ଲାମାଇକରି ତାକେ ଦାରିକରି କଇଲା, “ଏ ଅଲପ୍ ବିସ୍ବାସ୍ କରୁ, କାଇକେ ଦୁଇମନିଆ ଅଇଲୁସ୍ନି?”
32 Як до чо́вна ж вони ввійшли, буря вщу́хнула.
୩୨ମାତର୍ ସେମନ୍ ଡଙ୍ଗାଇ ଚଗ୍ଲାକେ ପବନ୍ ବନ୍ଦ୍ଅଇ ଗାଲା ।
33 А приявні в чо́вні вклонились Йому та сказали: „Ти справді Син Божий!“
୩୩ଡଙ୍ଗାଇ ରଇଲା ଲକ୍ମନ୍ ଜିସୁକେ ଜୁଆର୍ କରି କଇଲାଇ, “ତମେ ସତ୍ସେ ମାପ୍ରୁର୍ ପିଲା ।”
34 Перепливши ж вони, прибули́ в землю Генісаре́тську.
୩୪ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ଲଙ୍ଗିକରି ଗିନେସରତ୍ ଜାଗାଇ କେଟ୍ଲାଇ ।
35 А люди тієї місцевости, пізнавши Його, сповістили по всій тій око́лиці, і до Нього прине́сли всіх хворих.
୩୫ଆରି ତେଇର୍ ଲକ୍ମନ୍ ଜିସୁକେ ଚିନିକରି ଲଗେ ପାକେ ରଇବା ଚାରିବେଡ୍ତିର୍ ସବୁ ଜାଗାଇ କବର୍ ପାଟାଇଲାଇ ଆରି ରଗି ଲକ୍ମନ୍କେ ତାର୍ ଲଗେ ଆନ୍ଲାଇ ।
36 І благали Його, щоб бодай доторкнутися кра́ю одежі Його. А хто доторкавсь, — уздоро́влений був.
୩୬ରଗିମନ୍ ଜିସୁର୍ ପିନ୍ଦ୍ଲା ଲୁଗାର୍ ଜାଲି ଚିଇବାକେ, ଆଦେସ୍ ଦେବାକେ, ଲକ୍ମନ୍ ତାକେ ବାବୁଜିଆକରି କଇଲାଇ । ମାତର୍ ଜେତେକ୍ଲକ୍ ସେଟା ଚିଇଲାଇ, ସବୁଲକ୍ ନିକଅଇଲାଇ ।